ଏନ୍ତୁଡ଼ିଶାଳରେ କରୋନା ବେକାବୁ, ଚାଇନାର ସାନ୍ୟା ସହରରେ ଲକ୍ଡାଉନ, ୮୦ ହଜାରରୁ ଅଧିକ ପର୍ଯ୍ୟଟକ ଚିନ୍ତାରେ…
ବେଜିଂ, ୬।୮ : କରୋନା ଏନ୍ତୁଡ଼ିଶାଳ ଚାଇନାରେ କରୋନା ପୁଣି ଥରେ ନିୟନ୍ତ୍ରିତ ହରାଇଛି। ଶନିବାର ଚାଇନାର ’ହାୱାଇ’ କୁହାଯାଉଥିବା ସାନ୍ୟା ସହରରେ କର୍ତ୍ତୃପକ୍ଷ ଲକ୍ଡାଉନ ଘୋଷଣା କରିଛନ୍ତି। ଫଳରେ ସେଠାରେ ଥିବା ପ୍ରାୟ ୮୦ ହଜାରରୁ ଅଧିକ ପର୍ଯ୍ୟଟକ ଅଟକି…
କଟକଣାକୁ ଖାତିର ନାହିଁ, କିମ୍ ଆଣବିକ ପରୀକ୍ଷଣ ପାଇଁ ପୁଣି ପ୍ରସ୍ତୁତ…
ପୋୟଙ୍ଗୟାଙ୍ଗ, ୬।୮ : ଭାରତ-ପ୍ରଶାନ୍ତ ମହାସାଗରରେ ଉତ୍ତେଜନା ବୃଦ୍ଧି ପାଇବା ମଧ୍ୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନ୍ ମଧ୍ୟ ଉତ୍ତେଜନାମୂଳକ କାର୍ଯ୍ୟ ଜାରି ରଖିଛନ୍ତି। ମିଳିତ ଜାତିସଂଘର ଏକ ରିପୋର୍ଟରେ ଏହା ଦାବି କରାଯାଇଛି। ଏହି ରିପୋର୍ଟ…
ଆଫ୍ରିକାବାସୀଙ୍କ ଜୀବନ ଧାରଣ ବୟସରେ ୧୦ ବର୍ଷ ବୃଦ୍ଧି …
ଜେନେଭା, ୬।୮ : ବିଶ୍ୱ ଦ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ଜୀବନ ଧାରଣ ବୟସ ଉପରେ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁସାରେ ୨୦୦୦ ରୁ ୨୦୧୯ ମଧ୍ୟରେ ଆଫ୍ରିକୀୟ ଅଞ୍ଚଳର ହାରାହାରି ମୁଣ୍ଡପିଛା ଜୀବନ ଧାରଣ ବୟସରେ ୧୦ ବର୍ଷ…
ଭାରତର ସ୍ବାଧୀନତା ଦିବସ ସମାରୋହରେ ଯୋଗଦେବେ ଆମେରିକା ଗାୟିକା
ଓ୍ବାଶିଂଟନ/ନୂଆଦିଲ୍ଲୀ,୬ା୮: ଏକ ନୂତନ ଶୈଳୀରେ ‘ଜନ ଗଣ ମନ’ ଏବଂ ‘ଓମ୍ ଜୟ ଜଗଦୀଶ ହରେ’ ଗାଇଥିବା ଆମେରିକାର ପ୍ରସିଦ୍ଧ ଗାୟିକା ମେରି ମିଲବେନ ଭାରତ ଆସିବେ। ସ୍ବାଧୀନତା ଦିବସ ପାଳନ ସମୟରେ ସେ ଭାରତରେ ଉପସ୍ଥିତ ରହିବେ। ଆଇସିଆରସି ଅର୍ଥାତ୍…
ଚାଇନା ଗୁପ୍ତଚର ଜାହାଜକୁ ପ୍ରବେଶ ଲାଗି ଅନୁମତି ଦେଲାନି ଶ୍ରୀଲଙ୍କା…
କଲମ୍ବୋ, ୬।୮ : ଦୁଇ ସରକାରଙ୍କ ମଧ୍ୟରେ ପରାମର୍ଶ ନହେବା ପର୍ଯ୍ୟନ୍ତ ଶ୍ରୀଲଙ୍କା ସରକାର ଚାଇନାର ସ୍ପେସ-ସାଟେଲାଇଟ ଟ୍ରାକର ଜାହାଜ ୟୁଆନ ୱାଙ୍ଗ ୫ର ହମ୍ବନଟୋଟା ବନ୍ଦରରେ ଅଟକ ରଖିବାକୁ କହିଛନ୍ତି। ଚାଇନାର ଗୁପ୍ତଚର ଜାହାଜ ଅଗଷ୍ଟ ୧୧ ରେ ଶ୍ରୀଲଙ୍କାର…
ଚାଇନାର ଧମକ ମଧ୍ୟରେ ତାଇୱାନକୁ ବଡ ଝଟ୍କା, ମିଶାଇଲ ପ୍ରଡକଶନ ଲିଡ କରୁଥିବା ଅଧିକାରୀଙ୍କ ମିଳିଲା ମୃତଦେହ
ତାଇପେଇ ସିଟି,୬ ।୮: ଚାଇନାର ଉସକାଇବା ଭଳି ଯୁଦ୍ଧାଭ୍ୟାସ ସମୟରେ ତାଇୱାନକୁ ବଡ ଝଟ୍କା ଲାଗିଛି । ତାଇୱାନର ମିଶାଇଲ ପ୍ରଡକଶନରେ ଲିଡ କରୁଥିବା ଜଣେ ଅଧିକାରୀଙ୍କ ମୃତଦେହ ଏକ ହୋଟେଲରୁ ମିଳିବା ପରେ ତାଇୱାନ ଚିନ୍ତାରେ ପଡିଯାଇଛି । ଉକ୍ତ…
ହ୍ୱାଇଟ ହାଉସ ବାହାରେ ବଜ୍ରପାତ: ୩ ମୃତ
ୱାଶିଂଟନ,୬ ।୮: ଆମେରିକାର ରାଜଧାନୀ ୱାଶିଂଟନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ ହାଉସ ବାହାରେ ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏଥିରେ ଅନେକ ଆହତ ବି ହୋଇଛନ୍ତି ।…
ଗାଜା ଉପରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ହମାସ କମାଣ୍ଡର ସମେତ ୧୦ମୃତ
ଜେରୁଜେଲମ,୬ ।୮: ଇସ୍ରାଏଲ ପକ୍ଷରୁ ଶୁକ୍ରବାର ଗାଜା ଉପରେ କରାଯାଇଥିବା ଏୟାର ଷ୍ଟ୍ରାଇକରେ ହମାସର ଜଣେ ବରିଷ୍ଠ କମାଣ୍ଡରଙ୍କ ସମେତ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏଥିରେ ଅନେକ ଆହତ ମଧ୍ୟ ହୋଇଛନ୍ତି । ପାଲେଷ୍ଟାଇନର ଅଧିକାରୀ ଏହି…
ମଧ୍ୟରେଖା ଡେଇଁଲା ଚାଇନା
ବେଜିଂ/ଓ୍ବାଶିଂଟନ/ତାଇପେଇ,୬।୮: ଆମେରିକା ହାଉସ୍ ସ୍ପିକର ନାନ୍ସି ପେଲୋସିଙ୍କ ତାଇଓ୍ବାନ୍ ଗସ୍ତ ପରେ ସମରାଭ୍ୟାସ ଆଳରେ ଦ୍ୱୀପରାଷ୍ଟ୍ରକୁ ଚାରିପଟୁ ଘେରିଛି ଚାଇନା। ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ)ପଠାଇଥିବା ୬୮ ଯୁଦ୍ଧବିମାନ ଓ ୧୩ ଯୁଦ୍ଧଜାହାଜ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ତାଇଓ୍ବାନ୍ ପ୍ରଣାଳୀର ମେଡିଆନ୍…
ପେଲୋସିଙ୍କୁ ଚାଇନା ମନା
ବେଜିଂ/ଓ୍ବାଶିଂଟନ/ତାଇପେଇ,୬ା୮: ଆମେରିକା ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ ସ୍ପିକର ନାନ୍ସି ପେଲୋସିଙ୍କ ସଦ୍ୟ ତାଇଓ୍ବାନ୍ ଗସ୍ତକୁ ନେଇ କ୍ଷୁବ୍ଧ ଚାଇନା ପ୍ରତିକ୍ରିୟାଶୀଳ ହୋଇଉଠିଛି। ବେଜିଂ ପକ୍ଷରୁ ପେଲୋସି ଓ ତାଙ୍କ ପରିବାର ଉପରେ ଶୁକ୍ରବାର କଟକଣା ଜାରି କରାଯାଇଛି। ଏଥିସହ ଓ୍ବାଶିଂଟନ ସହିତ…
ଚାଇନା ହମ୍ବତୋଟା ବନ୍ଦରକୁ ପଠାଇଲା ସ୍ପାଏ ଜାହାଜ: ଆପତ୍ତି କଲା ଭାରତ
କଲମ୍ବୋ/ବେଜିଂ,୫।୮: ଏଲ୍ଏସିକୁ ନେଇ ଭାରତ-ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ପୁଣି ଦେଖାଦେଇଛି। ବର୍ତ୍ତମାନ ଚାଇନାର ଆଉ ଏକ କାର୍ଯ୍ୟ ଦୁଇ ଦେଶ ମଧ୍ୟରେ ଥିବା ତିକ୍ତତା ସମ୍ପର୍କକୁ ଆହୁରି ଦ୍ୱିଗୁଣିତ କରିଦେଇଛି। ଭାରତ ଏବଂ ଚାଇନା ମଧ୍ୟରେ ବଢ଼ୁଥିବା ତିକ୍ତତାର…
ନାନ୍ସିଙ୍କ ଉପରେ ପ୍ରତିବନ୍ଧକ ଲଗାଇଲା ଚାଇନା
ବେଜିଂ,୫।୮: ତାଇଓ୍ବାନ ଯାତ୍ରା ପରେ ଆମେରିକା ହାଉସ୍ ସ୍ପିକର ନାନ୍ସି ପେଲୋସିିଙ୍କ ଉପରେ ଚାଇନା ପ୍ରତିବନ୍ଧକ ଲଗାଇଛି। ଶୁକ୍ରବାର ଚାଇନାର ବର୍ହିବ୍ୟାପାର ମନ୍ତ୍ରଣାଳୟ ନାନ୍ସି ଏବଂ ତାଙ୍କ ପରିବାରର ସଦସ୍ୟଙ୍କ ଉପରେ ପ୍ରତିବନ୍ଧକ ଘୋଷଣା କରିଛି। ଏଥିସହ ନାନ୍ସିଙ୍କ ଗସ୍ତକୁ ଦୃଢ଼…
Archives


