ରୁଷିଆ ଉପରେ ୟୁଟ୍ୟୁବ୍ର ସର୍ଜିକାଲ ଷ୍ଟ୍ରାଇକ୍…
ମସ୍କୋ,୨୭।୨ : ରୁଷିଆ -ୟୁକ୍ରେନ ମଧ୍ୟରେ ଚାଲିଥିବା ମହାଯୁଦ୍ଧ ମଧ୍ୟରେ ୟୁଟ୍ୟୁବ ପକ୍ଷରୁ ରୁଷିଆକୁ କଡ଼ ଝଟ୍କା ଲାଗିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବ୍ ମଧ୍ୟ ରୁଷିଆ ବିରୋଧରେ ଅଣ୍ଟା ଭିଡ଼ିଛି। ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ୟୁଟ୍ୟୁବ୍ ରୁଷିଆର...
ୟୁକ୍ରେନରେ ସାଇବର ଆକ୍ରମଣ ବୃଦ୍ଧି କଲା ରୁଷିଆ…
ମସ୍କୋ/କ୍ୱିଭ୍,୨୭।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ୟୁକ୍ରେନରେ ସାଇବର ଯୁଦ୍ଧ ତୀବ୍ର କରିଛି। ୟୁକ୍ରେନର ବିଭିନ୍ନ ସଂସ୍ଥାର ସିଷ୍ଟମରେ ଥିବା ଗୁରୁତ୍ୱପୂର୍ଣ୍ଣ ତଥ୍ୟକୁ ସ୍ଥାୟୀଭାବେ ନଷ୍ଟ କରିବା ପାଇଁ ରୁଷିଆ...
ରୁଷିଆ-ୟୁକ୍ରେନ୍ ଯୁଦ୍ଧର ଚତୁର୍ଥ ଦିନ: ଖାର୍କିଭ ଗ୍ୟାସ ପାଇପ ଲାଇନକୁ ଉଡାଇଲେ ରୁଷିଆ ସେନା
ମସ୍କୋ,୨୭ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର ଚତୁର୍ଥ ଦିନରେ ବି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରି ଚାଲିଛି । ବେଳକୁ ବେଳ ୟୁକ୍ରେନର ସ୍ଥିତି ବିଗିଡିବାରେ ଲାଗିଛି । ଏପଟେ ରୁଷିଆ ସେନା ୟୁକ୍ରେନର ରାଜଧାନୀ କ୍ୱିଭ...
ରୁଷିଆ ପାଇଁ ବନ୍ଦ ଜର୍ମାନୀର ଆକାଶ ମାର୍ଗ
ବର୍ଲିନ,୨୭ ।୨: ଯୁଦ୍ଧର ନିଆଁରେ ଜଳୁଛି ୟୁକ୍ରେନ୍ । ରୁଷିଆର ଆକ୍ରମଣରେ ବେଳକୁ ବେଳ ଧ୍ୱଂସ ହୋଇ ଚାଲିଛି ୟୁକ୍ରେନ୍ । ସମୟକ୍ରମେ ସ୍ଥିତି ଅଣାୟତ ହେଉଥିବା ବେଳେ ରୁଷିଆ ଆଗରେ ମୁଣ୍ଡ ନୁଆଁଇ ନାହିଁ ୟୁକ୍ରେନ୍ । ଏପଟେ...
ୟୁକ୍ରେନ୍ର ଆସ୍ଥା ‘ସେଣ୍ଟ ଜାଭେଲିନ୍’
କ୍ୱିଭ୍,୨୭।୨: ରୁଷିଆ ୟୁକ୍ରେନ ଯୁଦ୍ଧକୁ ବିତିଯାଇଛି ତିନିଦିନ। ସାରା ବିଶ୍ୱବାସୀଙ୍କ ନଜର ଏହି ଯୁଦ୍ଧ ଉପରେ ରହିଛି। ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ୟୁକ୍ରେନରେ ଏକ ଛବି ଲୋକଙ୍କ ଦୃ୍ଷ୍ଟି ଆକର୍ଷଣ କରିଛି। ଛବି ହେଉଛି ଜଣେ ସନ୍ଥଙ୍କର ଯେ, ଏକ...
ୟୁକ୍ରେନକୁ ସବୁ ପଟରୁ ଆକ୍ରମଣ କରିବ ରୁଷିଆ ସେନା: ପୁଟିନଙ୍କ ନିର୍ଦ୍ଦେଶ
ମସ୍କୋ,୨୭ ।୨: ୟୁକ୍ରେନର ରାଜଧାନୀ କ୍ୱିଭ ପାଇଁ ରବିବାର ରାତି ଏକ ଐତିହାସିକ ରାତି ହୋଇପାରେ । ରୁଷିଆ ସେନାଙ୍କ ପକ୍ଷରୁ ୟୁକ୍ରେନ୍ ଉପରେ ସମସ୍ତ ଶକ୍ତି ଲଗାଇ ଲଢୁ ନ ଥିବା ରୁଷିଆ ସେନା ଏଥର ତା’ର ସମସ୍ତ...
ମିଡ଼ିଆକୁ ପୁଟିନ୍ଙ୍କ ନାଲି ଆଖି, ଆକ୍ରମଣ-ଅନୁପ୍ରବେଶ-ଯୁଦ୍ଧ ଶବ୍ଦର ବ୍ୟବହାର କଲେ ଜେଲ ସହିତ ଜରିମାନା…
ମସ୍କୋ, ୨୬।୨ : ୟୁକ୍ରେନ୍ ଉପରେ ଆକ୍ରମଣ କରିବା ସହିତ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍ ମିଡ଼ିଆକୁ ନାଲି ଆଖି ଦେଖାଇଛନ୍ତିି। ପୁଟିନ୍ ଧମକ ଦେଇ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ଆକ୍ରମଣ,ଅନୁପ୍ରବେଶ ଅବା ଯୁଦ୍ଧ ଶବ୍ଦର ବ୍ୟବହାର ମିଡ଼ିଆ...
ଯୁଦ୍ଧ ପାଇଁ ଭିଟାମାଟି ଛାଡିଲେ ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ…
କ୍ୱିଭ୍, ୨୬।୨ : ରୁଷିଆର ଆକ୍ରମଣ ଯୋଗୁ ୟୁକ୍ରେନ୍ର ଲକ୍ଷେ ୨୦ ହଜାରରୁ ଅଧିକ ଲୋକେ ଭିଟାମାଟି ଛାଡ଼ିବାକୁ ବାଧ୍ୟ ହୋଇଛନ୍ତି। ଲୋକେ ଜୀବନ ବିକଳରେ ପଡ଼ୋଶୀ ଦେଶ ସୀମାରେ ପହଞ୍ଚିଛନ୍ତି। ଗତ ୩ ଦିନ ମଧ୍ୟରେ ଲୋକେ ନିଜର...
ହାତଯୋଡ଼ିଲେ ୟୁକ୍ରେନ ଫୁଟବଲର୍
ନୂଆଦିଲ୍ଲୀ,୨୬।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ତିନିଦିନ ଧରି ଯୁଦ୍ଧ ଜାରି ରହିଛି। ରୁଷିଆ ସେନାର ଘନଘନ କ୍ଷେପଣାସ୍ତ୍ର ଏବଂ ରକେଟ ମାଡ଼ରେ ଏହି ପୂର୍ବ ୟୁରୋପୀୟ ରାଷ୍ଟ୍ର ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ସମଗ୍ର ବିଶ୍ୱରେ ରୁଷିଆର ଏଭଳି ଆକ୍ରମଣକୁ ନିନ୍ଦା...
ରୁଷିଆ ଏବେ ଆଉ କାରବାର କରିପାରିବ ନାହିଁ ଡଲାର, ୟୁରୋ, ପାଉଣ୍ଡ
ଓ୍ବାଶିଂଟନ: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ପରେ ସମଗ୍ର ବିଶ୍ୱରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏପର୍ଯ୍ୟନ୍ତ କୌଣସି ସାମରିକ କାର୍ଯ୍ୟାନୁଷ୍ଠାନ ଘୋଷଣା କରିନାହିଁ। କିନ୍ତୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ରୁଷିଆ ବିରୋଧରେ ନୂତନ ଅର୍ଥନୈତିକ ପ୍ରତିବନ୍ଧକ ଘୋଷଣା କରିଛନ୍ତି।...
ଫିନ୍ଲାଣ୍ଡ-ସ୍ବିଡ଼େନ୍କୁ ଧମକ, ନାଟୋରେ ସାମିଲ ହେଲେ ସାମରିକ ମିଶନ ପାଇଁ ପ୍ରସ୍ତୁତ ରୁହ…
ମସ୍କୋ, ୨୬।୨ : ରୁଷିଆ ଏବେ ଫିନ୍ଲାଣ୍ଡ ଏବଂ ସ୍ବିଡ଼େନ୍କୁ ଧମକ ଦେଇଛି। ନାଟୋରେ ସାମିଲ ହେଲେ ସାମରିକ ମିଶନ ପାଇଁ ପ୍ରସ୍ତୁତ ରହିବାକୁ ପ୍ରସ୍ତୁତ ରହିବାକୁ ରୁଷିଆ ଚେତାବନୀ ଦେଇଛି। ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ପ୍ରବକ୍ତା ମାରିଆ...
ରୁଷିଆ ମିଡ଼ିଆର ଦାବି, ପଳାୟନ କରିଛନ୍ତି ଜେଲେନସ୍କି !…
ମସ୍କୋ, ୨୬।୨ : ୟୁକ୍ରେନ୍ ରୁଷିଆ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ରୁଷିଆ ମିଡ଼ିଆ ପକ୍ଷରୁ ଦାବି କରାଯାଇଛି ଯେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରାଜଧାନୀ କ୍ୱିଭ୍ ଛାଡ଼ି ପଳାୟନ କରିଛନ୍ତି। ତେବେ ଏହାକୁ ନେଇ...
Archives


