ରେଡ୍ ହାର୍ଟ ଇମୋଜି ପଠାଇଲେ ୨୦ ଲକ୍ଷ ଜରିମାନା, ସରକାରଙ୍କ ନୂଆ ନିୟମ…
ରିୟାଦ୍,୧୭।୨ : ସୌଦି ଆରବର କଠୋର ନିୟମ ବିଷୟରେ ସଭିଙ୍କୁ ଜଣା। ଅପରାଧୀଙ୍କ ଲାଗି ତ କଠୋର ନିୟମ ରହିଛି। ଏହା ସହିତ ନିତି ଦିନିଆ ଜୀବନରେ କିଛି ଭୁଲ ଦ୍ୱାରା ଲୋକଙ୍କ ଉପରେ ମଧ୍ୟ ଦଣ୍ଡାଦେଶ କରାଯାଇଥାଏ। ଏହି...
ସପ୍ତାହରେ ୪ ଦିନ କାମ…
ବ୍ରୁସେଲ୍ସ୍,୧୭।୨ : ବେଲଜିୟମରେ ଏବେ କର୍ମଚାରୀମାନେ ସପ୍ତାହରେ ଚାରି ଦିନ କାମ କରିବେ। ପ୍ରଧାନମନ୍ତ୍ରୀ ଆଲେକ୍ସଜାଣ୍ଡାର୍ ଡି କ୍ରୁ ଶ୍ରମ ଆଇନରେ ଏଭଳି ଏକ ପ୍ରମୁଖ ପରିବର୍ତ୍ତନ କରିଥିବା ସମ୍ପର୍କରେ ଘୋଷଣା କରିଛନ୍ତି। ପରିବର୍ତ୍ତନଗୁଡିକ ବିଷୟରେ ରାତାରାତି ବାର୍ତ୍ତାଳାପ ପରେ...
ଖେଳୁଛନ୍ତି ପୁଟିନ୍, ବାଇଡେନ୍ ସତର୍କ
କ୍ୱିଭ୍/ମସ୍କୋ/ଓ୍ବାଶିଂଟନ,୧୭ା୨: ୨୦୧୪ରେ କ୍ରିମିଆ ଦଖଲ କରି ରୁଷିଆରୁ ୟୁରୋପୀୟ ଶକ୍ତିଙ୍କୁ ବିତାଡ଼ିତ କରିବା ଥିଲା ବିଶ୍ୱକୁ ଷ୍ଟ୍ରଙ୍ଗ୍ମ୍ୟାନ୍ ଭ୍ଲାଡିମିର ପୁଟିନ୍ଙ୍କ ପ୍ରଥମ ସନ୍ଦେଶ। ଏବେ ପଡ଼ୋଶୀ ୟୁକ୍ରେନ୍ ଆମେରିକା ଆଡ଼କୁ ଢଳୁଥିବା ଦେଖି ପୁଟିନ୍ ଗୋଟିଏ ପଟେ ଆଲୋଚନା କଥା...
ବ୍ରାଜିଲରେ ବର୍ଷା, ଭୂସ୍ଖଳନରେ ୭୮ ଲୋକ ମୃତ
ବ୍ରାସିଲିଆ,୧୭ ।୨: ବ୍ରାଜିଲର ରିଓ ଡି ଜେନେରିଓ ରାଜ୍ୟର ପାର୍ବତୀୟ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ଆସିଥିବା ବନ୍ୟା ଓ ଭୂସ୍ଖଳନରେ ମୃତକଙ୍କ ସଂଖ୍ୟା ବୃଦ୍ଧିପାଇ ୭୮ରେ ପଂହଞ୍ଚିଥିବା ସୂଚନା ମିଳିଛି । ସ୍ଥାନୀୟ ଅଧିକାରୀ ବୁଧବାର ଏହି ସୂଚନା...
ରୁଷିଆ ସେନା ଫେରାଇ ଆଣିବାକୁ ନେଇ ଆମେରିକାର ବଡ ବୟାନ, ଶେଷ ହୋଇନାହିଁ ପ୍ରକୃତ ବିପଦ
ୱାଶିଂଟନ,୧୭ ।୨: ଆମେରିକାର ବୈଦେଶିକ ମନ୍ତ୍ରୀ ଏଣ୍ଟୋନି ବ୍ଲିଂକନ କହିଛନ୍ତି ୟୁକ୍ରେନ ସୀମାରୁ ରୁଷିଆ ସେନା ଫେରାଇ ଅଣାଯିବାର କୌଣସି ଅର୍ଥପୂର୍ଣ୍ଣ ଉଦ୍ଦେଶ୍ୟ ପରିଲକ୍ଷିତ ହେଉନାହିଁ । ସେ କହିଛନ୍ତି ଏବେବି ପ୍ରକୃତ ବିପଦ ରହିଯାଇଛି । ରୁଷିଆ ଯେତେବେଳେ...
‘ଭୟଭିତ ହୁଅ ନାହିଁ’
ନୂଆଦିଲ୍ଲୀ,୧୬।୨: ୟୁକ୍ରେନରେ ବସବାସ କରୁଥିବା ଭାରତୀୟଙ୍କୁ ସ୍ବଦେଶ ଫେରିବା ପାଇଁ ଫ୍ଲାଇଟ୍ ମିଳୁନାହିଁ। ଏହାକୁ ନେଇ ଭୟବିତ ନ ହେବାକୁ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି। ଏହାର ପଡ଼ୋଶୀ ରୁଷିଆ ଅନ୍ତର୍ଜାତୀୟ ସୀମାରେ ବିପୁଳ ପରିମାଣାରେ ସୈନ୍ୟ, ଟ୍ୟାଙ୍କ ଓ...
ଆସିଲାଣି ଡେଲ୍ଟାକ୍ରନ୍, ଡବ୍ଲ୍ୟୁଏଚ୍ଓର ଚେତାବନୀ…
ଜେନେଭା/ନୂଆଦିଲ୍ଲୀ, ୧୬।୨ : ଦେଶରେ କୋଭିଡ -୧୯ ମହାମାରୀ ସଂକ୍ରମଣ ହେବାର ଦୁଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଭାରତର ଦ୍ୱିତୀୟ ଲହରରେ ଡେଲ୍ଟା ମୁଖ୍ୟ ଷ୍ଟ୍ରେନ ଥିଲା। ତେଣୁ ବର୍ତ୍ତମାନ ଓମିକ୍ରନ ଏହାକୁ ପଛରେ ପକାଇ ସବୁଠାରୁ ସଂକ୍ରାମକ...
ଯୁଦ୍ଧାଭ୍ୟାସ ଶେଷ, ଫେରୁଛନ୍ତି ରୁଷିଆ ସୈନ୍ୟ…
ମସ୍କୋ, ୧୬।୨ : ୟୁକ୍ରେନ୍କୁ ଘେରି ରହିଥିବା ରୁଷିଆ ସୈନ୍ୟଙ୍କ ଯୁଦ୍ଧାଭ୍ୟାସ ଶେଷ ହୋଇଛି। ସୈନ୍ୟମାନେ ଫେରିବା ଆରମ୍ଭ କରିଛନ୍ତି। ପଛକୁ ହଟିବା ଆରମ୍ଭ କରିଛନ୍ତି। ଗଣମାଧ୍ୟମ ସଂସ୍ଥା ଏଏଫ୍ପି ପକ୍ଷରୁ କୁହାଯାଇଛି ଯେ, ରୁଷିଆ ସୈନ୍ୟ ଏବେ ସୀମାରୁ...
ଗୁଳି ଫୁଟିଲାନି-ସୈନ୍ୟ ବି ପ୍ରବେଶ କଲେ ନି, ୟୁକ୍ରେନ୍ରେ ହେଲା ଆକ୍ରମଣ…
ମସ୍କୋ/କାଇଭ୍,୧୬।୨ : ଫେବୃଆରୀ ୧୬ରେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିବା ନେଇ ଆମେରିକା ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଗୁଳି ଫୁଟିଲାନି କି ରୁଷିଆ ସୈନ୍ୟ ୟୁକ୍ରେନ୍ରେ ପ୍ରବେଶ ମଧ୍ୟ କଲେ ନାହିଁ।...
‘ମସ୍କୋ ଚିନ୍ତାକୁ ଗୁରୁତ୍ୱ ଦେଉ ନାଟୋ’
ମସ୍କୋ, ୧୬ା୨: ସୀମାରେ ସୈନ୍ୟ, ଯୁଦ୍ଧାସ୍ତ୍ର ତଥା କ୍ଷେପାଣାସ୍ତ୍ର ମୁତୟନ ଏବଂ ସାମରିକ ସ୍ବଚ୍ଛତା ଉପରେ ଆମେରିକା ଓ ନର୍ଥ ଆଟ୍ଲାଣ୍ଟିକ୍ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସହ ଆଲୋଚନା ପାଇଁ ରୁଷିଆ ପ୍ରସ୍ତୁତ ବୋଲି ଏହାର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ...
ଖ୍ୟାତନାମା ଚିତ୍ରକର କାର୍ମେନ୍ ହେରେରାଙ୍କ ପରଲୋକ
ନ୍ୟୁୟର୍କ,୧୬ା୨: କ୍ୟୁବା ଜନ୍ମିତ ଖ୍ୟାତନାମା ଆମେରିକୀୟ ଚିତ୍ରକର କାର୍ମେନ ହେରେରାଙ୍କର ଶନିବାର ତାଙ୍କ ନ୍ୟୁୟର୍କ ସିଟି ଆପାର୍ଟମେଣ୍ଟରେ ପରଲୋକ ହୋଇଯାଇଛି। ତାଙ୍କୁ ୧୦୬ ବର୍ଷ ହୋଇଥିଲା। ତାଙ୍କର କଳାକୃତି ଦୀର୍ଘଦିନ ଧରି ଲୋକଙ୍କ ଦୃଷ୍ଟି ଆଢ଼ୁଆଳରେ ରହିଯାଇଥିଲା। ୮୯ ବର୍ଷ...
ଫ୍ରାନ୍ସରେ ବିସ୍ଫୋରଣ: ୭ ମୃତ
ପ୍ୟାରିସ୍,୧୬ା୨: ଦକ୍ଷିଣ ଫ୍ରାନ୍ସର ଏକ ଆପାର୍ଟମେଣ୍ଟ ବିଲ୍ଡିଂରେ ବିସ୍ଫୋରଣ ଓ ଅଗ୍ନିକାଣ୍ଡରେ ୨ ପିଲାଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ଘଟିଛି ଓ ଅନ୍ୟ ୨ ଜଣ ନିଖୋଜ ଅଛନ୍ତି। ବିସ୍ଫୋରଣରେ ୩୦ ଜଣ ଆହତ ହୋଇଛନ୍ତି କିମ୍ବା ମାନସିକ...
Archives


