ଟୁଇଟର ସହ ୪୪ ବିଲିୟନ ଡଲାରର ଚୁକ୍ତି ବନ୍ଦ ପାଇଁ ଚିଠି ଲେଖିଲେ ଏଲନ ମସ୍କ
ୱାଶିଂଟନ,୯ ।୭: ଅରବପତି ତଥା ଟେଲସା କମ୍ପାନୀର ମୁଖ୍ୟ ଏଲନ ମସ୍କଙ୍କ ଟିମ ଟୁଇଟରକୁ ଏକ ପତ୍ର ଲେଖିଛନ୍ତି । ଏଥିରେ ଟୁଇଟର ଇଙ୍କର ଅଧିଗ୍ରହଣକୁ ବ୍ୟକ୍ତିଗତ ଭାବେ ଗ୍ରହଣ କରିବାକୁ ହୋଇଥିବା ୪୪ ଡଲାରର ଚୁକ୍ତିକୁ ବନ୍ଦ କରିବା କଥା…
ଚୌବିିନଙ୍କୁ ୨୧ ବର୍ଷ ଜେଲ୍
ଓ୍ବାଶିଂଟନ,୯।୭: ଜର୍ଜ ଫ୍ଲଏଡଙ୍କ ହତ୍ୟା ଅଭିଯୋଗରେ ଆମେରିକା ସଂଘୀୟ ଅଦାଲତ ପୂର୍ବତନ ମିନିଆପଲିସି ପୋଲିସ ଅଫିସର ଡେରେକ ଚୌବିନଙ୍କୁ ଶୁକ୍ରବାର ୨୧ ବର୍ଷ ଜେଲ୍ ଦଣ୍ଡାଦେଶ କୋର୍ଟ ଶୁଣାଇଛନ୍ତି। ଫ୍ଲଏଡ୍ଙ୍କ ନାଗରିକତ୍ୱ ଅଧିକାର ଉଲଂଘନ ହୋଇଥିବା ସଂଘୀୟ ବିଚାରପତି କହିଛନ୍ତି। ୨୦୨୦…
ଆବେଙ୍କ ଉପରେ ଅସନ୍ତୁଷ୍ଟ ଥିଲେ ହତ୍ୟାକାରୀ
ଟୋକିଓ,୯।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କୁ ନାରା ସହରରେ ଗୁଳି କରି ହତ୍ୟା କରିଥିବା ନୌସେନାର ପୂର୍ବତନ ସଦସ୍ୟ ୟାମାଗାମି ତେତ୍ସୁୟା ତାଙ୍କ ଉପରେ ଅସନ୍ତୁଷ୍ଟ ଥିଲେ। ଏଥିପାଇଁ ସେ ତାଙ୍କୁ ହତ୍ୟା କରିଥିବା ଜାପାନ ପୋଲିସ ଜାଣିବାକୁ ପାଇଛି।
ଜାପାନ ମର୍ମାହତ, ବିଶ୍ୱ ସ୍ତବ୍ଧ
ଟୋକିଓ,୯।୭: ବିଶ୍ୱର ସର୍ବାଧିକ ସୁରକ୍ଷିତ ଦେଶ ଜାପାନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେଙ୍କ ହତ୍ୟା ବିଶ୍ୱକୁ ସ୍ତବ୍ଧ କରିଦେଇଛି। ଜାପାନବାସୀ ନିଜ ପ୍ରିୟ ନେତାଙ୍କୁ ହରାଇ ମର୍ମାହତ ହୋଇଯାଇଛନ୍ତି। ଏହାକୁ ବିଶ୍ୱ ସମୁଦାୟ କଡ଼ା ନିନ୍ଦା କରିଛି। ହତ୍ୟା ବେଳର ଦୃଶ୍ୟ…
ଶ୍ରୀଲଙ୍କାରେ କର୍ଫ୍ୟୁ, ବିରୋଧ ପ୍ରଦର୍ଶନକୁ ଦେଖି ନିଆଯାଇଛି ନିଷ୍ପତ୍ତି
କଲମ୍ବୋ,୯ ।୭: ଶ୍ରୀଲଙ୍କାର ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କ ଇସ୍ତଫା ଦାବି କରି ଶନିବାର ହେବାକୁ ଥିବା ବିରୋଧ ପ୍ରଦର୍ଶନକୁ ଦେଖି ଶ୍ରୀଲଙ୍କା ପୋଲିସ ପଶ୍ଚିମ ଭାଗର କିଛି ପୋଲିସ ଡିଭିଜନରେ ଶୁକ୍ରବାର ରାତି (ସ୍ଥାନୀୟ ସମୟ) ୯ଟାରୁ ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ…
ଆବେଙ୍କ ହତ୍ୟାକାରୀ ଗିରଫ, କହିଲେ କେଉଁ କାରଣରୁ ମାରିଥିଲେ ଗୁଳି
ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଶୁକ୍ରବାର ଏକ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ତାଙ୍କୁ ପଛପଟୁ ଗୁଳି କରାଯାଇଥିଲା। ଆବେଙ୍କ ବେକର ଡାହାଣ ପାର୍ଶ୍ୱରେ ଗୁଳି ବାଜିଥିବାରୁ ତାଙ୍କ ଛାତିରେ ଆଭ୍ୟନ୍ତରୀଣ ରକ୍ତତ୍ସାବ ହୋଇଥିଲା।…
କରୋନା ପରେ ଚିନ୍ତା ବଢ଼ାଇଲା ମାରବର୍ଗ ସଂକ୍ରମଣ
କେପ୍ ଟାଉନ୍,୮।୭: ବିଶ୍ୱ ଗତ ୨ବର୍ଷରୁ ଉର୍ଦ୍ଧ୍ୱ ହେଲା କରୋନା ମହାମାରୀ ସହ ସଂଘର୍ଷ କରୁଛି। ଇତିମଧ୍ୟରେ ଆଉ ଏକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି। ବର୍ତ୍ତମାନ ପଶ୍ଚିମ ଆଫ୍ରିକାର ଘାନାରେ ବିପଜ୍ଜନକ ସଂକ୍ରମଣ ମାରବର୍ଗ ରୋଗୀ ଚିହ୍ନଟ ହୋଇଛନ୍ତି। ସୂଚନାଯୋଗ୍ୟ,…
ପରଲୋକରେ ଜାପାନ ପୂର୍ବତନ ପ୍ରଧାନମନ୍ତ୍ରୀ
ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଶୁକ୍ରବାର ପରଲୋକ ଘଟିଛି। ନାରା ସହରରେ ଜଣେ ବ୍ୟକ୍ତି ତାଙ୍କ ଉପରକୁ ୨ଟି ଗୁଳି ଚଳାଇଥିଲେ। ଆକ୍ରମଣ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତାଙ୍କୁ ବଞ୍ଚାଇବା ସମ୍ଭବପର…
ସିଞ୍ଜୋ ଆବେଙ୍କୁ ବଞ୍ଚାଇବା ପାଇଁ କରାଯାଉଛି ଶତଚେଷ୍ଟା: ଜାପାନ ପ୍ରଧାନମନ୍ତ୍ରୀ
ଟୋକିଓ,୮।୭: ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରେ ଗୁଳିମାଡ ଘଟଣାକୁ ନେଇ ଭାବପ୍ରବଣ ହୋଇପଡିଛନ୍ତି। ସେ କହିଛନ୍ତି, ସିଞ୍ଜୋ ଆବେଙ୍କ ଅବସ୍ଥା ଅତ୍ୟନ୍ତ ଗୁରୁତର। ଡାକ୍ତରମାନେ ତାଙ୍କୁ ବଞ୍ଚାଇବା ପାଇଁ ସମସ୍ତ ପ୍ରୟାସ କରାଯାଉଛି।…
ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳି ମାରିଥିବା ବ୍ୟକ୍ତିଙ୍କ ପରିଚୟ ମିଳିଲା
ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରକୁ ଶୁକ୍ରବାର ଗୁଳିମାଡ କରାଯାଇଛି। ଜାପାନର ନାରା ସହରରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ଏହି ଘଟଣା ଘଟିଥିଲା। ଘଟଣାସ୍ଥଳରୁ ଅଭିଯୁକ୍ତକୁ ପୋଲିସ ଗିରଫ କରିଥିଲା। ଆକ୍ରମଣକାରୀ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ପଛପଟୁ ଗୁଳି…
ସିଞ୍ଜୋ ଆବେଙ୍କୁ ଗୁଳିମାଡ଼
ଟୋକିଓ,୮ା୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। ଜାପାନର ନାରା ସହରରେ ତାଙ୍କୁ ଏହି ଗୁଳିମାଡ଼ ହୋଇଛି। ସେ ଏକ ମଞ୍ଚରେ ଭାଷଣ ଦେଉଥିବା ବେଳେ ତାଙ୍କୁ ଗୁଳିମାଡ଼ ହୋଇଥିଲା। ଜାପାନର ସ୍ଥାନୀୟ ସମୟ ଅନୁସାରେ ସିଞ୍ଜୋଙ୍କୁ…
ବୋରିସ୍ ସରକାର: କେଳେଙ୍କାରୀରୁ ପତନ
ତିନିବର୍ଷ ପୂର୍ବେ ବ୍ରିଟେନରେ ଅନୁଷ୍ଠିତ ସାଧାରଣ ନିର୍ବାଚନରେ ବୋରିସ୍ ଜନ୍ସନଙ୍କ ନେତୃତ୍ୱାଧୀନ କଞ୍ଜରଭେଟିଭ୍ ପାର୍ଟି ବିପୁଳ ବିଜୟ ହାସଲ କରିଥିଲା। ୧୯୮୭ ପରେ ଏହା ଥିଲା ସବୁଠୁ ବଡ଼ ସଫଳତା। କିନ୍ତୁ ଏହି ୩ ବର୍ଷ ମଧ୍ୟରେ କେତେକ ବିବାଦୀୟ ଘଟଣାକୁ…
Archives


