ଅନ୍ତର୍ଜାତୀୟ

ସାଧାରଣ ଜନତାଙ୍କଠାରୁ ୧୫ ବର୍ଷ ଅଧିକ ବଞ୍ଚନ୍ତି ରାଜନେତା, ରିପୋର୍ଟ…

ଓ୍ବାଶିଂଟନ, ୭।୭ : ଦୁନିଆର ରାଜନେତାମାନେ କେବଳ ସାଧାରଣ ଲୋକଙ୍କ ଅପେକ୍ଷା ଅଧିକ ରୋଜଗାର କରନ୍ତି ନାହିଁ, ବରଂ ବର୍ତ୍ତମାନ ସେମାନଙ୍କ ଜୀବନ ମଧ୍ୟ ଜନସାଧାରଣଙ୍କ ଅପେକ୍ଷା ଅଧିକ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଆୟୁଷ ଉପରେ ସମ୍ପ୍ରତି ଅନୁସନ୍ଧାନ ଆଧାରରେ…

ବଲୋଚିସ୍ତାନରେ ପ୍ରବଳ ବର୍ଷା, ବନ୍ୟାରେ ୨୫ ଲୋଙ୍କ ମୃତ୍ୟୁ, କ୍ୱେଟାରେ ଜରୁରୀକାଳିନ ପରିସ୍ଥିତି ଘୋଷଣା

କରାଚି,୭ ।୭: ପାକିସ୍ତାନର ବଲୋଚିସ୍ତାନ ଅଞ୍ଚଳରେ ବୁଧବାର ହୋଇଥିବା ମୁସଳଧାରା ବର୍ଷା ପରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଥିରେ ଗୋଟିଏ ପରିବାରର ୬ ମହିଳାଙ୍କ ସମେତ ଅତିକମରେ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ଏହାପରେ କ୍ୱେଟା ଜିଲାରେ…

ବଢ଼ିଲା ବୋରିସ୍‌ଙ୍କ ସଙ୍କଟ

ଲଣ୍ଡନ,୭ା୭: ବ୍ରିଟେନ ଅର୍ଥମନ୍ତ୍ରୀ ଋଷି ସୁନକ ଓ ସ୍ବାସ୍ଥ୍ୟମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ଙ୍କ ପରେ ଆଉ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ସେମାନେ ହେଲେ ଶିଶୁ ଓ ପରିବାର ମନ୍ତ୍ରୀ ଓ୍ବିଲ୍‌ କୁଇନ୍ସ ଏବଂ ପରିବହନ କନିଷ୍ଠ ମନ୍ତ୍ରୀ ଲଉରା ଟ୍ରୋଟ୍‌। କଞ୍ଜରଭେଟିଭ୍‌…

ସଙ୍କଟରେ ବୋରିସ ଜନସନ ସରକାର

ଲଣ୍ଡନ,୬।୭: ବ୍ରିଟେନରେ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସରକାରରୁ ଆଉ ଦୁଇଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀ ୱିଲ କୁଇନ୍ସ ଏବଂ ଲୌରା ଟ୍ରଟ ଇସ୍ତଫା ଦେଇଛନ୍ତି। ଏପର୍ଯ୍ୟନ୍ତ ଚାରିଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି। ମନ୍ତ୍ରୀଙ୍କ ଇସ୍ତଫା ପରେ ବୋରିସ ଜନସନଙ୍କ ଉପରେ…

ଚାଇନାରେ ଲକ୍‌ଡାଉନ, କୋଟିଏରୁ ଅଧିକ ଘରେ ବନ୍ଦୀ…

ବେଜିଂ, ୬।୭ : ଚାଇନାରେ କାରୋନା ମହାମାରୀର ବିଏ.୫.୨ ଭାରିଆଣ୍ଟ ସଂକ୍ରମଣ ବ୍ୟପାିବାରେ ଲାଗିଛି। ଫଳରେ ସୁରକ୍ଷ ାଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଜାରି ହୋଇଛି। ଏହା ଦ୍ୱାରା କୋଟିଏରୁ ଅଧିକ ଲୋକ ଘରେ ବନ୍ଦୀ ରହିବାକୁ ବାଧ୍ୟ ହୋଇଛନ୍ତି। ବୁଧବାର…

୨୧ ବର୍ଷ ପରେ ମିଳିଲା ମୁଲ୍ଲା ଓମାରଙ୍କ ଟୟୋଟା କାର୍‌…

କାବୁଲ, ୬।୭ : ତାଲିବାନ ପ୍ରତିଷ୍ଠାତା ମୁଲ୍ଲା ଓମାରଙ୍କ ୨୧ ବର୍ଷ ପୁରୁଣା କାରକୁ ଖୋଜି ବାହାର କରାଯାଇଛି। ଆମେରିକାର ଆକ୍ରମଣରୁ ସୁରକ୍ଷିତ ରହିବା ପାଇଁ ମୁଲ୍ଲା ଓମାର ଲାୁଚି ରହିଥିଲେ। କାଙ୍କ କାରକୁ ମାଟି ତଳେ ପୋତି ଦିଆଯାଇଥିଲା। ଆମେରିକାରେ…

ଆମେରିକା ଲ୍ୟାବ୍‌ରୁ ଲିକ୍‌ ହୋଇଥିଲା କରୋନା, ଅର୍ଥଶାସ୍ତ୍ରୀ କଲେ ଦାବି…

ଓ୍ବାଶିଂଟନ, ୬।୭ : ଆମେରିକାର ଅର୍ଥନୀତିଜ୍ଞ ଜେଫରି ସାସ ଦାବି କରିଛନ୍ତି ଯେ ଚାଇନାର ଉହାନ ଲ୍ୟାବ୍‌ ନୁହେଁ ଆମେରିକାର ଏକ ଲ୍ୟାବ୍‌ରୁ କରୋନା ଭୂତାଣୁ ଲିକ୍‌ ହୋଇଛି। ମହାମାରୀର ଉତ୍ପତ୍ତି ବିଷୟରେ ଦୁଇ ବର୍ଷର ଅନୁସନ୍ଧାନର ନେତୃତ୍ୱ ନେଇଥିବା ଜେଫରି…

ଲଗାତାର ଦ୍ୱିତୀୟ ଦିନ ଗୁଳିକାଣ୍ଡରେ ଥରିଲା ଆମେରିକା, ଇଣ୍ଡିଆନାରେ ୩ ମୃତ, ୨୪ ଘଣ୍ଟାରେ ତୃତୀୟ ଗୁଳିକାଣ୍ଡ

ୱାଶିଂଟନ,୬ ।୭: ଆମେରିକାରେ ଲାଗାତାର ଭାବେ ଦ୍ୱିତୀୟ ଦିନରେ ପୁଣି ଏକ ଗୁଳିକାଣ୍ଡ ସମସ୍ତଙ୍କୁ ଚମକାଇ ଦେଇଛି । ଏହି ଗୁଳିକାଣ୍ଡ ପରେ ଲୋକଙ୍କ ମନରେ ଛନକା ପଶିଯାଇଛି । ଗଣମାଧ୍ୟମ ସୂଚନା ଅନୁଯାୟୀ, ଏଥର ଇଣ୍ଡିଆନାର ଗେରି ଷ୍ଟ୍ରିଟରେ ଏକ…

ଋଷି ସୁନକଙ୍କ ଇସ୍ତଫା ପରେ କିଏ ହେଲେ ବ୍ରିଟେନ ଅର୍ଥମନ୍ତ୍ରୀ

ଲଣ୍ଡନ,୬ ।୭: ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ମଙ୍ଗଳବାର ବିଳମ୍ବିତ ରାତିରେ ଶିକ୍ଷା ସଚିବ, ନାଦିମ ଜାହାୱିଙ୍କୁ ବ୍ରିଟେନର ନୂଆ ଅର୍ଥମନ୍ତ୍ରୀ ବାଛିଛନ୍ତି । ଏହା ପୂର୍ବରୁ ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଅର୍ଥମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।…

ଇସ୍ତଫା ଦେଲେ ଋଷି ସୁନକ

ଲଣ୍ଡନ, ୬ା୭: ଇନ୍‌ଫୋସିସ୍‌ ସହପ୍ରତିଷ୍ଠାତା ନାରାୟଣ ମୂର୍ତ୍ତିଙ୍କ ଜ୍ୱାଇଁ ତଥା ବ୍ରିଟେନ ଅର୍ଥମନ୍ତ୍ରୀ ଋଷି ସୁନକ ମଙ୍ଗଳବାର ବୋରିସ୍‌ ଜନ୍‌ସନ୍‌ କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। ଋଷିଙ୍କ ସହ ସ୍ବାସ୍ଥ୍ୟମନ୍ତ୍ରୀ ସାଜିଦ୍‌ ଜାଭିଦ୍‌ ମଧ୍ୟ ପଦ ଛାଡ଼ିଛନ୍ତି। ଫଳରେ ଲକ୍‌ଡାଉନ ପାର୍ଟି ପାଇଁ…

ପ୍ଲାଷ୍ଟିକ୍‌କୁ ନଷ୍ଟ କରିପାରିବ ଅତିବାଇଗଣି ରଶ୍ମି

ଲଣ୍ଡନ, ୬ା୭: ପରିବେଶ ସୁରକ୍ଷା ପ୍ରତି ବଡ଼ ବିପଦ ହୋଇ ଉଭା ହୋଇଥିବା ପ୍ଲାଷ୍ଟିକ୍‌ର ବ୍ୟବହାର ରୋକିବା ଏବଂ ଏହାର ବିକଳ୍ପ ଚିନ୍ତା କରାଯାଉଥିବାବେଳେ ବ୍ରିଟେନ ଗବେଷକ ଏ ଦିଗରେ ଏକ ରାସ୍ତା ଖୋଜିପାଇଛନ୍ତି। ଅତିବାଇଗଣି ରଶ୍ମି ବା ଅଲ୍‌ଟ୍ରା ଭାୟୋଲେଟ୍‌(ୟୁଭି)…

ପାକିସ୍ତାନରେ ଲଗାଣ ବର୍ଷା ଯୋଗୁ ୩ ଶିଶୁଙ୍କ ସମେତ ୬ ମୃତ

ଇସଲାମାବାଦ,୬ ।୭: ଦକ୍ଷିଣ-ପଶ୍ଚିମ ପାକିସ୍ତାନ ସମେତ ଦେଶର ଅଧିକାଂଶ ଭାଗରେ ଲଗାଣ ବର୍ଷା ଫଳରେ ୩ ଶିଶୁଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଘର ଛାତ ଭୁଷୁଡି ଯିବାରୁ ଏମାନଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । ମୃତକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri