ୟୁକ୍ରେନ୍ ପାଲଟିଛି ଚେସ୍ ବୋର୍ଡର ମୋହରା…
ଓ୍ବାଶିଂଟନ/ମସ୍କୋ/କାଇଭ୍, ୨୪।୧ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ଜିମି କାର୍ଟରଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜିବିଗ୍ନିୟେବ ବ୍ରୁିଜେନ୍ସକି ଦଶନ୍ଧି ପୂର୍ବରୁ ତାଙ୍କ ପୁସ୍ତକ ‘ଦ ଗ୍ରାଣ୍ଡ ଚେସ ବୋର୍ଡ’ରେ ଏହି ପ୍ରଶ୍ନ ଉଠାଇଥିଲେ ଯେ ଆମେରିକା ୟୁକ୍ରେନକୁ କାହିଁକି ସହାୟତା...
ଟନ୍ ଟନ୍ ସୁନା ବିକୁଛି ଏହି ଦେଶ
କଲମ୍ବୋ,୨୪ା୧: ଶ୍ରୀଲଙ୍କା, ଭାରତ ଏବଂ ବିଶ୍ୱର କିଛି ଦେଶ ବହୁ ଟନ୍ ସୁନା ଜମା ରଖିଛନ୍ତି। ଯେତେବେଳେ ଆର୍ଥିକ ଅବସ୍ଥା ଖରାପ ହୁଏ, ଏହି ସୁନା ବିକ୍ରୟ କିମ୍ବା ବନ୍ଧକ ରଖିବା ଦ୍ୱାରା ଦେଶର ଅବସ୍ଥାରେ ଉନ୍ନତ ହୁଏ। ଖରାପ...
ଆମେରିକାର କଡ଼ା ଚେତାବନୀ, ୟୁକ୍ରେନ୍ ସମସ୍ୟା ମଧ୍ୟରେ ତାଇଓ୍ବାନଠାରୁ ଦୂରେଇ ରହୁ ଚାଇନା…
ଓ୍ବାଶିଂଟନ, ୨୪।୧ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ଆମେରିକା ଚାଇନାକୁ ଚେତାବନୀ ଦେଇଛି। ତାଇୱାନ ମାମଲାରେ ହସ୍ତକ୍ଷେପ ନ କରି ଦୂରେଇ ରହିବାକୁ ଆମେରିକା ପକ୍ଷରୁ କୁହାଯାଇଛି। ୟୁକ୍ରେନ୍ ସମସ୍ୟାର ସୁଯୋଗ...
ସିରିଆରେ ଗୃହଯୁଦ୍ଧ, ଆଇଏସ୍-କୁର୍ଦ୍ଦ ସୈନ୍ୟ ମୁହାଁମୁହିଁ…
ଦାମାସ୍କସ୍, ୨୪।୧ : ସିରିଆରେ ଇସଲାମିକ ଷ୍ଟେଟ (ଆଇଏସ) ଆତଙ୍କବାଦୀ ଏବଂ କୁର୍ଦ୍ଦ ସୈନ୍ୟଙ୍କ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ୧୩୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆତଙ୍କବାଦୀ ଏବଂ କୁର୍ଦ୍ଦ ବାହିନୀ ମଧ୍ୟରେ ଏହି ବିବାଦ ଗୁରୁବାର...
ଇମ୍ରାନ୍ଙ୍କ ଧମକ, ପଦରୁ ହଟାଇଲେ ହେବି ଭୟଙ୍କର…
ଇସଲାମାବାଦ୍, ୨୪।୧ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁ ବିରୋଧି ଦଳମାନଙ୍କୁ ଧମକ ଦେଇଛନ୍ତି ଯେ ଯଦି ସେ ଇସ୍ତଫା ଦେବାକୁ ବାଧ୍ୟ ହୁଅନ୍ତି ତେବେ ଭୟଙ୍କର ହେବେ। ଏହା ବିରୋଧି ଦଳଙ୍କ ପାଇଁ ବିପଜ୍ଜନକ ହେବ। ଏହା ସହିତ...
ଓମିକ୍ରନ୍ ପରେ ୟୁରୋପରେ ଶେଷ ହେବ କୋଭିଡ ମହାମାରୀ!
ଜେନେଭା,୨୪ ।୧: କରୋନା ମହମାରୀକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ପ୍ରଥମଥର ଲାଗି ଏକ ଆଶାର କିରଣ ସଂଚାର କରିଛି । ଡବ୍ଲୁଏଚଓ କହିଛି ଓମିକ୍ରନ୍ ପରେ ୟୁରୋପରେ ଏହି ମହାମାରୀର ଶେଷ ହୋଇପାରେ । ଏହି ଓମିକ୍ରନ୍ ଭାରିଏଣ୍ଟ...
ଟିକା ନେଇ ନ ଥିବା ଲୋକଙ୍କ ପାଇଁ ଘାତକ ହେବ ଓମିକ୍ରନ୍: ଡବ୍ଲୁଏଚଓ
ଜେନେଭା,୨୪ ।୧: କରୋନା ସଂକମ୍ରଣ ମାମଲା କିଛିଦିନ ହେବ ୩୩ ପ୍ରତିଶତ ବୃଦ୍ଧି ହୋଇଛି । ସେହିପରି ଏହାଯୋଗୁ ମୃତ୍ୟୁ ସଂଖ୍ୟାରେ ବି ୪୪ ପ୍ରତିଶତ ବୃଦ୍ଧି ହୋଇଛି । ତେବେ ସାରା ଦେଶରେ ସଂକ୍ରମଣ ୮ ପ୍ରତିଶତ ଓ...
ମୁସଲମାନ ବୋଲି ମନ୍ତ୍ରୀ ପଦ ଯାଇଛି
ଲଣ୍ଡନ, ୨୪ା୧: ପାକିସ୍ତାନ ବଂଶୋଦ୍ଭବ ବ୍ରିଟେନର ପୂର୍ବତନ ମନ୍ତ୍ରୀ ନୁସରତ ଗନି ରବିବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନ ଏବଂ ତାଙ୍କ ସରକାରଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ ମୁସଲମାନ ସମ୍ପ୍ରଦାୟର ହୋଇଥିବାରୁ ସହଯୋଗୀଙ୍କର ସମସ୍ୟା ହୋଇଥିଲା। ତାଙ୍କ...
ୟୁକ୍ରେନ ସରକାରଙ୍କୁ ହଟାଇବାକୁ ଚାହୁଁଛି ରୁଷିଆ
ଲଣ୍ଡନ, ୨୪ା୧: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ କରିବା ଆଶଙ୍କା ଦିନକୁ ଦିନ ଦୃଢ଼ୀଭୂତ ହେବାରେ ଲାଗିଥିବାବେଳେ କ୍ରେମେଲିନ୍ ନାଁରେ ସଙ୍ଗିନ ଅଭିଯୋଗ ଆଣିଛି ବ୍ରିଟେନ। ୟୁକ୍ରେନରେ ବର୍ତ୍ତମାନ ଥିବା ସରକାରଙ୍କୁ ହଟାଇ ସେଠାରେ ରୁଷିଆ ନିଜ ସପକ୍ଷରେ ଏକ...
ବ୍ରାଜିଲରେ ସ୍ଥିତି ଅସମ୍ଭାଳ, ରଦ୍ଦ ହେଲା ରିଓ କାର୍ନିଭାଲ
ବ୍ରାଜିଲିୟା,୨୪ ।୧: ବ୍ରାଜିଲରେ ଗୋଟିଏ ଦିନରେ ୧.୬୫ ଲକ୍ଷ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସରକାରଙ୍କ ଚିନ୍ତା ବଢି ଯାଇଛି । ଏହି ସମୟରେ ୨୩୮ ଜଣଙ୍କର ମୃତ୍ୟୁ ବି ହୋଇଛି । ଏଭଳି ସ୍ଥିତି କେତେ ଭୟାବହ...
ବିବାହ ବାତିଲ କଲେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ
ଓ୍ବେଲିଂଟନ୍, ୨୪ା୧: ଓମିକ୍ରନ ସଂକ୍ରମଣକୁ ଦୃଷ୍ଟିରେ ରଖି ନ୍ୟୁଜିଲାଣ୍ଡରେ ନୂଆ କଟକଣା ଲାଗୁ ହୋଇଥିବାବେଳେ ଏହାକୁ କଡ଼ାକଡ଼ି ପାଳନ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେନ। କୋଭିଡ୍ ପ୍ରକୋପ କମି ନ ଥିବାରୁ ସେ ନିଜ ବିବାହକୁ...
ୟୁରୋପରେ ଷ୍ଟିଲଥ୍ ଓମିକ୍ରନ୍ ଆତଙ୍କ, ୪୦ରୁ ଅଧିକ ଦେଶକୁ ବ୍ୟାପିଲା…
ଓ୍ବାଶିଂଟନ, ୨୩।୧ : ଓମିକ୍ରନ୍ ପରେ ଏବେ ୟୁରୋପରେ ନୂଆ ଭାରିଆଣ୍ଟ୍ ଷ୍ଟିଲଥ୍ ଓମିକ୍ରନ୍ ( ବିଏ.୨)ଆତଙ୍କ ସୃଷ୍ଟି କରିଛି। ଇତିମଧ୍ୟରେ ଷ୍ଟିଲଥ୍ ଓମିକ୍ରନ୍ ୪୦ରୁ ଅଧିକ ଦେଶକୁ ବ୍ୟାପିଛି। ଷ୍ଟିଲଥ୍ ଓମିକ୍ରନ୍ ଭୂତାଣୁ ଆଣଶିଟି-ପିସିଆର ପରୀକ୍ଷାରେ ମଧ୍ୟ ଜଣାପଡ଼ି...
Archives


