ଦରଦାମ ବୃଦ୍ଧି ଯୋଗୁ ରାତିରେ ନିଦ ହେଉନି, କହିଲେ ଇମ୍ରାନ୍…
ଇସଲାମାବାଦ୍, ୨୩।୧: ଦେଶରେ ଦରଦାମ ବୃଦ୍ଧି ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏହାକୁ ନେଇ ରାତିରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ଆଖିକୁ ନିଦ ଆସୁନି। ରବିବାର ଇମ୍ରାନ୍ ଏକ ରେଡ଼ିଓ କାର୍ଯ୍ୟକ୍ରମ ‘ଆପ୍କା ଓ୍ବଜିର ଆଜମ୍ ଆପ୍ କେ...
ମହାକାଶ ପାଲଟୁଛି ଅଳିଆ ଗଦା, ବିଶେଷଜ୍ଞଙ୍କ ଚେତାବନୀ…
ଓ୍ବାଶିଂଟନ, ୨୩।୧ : କମର୍ସିଆଲ ସ୍ପେସ୍ ଇଣ୍ଡଷ୍ଟ୍ରିର ବିକାଶ ଧାରା ଜାରି ରହିଛି। ଏହା ଯୋଗୁ ମହାକାଶ ଏବେ ଅଳିଆ ଗଦା ପାଲଟିବା ଆରମ୍ଭ କରିଛି। ମହାକାଶରେ କୁଢ଼ କୁଢ଼ ଆବର୍ଜନା ସୃଷ୍ଟି ହେବାରେ ଲାଗିଛି। ସ୍ପେସ ବର୍ଜ୍ୟବସ୍ତୁ ବିଷୟରେ...
ପେନସନ୍ ପାଇଁ ମୃତଦେହକୁ ନେଇଗଲେ ପୋଷ୍ଟ ଅଫିସ୍…
ଡବଲିନ୍, ୨୩।୧ : ଆୟର୍ଲାଣ୍ଡର କାର୍ଲୋ ସହରରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ୨ ଜଣ ଲୋକ ପେନସନ୍ ପାଇଁ ମୃତଦେହକୁ ନେଇ ଜୀବନ୍ତ ବ୍ୟକ୍ତିଙ୍କ ଭଳି ଠିଆ କରାଇ ପୋଷ୍ଟ ଅଫିସ୍ରେ ପହଞ୍ଚିଛନ୍ତି। ପୋଷ୍ଟ ଅଫିସ୍. କର୍ମଚାରୀମାନଙ୍କ...
ଶରୀରରେ ୩ ମାସ ରହିଥିଲା ଗୁଳି, ଜାଣି ପାରିଲେନି ମହିଳା
ଜେରୁଜେଲମ୍,୨୩ା୧: ବନ୍ଧୁକର ଗୁଳି ଅଧିକାଂଶ ଲୋକଙ୍କ ଜୀବନ ନେଇଥାଏ। ମାତ୍ର ଯଦି ଜଣଙ୍କ ଶରୀରରେ ଗୁଳି ରହିବା ପରେ ବି ସେ ଜାଣି ପାରି ନ ଥିଲେ ତାହା ନିଶ୍ଚିତ ଆଶ୍ଚର୍ଯ୍ୟଜନକ। ଇସ୍ରାଏଲର ଜଣେ ମହିଳାଙ୍କ ସହିତ ଏପରି ଘଟିଛି।...
ସଡ଼କ ଦୁର୍ଘଟଣାରୁ ବର୍ତ୍ତିଗଲେ ହଲିଉଡ୍ ଅଭିନେତା
ଲସ୍ ଆଞ୍ଜେଲସ୍,୨୩।୧: ଲସ୍ ଆଞ୍ଜେଲସ୍ରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରୁ ହଲିଉଡ୍ ଅଭିନେତା ତଥା କାଲିଫର୍ନିଆର ପୂର୍ବତନ ଗଭର୍ନର ଆର୍ନୋଲ୍ଡ ସର୍ଜନେଗର୍ ଅଳ୍ପକେ ବର୍ତ୍ତିଯାଇଛନ୍ତି। ସୂଚନା ମୁତାବକ ୭୪ ବର୍ଷୀୟ ଆର୍ନୋଲ୍ଡ ନିଜେ କାର୍ ଚଳାଇ ଯାଉଥିଲେ। ହେଲେ...
ଚାଇନା ବିମାନ ଉପରେ କଟକଣା ଲଗାଇଲେ ଜୋ ବାଇଡେନ୍
ଓ୍ବାଶିଂଟନ୍,୨୩ା୧: କୋଭିଡ୍ ସଂକ୍ରମଣ କାରଣ ଦର୍ଶାଇ ଚାଇନା ଗତ ଡିସେମ୍ବର ୩୦ ତାରିଖରୁ ଆମେରିକାର କେତେକ ବିମାନ ଉଡ଼ାଣକୁ ବାତିଲ କରିଦେଇଥିଲା। ଏହାର ଜବାବରେ ଚାଇନାର ୪୪ ବିମାନ ଉଡ଼ାଣକୁ ବାତିଲ କରିବାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଘୋଷଣା...
ଇସ୍ତଫା ଦେଲେ ଜର୍ମାନୀର ନୌସେନା ମୁଖ୍ୟ
ବର୍ଲିନ,୨୩ ।୧: ଜର୍ମାନୀର ନୌସେନା ମୁଖ୍ୟ ଏଚିମ ଶୋୟନବାଖ ନିକଟରେ ଭାରତରେ ଏକ କାର୍ଯ୍ୟକ୍ରମରେ ନିଜ ଦେଶର ନୀତି ବିରୋଧରେ ଯାଇ ୟୁକ୍ରେନ ସଙ୍କଟ ଉପରେ ଓଲଟା ବୟାନ ଦେଇଥିଲେ । ଏହାସହ ସେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର...
ୟୁକ୍ରେନକୁ ଆକ୍ରମଣ କରିପାରେ ରୁଷିଆ; ଆମେରିକା ଦେଲା ଘାତକ ସହାୟତା
କ୍ୱିଭ୍, ୨୩ା୧: ୟୁକ୍ରେନ୍ ଉପରେ ରୁଷିଆ ଯେ କୌଣସି ମୁହୂର୍ତ୍ତରେ ଆକ୍ରମଣ କରିପାରେ ବୋଲି ଆମେରିକା ସମେତ ପାଶ୍ଚାତ୍ୟ ଦେଶଗୁଡ଼ିକର ଗୋଇନ୍ଦା ସଂସ୍ଥା ବାରମ୍ବାର ଚେତାଇ ଆସୁଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ମଧ୍ୟ ସମାନ ଆଶଙ୍କା କରୁଥିବା ବୁଧବାର...
ପ୍ରେମଭରା ମେସେଜ ପଠାଇ ମାସକୁ ଏତିକି ଟଙ୍କା ରୋଜଗାର କରୁଛନ୍ତି ଏହି ମହିଳା
ଓ୍ବାଶିଂଟନ,୨୨ା୧: ଅର୍ଥ ରୋଜଗାର ପାଇଁ କିଏ କେତେ ପ୍ରକାର ଯୋଜନା କରିଥାନ୍ତି। ଜଣେ ମହିଳା କେବଳ ମେସେଜ ପଠାଇ ମାସକୁ ଲକ୍ଷାଧିକ ଟଙ୍କା ରୋଜଗାର କରୁଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଘଟଣା ଦେଖିବାକୁ ମିଳିଛି ଆମେରିକାରେ। ଜଣେ...
ଗୋଟିଏ ସପ୍ତାହ ପାଇଁ ସ୍କୁଲ ବନ୍ଦ
ଇସଲାମାବାଦ,୨୨ା୧: ବିଶ୍ୱ ମହାମାରୀ କରୋନା ଭୂତାଣୁ ସହ ପାକିସ୍ତାନ କଡ଼ା ମୁକାବିଲା କରୁଛି। ଏଠାରେ ଦୈନନ୍ଦିନ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଫଳରେ ଦେଶର ଅବସ୍ଥା ଭଲ ନାହିଁ। ଏଭଳି ପରିସ୍ଥିତିରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ପାକିସ୍ତାନର...
ଯୁଦ୍ଧର ପଦଧ୍ୱନୀ, ୟୁକ୍ରେନ୍ ସୀମାରେ ଲକ୍ଷାଧିକ ରୁଷିଆ ସୈନ୍ୟ…
ମସ୍କୋ, ୨୨।୧ : ରୁଷିଆ ୟୁକ୍ରେନ୍ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧର ପଦଧ୍ୱନୀ ସୃଷ୍ଟି ହେବା ଆରମ୍ଭ ହୋଇଛି। ଏହାକୁ ନେଇ ଅନ୍ତର୍ଜାତୀୟସ୍ତରରେ ଉତ୍ତେଜନା ଦେଖାଦେଇଛି। ଆମେରିକା ଏବଂ ରୁଷିଆ ମଧ୍ୟରେ ହୋଇଥିବା ବୈଠକ ସଫଳ ନ ହେବାରୁ ଏକ ନୂତନ...
ଜାପାନରେ ଭୂକମ୍ପ, ୧୦ରୁ ଊର୍ଦ୍ଧ୍ୱ ଆହତ
ଟୋକିଓ,୨୨ା୧: ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ ଜାପାନରେ ହୋଇଥିବା ଭୂକମ୍ପ ସମସ୍ତଙ୍କୁ ଥରାଇ ଦେଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୪ ରେକର୍ଡ କରାଯାଇଛି। ଏହି ଶକ୍ତିଶାଳୀ ଭୂକମ୍ପ ଯୋଗୁ ୧୦ ଜଣ ଆହତ ହୋଇଛନ୍ତି। ଜାପାନ ପାଣିପାଗ ବିଭାଗର...
Archives


