ଅନ୍ତର୍ଜାତୀୟ

ରୁଷିଆରେ ସାମରିକ କ୍ଷମତା ଦଖଲ ଆଶଙ୍କା, ପଦବୀ ହରାଇଲେ ପୁଟିନ୍‌ଙ୍କୁ କରାଯାଇପାରେ ହତ୍ୟା…

ଓ୍ବାଶିଂଟନ, ୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧକୁ ୭୦ଦିନ ବିତିଗଲାଣି। କିନ୍ତୁ ଯୁଦ୍ଧର ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇ ପାରିନି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଯୁଦ୍ଧ ଜିତିବାକୁ ଚାହୁଁଛନ୍ତି। ତେବେ ପୁଟିନଙ୍କୁ ହତ୍ୟା କରାଯାଇପାରେ ବୋଲି ମଧ୍ୟ ଆଶଙ୍କା…

ଜାତିସଂଘରେ ପହଞ୍ଚିଲା ଯୋଧପୁର ହିଂସା…

ଜେନେଭା/ନୂଆଦିଲ୍ଲୀ, ୪।୫ : ରାଜସ୍ଥାନର ଯୋଧପୁରରେ ହୋଇଥିବା ହିଂସା ଏବେ ମିଳିତ ଜାତିସଂଘରେ ପହଞ୍ଚିଛି। ଏହା ଉପରେ ଆଲୋଚନା ମଧ୍ୟ କରାଯାଉଛି। ମିଳିତ ଜାତିସଂଘ ପ୍ରବକ୍ତା ବୁଧବାର ଭାରତ ସରକାର ଏବଂ ଏଜେନ୍ସିଗୁଡ଼ିକୁ ସହରରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ରକ୍ଷା କରିବାକୁ…

ଟୁଇଟର ବ୍ୟବହାର ପାଇଁ ଖୁବ୍‌ଶୀଘ୍ର ଦେବାକୁ ପଡ଼ିବ ଦେୟ

ଓ୍ବାଶିଂଟନ୍‌,୪।୫: ଗତ ସପ୍ତାହରେ ଟୁଇଟର କିଣିବା ପରେ ଚର୍ଚ୍ଚାରେ ରହିଥିବା ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଏଲୋନ ମସ୍କ ଏବଂ ଟୁଇଟର କମ୍ପାନୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଏଲୋନ ମସ୍କ ଟୁଇଟରକୁ କିଣିବା ପରେ ସ୍ପଷ୍ଟ କରିଛନ୍ତି ଯେ,…

ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି

କୋପେନହେଗେନ,୪।୫: ଡେନମାର୍କ ଗ୍ରସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଡେନମାର୍କର ଦ୍ବିତୀୟ ଭାରତ-ନର୍ଡିକ ଶିଖର ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ୟୁରୋପ ଗସ୍ତର ଆଜି ଶେଷ ଦିନ। ଦ୍ବିତୀୟ ଦିନରେ ସେ ଡେନମାର୍କ…

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ହିଟଲରଙ୍କ ଏଣ୍ଟ୍ରି…

ମସ୍କୋ/କ୍ୱିଭ୍‌, ୪।୫ : ରୁଷିଆ-ୟୁକ୍ରେନ୍‌ ଯୁଦ୍ଧରେ ଏବେ ନାଜିର ଏକଛତ୍ରବାଦୀ ଶାସକ ଆଡଲଫ ହିଟଲରଙ୍କ ଏଣ୍ଟ୍ରି ହୋଇଛି। ରୁଷିଆର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଓ୍ବରୋଓ୍ବ ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କୁ ହିଟଲରଙ୍କ ସହ ତୁଳନା କରି ଏକ ବିବାଦ ସୃଷ୍ଟି କରିଛନ୍ତି। ଲାଓ୍ବରୋଓ୍ବ…

ଏକଛତ୍ରବାଦୀ ଶାସକ ପୁଣି କଲେ କ୍ଷେପଣାସ୍ତ୍ର ପରୀକ୍ଷଣ…

ସିଓଲ୍‌, ୪।୫ : ଆଣବିକ ପରୀକ୍ଷଣ କରାଯିବା ଲାଗି ବିଶ୍ୱସ୍ତରରେ ବାରଣ କରାଯାଇଛି। କିନ୍ତୁ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ଏହି କଟକଣାକୁ ଲଗାତାର ଅଣଦେଖା କରୁଛନ୍ତି। ତାଙ୍କର ଆଣବିକ ପରୀକ୍ଷଣ ଯୋଗୁ ଆମେରିକା ସମେତ ଦକ୍ଷିଣ…

ଭାରତରେ ନିବେଶ ପାଇଁ ମୋଦିଙ୍କ ଆହ୍ବାନ

କୋପେନହାଗେନ, ୪ା୫: ତିନି ଦିନିଆ ୟୁରୋପ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଥମ ଥର ପାଇଁ ଡେନ୍‌ମାର୍କରେ ପହଞ୍ଚିଛନ୍ତି। ସେଠାରେ ସେ ଡେନ୍‌ମାର୍କ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକ୍‌ସେନଙ୍କୁ ଭେଟି ଦ୍ୱିପାକ୍ଷିକ ସମ୍ପର୍କ ମଜଭୁତ ସହ ଉଭୟ ଦେଶର ହିତରେ…

ଚାକିରି ନୁହେଁ, ଟୁଇଟର ପାଇଁ ଚିନ୍ତା: ପରାଗ

ଓ୍ବାଶିଂଟନ୍‌, ୪ା୫: ଟେସ୍‌ଲା ମାଲିକ ଏଲନ୍‌ ମସ୍କ ଟୁଇଟର କିଣିବା ପରେ ଏହି ସାମାଜିକ ଗଣମାଧ୍ୟମର ସିଇଓ ପରାଗ ଅଗ୍ରଓ୍ବାଲ ପଦରୁ ବିଦା ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଏ ନେଇ ପରାଗଙ୍କ ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି, ନିଜ…

‘ହିଂସାର ଶିକାର ହେଉଛନ୍ତି ମୁସଲମାନ’

ଓ୍ବାଶିଂଟନ୍‌, ୪ା୫: ସାରା ବିଶ୍ୱରେ ମୁସଲମାନ ସମ୍ପ୍ରଦାୟର ଲୋକେ ହିଂସାର ଶିକାର ହେଉଛନ୍ତି ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ମୁସଲମାନମାନେ ବାସ୍ତବ ଚ୍ୟାଲେଞ୍ଜକୁ ସାମ୍‌ନା କରିବା ସହ ସମାଜରେ କଷ୍ଟକର ପରିସ୍ଥିତିରେ ପଡ଼ିବା ସତ୍ତ୍ୱେ ପ୍ରତ୍ୟେକ ଦିନ ଆମେରିକାକୁ…

ଡେନ୍‌ମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଶା ପଟଚିତ୍ର

କୋପେନହେଗେନ୍‌,୪ା୫: ଡେନ୍‌ମାର୍କ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ଡାନିସ୍‌ ପ୍ରତିପକ୍ଷ ମେଟେ ଫ୍ରେଡେରିକ୍ସନ୍‌ଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ଫ୍ରେଡେରିକ୍ସନ୍‌ ତାଙ୍କ ବାସଭବନରେ ଲାଗିଥିବା ଓଡ଼ିଶାର ପଟଚିତ୍ରକୁ…

ଆଗ୍ନେୟ ଉଦ୍‌ଗିରଣରୁ ନଷ୍ଟ ହୋଇପାରେ ଓଜୋନ ସ୍ତର

ଓ୍ବାଶିଂଟନ୍‌, ୪ା୫: ପୃଥିବୀ ବ୍ୟତୀତ ଅନ୍ୟ ଗ୍ରହରେ ଜୀବସତ୍ତାର ସନ୍ଧାନରେ ବୈଜ୍ଞାନିକମାନେ ଲାଗିଥିବାବେଳେ ଏବେ ଆମେରିକାର ମହାକାଶ ଏଜେନ୍ସି ନାସା ଚିନ୍ତା ବଢ଼ାଇବା ଭଳି ରିପୋର୍ଟ ପ୍ରକାଶ କରିଛି। ଅତ୍ୟଧିକ ଆଗ୍ନେୟଗିରି ଉଦ୍‌ଗିରଣ ପୃଥିବୀ ପାଇଁ ବିନାଶକାରୀ ପାଲଟିପାରେ ଏବଂ ନୀଳଗ୍ରହର…

ଜର୍ମାନୀ ପରେ ଡେନ୍‌ମାର୍କରେ ପହଞ୍ଚିଲେ ମୋଦି: ଅନେକ ଚୁକ୍ତିନାମା ହେଲା ସ୍ବାକ୍ଷରିତ

କୋପେନହାଗେନ,୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁରୋପ ଗ୍ରସ୍ତରେ ଅଛନ୍ତି। ଯାତ୍ରାର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଡେନମାର୍କର ରାଜଧାନୀ କୋପେନହାଗେନରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ବିମାନବନ୍ଦରରେ ସ୍ବାଗତ କରାଯାଇଥିଲା। ଡେନମାର୍କର ପ୍ରଧାନମନ୍ତ୍ରୀ ମେଟ୍‌ ଫ୍ରେଡ୍ରିକ୍ସନ ନିଜେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri