ଶ୍ରୀଲଙ୍କା ରାଷ୍ଟ୍ରପତି ଭାବେ ଶପଥ ନେଲେ ରାନିଲ ୱିକ୍ରମସିଂଘେ
କଲମ୍ବୋ,୨୧।୭: ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଭାବରେ ରାନିଲ ୱିକ୍ରମସିଂଘେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ତାଙ୍କୁ ମୁଖ୍ୟ ବିଚାରପତି ଶପଥ ପାଠ କରାଇଥିଲେ। ଦେଶରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମଧ୍ୟ ରାଜଧାନୀ କଲମ୍ବୋରେ ପୁଣି ପ୍ରଦର୍ଶନ କରାଯାଇଛି। ବିକ୍ଷୋଭକାରୀମାନେ…
୧୫ ହଜାର ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଛି, ଆମେରିକା ଗୁପ୍ତଚର ସଂସ୍ଥା ସୂଚନା…
ଓ୍ବାଶିଂଟନ,୨୧।୭ : ଆମେରିକା ଆକଳନ କରିଛି ଯେ ୟୁକ୍ରେନ-ରୁଷିଆ ଯୁଦ୍ଧରେ ଏପର୍ଯ୍ୟନ୍ତ ଦେଢ଼ ଲକ୍ଷ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ପ୍ରାୟ ୪୫ ହଜାର ଲୋକ ଆହତ ହୋଇଛନ୍ତି। ଆମେରିକା ଗୁପ୍ତଚର ସଂସ୍ଥା ସିଆଇଏ ନିର୍ଦ୍ଦେଶକ ୱିଲିୟମ ବର୍ନସ ବୁଧବାର କହିଛନ୍ତି…
ଆତଙ୍କବାଦୀ କାର୍ଯ୍ୟରେ ଶିଶୁଙ୍କ ସମ୍ପୃକ୍ତି ଅତ୍ୟନ୍ତ ଚିନ୍ତା ଜନକ, ଜାତିସଂଘରେ ଉଦ୍ବେଗ ପ୍ରକାଶ କଲା ଭାରତ…
ଜେନେଭା,୨୧।୭ : ମିଳିତ ଜାତିସଂଘରେ ଆତଙ୍କବାଦ ସମ୍ବନ୍ଧୀୟ କାର୍ଯ୍ୟକଳାପରେ ପିଲାମାନଙ୍କର ଯୋଗଦାନକୁ ନେଇ ଭାରତ ଉଦବେଗ ପ୍ରକାଶ କରିଛି। ଜାତିସଂଘର ସ୍ଥାୟୀ ମିଶନରେ ଭାରତର ରାଷ୍ଟ୍ରଦୂତ ଆର.ରବିନ୍ଦ୍ର ଆତଙ୍କବାଦୀ କାର୍ଯ୍ୟକଳାପରେ ପିଲାମାନଙ୍କର ସମ୍ପୃକ୍ତିକୁ ଏକ ବିପଜ୍ଜନକ ଏବଂ ଚିନ୍ତାଜନକ ଧାରା ବୋଲି…
ପୃଥିବୀରେ ୧୪ ହଜାର ମଙ୍କିପକ୍ସ୍ ମାମଲା, ଆଫ୍ରିକାରେ ୫ ଜଣଙ୍କ ମୃତ୍ୟୁ…
ଜେନେଭା,୨୧।୭ : ମଙ୍କିପକ୍ସ୍ ନେଇ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି ଏପରିସ୍ଥଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ, ପୃଥିବୀରେ ୧୪ ହଜାର ମଙ୍କିପକ୍ସ୍ ମାମଲା ଚିହ୍ନଟ ହୋଇଛି। ଏଥି ସହିତ ଆଫ୍ରିକାରେ ମଙ୍କିପକ୍ସ ଯୋଗୁଁ ୫ ଜଣଙ୍କର ମୃତ୍ୟୁ ଘଟିଛି।…
ନାଟୋ ଯୋଗୁ ଆରମ୍ଭ ହୋଇଛି ୟୁକ୍ରେନ୍ ଯୁଦ୍ଧ, କହିଲେ ଖାମନେଇ…
ତେହେରାନ/ମସ୍କୋ,୨୧।୭ : ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୫ ମାସ ବିତିଗଲାଣି। ରୁଷିଆ ସୈନ୍ୟ ୟୁକ୍ରେନ୍ ଦଖଲ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଅପରପକ୍ଷରେ ଇରାନ ଗସ୍ତରେ ଆସିଥିବା ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତେହେରାନରେ ପ୍ରାୟ ୪୦ ବିଲିୟନ ଡଲାରର ଚୁକ୍ତି କରିଛନ୍ତି।…
ଜିଲ୍ ବାଇଡେନ୍ଙ୍କୁ ଭେଟିଲେ ଜେଲେନ୍ସ୍କିଙ୍କ ସ୍ତ୍ରୀ
ଓ୍ବାଶିଂଟନ୍, ୨୧ା୭: ୟୁକ୍ରେନ୍ର ପ୍ରଥମ ମହିଳା ତଥା ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସ୍କିଙ୍କ ସ୍ତ୍ରୀ ଓଲେନା ଜେଲେନ୍ସ୍କା ମଙ୍ଗଳବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଏବଂ ତାଙ୍କ ସ୍ତ୍ରୀ ଜିଲ୍ ବାଇଡେନ୍ଙ୍କୁ ଭେଟିଛନ୍ତି। ଏଥିସହ ଜିଲ୍ ବାଇଡେନ୍ଙ୍କ ସହ ଜେଲେନ୍ସ୍କା ବ୍ୟକ୍ତିଗତ ଭାବେ…
ଋଷି ବନାମ ଲିଜ୍
ଲଣ୍ଡନ,୨୧ା୭: ବ୍ରିଟେନ ଇତିହାସରୁ ସବୁଠୁ ଉତ୍ତପ୍ତ ଦିବସ ହୁଏତ ଉଭେଇଯାଇପାରେ। କିନ୍ତୁ ଶାସକ କଞ୍ଜରଭେଟିଭ୍ ପାର୍ଟିରେ ଚାଲିଥିବା ତୀବ୍ର କ୍ଷମତାଯୁଦ୍ଧର ତାତି ଆଗକୁ ଆହୁରି ଅଧିକ ଅନୁଭୂତ ହେବ। ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନଙ୍କ ଉତ୍ତରାଧିକାରୀ ହେବା ପାଇଁ ପ୍ରତିଦ୍ୱନ୍ଦ୍ୱିତା ବୁଧବାର ଏକ…
ୟୁରୋପରେ ଅସହ୍ୟ ଗରମ, ୧୭୦୦ ଲୋକଙ୍କ ମୃତ୍ୟୁ, ତରଳିଗଲା ଟ୍ରେନ୍ ସିଗନଲ!
ବ୍ରୁସେଲସ୍,୨୧ ।୭: ୟୁରୋପରେ ଚଳିତ ବର୍ଷ ଗ୍ରୀଷ୍ମ ପ୍ରବାହ ରେକର୍ଡ ଭାଙ୍ଗିଛି । ବେଳକୁ ବେଳ ଗରମ ବଢିବାରେ ଲାଗିଥିବାରୁ ସାଧାରଣ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । କେଉଁଠି ଏୟାରପୋର୍ଟର ରନୱେର୍ ତରଳି ଯାଉଛି ତ ପୁଣି କେଉଁଠି…
ବ୍ରିଟେନ ପ୍ରଧାନମନ୍ତ୍ରୀ ରେସ୍: ଫାଇନାଲରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ
ଲଣ୍ଡନ,୨୦।୭: ବ୍ରିଟିଶ ପ୍ରଧାନମନ୍ତ୍ରୀ ଦୌଡ଼ରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକ ପଞ୍ଚମ ରାଉଣ୍ଡ ୧୩୭ ଭୋଟ ପାଇ ବିଜୟ ଆଡକୁ ଅଗ୍ରସର ହେଉଛନ୍ତି। ପଞ୍ଚମ ରାଉଣ୍ଡ ଭୋଟ ସହିତ ତାଙ୍କ ପ୍ରତିଦ୍ୱନ୍ଦୀ ବାଣିଜ୍ୟ ମନ୍ତ୍ରୀ ପେନି ମେର୍ଡେଣ୍ଟ ପ୍ରଧାନମନ୍ତ୍ରୀ ଦୌଡ଼ରୁ ବାଦ…
ଏହି କାରଣ ପାଇଁ ଦେଶ ଛାଡ଼ିଥିଲେ ଗୋଟାବାୟା
କଲମ୍ବୋ,୨୦ା୭: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କାରେ ନୂତନ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ଏଥର ଶ୍ରୀଲଙ୍କାରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତାର ସମୟ ଶେଷ ହେବ ବୋଲି ଆଶା କରାଯାଉଛି। ଶ୍ରୀଲଙ୍କାରେ ଆର୍ଥିକ ସଙ୍କଟ ପରେ ଲୋକମାନେ ସରକାରଙ୍କ ବିରୋଧରେ ବିଦ୍ରୋହ କରିଥିଲେ। ଦେଶରେ…
ସବୁଠୁ ଖରାପ ସ୍ଥିତିରେ ପାକିସ୍ତାନ ପାସପୋର୍ଟ, ମାତ୍ର ୩୨ ଦେଶକୁ କରିପାରିବେ ଯାତ୍ରା
ଇସଲାମାବାଦ,୨୦ା୭: ପାକିସ୍ତାନ ପାସପୋର୍ଟ ଦୁନିଆର ସବୁଠାରୁ ଖରାପ ର଼୍ୟାଙ୍କ ଅର୍ଥାତ୍ ଚତୁର୍ଥ ସ୍ଥାନରେ ରହିଛି। ବର୍ଷେ ପୂର୍ବରୁ ମଧ୍ୟ ଏହି ପାସପୋର୍ଟର ସ୍ଥାନ ଏପରି ଥିଲା। ଏହି ପାସପୋର୍ଟ ମାଧ୍ୟମରେ କେବଳ ଲୋକେ ୩୨ଟି ସ୍ଥାନ ପରିଦର୍ଶନ କରିପାରିବେ। ୨୦୨୨ ପାଇଁ…
ଜନମତ ସଂଗ୍ରହ କରି ୟୁକ୍ରେନ୍ ଦଖଲ କରିବା ଯୋଜନା କରିଛନ୍ତି ପୁଟିନ…
ମସ୍କୋ/କ୍ୱିଭ୍,୨୦।୭ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦରେ ଏପର୍ଯ୍ୟନ୍ତ କୌଣସି ଫଳାଫଳ ମିଳି ନାହିଁ। କିନ୍ତୁ ଏହା ସତ୍ୟ ଯେ ୟୁକ୍ରେନ ସମ୍ପୂର୍ଣ୍ଣ ଧ୍ୱଂସ ହୋଇଯାଇଛି। ଏହି ସମୟରେ ଆମେରିକାର ଗୁପ୍ତଚର ସଂସ୍ଥା ଅଭିଯୋଗ କରିଛନ୍ତି ଯେ ରୁଷିଆ…
Archives


