ଅନ୍ତର୍ଜାତୀୟ

ହ୍ୱାଇଟ ହାଉସର ମୁଖ୍ୟ ଚିକିତ୍ସା ପରାମର୍ଶଦାତା ଆଣ୍ଟୋନି ଫୌସି କରୋନା ପିଜିଟିଭ

ୱାଶିଂଟନ,୧୬ ।୬: କରୋନା ମହାମାରୀ ବିଶ୍ୱର ଅଧିକାଂଶ ଦେଶରୁ କମି ଆସିଥିବା ବେଳେ ଏବେ ପୁଣି ଥରେ କିଛି ଦେଶରେ ମୁଣ୍ଡ ଟେକିଲାଣି । ଆମେରିକାରେ ଦୀର୍ଘଦିନ ଧରି କାୟା ବିସ୍ତାର କରିଥିବା କରୋନା ମହାମାରୀ ଏବେ ପୁଣିଥରେ ଧିରେ ଧିରେ…

ଭାରତରୁ ଗହମ ନେବ ନାହିଁ ୟୁଏଇ

ଦୁବାଇ,୧୫।୬: ୟୁନାଇଟେଡ ଆରବ ଏମିରେଟସ(ୟୁଏଇ) ଭାରତରୁ ଗହମ ଓ ଅଟାର ରପ୍ତାନୀ ଉପରେ ୪ ମାସ ପାଇଁ ରୋକ ଲଗାଇଛି। ୟୁଏଇର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମେ ୧୩, ୨୦୨୨ରୁ ଚାରି ମାସ ପର୍ଯ୍ୟନ୍ତ ଏହି ରୋକ ଲାଗୁ…

ବୃହତ୍‌ ଭାସମାନ ରେଷ୍ଟୁରାଣ୍ଟ ବନ୍ଦ ହେଲା…

ହଂକଂ, ୧୫।୬ : କରୋନା ମହାମାରୀ ଯୋଗୁ ହଂକଂର ବୃହତ ଭାସମାନ ରେଷ୍ଟୁରାଣ୍ଟ ବନ୍ଦ ହୋଇଯାଇଛି। ମଙ୍ଗଳବାର ହଂକଂ ବନ୍ଦରରୁ ଏହି ଭାସମାନ ରେଷ୍ଟୁରାଣ୍ଟକୁ ହଟାଇ ଦିଆଯାଇଛି। ଭାସମାନ ରେଷ୍ଟୁରାଣ୍ଟର ମୂଳ କମ୍ପାନୀ ଏକ ନୂତନ ମାଲିକ ଖୋଜି ପାଇଲା ନାହିଁ…

କ୍ୟାନସର ପରେ ଏବେ ଏଚଆଇଭି ଏଡସର ସଫଳ ଚିକିତ୍ସାର ସନ୍ଧାନ ମିଳିଲା…

ତେଲ ଅଭିବ୍‌, ୧୫।୬ : କର୍କଟ ପରେ ବୈଜ୍ଞାନିକମାନେ ଏବେ ଏଚଆଇଭି ଏଡସ ସଫଳ ଚିକିତ୍ସାର ସନ୍ଧାନ ମିଳିଛି। ସେମାନେ ଏଭଳି ଟିକା ତିଆରି କରିବାରେ ସଫଳତା ହାସଲ କରିଛନ୍ତି, ଯାହାର କେବଳ ଗୋଟିଏ ଡୋଜ୍‌ ନେବା ଦ୍ୱାରା ଏଚଆଇଭି ଏଡସ…

ମୁଶରଫ ଚାହିଁଲେ ଦେଶକୁ ଫେରିପାରିବେ

ଇସ୍‌ଲାମାବାଦ,୧୫।୬: ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ପରଭେଜ ମୁଶରଫଙ୍କ ସ୍ବାସ୍ଥ୍ୟାବସ୍ଥା ବର୍ତ୍ତମାନ ଖରାପ୍‌ ରହିଛି। ଏହି ସମୟରେ ସେ ସୁସ୍ଥ ହେବା ବହୁତ କଷ୍ଟକର ବୋଲି କୁହାଯାଉଛି। ଗତ ୩ସପ୍ତାହ ଧରି ୭୮ବର୍ଷୀୟ ମୁଶରଫଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଇତିମଧ୍ୟରେ ପୂର୍ବତନ…

ରାସାୟନିକ କାରଖାନାରେ ବିସ୍ଫୋରଣ, ୧୩୩ ଆହତ…

ତେହେରାନ, ୧୫।୬ : ଇରାନର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୧୩୩ ଜଣ ଆହତ ହୋଇଛନ୍ତି। ଦେଶର ସରକାରୀ ଟେଲିଭିଜନ କହିଛି ଯେ ତେହେରାନର ଦକ୍ଷିଣରୁ ପ୍ରାୟ ୭୭୦ କିଲୋମିଟର ଦୂରରେ ଥିବା ଫାର୍ସ ପ୍ରଦେଶର ଦକ୍ଷିଣରେ ଥିବା…

ଉଇଗର ନିର୍ଯାତନା ବିରୋଧରେ ତୁର୍କୀରେ ସମ୍ମିଳନୀ …

ଇସ୍ତାନବୁଲ, ୧୫।୬ : ଚାଇନାରେ ଉଇଗର ମୁସଲମାନଙ୍କ ଉପରେ ନିର୍ଯାତନା ବଢ଼ି ଚାଲିଛି। ସିଙ୍ଗାପୁର ପୋଷ୍ଟ ଅନୁଯାୟୀ, ଚାଇନା ଜିନଜିଆନରେ ଉଇଗର ମୁସଲମାନ ଏବଂ ତିବ୍ଦତରେ ତିବ୍ଦତୀୟ ସଂଖ୍ୟାଲଘୁଙ୍କ ସଂସ୍କୃତି ଏବଂ ଧାର୍ମିକ ପରିଚୟକୁ ଧ୍ୱଂସ କରିବାକୁ ଚେଷ୍ଟା କରୁଛି। ଏହି…

୩୯ଟି ଦେଶରେ ୧୬୦୦ମଙ୍କିପକ୍ସ ମାମଲା: ଘୋଷଣା କରାଯାଇପାରେ ସ୍ବାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି, ଜରୁରୀ ବୈଠକ ଡକାଇଲା ‘ହୁ’

ଜେନେଭା,୧୫।୬: କରୋନା ପରେ ଏବେ ସାରା ବିଶ୍ୱରେ ଚିନ୍ତା ବଢ଼ାଉଛି ମଙ୍କିପକ୍ସ। ସାରା ବିଶ୍ୱରେ ମଙ୍କିପକ୍ସର ବୃଦ୍ଧି ଓ ବିସ୍ତାରକୁ ନେଇ ବିଶ୍ୱ ସୱାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ଏବେ ଚିନ୍ତା ପ୍ରକଟ କରିଛି। ମଙ୍କିପକ୍ସ ବିଶ୍ୱବ୍ୟାପି ବିସ୍ତାର ଅସ୍ବାଭାବିକ ଏବଂ ଚିନ୍ତାଜନକ ବୋଲି…

ଛୁଟି ନେଇ ଚାଷ କର

କଲମ୍ବୋ, ୧୫ା୬: ଅର୍ଥ ଓ ଖାଦ୍ୟ ସଙ୍କଟ ଦେଇ ଗତି କରୁଥିବା ରାଷ୍ଟ୍ରଦ୍ୱୀପ ଶ୍ରୀଲଙ୍କା ସରକାର ପ୍ରଶାସନିକ ଅଧିକାରୀଙ୍କୁ ଏବେ ଚାଷ କରିବା ପାଇଁ ପ୍ରୋତ୍ସହିତ କରୁଛନ୍ତି। ଅତିରିକ୍ତ ଛୁଟି ନେଇ ସେମାନେ ନିଜ ବାଡ଼ି ବଗିଚାରେ ଚାଷ କରି ଫସଲ…

ଈଶ୍ୱର ଭିକ୍ଷାରେ ପାଣି ଦିଅନ୍ତୁ

ସାଣ୍ଟିଆଗୋ, ୧୫ା୬: ୨୦ ବର୍ଷ ତଳେ ମଧ୍ୟ-ଚିଲିର ଭାଲପାରାଇସୋ ସହରର ପ୍ରମୁଖ ଜଳଉତ୍ସ ଥିବା ପେନୁଲାସ୍‌ ହ୍ରଦ ଏବେ ଜଳଶୂନ୍ୟ ହୋଇଛି। ଯେଉଁଥିରେ ପୂର୍ବରୁ ୩୮ ହଜାର ଅଲିମ୍ପିକ୍‌ ସୁଇମିଂ ପୁଲ୍‌ କ୍ଷମତାର ଜଳ ରହୁଥିଲା ଏବେ ତାହା ମରୁଭୂମି ପାଲଟିଛି।…

ଭାରତୀୟଙ୍କ ଉପରୁ ଭିଜା ବ୍ୟାନ୍‌ ହଟାଇଲା ଚାଇନା

ବେଜିଂ,୧୪।୬: କୋଭିଡ୍‌ ମହାମାରୀ ଯୋଗୁ ଚାଇନା ୨ ବର୍ଷ ହେଲା ଲଗାଇଥିବା ଭିଜା କଟକଣା ହଟାଇଦେବାକୁ ନିଷ୍ପତ୍ତି ନେଇଛି। ଏହି କଟକଣା ଯୋଗୁ ଭାରତରେ ଅଟକି ରହିଥିବା ପେସାଦାର ଓ ସେମାନଙ୍କ ପରିବାରଙ୍କୁ ବେଜିଂ ଭିଜା ଯୋଗାଇଦେବ ବୋଲି ଘୋଷଣା କରିଛି।…

ପ୍ୟାକେଟ୍‌ର ପ୍ରତ୍ୟେକ ସିଗାରେଟ୍‌ରେ ରହିବ ଓ୍ବାର୍ଣ୍ଣିଂ ଚେତାବନୀ

ଟୋରୋଣ୍ଟୋ(କାନାଡ଼ା): ତମାଖୁ, ସିଗାରେଟ, ଖଇନି ଆଦି ସେବନ କରିବା ଦ୍ୱାରା ଯକ୍ଷ୍ମା, କର୍କଟ ଭଳି ମାରାତ୍ମକ ରୋଗ ହୋଇଥାଏ। ଏନେଇ ଲୋକଙ୍କୁ ସଚେତନ କରିବା ପାଇଁ ତମାଖୁ, ସିଗାରେଟ ଆଦି ପ୍ୟାକେଟ୍‌ରେ ଚେତାବନୀମୂଳକ ଚିତ୍ର କିମ୍ବା ଓ୍ବାର୍ଣ୍ଣିଂ ଲେଖାଯାଇଥାଏ। ତେବେ ଏହାଦ୍ୱାରା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri