ଯୁଦ୍ଧ ଏଡ଼ାଇବାରେ ପାଶ୍ଚାତ୍ୟ ବିଫଳ
ମସ୍କୋ/କ୍ୱିଭ୍/ଓ୍ବାଶିଂଟନ,୨୫ା୨: ଯାହା ଆଶଙ୍କା କରାଯାଉଥିଲା ତାହା ହେଲା। ଆମେରିକାର ଚେତାବନୀ ଓ ୟୁରୋପୀୟ ରାଷ୍ଟ୍ରଗୁଡ଼ିକର ତାଗିଦକୁ ଭ୍ରୂକ୍ଷେପ ନ କରି ଗୁରୁବାର ୟୁକ୍ରେନ୍ ଉପରେ ବଡ଼ ଧରଣର ଆକ୍ରମଣ କରିଛି ରୁଷିଆ। ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ନିର୍ଦ୍ଦେଶକ୍ରମେ ରୁଷୀୟ ସୈନ୍ୟ...
ୟୁକ୍ରେନର ୭୦ ସେନା ଶିବିରକୁ ଉଡାଇଲା ରୁଷିଆ
କ୍ୱିଭ,୨୫ ।୨: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଇତିମଧ୍ୟରେ ରୁଷିଆ ଦାବି କରିଛି କି ସେ ୟୁକ୍ରେନର ୭୦ ସେନା ଶିବିରକୁ ନଷ୍ଟ କରିଛି । ଏଥିରେ ୧୧ ଏୟାର ଫିଲ୍ଡ ସାମିଲ...
ବିଭିନ୍ନ ଦେଶରୁ ସହଯୋଗ ଲୋଡୁଛି ୟୁକ୍ରେନ
କ୍ୱିଭ,୨୪।୨: ବିଭିନ୍ନ ଦେଶର ବାରଣ ସତ୍ତ୍ୱେ ଶେଷରେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିଛି। ରୁଷିଆ ଭଳି ଶକ୍ତିଶାଳୀ ଦେଶକୁ ସାମ୍ନା କରିବାକୁ ୟୁକ୍ରେନ ବି ପ୍ରସ୍ତୁତ। ଏହି ପରିସ୍ଥିତିରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ସୈନ୍ୟଙ୍କୁ ସହଯୋଗ କରିବାକୁ...
କ୍ୱିଭରେ କର୍ଫ୍ୟୁ
କ୍ୱିଭ,୨୪।୨: ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ବର୍ତ୍ତମାନ ୟୁକ୍ରେନ ରାଜଧାନୀ କ୍ୱିଭ ସମେତ ଅନେକ ବିମାନ ବନ୍ଦରକୁ ସ୍ଥାନାନ୍ତର କରିବାରେ ଲାଗିପଡ଼ିଛି। ରୁଷିଆ ୟୁକ୍ରେନର ଅନେକ ସହରରେ କ୍ଷେପଣାସ୍ତ୍ର ନିକ୍ଷେପ କରିଥିବା କୁହାଯାଉଛି। ଏନେଇ ୟୁକ୍ରେନର ବୈଦେଶିକ...
ଆକ୍ରମଣ ପରେ ମହଙ୍ଗା ପଡ଼ିଲା
ମସ୍କୋ,୨୪।୨: ୟୁକ୍ରେନ ଓ ରୁଷିଆର ଆକ୍ରମଣ ଜାରି ରହିଥିବା ବେଳେ ବିଶ୍ୱର ଅନେକ ଦେଶ ଏକଜୁଟ ହୋଇ ରୁଷିଆକୁ ବିରୋଧ କରିବାକୁ ଆଗେଇ ଆସିଛନ୍ତି। ଇତିମଧ୍ୟରେ ରୁଷିଆକୁ ଏକ ବଡ଼ ଝଟ୍କା ମିଳିଛି। ସେଣ୍ଟ ପିଟର୍ସବର୍ଗରେ ଅନୁଷ୍ଠିତ ହେବାକୁ ଥିବା...
ଯବାନଙ୍କ ମନୋବଳ ବଢାଉଛନ୍ତି ୟୁକ୍ରେନ୍ ରାଷ୍ଟ୍ରପତି: ଫଟୋ ଭାଇରାଲ
କ୍ୱିଭ,୨୪ ।୨: ରୁଷିଆ ଭଳି ଏକ ବଡ ଓ ଶକ୍ତିଶାଳୀ ଦେଶ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲେ ବି ଏପର୍ଯ୍ୟନ୍ତ ମୁଣ୍ଡ ନୁଆଁଉ ନାହିଁ ୟୁକ୍ରେନ୍ । ୟୁକ୍ରେନ କହିଛି କୌଣସି ପରିସ୍ଥିତିରେ ସେ ସରେଣ୍ଡର କରିବ ନାହିଁ ।...
ୟୁକ୍ରେନର ଦାବି ୩୦ରୁ ଊର୍ଦ୍ଧ୍ୱ ଥର ବିମାନ ଆକ୍ରମଣ କଲାଣି ରୁଷିଆ
କ୍ୱିଭ,୨୪ ।୨: ବିଶ୍ୱ ପାଇଁ ଏବେ ଚିନ୍ତାର କାରଣ ପାଲଟି ଯାଇଛି ରୁଷିଆ-ୟୁକ୍ରେନ୍ ଯୁଦ୍ଧ । ସମସ୍ତ ବାରଣ ପରେ ବି ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିଛି । ମିଶାଇଲ ଆକ୍ରମଣ ଫଳରେ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ...
‘ସାଇରନ ଶୁଣିଲେ ବୋମା ଶେଲଟରକୁ ଚାଲିଯାଅ’
ନୂଆଦିଲ୍ଲୀ,୨୪।୨: ଯୁଦ୍ଧ ଦ୍ୱାରା ପ୍ରଭାବିତ ହୋଇଥିବା ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ପାଇଁ ନୂଆଦିଲ୍ଲୀ ପକ୍ଷରୁ ତୃତୀୟ ଆଡଭାଇଜରି ଜାରି କରାଯାଇଛି। ରାଜଧାନୀ କ୍ୱିଭ ସହରରେ ଏୟାର ରେଡ୍ ସାଇରନ ଶୁଣିଲେ ବୋମା ଶେଲଟରକୁ ଚାଲିଯିବାକୁ ଏକ ଟୁଇଟ୍ ଜରିଆରେ ପରାମର୍ଶ...
ୟୁକ୍ରେନର ୪୦ ଯବାନ ସମେତ ୫୦ ମୃତ
କ୍ୱିଭ,୨୪।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ ବିଭିନ୍ନ ପୂର୍ବାଞ୍ଚଳ ସହରରେ ମିସାଇଲ ମାଡ଼ ଜାରି ରହିଛି। ଏହି ଆକ୍ରମଣରେ ୟୁକ୍ରେନର ୪୦ ଯବାନଙ୍କ ସମେତ ୫୦ ଜଣଙ୍କ ମୃତ୍ୟୁ...
ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ମୃତ୍ୟୁ ଓ କ୍ଷୟକ୍ଷତି ପାଇଁ କେବଳ ରୁଷିଆ ଦାୟୀ ରହିବ: ବାଇଡେନ
ୱାଶିଂଟନ,୨୪ ।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନା ପରିସ୍ଥିତି ମଧ୍ୟରେ ଗୁରୁବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୁଦ୍ଧ ଘୋଷଣା କରିଛନ୍ତି । ଏହାପରେ ରୁଷିଆ ପକ୍ଷରୁ ୟୁକ୍ରେନ୍ ଉପରେ ଲଗାତାର ଭାବେ ଆକ୍ରମଣ ଚାଲିଥିବା ଜଣାପଡିଛି ।...
ୟୁକ୍ରେନ ଯୁବତୀଙ୍କୁ ମେସେଜ ପଠାଉଛନ୍ତି ରୁଷିଆ ସୈନିକ, ସ୍କ୍ରିନ୍ଶଟ୍ ଶେୟାର କରି କହିଲେ…
କ୍ୱିଭ୍,୨୪ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି। ୟୁକ୍ରେନର ରାଜଧାନୀ ସମେତ ଅନେକ ସ୍ଥାନରେ ବିସ୍ଫୋରଣ କରିଛି ରୁଷିଆ। ଏହି ସମୟରେ ୟୁକ୍ରେନର ଯୁବତୀମାନେ କହିଛନ୍ତି ଯେ, ରୁଷିଆର ସୈନିକମାନେ ଡେଟିଂ ଆପ ଟିଣ୍ଡରରେ ସେମାନଙ୍କୁ ଫ୍ଲର୍ଟି...
ମିସାଇଲ ମାଡ଼ରେ ୟୁକ୍ରେନରେ ୭ ମୃତ, ୯ ଆହତ
କ୍ୱିଭ,୨୪।୨: ଗୁରୁବାର ସକାଳୁ ୟୁକ୍ରେନର ରାଜଧାନୀ କ୍ୱିଭ ସମେତ ବିଭିନ୍ନ ସହରରେ ରୁଷିଆ କ୍ଷେପଣାସ୍ତ୍ର ମାଡ଼ କରିଛି। ଏଥିରେ ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ରୁଷିଆ ସେନା ଆକ୍ରମଣ ଜାରି ରଖିଥିବାରୁ...
Archives


