ଭାଲୁ ଗୁମ୍ଫାକୁ ଝିଅକୁ ଫୋପାଡିଲେ ମା’, ଆଉ ତା’ପରେ…
ତାସକେଣ୍ଟ,୨।୨: ଜଣେ ମା’ ପାଇଁ, ତାଙ୍କ ଶିଶୁଠାରୁ ଅଧିକ କିଛି ଗୁରୁତ୍ୱପୂର୍ଣ୍ଣ ନୁହେଁ। ପିଲାମାନଙ୍କର ଅସୁବିଧା ସାମ୍ନାରେ, ମା’ ନିଜ ଜୀବନକୁ ମଧ୍ୟ ବଳି ଦେବାକୁ କୁଣ୍ଠାବୋଧ କରନ୍ତି ନାହିଁ। କିନ୍ତୁ ଜଣେ ମା’ ନିଜ ପିଲାକୁ ମୃତ୍ୟୁ ମୁଖକୁ...
ଶେଷ ହୋଇନି ଓମିକ୍ରନ୍, କଟକଣା ହଟାଇବା ନେଇ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍ଓ…
ଜେନେଭା, ୨।୨ : ପୃଥିବୀରୁ ଏବେ ବି ଶେଷ ହୋଇନି ଓମିକ୍ରନ୍ ଆତଙ୍କ। ତେଣୁ କଟକଣା ହଟାଇବା ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଚେତାବନୀ ଦିଆଯାଇଛି। ଓମିକ୍ରନ ଲହରର ଶୀର୍ଷ ଏପର୍ଯ୍ୟନ୍ତ ବହୁ ଦେଶରେ ଆସିନାହିଁ। ତେଣୁ ସତର୍କତା ଜରୁରୀ...
ଆମେରିକାରେ ଅପମାନିତ ହେଲା ପାକିସ୍ତାନ: ଭାରତକୁ ଦେଲା ଦୋଷ
ୱାଶିଂଟନ,୧।୨: ପାକିସ୍ତାନ ପୁଣି ଥରେ ଅନ୍ତର୍ଜାତୀୟ ସ୍ତରରେ ଅପମାନିତ ହୋଇଛି। ଆମେରିକାର ସାଂସଦ ସ୍କଟ ପେରି ମାସୁଦ ଖାନଙ୍କୁ ପାକିସ୍ତାନର ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବରେ ନିଯୁକ୍ତିକୁ ବିରୋଧ କରି ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ହଟାଇବାକୁ ନିବେଦନ କରିଛନ୍ତି। ବାଇଡେନଙ୍କୁ ଲେଖିଥିବା...
ୟୁକ୍ରେନ୍ ପ୍ରସଙ୍ଗରେ ସୁରକ୍ଷା ପରିଷଦରେ ମତଦାନରୁ ବିରତ ରହିଲା ଭାରତ…
ଜେନେଭା, ୧।୨ : ୟୁକ୍ରେନ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଆଗରେ ଏକ ଗମ୍ଭୀର କୂଟ ନୈତିକ ଆହ୍ବାନ ସୃଷ୍ଟି ହୋଇଛି। ମୋଦି ସରକାରଙ୍କ ସାମ୍ନାରେ ନୂତନ ଏବଂ ପୁରୁଣା ବନ୍ଧୁମାନଙ୍କ ମଧ୍ୟରେ ଚୟନର ଏକ ଗୁରୁତ୍ୱପୂର୍ଣ୍ଣ ସଙ୍କଟ...
ଫ୍ରାନ୍ସରେ କମୁନି କରୋନା ସଂକ୍ରମଣ
ପ୍ୟାରିସ,୧ ।୨: ଗତ ପ୍ରାୟ ଦୁଇଦିନ ହେବ ଫ୍ରାନ୍ସରେ କରୋନା ସଂକ୍ରମଣ ସାମନ୍ୟ କମ୍ ହୋଇଥିବା ବେଳେ ପୁଣିଥରେ ଆମେରିକାକୁ ପଛରେ ପକାଇ ଶୀର୍ଷରେ ପହଞ୍ଚିଛି ଫ୍ରାନ୍ସ । ନୂଆ ସଂକ୍ରମଣକୁ ନେଇ ଏବେବି ଆମେରିକା ଶୀର୍ଷରେ ଥିବା ବେଳେ...
୧୩,୦୦୦ ଉପଗ୍ରହ ମହାକାଶକୁ ପ୍ରେରଣ କରିବ ଚାଇନା…
ଲକ୍ଷ୍ନୌ, ୩୧।୧ : ଚାଇନା ମହାକାଶକୁ ୧୩,୦୦୦ ଉପଗ୍ରହ ପ୍ରେରଣ ପାଇଁ ଯୋଜନା କରିଛି। ଏଭଳି କରି ଚାଇନା ନିଜର ମହାକାଶ ଶକ୍ତି ବୃଦ୍ଧି କରିବାକୁ ଚାହୁଁଥିବା କୁହାଯାଉଛି। ଚାଇନା ଏଭଳି ଏକ ମିଶନ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ ହେଉଛି,...
ଦେଶ ସୁରକ୍ଷା ପାଇଁ ଲୋକଙ୍କୁ ନକଲି ବନ୍ଧୁକରେ ତାଲିମ…
କାଇଭ୍, ୩୧।୧ : ଅସ୍ତ୍ରବିରତି ଉଲ୍ଲଂଘନ ପରେ ମଧ୍ୟ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ଲାଗି ରହିଛି। ରୁଷିଆ ସୈନ୍ୟ ସ୍ଥଳ ତଥା ସମୁଦ୍ରରେ ମଧ୍ୟ ୟୁକ୍ରେନକୁ ଘେରାବନ୍ଦୀ କରିଛି। ଏହା ଅନୁମାନ କରାଯାଉଛି ଯେ ଯଦି କୂଟନୈତିକ...
ତାଲିବାନକୁ ବାଇଡେନଙ୍କ ଚେତାବନୀ
ୱାଶିଂଟନ,୩୧ ।୧: ଆଫଗାନିସ୍ତାନ ଉପରେ ପ୍ରାୟ ୨ଦଶକ ପରେ ଗତବର୍ଷ ତାଲିବାନ ଶାସନ କ୍ଷମତା ହାତେଇଥିବା ବେଳେ ଏବେ ଏହାର ଶାସନରେ ଅତିଷ୍ଠ ହୋଇପଡିଛନ୍ତି ଆଫଗାନବାସୀ । ତେବେ ତାଲିବାନ ଶାସନ କ୍ଷମତା ହାତକୁ ନେବା ପରେ ସେଠାରେ ଥିବା...
ସାବଧାନ, ପ୍ଲାଷ୍ଟିକ-ମଣିଷ ତ୍ୱଚାରେ ଅଧିକ ସମୟ ସକ୍ରିୟ ରହିଥାଏ ଓମିକ୍ରନ୍…
ନୂଆଦିଲ୍ଲୀ/ଟୋକିଓ, ୩୧।୧ : ଓମିକ୍ରନ ଭାରତ ସମେତ ସମଗ୍ର ବିଶ୍ୱରେ ତାଣ୍ଡବ ରଚିିଛି । ଭାରତରେ ପ୍ରତିଦିନ ଲକ୍ଷ ଲକ୍ଷ ନୂତନ କରୋନାର ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଉଛି। ସେହିପରି ଓମିକ୍ରନ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ କ୍ରମାଗତ ଭାବେ ବୃଦ୍ଧି...
ନିର୍ବାଚନ ଲଢ଼ିବେ ଟ୍ରମ୍ପ୍
ଓ୍ବାଶିଂଟନ୍, ୩୧ା୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ୍ ୨୦୨୪ ନିର୍ବାଚନ ଲଢ଼ିପାରନ୍ତି ବୋଲି କହିଛନ୍ତି। ସେ କ୍ଷମତାକୁ ଆସିଲେ ୨୦୨୧ ଜାନୁୟାରୀ ୬ରେ ହୋଇଥିବା କ୍ୟାପିଟୋଲ ଦଙ୍ଗା ଅଭିଯୁକ୍ତଙ୍କୁ କ୍ଷମା କରିଦେବେ ବୋଲି ଶନିବାର ଟେକ୍ସାସ୍ଠାରେ ଆୟୋଜିତ ‘ସେଭ୍...
ଡବ୍ଲୁଏଚଓ ନକ୍ସାରେ ଜମ୍ମୁ-କଶ୍ମୀର ପାକ ଓ ଚାଇନାର ଅଂଶ, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଟିଏମ୍ସି ଏମ୍ପି
ନୂଆଦିଲ୍ଲୀ,୩୧ ।୧: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ)ର ୱେବସାଇଟ ନକ୍ସାରେ ଭାରତର ଜମ୍ମୁ-କଶ୍ମୀର ପାକିସ୍ତାନ ଓ ଚାଇନାର ଅଂଶ ବୋଲି ଦର୍ଶାଯାଇଛି । ଡବ୍ଲୁଏଚଓ ଭଳି ଅନ୍ତରାଷ୍ଟ୍ରୀୟ ସ୍ତରର ସଂସ୍ଥା ଏମିତି କାହିଁକି ଓ କେମିତି କଲା ତାହା ଏବେ ପ୍ରଶ୍ନବାଚୀ...
ପୁଣି ବାଲାଷ୍ଟିକ୍ କ୍ଷେପଣାସ୍ତ୍ର ପରୀକ୍ଷଣ କଲେ କିମ୍…
ସିଓଲ୍/ଟୋକିଓ, ୩୦।୧ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ରବିବାର ପୁଣି ଥରେ ବାଲାଷ୍ଟିକ୍ କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତିି। ଗତ ୪ ବର୍ଷ ମଧ୍ୟରେ ସବୁଠାରୁ ଶକ୍ତିଶାଳୀ କ୍ଷେପଣାସ୍ତ୍ର ପରୀକ୍ଷା କିମ୍ କରିଛନ୍ତି। ଆମେରିକାର ସୂଚନା...
Archives


