ୟୁକ୍ରେନ୍ ସାଜିଛି ବଳିର ଛେଳି, ବାଇଡେନ୍ ପୁଟିନ୍ ପୁଣି ମୁହାଁମୁହିଁ…
ଓ୍ବାଶିଂଟନ, ୮।୨ : ୟୁକ୍ରେନ ସଙ୍କଟ ମଧ୍ୟରେ ଆମେରିକା ଏବଂ ରୁଷିଆ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣି ଥରେ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍ଙ୍କୁ ଚେତାବନୀ ଦେଇଛନ୍ତି। ବାଇଡେନ୍ ସୋମବାର ଧମକ...
କ୍ୟାନସରର କାରଣ ହେଉଛି ଜନସନ ବେବି ପାଉଡର, ସାରା ବିଶ୍ୱରେ ଲାଗିପାରେ ପ୍ରତିବନ୍ଧକ
ଲଣ୍ଡନ,୮ ।୨: ଶିଶୁ ଓ ମହିଳାମାନେ ଫାର୍ମା କମ୍ପାନୀ ଜନସନ ଆଣ୍ଡ ଜନସନର ବେବି ପାଉଡର ବ୍ୟବହାର କରିବାକୁ ବେଶ୍ ପସନ୍ଦ କରୁଥିଲେ । ହେଲେ ଏହା କ୍ୟାନସର ସୃଷ୍ଟିକାରୀ ବୋଲି ଜାଣିବା ପରେ ଏବେ ଏହା ଉପରେ ସାରା...
ବାଜି ମାରିପାରନ୍ତି ମାର୍କୋସ୍ ଜୁନିୟର
ମାନିଲା, ୮ା୨: ଫିଲିପାଇନ୍ସ ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ମଇଦାନକୁ ଓହ୍ଲାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ତଥା ଏକଛତ୍ରବାଦୀ ଶାସକ ସ୍ବର୍ଗତ ଫର୍ଡିନାଣ୍ଡ୍ ମାର୍କୋସ୍ଙ୍କ ପୁଅ ଫର୍ଡିନାଣ୍ଡ ମାକ୍ରୋସ୍ ଜୁନିୟର। ଲୋକଙ୍କ ବିଦ୍ରୋହ ବାପା ମାର୍କୋସ୍ଙ୍କ ଶାସନକୁ ସମାପ୍ତ କରିବାର ୩୬ ବର୍ଷ...
ଇସ୍ରାଏଲରେ ପେଗାସସ୍ ଝଡ଼
ଜେରୁଜେଲମ,୮ା୨: ବିବାଦୀୟ ସ୍ପାଏଓ୍ବେର ପେଗାସସ୍କୁ ନେଇ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ ବିରୋଧୀ ଦଳଗୁଡ଼ିକ ଘେରି ଆସୁଥିବାବେଳେ ଏବେ ଏହାକୁ ନେଇ ଇସ୍ରାଏଲରେ ମଧ୍ୟ ଝଡ଼ ସୃଷ୍ଟି ହୋଇଛି। କାରଣ ଇସ୍ରାଏଲ୍ ପୋଲିସ ପେଗାସସ୍କୁ ବ୍ୟବହାର କରି ଦେଶର ଏକ...
କଶ୍ମୀର ଦ୍ୱିପାକ୍ଷିକ ପ୍ରସଙ୍ଗ: ରୁଷିଆ
ନୂଆଦିଲ୍ଲୀ,୭।୨: କଶ୍ମୀର ଆଉ ଏକ ପାଲେଷ୍ଟାଇନରେ ପରିଣତ ହେବାକୁ ଯାଉଥିବା ‘ରେଡ୍ଫିଶ୍ ଚ୍ୟାନେଲ’ର ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛି ରୁଷିଆ। ଏଭଳି ରିପୋର୍ଟକୁ ରୁଷିଆ କର୍ତ୍ତୃପକ୍ଷ ବେକାର କହିବା ସହ କଶ୍ମୀର ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ ପ୍ରସଙ୍ଗ ବୋଲି...
ଖୋଲିବ ଅଷ୍ଟ୍ରେଲିଆ ସୀମା
ସିଡନୀ,୭।୨: କରୋନା ଯୋଗୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଥିବା ଅଷ୍ଟ୍ରେଲିଆ ସୀମା ପୁଣି ଖୋଲିବ ବୋଲି ସରକାର ଘୋଷଣା କରିଛନ୍ତି। ଆସନ୍ତା ଫେବୃୟାରୀ ୨୧ରୁ ସୀମା ସମସ୍ତଙ୍କ ପାଇଁ ଖୋଲିବାକୁ ଅଷ୍ଟ୍ରେଲିଆ ସରକାର ନିଷ୍ପତ୍ତି ନେଇଛନ୍ତି। ସୋମବାର ପ୍ରଧାନମନ୍ତ୍ରୀ ସ୍କଟ...
ଫେସ୍ବୁକ୍-ଇନଷ୍ଟାଗ୍ରାମ୍ ସେବା ବନ୍ଦ ହେବା ଆଶଙ୍କା ଘନେଇଲା…
ଓ୍ବାଶିଂଟନ, ୭।୨ : ଗତ ବର୍ଷ ଅକ୍ଟୋବରରେ ଫେସବୁକର ନାମ ପରିବର୍ତ୍ତନ କରାଯାଇଥିଲା, ଯାହା ପରେ କମ୍ପାନୀ ମେଟା ଭାବରେ ପରିଚିତି ହାସଲ କରିଥିଲା। ମେଟା ସିଇଓ ମାର୍କ ଜୁକରବର୍ଗ କହିଛନ୍ତି ଯେ ସେ ଚାହୁଁଛନ୍ତି ବିଶ୍ୱରେ ତାଙ୍କ କମ୍ପାନୀ...
ଆମେରିକାର ଦାବି, ୟୁକ୍ରେନ୍ ଆକ୍ରମଣ ପାଇଁ ୭୦ ପ୍ରତିଶତ ପ୍ରସ୍ତୁତି ଶେଷ କରିଛି ରୁଷିଆ…
ଓ୍ବାଶିଂଟନ, ୭।୨ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ପାଇଁ ୭୦ ପ୍ରତିଶତ ପ୍ରସ୍ତୁତି ଶେଷ କରିଛି। ଆମେରିକାର ଅଧିକାରୀମାନେ ଏହା ଦାବି କରିଛନ୍ତି। ସେମାନେ କହିଛନ୍ତି ଯେ ରୁଷିଆ ବର୍ତ୍ତମାନ ୟୁକ୍ରେନ ଉପରେ ଏକ ବଡ଼ ଧରଣର ଆକ୍ରମଣ...
କାମିଲା ପରବର୍ତ୍ତୀ ରାଣୀ ହେବେ
ଲଣ୍ଡନ,୭।୨: ପ୍ରିନ୍ସ ଚାଲର୍ସ ବ୍ରିଟେନର ରାଜା ହେଲେ ଡଚେସ୍ ଅଫ୍ କର୍ନଓ୍ବାଲ କାମିଲା ରାଣୀ ହେବେ ବୋଲି ମହାରାଣୀ ଏଲିଜାବେଥ୍ ଦ୍ୱିତୀୟ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ଶନିବାର ମହାରାଣୀ ତାଙ୍କର ପ୍ଲାଟିନମ୍ ଜୁବିଲି ଉଦ୍ବୋଧନ ବେଳେ ୭୪ ବର୍ଷୀୟା...
ଆତଙ୍କବାଦୀଙ୍କ ପାଖରେ ବୋମାବର୍ଷୀ ଡ୍ରୋନ୍…
ଓ୍ବାଶିଂଟନ, ୬।୨ : ଏବେ ଆତଙ୍କବାଦୀଙ୍କ ସହିତ ଲଢ଼େଇ କରିବା କଷ୍ଟକର ହେବାକୁ ଯାଉଛି। ଏନେଇ ଅନ୍ତର୍ଜାତୀୟସ୍ତରରେ ବିକଶିତ ରାଷ୍ଟ୍ରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସୌଦି ଏବଂ ୟୁଏଇରେ ଡ୍ରୋନ୍ ଆକ୍ରମଣ ଘଟଣା ବଢ଼ିବାରେ ଲାଗିଛି। ଏହି ଦୁଇ ଦେଶରେ...
ଆମେରିକା-ଚାଇନା ବିବାଦର ସମାଧାନ କରିବାକୁ ଚାହାନ୍ତି ଇମ୍ରାନ
ଇସଲାମାବାଦ,୬ା୨: ଆମେରିକା-ଚାଇନା ମଧ୍ୟରେ ବିବାଦର ସମାଧାନ ପାଇଁ ପାକିସ୍ତାନ ଏହାର ଭୂମିକା ଗ୍ରହଣ କରିବାକୁ ପ୍ରସ୍ତୁତ। ପାକିସ୍ତାନର ଫେଡେରାଲ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ ହୁସେନ ଏହା କହିଛନ୍ତି। ସେ କହିଛନ୍ତି, ଥିଙ୍କ ଟ୍ୟାଙ୍କଙ୍କ ସହ ସାକ୍ଷାତ...
ଲତାଙ୍କ ମୃତ୍ୟୁରେ ପାକିସ୍ତାନରେ ଶୋକ: ମନ୍ତ୍ରୀ କହିଲେ, ସ୍ବରର ଯାଦୁ ସବୁଦିନ ପାଇଁ ରହିବ
ଇସଲାମାବାଦ,୬।୨: ଭାରତ ରତ୍ନ ଲତା ମଙ୍ଗେସ୍କରଙ୍କ ମୃତ୍ୟୁରେ କେବଳ ଦେଶରେ ନୁହେଁ, ବିଦେଶରେ ମଧ୍ୟ ଶୋକର ଛାୟା ଖେଳିଯାଇଛି। କିମ୍ବଦନ୍ତୀ ଗାୟିକାଙ୍କୁ ପାକିସ୍ତାନର ସୂଚନା ମନ୍ତ୍ରୀ ଫୱାଦ ଚୌଧୁରୀ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଲତା ସଙ୍ଗୀତ ଜଗତରେ ଦୀର୍ଘ...
Archives


