୪ଦିନ ହେଲା ବଙ୍କରରେ ଲୁଚି ରହିଛନ୍ତି ସାଧାରଣ ନାଗରିକ: ସାମ୍ନାକୁ ଆସିଲା ୟୁକ୍ରେନବାସୀଙ୍କ ଦାରୁଣ ଦୁଃଖ
କ୍ୱିଭ,୧।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ନିରୀହ ସାଧାରଣ ନାଗରିକ ଟାର୍ଗେଟ ହେଉଛନ୍ତି। ୟୁକ୍ରେନର କ୍ୱିଭ ଓ ଖାର୍କ୍ୱିଭ ସହରରେ ରୁଷିଆ ସୈନ୍ୟଙ୍କ ପକ୍ଷରୁ ଆକ୍ରମଣ ଜାରି ରହିଥିବା ବେଳେ ଅନେକ ୟୁକ୍ରେନବାସୀ ନିଜର ପ୍ରାଣ...
୬୪ କିମି ଭିତରକୁ ଆସିଲାଣି ରୁଷିଆ
ନୂଆଦିଲ୍ଲୀ,୧।୩: ୟୁକ୍ରେନର ରାଜଧାନୀ କ୍ୱିଭଠାରୁ ଉତ୍ତରରେ ୬୪ କିମି (୪୦ ମାଇଲ) ପାଖକୁ ରୁଷିଆ ସେନାର ଏକ କନ୍ଭେ ଚାଲିଆସିଛି। ସୋମବାର ନିଆଇଯାଇଥିବା ସାଟେଲାଇଟ୍ ଫଟୋରେ ଏହା ଦେଖିବାକୁ ମିଳୁଛି। ମ୍ୟାକ୍ସର ଦ୍ୱାରା ସଂଗୃହିତ ଫଟୋରେ ପ୍ରିବିର୍ସ୍କ ସହରର ଆଣ୍ଟୋନବ...
କ୍ୱିଭ ମୁହାଁ ରୁଷିଆ ସେନା, ୬୪ କିଲୋମିଟର ପର୍ଯ୍ୟନ୍ତ ଲମ୍ବା ଲାଇନ
କ୍ୱିଭ,୧ ।୩: ୟୁକ୍ରେନ୍ ଉପରେ ଲଗାତାର ଆକ୍ରମଣ ଜାରି ରଖିଛି ୟୁକ୍ରେନ୍ । ଖୁବଶୀଘ୍ର ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ ଦଖଲକୁ ଆଣିବାକୁ ଚେଷ୍ଟା ଚଳାଇଛି । ଏଥିପାଇଁ ଏବେ କ୍ୱିଭ ମୁହାଁ ହୋଇଛନ୍ତି ରୁଷିଆ ସେନା ।...
ଚର୍ଚ୍ଚରେ ୩ ଛୁଆଙ୍କୁ ଗୁଳି କରି ହତ୍ୟା
ସାକ୍ରାମେଣ୍ଟୋ,୧।୩: ଚର୍ଚ୍ଚରେ ୩ ଛୁଆଙ୍କୁ ଗୁଳି କରି ହତ୍ୟା କରିବା ପରେ ଆତ୍ମହତ୍ୟା କରିଛନ୍ତି ବାପା। କାଲିଫର୍ନିଆର ସାକ୍ରାମେଣ୍ଟୋଠାରେ ଘଟିଥିବା ଏହି ଗୁଳିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରାଣ ହରାଇଥିବା ୫ମ ବ୍ୟକ୍ତି ମୃତ ପରିବାର ସହ କେଉଁ...
ୟୁକ୍ରେନ୍ ଉପରେ ବଡ଼ ଆକ୍ରମଣ କଲା ରୁଷିଆ: ୭୦ ସୈନ୍ୟ ନିହତ
କ୍ୱିଭ୍,୧।୩: ୟୁକ୍ରେନ ବିରୋଧରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଆପଣାଇ ରୁଷ ଘନଘନ ଆକ୍ରମଣ କରୁଛି। ରଷିଆର ସାମରିକ ଆକ୍ରମଣରେ ୭୦ରୁ ଅଧିକ ୟୁକ୍ରେନ ସୈନିକ ନିହତ ହୋଇଛନ୍ତି। ଓଖର୍ଟିକାରେ ଅବସ୍ଥିତ ସାମରିକ ବେସ୍କୁ ଆର୍ଟିଲିରିକୁ ଟାର୍ଗେଟ କରାଯାଇଥିଲା। ଓଖର୍ଟିକା ସହର ଖାର୍କ୍ୱିଭ...
ରୁଷିଆର ପରମାଣୁ ଧମକକୁ ନେଇ ବଢିଲା ବିବାଦ, ଆମେରିକା କହିଲା ବିନା କାରଣରେ ଦିଆଯାଉଛି ଧମକ
ୱାଶିଂଟନ,୧ ।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଷଷ୍ଠ ଦିନରେ ଯୁଦ୍ଧ ଜାରି ରହିଛି । ବେଳକୁ ବେଳ ସ୍ଥିତି ଚିନ୍ତାଜନକ ହେବାରେ ଲାଗିଛି । ଇତି ମଧ୍ୟରେ ରବିବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ଏକ ବିପଜ୍ଜନକ ସଙ୍କେତ ଦେଇଛନ୍ତି ।...
ଯୁଦ୍ଧ ପାଇଁ ୟୁକ୍ରେନ ଦାୟୀ: ରୁଷିଆ
ମସ୍କୋ,୧ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଲାଗି ରହିଛି ଯୁଦ୍ଧ । ଇତିମଧ୍ୟରେ ମିଳିତ ଜାତିସଂଘର ସାଧାରଣ ସଭା ପକ୍ଷରୁ ଆୟୋଜିତ ଏକ ସ୍ୱତନ୍ତ୍ର ଅଧିବେଶନରେ ୟୁକ୍ରେନ ସଙ୍କଟକୁ ଗୁରୁତର ଭାବେ ଆଲୋଚନା କରାଯାଇଛି । ମିଳିତ ଜାତିସଂଘର ସାଧାରଣ ସଭାରେ...
ଭାକ୍ୟୁମ ବୋମା ବ୍ୟବହାର କରୁଛି ରୁଷିଆ
ଓ୍ବାଶିଂଟନ,୧।୩: ୟୁକ୍ରେନ ଉପରେ ଆକ୍ରମଣର ୬ଷ୍ଠ ଦିନ ତଥା ସୋମବାର ରୁଷିଆ ଭାକ୍ୟୁମ ଓ କ୍ଲଷ୍ଟର ବୋମାରେ ଆକ୍ରମଣ କରିଛି। ଏହି ଅସ୍ତ୍ରକୁ ବ୍ୟବହାର କରି ରୁଷ ଜେନେଭା ଚୁକ୍ତିର ଉଲ୍ଲଂଘନ କରିଛି ବୋଲି ୟୁକ୍ରେନର ଦୂତ ଆମେରିକାକୁ କହିଛନ୍ତି।...
ରୁଷିଆ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଲା କାନାଡା
ଓଟାୱା,୧ ।୩: କାନାଡା ରୁଷିଆ ତୈଳ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛି । କନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଏହି ଘୋଷଣା କରିଛନ୍ତି । ସମାଚାର ଏଜେନ୍ସି ଏଏଫପି ପକ୍ଷରୁ ଏହି ସୂଚନା ଦିଆଯାଇଛି । ରୁଷିଆ ଉପରେ ଲାଗିଥିବା...
ୟୁକ୍ରେନ୍କୁ ବଢ଼ୁଛି ସହଯୋଗ
କ୍ୱିଭ,୧।୩: ୟୁକ୍ରେନରେ ରୁଷିଆର ଆକ୍ରମଣ ଜାରି ଥିବାବେଳେ ବିଭିନ୍ନ ଦେଶ କ୍ୱିଭ୍କୁ ସେମାନଙ୍କ ସାମରିକ ସହାୟତା ପ୍ରଦାନ କରିବାରେ ଲାଗିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୩୫୦ ମିଲିୟନ ଡଲାରର ସାମରିକ ଏବଂ ୫୪ ମିଲିୟନ ଡଲାରର ମାନବୀୟ ସହାୟତା...
ୟୁକ୍ରେନ୍ ଫାଷ୍ଟ ଲେଡିଙ୍କ ଇମୋଶନାଲ ପୋଷ୍ଟ ଭାଇରାଲ, ଶେୟାର କଲେ ବମ ସେଲ୍ଟରରେ ଜନ୍ମ ଝିଅର ଫଟୋ
କ୍ୱିଭ୍,୧ ।୩: ୟୁକ୍ରେନକୁ ଚପାଇ ଦେବାକୁ ସମସ୍ତ ଶକ୍ତି ଲଗାଇ ଦେଇଛି ରୁଷିଆ । ଲଗାତାର ଭାବେ ପଞ୍ଚମ ଦିନରେ ବି ମିଶାଇଲ ଆକ୍ରମଣ କରି ଚାଲିଛି ରୁଷିଆ । ଏମିତିକି ଏବେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ସିଜଫାୟାର...
ପରମାଣୁ ଶକ୍ତି ନେଇ ଆଲୋଚନା କରୁ ଜାପାନ
ଟୋକିଓ,୧।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ଉପରେ ବିଶ୍ୱବାସୀଙ୍କ ନଜର ଥିବାବେଳେ ଜାପାନର ପୂର୍ବତନ ପ୍ରଧାନ ମନ୍ତ୍ରୀ ସିଞ୍ଜୋ ଆବେଙ୍କ ବୟାନ ସଭିଁଙ୍କ ଦୃଷ୍ଟି ଆକର୍ଷଣ କରିଛି। ସ୍ଥାନୀୟ ଗଣମାଧ୍ୟମ ଏକ କାର୍ଯ୍ୟକ୍ରମ ଯୋଗ ଦେବା ଅବସରରେ ପରମାଣୁ ଶକ୍ତି ନେଇ ଆବେ...
Archives


