ଭାରତକୁ ଉସ୍କାଇବାକୁ ଚେଷ୍ଟା କରୁଛି ଚାଇନା
ବେଜିଂ,୨୪।୭: ଭାରତ-ଚାଇନା ସୀମାରେ ପୁଣି ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର ଚାଇନା ଯୁଦ୍ଧ ବିମାନ ପୂର୍ବ ଲଦାଖର ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ(ଏଲ୍ଏସି) ନିକଟରେ ଉଡ଼ୁଛି। ୧୬ତମ କମାଣ୍ଡରସ୍ତରୀୟ କଥାବାର୍ତ୍ତା ପରେ ମଧ୍ୟ ଡ୍ରାଗନର ଏଭଳି କାର୍ଯ୍ୟ ସାମ୍ନାକୁ ଆସିଛି।…
ଚାକିରି ଛାଡ଼ିଲେ ବାୟୁସେନା ଯବାନ
କଲମ୍ବୋ,୨୪ା୭: ଶ୍ରୀଲଙ୍କାରେ ଲୋକଙ୍କ ଅସୁବିଧା ଦିନକୁ ଦିନ ବଢ଼ିବାରେ ଲାଗିଛି। ସ୍ବାଧୀନତା ପରଠାରୁ ଦେଶ ବର୍ତ୍ତମାନ ସବୁଠାରୁ ଖରାପ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଶ୍ରୀଲଙ୍କାରେ ସଙ୍କଟ ଯୋଗୁ ଅନେକ ନାଗରିକ ଦେଶ ଛାଡ଼ି ପଳାଇବାକୁ ପଛାଉ ନାହାନ୍ତି। ଖାଦ୍ୟ…
ଶେଷ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ!
କ୍ୱିଭ୍,୨୪ା୭: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଆଜି ୧୫୧ ଦିନରେ ପହଞ୍ଚିଛି। ଖୁସିର କଥା ହେଉଛି, ଏହି ଯୁଦ୍ଧରେ ପ୍ରଥମ ଥର ପାଇଁ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଏକ ପ୍ରସଙ୍ଗରେ ଚୁକ୍ତି ହୋଇଛି। ଏହା ଅଧୀନରେ ୟୁକ୍ରେନ କଳା ସାଗର…
ପୁଣି ଅଶାନ୍ତ ହେଲା ଆମେରିକା
ୱାଶିଂଟନ,୨୪ ।୭: ଆମେରିକାରେ ଗୁଳିକାଣ୍ଡ ଘଟଣା ବେଳକୁ ବେଳ ସାଧାରଣ ହେବାରେ ଲାଗିଛି । ଯେଉଁଥିପାଇଁ ଏଠାରେ ରହୁଥିବା ଲୋକମାନେ ସୁରକ୍ଷାକୁ ନେଇ ଚିନ୍ତିତ ହୋଇ ପଡିଛନ୍ତି । ମିଳିଥିବା ସୂଚନା ଅନୁଯାୟୀ, ଶନିବାର ସକାଳେ ୱାଶିଂଟନର ରେଂଟନ ସହରରେ ଗୁଳି…
ରାଷ୍ଟ୍ରୀୟ ସମ୍ପତ୍ତି ବିକ୍ରି କରିବ ପାକିସ୍ତାନ
ଇସଲାମାବାଦ,୨୪ ।୭: ଦେଶରେ ଦେଖାଦେଇଥିବା ଆର୍ଥିକ ସଙ୍କଟ ସହ ଲଢୁଥିବା ପାକିସ୍ତାନ ମନ୍ତ୍ରିମଣ୍ଡଳ ଶନିବାର ବିଦେଶରେ ଥିବା ଦେଶର ସମ୍ପତ୍ତିକୁ ଜରୁରୀକାଳିନ ପରିସ୍ଥିତିରେ ବିକ୍ରି କରିବାକୁ ସମସ୍ତ ପ୍ରକାର ପ୍ର୍ସ୍ତୁତି ପ୍ରକ୍ରିୟା ଶେଷ କରିବାକୁ ଏକ ଅଧ୍ୟାଦେଶକୁ ମଞ୍ଜୁରୀ ପ୍ରଦାନ କରିଛି…
ମଙ୍କିପକ୍ସ ବିଶ୍ୱ ସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷିତ…
ଜେନେଭା, ୨୩।୭ : ପୃଥିବୀରେ ମଙ୍କିପକ୍ସ ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଶଷ୍ବ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମଙ୍କିପକ୍ସ୍କୁ ବିଶ୍ୱ ସ୍ବାସ୍ଥ୍ୟ ଏମର୍ଜେନ୍ସି ଘୋଷଣା କରାଯାଇଛି। ଏହା ସହିତ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଇତିମଧ୍ୟରେ ପୃଥିବୀରେ…
ସୋମବାର ପର୍ଯ୍ୟନ୍ତ ପଞ୍ଜାବର ମୁଖ୍ୟମନ୍ତ୍ରୀ ରହିବେ ହମ୍ଜା: ପାକିସ୍ତାନ ସୁପ୍ରିମକୋର୍ଟ
ଇସଲାମାବାଦ,୨୩ା୭: ଦୀର୍ଘଦିନ ଧରି ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏପରିକି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କୁ ପଦରୁ ହଟାଇବାଠାରୁ ଆରମ୍ଭ କରି ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍ଙ୍କ ପୁଅ ହମ୍ଜା ଶରିଫ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଥମୁନି। ବାସ୍ତବରେ ପଞ୍ଜାବ…
ବଢ଼ିଲା ବିଦ୍ୟୁତ୍ ଦର, ୟୁନିଟ୍ ପିଛା ଦେବାକୁ ପଡ଼ିବ…
ଇସଲାମାବାଦ,୨୩ା୭: ପାକିସ୍ତାନରେ ବୃଦ୍ଧି ପାଉଥିବା ମୁଦ୍ରାସ୍ଫୀତି ମଧ୍ୟରେ ସାଧାରଣ ଜନତା ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଠାରେ ବିଦ୍ୟୁତ୍ ଦର ମହଙ୍ଗା ହୋଇଛି। ସରକାର ବିଦ୍ୟୁତ୍ ଦର ୟୁନିଟ୍ ପିଛା ପ୍ରାୟ ୮ ଟଙ୍କା ବୃଦ୍ଧି କରିଛନ୍ତି। ଏକ ରିପୋର୍ଟ…
ଶ୍ରୀଲଙ୍କାର ରାଷ୍ଟ୍ରପତି ଭବନ-ପ୍ରଧାନମନ୍ତ୍ରୀଙ୍କ ଆବାସରୁ ହଜାରେରୁ ଅଧିକ ଐତିହାସିକ କଳାକୃତି ନିଖୋଜ…
କଲମ୍ବୋ, ୨୩।୭ : ଶ୍ରୀଲଙ୍କାର ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ଏହାପୂର୍ବରୁ, ଦେଶରେ ଅର୍ଥନୈତିକ ଏବଂ ରାଜନୈତିକ ସଙ୍କଟ ନେଇ ବିକ୍ଷୋଭକାରୀମାନେ ସରକାରଙ୍କ ବିରୋଧରେ ତୀବ୍ର ବିରୋଧ ପ୍ରଦର୍ଶନ କରିଥିଲେ ଏବଂ ରାଷ୍ଟ୍ରପତି ଭବନ ଏବଂ ପ୍ରଧାନମନ୍ତ୍ରୀଙ୍କ ଆବାସ…
ତାଇବାନ ତଟରେ ଚାଇନା ଜାହାଜ
ତାଇପେ,୨୩ା୭: ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (PLA) ନୌସେନାର ଜାହାଜ ତାଇବାନର ପୂର୍ବ ଉପକୂଳରେ ଦେଖିବାକୁ ମିଳିଛି। ଦ୍ୱିତୀୟ ଅଧିବେଶନ ପୂର୍ବରୁ ଏହା ଦେଖିବାକୁ ମିଳିଛି। ଦେଶର ଯୁଦ୍ଧ ପ୍ରସ୍ତୁତିକୁ ପରୀକ୍ଷା ପାଇଁ ପୁଣି ଏହାକୁ ପରିକଳ୍ପନା କରାଯାଇଛି। ତାଇବାନର ଉପକୂଳବର୍ତ୍ତୀ…
ଆତଙ୍କବାଦୀ ସଂଗଠନ ଟିଟିପି ସହିତ ଶାନ୍ତି ଆଲୋଚନା କଲେ ପାକିସ୍ତାନ ସୈନ୍ୟ ଅଧିକାରୀ…
ଇସଲାମାବାଦ, ୨୩।୭ : ନିଷିଦ୍ଧ ଆତଙ୍କବାଦୀ ସଂଗଠନ ତେହେରିକ-ଇ-ତାଲିବାନ ପାକିସ୍ତାନ (ଟିଟିପି) ସହିତ ପାକିସ୍ତାନର ବରିଷ୍ଠ ସୈନ୍ୟ ଅଧିକାରୀମାନେ ଶାନ୍ତି ଆଲୋଚନା କରିଛନ୍ତି। ଶନିବାର ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏଥିରେ ଉଭୟ ପକ୍ଷ ବ୍ୟାପକ ସୁରକ୍ଷା ରଣନୀତି ଅନୁଯାୟୀ କାର୍ଯ୍ୟ କରିବାକୁ…
୬ ମାନବାଧିକାର ସଂଗଠନକୁ ଭାରତ ସମେତ ୬ ଦେଶ ପକ୍ଷରୁ ଝଟ୍କା, ଜାତିସଂଘରେ ମାନ୍ୟତା ବିରୋଧରେ ଦେଲେ ଭୋଟ…
ଜେନେଭା, ୨୩।୭ : ଭାରତ ସମେତ ଅନ୍ୟ ୬ଟି ଦେଶ ଯୋଗୁ ୬ଟି ମାନବିକ ଅଧିକାର ଗୋଷ୍ଠୀକୁ ଏକ ବଡ଼ ଝଟକା ଲାଗିଛି। ଜାତିସଂଘରେ ଏସବୁ ସଂଗଠନଗୁଡ଼ିକୁ ମାନ୍ୟତା ଦେବାଲାଗି ଅଣାଯାଇଥିବା ପ୍ରସ୍ତାବ ବିରୋଧରେ ୬ ଦେଶ ଭୋଟ ଦେଇଛନ୍ତି। ଏହି…
Archives


