କଲମ୍ବିଆ ଜେଲରେ ସଂଘର୍ଷ: ୪୯ କଏଦୀ ମୃତ
ବୋଗୋଟା,୨୯ା୬: କଲମ୍ବିଆ ସାଉଥ୍ଓ୍ବେଷ୍ଟର୍ନର ଟୁଲୁଆ ଜେଲରୁ ଲୁଚି ପଳାଇବା ପାଇଁ ଉଦ୍ୟମ କରିବା ସମୟରେ ୪୯ ଜଣଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ନ୍ୟାଶନାଲ ପ୍ରିଜନ୍ସ ଏଜେନ୍ସି ପକ୍ଷରୁ ଏହି ସୂଚନା ଦିଆଯାଇଛି। ଘଟଣାରେ ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା କୁହାଯାଇଛି। ଜେଲରେ…
ୟୁଏଇ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି
ଆବୁଧାବି, ୨୯ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ୍ ଅଳ୍ ନହୟାନ୍ଙ୍କୁ ଭେଟିଛନ୍ତି। ଏହି ଅବସରରେ ମୋଦି ମେ’ ୧୩ରେ ପରଲୋକ ଘଟିଥିବା ଉପସାଗରୀୟ ରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ଶେଖ୍…
ବ୍ରିକ୍ସରେ ସାମିଲ ପାଇଁ ଇରାନ, ଆର୍ଜେଣ୍ଟିନାର ଆବେଦନ
ତେହରାନ, ୨୯ା୬: ବ୍ରାଜିଲ, ରୁଷିଆ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ବ୍ରିକ୍ସରେ ସାମିଲ ହେବା ପାଇଁ ଇରାନ୍ ଏବଂ ଆର୍ଜେଣ୍ଟିନା ଆବେଦନ କରିଛନ୍ତି। ଏହି ଦୁଇ ଦେଶ ବ୍ରିକ୍ସରେ ମିଶିବା ପରେ ଉଭୟ ପକ୍ଷର ଗୁରୁତ୍ୱ ବଢ଼ିବ…
ୟୁକ୍ରେନ୍ର ଆତ୍ମସମର୍ପଣରେ ରୁଷିଆ ଅଭିଯାନ ଶେଷ ହେବ: କ୍ରେମ୍ଲିନ୍
ମସ୍କୋ, ୨୯ା୬: ୟୁକ୍ରେନ୍ ଆତ୍ମସମର୍ପଣ କଲେ ହିଁ ସେଠାରେ ରୁଷିଅ ଚଳାଇଥିବା ଅଭିଯାନ ଶେଷ ହେବ ବୋଲି ମଙ୍ଗଳବାର କ୍ରେମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ କହିଛନ୍ତି। ତେଣୁ କିଭ୍ ଏହାର ସୈନ୍ୟମାନଙ୍କୁ ଅସ୍ତ୍ର ଛାଡ଼ିବାକୁ କହିବା ସହ ମସ୍କୋର ଦାବି ମାନୁ…
୩ ଲକ୍ଷ ନାଟୋ ସୈନ୍ୟଙ୍କୁ ହାଇ ଆଲର୍ଟ, ତୃତୀୟ ବିଶ୍ୱଯୁଦ୍ଧ ଆଶଙ୍କା ଘନେଇଲା…
ମାଦ୍ରିଦ୍, ୨୮।୬ : ୟୁକ୍ରେନ ଯୁଦ୍ଧ ମଧ୍ୟରେ ତୃତୀୟ ବିଶ୍ୱଯୁଦ୍ଧର ଆଶଙ୍କାକୁ ଦୃଷ୍ଟିରେ ରଖି ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ଏହାର ୩ ଲକ୍ଷ ସୈନିକଙ୍କୁ ହାଇ ଆଲର୍ଟରେ ରଖିବାକୁ ଯାଉଛି। ନାଟୋ ସେକ୍ରେଟେରୀ ଜେନେରାଲ ଜେନ୍ସ ଷ୍ଟୋଲଟେନ୍ବର୍ଗ ଏହା…
ମାଳଦ୍ୱୀପରେ ଇଣ୍ଡିଆ ଆଉଟ୍ ଅଭିଯାନ ବନ୍ଦ…
ମାଲେ, ୨୮।୬ : ମାଲଦ୍ୱୀପର ସଂସଦ ଜୁନ ୨୭ରେ ଇଣ୍ଡିଆ ଆଉଟ ଅଭିଯାନ ସମେତ ମାଳଦ୍ୱୀପର କୂଟନୈତିକ ସ୍ବାର୍ଥକୁ କ୍ଷତି ପହଞ୍ଚାଉଥିବା ଅପରାଧକୁ ଅପରାଧୀକରଣ କରିବା ପାଇଁ ଆଇନରେ ସଂଶୋଧନକୁ ଅନୁମୋଦନ କରିଛି। ଏହାର ସପକ୍ଷରେ ଭୋଟ ଦେଇ ସଂସଦରେ ଏହି…
ବାଇଡେନ୍ଙ୍କ ସ୍ତ୍ରୀ-ଝିଅଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇଲା ରୁଷିଆ…
ମସ୍କୋ, ୨୮।୬ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସ୍ତୟୀ ଏବଂ ଝିଅଙ୍କ ପ୍ରବେଶ ଉପରେ ରୁଷିଆ ପ୍ରତିବନ୍ଧକ ଲଗାଇଛି। ସେମାନେ ଏଣିକି ରୁଷିଆରେ ପ୍ରବେଶ କରିପାରିବେନି। ଏସମ୍ପର୍କରେ ରୁଷିଆ ପକ୍ଷରୁ ମଙ୍ଗଳବାର ଘୋଷଣା କରାଯାଇଛି। ରୁଷିଆ ବୈଦେଶିକ ବିଭାଗ କହିଛି…
ବାଇଡେନ ଦମ୍ପତିଙ୍କୁ ସ୍ବତନ୍ତ୍ର ବ୍ରୋଚ୍ ଉପହାର ଦେଲେ ମୋଦି
ବର୍ଲିନ,୨୮।୬: ଜର୍ମାନୀର ଏଲ୍ମାଉଠାରେ ଆୟୋଜିତ ହେଉଥିବା ଜି-୭ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସମସ୍ତ ଦେଶର ନେତାଙ୍କ ପାଇଁ ଭାରତର ଭଳିକି ଭଳି ଅନନ୍ୟ ଉପହାର ନେଇଥିଲେ। ଛତିଶଗଡ଼ରୁ ନନ୍ଦୀ-ଥିମ ଡୋକରା କଳାକୁ ଆର୍ଜେଣ୍ଟିନା…
ତୃତୀୟ ବିଶ୍ୱଯୁଦ୍ଧ କ୍ରିମିୟା ଉପରେ ଅତିକ୍ରମଣ ଉଦ୍ୟମରୁ ହେବ ଆରମ୍ଭ, ବେଲାରୁଷ୍ ଦେଲା ଚେତାବନୀ…
ମିନସ୍କ, ୨୮।୬ : ରୁଷିଆ ଏବଂ ପାଶ୍ଚାତ୍ୟ ଦେଶ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। କ୍ରିମିୟାକୁ ନେଇ ରୁଷିଆ ପାଶ୍ଚାତ୍ୟ ଦେଶମାନଙ୍କୁ ଚେତାବନୀ ଦେଇଛି। ରୁଷିଆର ପୂର୍ବତନ ରାଷ୍ଟ୍ରପତି ଦିମିତ୍ରୀ ମେଦଓ୍ବେଦଓ୍ବେ କହିଛନ୍ତି ଯେ କ୍ରିମିୟା ପ୍ରାୟଦ୍ୱୀପ ଅଞ୍ଚଳରେ ଯେକୌଣସି ଅତିକ୍ରମଣ…
ଶ୍ରୀଲଙ୍କାରେ ସ୍କୁଲ ବନ୍ଦ, କର୍ମଚାରୀଙ୍କୁ ଓ୍ବାର୍କ ଫ୍ରମ୍ ହୋମ୍ ନିର୍ଦ୍ଦେଶ
କଲମ୍ବୋ,୨୮।୬: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ବର୍ତ୍ତମାନ ପେଟ୍ରୋଲ, ଡିଜେଲର ଘୋର ଅଭାବ ଦେଖାଦେଇଛି। ଏନେଇ ଶ୍ରୀଲଙ୍କା ସରକାର ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏପରିକି ପବ୍ଲିକ୍ ସେକ୍ଟରରେ କାମ କରୁଥିବା କର୍ମଚାରୀମାନଙ୍କୁ ଓ୍ବାର୍କ ଫ୍ରମ୍ ହୋମ୍ କରିବାକୁ…
ଟ୍ରକ୍ ଭିତରୁ ମିଳିଲା ୪୬ ମୃତଦେହ
ୱାଶିଂଟନ,୨୮।୬: ଆମେରିକାର ଟେକ୍ସାସ ଆଣ୍ଟୋନିଓରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଟ୍ରକ ଭିତରୁ ୪୬ ମୃତେଦହ ମିଳିଛି। ଏନେଇ ସ୍ଥାନୀୟ ପୁଲିସ ସୂଚନା ଦେଇଛି। ଅଧିକାଂଶ ମୃତଦେହ ପ୍ରବାସୀଙ୍କ ହୋଇଥିବା ସନ୍ଦେହ କରାଯାଉଛି। ଟ୍ରକଟି ସହରର ଏକ ରେଳ ଧାରଣା…
ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କଲା ଭାରତ
ନୂଆଦିଲ୍ଲୀ,୨୮ ।୬: ଭାରତ ପକ୍ଷରୁ ପାକିସ୍ତାନର ୪ ଦୂତାବାସର ଟୁଇଟର ଆକାଉଣ୍ଟକୁ ବ୍ୟାନ କରାଯାଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ପାକିସ୍ତାନ ଉପରେ ଅଭିଯୋଗ ରହିଛି କି ଏହାର ଟୁଇଟର ଆକାଉଣ୍ଟ ଦ୍ୱାରା ଭୁଲ ଖବର ଓ ଦୁଷ୍ପ୍ରଚାର…
Archives


