ଅନ୍ତର୍ଜାତୀୟ

ବିବାଦରେ ବିଶ୍ୱର ଏକ ନମ୍ବର ଧନୀ

କାଲିଫର୍ନିଆ,୧୮।୨:ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସଲାର ମାଲିକ ଏଲୋନ ମସ୍କ ପ୍ରାୟତଃ ଚର୍ଚ୍ଚାରେ ଥାଆନ୍ତି। କେତେବେଳେ ସେ ତାଙ୍କର ବ୍ୟବସାୟ ତ ଆଉ କେତେବେଳେ ତାଙ୍କ ଟୁଇଟ୍‌ ଯୋଗୁ ସେ ଆଲୋଚନାକୁ ଆସନ୍ତି। ନିକଟରେ ସେ ଏକ ଟୁଇଟ୍‌...

ସପ୍ତାହକ ମଧ୍ୟରେ ଦ୍ୱିତୀୟଥର ଡାଉନ ହେଲା ଟୁଇଟର

ୱାଶିଂଟନ,୧୮ ।୨: ଗୋଟିଏ ସପ୍ତାହରେ ଦ୍ୱିତୀୟଥର ଗୁରୁବାର ରାତିରେ ଟୁଇଟର ଡାଉନ ହୋଇଥିବା ଜଣାପଡିଛ । ୟୁଜର୍ସ ପେଜ ଲୋଡ ନ କରିପାରିବା ସହ ଟୁଇଟର ପୋଷ୍ଟ ବି ଦେଖି ପାରି ନ ଥିବା ଅଭିଯୋଗ କରିଛନ୍ତି । ସୂଚନା...

ନାଟୋ ବିନା ଅନ୍ୟ ଗତି ନାହିଁ

କ୍ୱିଭ୍‌, ୧୮ା୨:ନାଟୋ ହିଁ ୟୁକ୍ରେନକୁ ସୁରକ୍ଷା ଗ୍ୟାରେଣ୍ଟି ଦେଇପାରିବ। ଏହା ଉପରେ କୌଣସି ବୁଝାମଣା ହେବ ନାହିଁ। ନାଟୋରେ ମିଶିବା ଆମର ଲକ୍ଷ୍ୟ ନୁହେଁ, ବରଂ ଜୀବନ କହି ଏକପ୍ରକାର ଅସହାୟତା ପ୍ରକାଶ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି।...

ନିଖୋଜର ୨ ବର୍ଷ ପରେ ଗୁପ୍ତ କୋଠରିରୁ ଶିଶୁ ଉଦ୍ଧାର

ନ୍ୟୁୟର୍କ, ୧୮ା୨: ନ୍ୟୁୟର୍କରେ ଆଶ୍ଚର୍ଯ୍ୟ କରିଦେବା ଭଳି ଏକ ଖବର ସାମ୍‌ନାକୁ ଆସିଛି। ୨ ବର୍ଷ ହେଲା ଜଣେ ୬ ବର୍ଷର ଶିଶୁ କନ୍ୟା ନିଖୋଜ ଥିବାବେଳେ ପୋଲିସ ସୋମବାର ରାତିରେ ତାଙ୍କୁ ନ୍ୟୁୟର୍କର ହୁଡ୍‌ସନ୍‌ ଭ୍ୟାଲିରେ ଏକ ଗୁପ୍ତ...

ଭାରତକୁ ଆମେରିକାର ଭରସା

ଓ୍ବାଶିଂଟନ୍‌, ୧୮ା୨: ୟୁକ୍ରେନ ସଙ୍କଟ ଭିତରେ ଆମେରିକା ଭାରତ ଉପରେ ଆସ୍ଥା ପ୍ରକଟ କରିଛି। ଯଦି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରେ, ତେବେ ଭାରତ ଆମେରିକା ସହ ଛିଡ଼ାହେବ ଏବଂ ମସ୍କୋକୁ ହରାଇବା ପାଇଁ ସହଯୋଗ କରିବ ବୋଲି...

ବ୍ରାଜିଲରେ ବନ୍ୟା, ଭୂସ୍ଖଳନ: ଶତାଧିକ ମୃତ

ପେଟ୍ରୋପୋଲିସ,୧୮।୨:ବ୍ରାଜିଲର ପେଟ୍ରୋପୋଲିସ ସହରରେ ପ୍ରବଳ ବର୍ଷାଜନିତ ବନ୍ୟା ଓ ଭୂସ୍ଖଳନରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଛି। ରିଓ ଡି ଜେନିରୋ ଉତ୍ତରରେ ପାର୍ବତ୍ୟାଞ୍ଚଳରେ ଅବସ୍ଥିତ ଏହି ସହରରେ ପ୍ରବଳ ବର୍ଷା ଲାଗିରହିବା ଫଳରେ ଶହ ଶହ ଘର ଭାଙ୍ଗିଯାଇଛି। ବନ୍ୟାପାଣି...

ବିଶ୍ୱକୁ ଠକୁଛି ରୁଷିଆ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୧୮ା୨:ବେଲାରୁଷ, କ୍ରିମିଆ ଓ ପଶ୍ଚିମ ରୁଷିଆରେ ବିପୁଳ ସୈନ୍ୟ ଠୁଳ ତଥା ଯୁଦ୍ଧାସ୍ତ୍ର ମୁତୟନର ଉପଗ୍ରହ ଚିତ୍ର ୟୁକ୍ରେନ୍‌ ସୀମାରୁ ସେନା ପ୍ରତ୍ୟାହାର ନେଇ ମସ୍କୋର ଦାବିକୁ ମିଛ ପ୍ରମାଣିତ କରିଛି। ସାମରିକ ବଳ ଅପସାରଣ କଥା କହି ସୀମାନ୍ତକୁ...

ୟୁକ୍ରେନ-ରୁଷିଆ ସଙ୍କଟକୁ ନେଇ ଯୁଦ୍ଧ ଆଶଙ୍କା କଲେ ଆମେରିକା ରାଷ୍ଟ୍ରପତି

ୱାଶିଂଟନ,୧୮ ।୨: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଶଙ୍କା କରିଛନ୍ତି ଯେ ଆଗାମୀ କିଛିଦିନ ମଧ୍ୟରେ ୟୁକ୍ରେନ ଓ ରୁଷିଆ ମଧ୍ୟରେ ଯୁ୍‌ଦ୍ଧ ହୋଇପାରେ । ଏହାସହ ସେ କହିଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ୍ କରିବାର କୌଣସି...

ପିତାଙ୍କ ଜୟନ୍ତିରେ ହଜାର ହଜାର ଲୋକଙ୍କୁ ଥଣ୍ଡାରେ ଠିଆ କରାଇଲେ କିମ୍‌

ପ୍ୟୋଙ୍ଗୟାଙ୍ଗ,୧୮ ।୨: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋନ ଉନଙ୍କର ଆଉ ଏକ କ୍ରୁରତା ସାମ୍ନାକୁ ଆସିଛି । କିମ୍ ତାଙ୍କ ପିତା କିମ୍ ଜନ ଇଲଙ୍କ ୮୦ ତମ ଜୟନ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଜନତାଙ୍କ...

ବ୍ରାଜିଲରେ ବନ୍ୟାର ଭୟଙ୍କର ସ୍ଥିତି

ରିଓ ଡି ଜେନେରିଓ,୧୭।୨: ୩ ଦିନର ଲଗାଣ ବର୍ଷା ପରେ ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ମଧ୍ୟ ହୋଇଛି । ଭୂସ୍ଖଳନରେ ୧୦୦ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଜଣଙ୍କୁ ଉଦ୍ଧାର...

ଗୁଳି ଚଳାଇଲା ରୁଷିଆ ସେନା

କ୍ୱିଭ୍‌,୧୭ା୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଆଭ୍ୟନ୍ତରୀଣ ପରିସ୍ଥିତି ଅତ୍ୟନ୍ତ ଖରାପ ହେବାରେ ଲାଗିଛି। ପୂର୍ବ ୟୁକ୍ରେନରେ ରୁଷିଆ ସେନା ଏକ ଗାଁରେ ଗୁଳି ଚଳାଇଥିବା ୟୁକ୍ରେନ କହିଛି। ଯେଉଁଥିରେ ଏକ ଶିଶୁ ଉଦ୍ୟାନକୁ ଟାର୍ଗେଟ କରାଯାଇଥିଲା। ଏହି ଆକ୍ରମଣରେ...

୨୦୧୯ରୁ ନିଖୋଜ ଥିବା ନାବାଳିକା ମିଳିଲେ ସିକ୍ରେଟ୍‌ ରୁମ୍‌ରୁ

ନ୍ୟୁୟର୍କ,୧୭।୨: ପ୍ରାୟ ୩ ବର୍ଷ ହେଲା ନିଖୋଜ ଥିବା ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ଘରର ସିଡି ତଳେ ଥିବା ଏକ ସିକ୍ରେଟ୍‌ ରୁମ୍‌ରୁ ଲୁଚିଥିବା ଅବସ୍ଥାରେ ଉଦ୍ଧାର କରାଯାଇଛି। ଏଭଳି ଘଟଣା ସାମ୍ନାକୁ ଆସିଛି ଆମେରିକାର ନ୍ୟୁୟର୍କ ଷ୍ଟେଟ୍‌ରୁ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri