ପେଟ୍ରୋଲ, ବିଜୁଳି ପାଇଁ ରାସ୍ତାକୁ ଓହ୍ଲାଇବେ ସରକାରୀ କର୍ମଚାରୀ
ଇସଲାମାବାଦ,୪ା୬: ଆଜିକାଲି ପାକିସ୍ତାନ ଖରାପ ଅର୍ଥନୈତିକ ପରିସ୍ଥିତି ଦେଇ ଗତି କରୁଛି। ଅତ୍ୟାବଶ୍ୟକ ଅଭାବ ପୂରଣ ପାଇଁ ପ୍ରତିଦିନ ସଂଘର୍ଷ ସହ ଦେଶର ଲୋକମାନେ ବଞ୍ଚୁଛନ୍ତି। ଏଭଳି ପରିସ୍ଥିତିରେ ପାକିସ୍ତାନ ସରକାରୀ କର୍ମଚାରୀମାନେ ଏକ ବଡ଼ ଘୋଷଣା କରିଛନ୍ତି। ଯେଉଁଥିରେ ସେମାନେ…
ତାଲିମ୍ ପାଇଁ ଭାରତକୁ ସୈନ୍ୟ ପଠାଇବାକୁ ଚାହୁଁଛି ଆଫଗାନିସ୍ତାନ…
କାବୁଲ, ୪।୬ : ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ଦେଶର ସ୍ଥିତି ଅସ୍ଥିର ଏବଂ ଦୁର୍ବଳ ରହିଛି। ଆଫଗାନିସ୍ତାନକୁ କ୍ଷୁଧା ଏବଂ ରୋଗର ସଙ୍କଟରୁ ରକ୍ଷା କରିବା ପାଇଁ ଭାରତ କ୍ରମାଗତ ଭାବରେ ଗହମ, ଚିକିତ୍ସା ସହାୟତା ଏବଂ ଟିକା…
କଲମ୍ବୋକୁ ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ କଲା ରୁଷିଆ
ମସ୍କୋ,୪ା୬: ରୁଷିଆ ଏକ ବଡ଼ ନିଷ୍ପତ୍ତି ନେଇଛି। ଶ୍ରୀଲଙ୍କା କର୍ତ୍ତୃପକ୍ଷ ଏହାର ଏୟାରବସ A-୩୩୦ ବିମାନକୁ ଅଟକାଇବା ପରେ ଶନିବାର ରୁଷିଆର ଏରୋଫ୍ଲଟ୍ କଲମ୍ବୋକୁ ଏହାର ବ୍ୟବସାୟିକ ବିମାନ ଚଳାଚଳ ବନ୍ଦ ରଖିଛି। ରୁଷିଆ କମ୍ପାନୀ ଏରୋଫ୍ଲଟ୍ ପକ୍ଷରୁ ପ୍ରକାଶିତ ଏକ…
ବଢ଼ିଲା ପେଟ୍ରୋଲ ଦାମ୍, ଗଧରେ ବସି ଅଫିସ୍ ଆସିବାକୁ ଅନୁମତି ଲୋଡିଲେ କର୍ମଚାରୀ…
ଇସଲାମାବାଦ, ୪।୬ : ପାକିସ୍ତାନରେ ପେଟ୍ରୋଲର ଦାମ୍ ବୃଦ୍ଧି ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଏହି ପ୍ରସଙ୍ଗରେ ପୂର୍ବତନ ଇମ୍ରାନ ଖାନ ସରକାରଙ୍କୁ ଘେରି ଶାହାବାଜ ସରିଫ ସରକାର କ୍ଷମତାକୁ ଆସିଥିଲେ। ବର୍ତ୍ତମାନ ସମାନ ପ୍ରସଙ୍ଗ ତାଙ୍କ ସାମ୍ନାରେ…
ଲାହୋର ହସ୍ପିଟାଲରେ ଅଗ୍ନିକାଣ୍ଡ, ବହୁ ଔଷଧ ଜଳିଗଲା…
ଲାହୋର, ୪।୬ : ଶନିବାର ପାକିସ୍ତାନର ଲାହୋରର ଗୁଲବର୍ଗର ଶିଶୁ ହସ୍ପିଟାଲରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ତୃତୀୟ ମହଲାରେ ଥିବା ଫାର୍ମାସି ଗୋଦାମରେ ନିଆଁ ଲାଗିଯାଇଥିଲା । ଫଳରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଔଷଧ ପୋଡି ପାଉଁଶ…
୨୦ ପ୍ରତିଶତ ଅଞ୍ଚଳକୁ ଫେରାଇ ନେଲା ୟୁକ୍ରେନ
କ୍ୱିଭ୍,୪ା୬: ୟୁକ୍ରେନ-ରୁଷିଆ ଯୁଦ୍ଧ ହେବାର ତିନି ମାସରୁ ଅଧିକ ହୋଇଥିଲେ ମଧ୍ୟ ଥମିବାର ନାଁ ନେଉନି। ପୂର୍ବ ୟୁକ୍ରେନ ସହରଗୁଡ଼ିକରେ ରୁଷିଆ ଏବଂ ୟୁକ୍ରେନର ସୈନ୍ୟବାହିନୀ ମଧ୍ୟରେ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ୟୁକ୍ରେନ ସୈନ୍ୟମାନେ ଡୋନାବାସର ବୃହତ୍ତମ ତଥା ଗୁରୁତ୍ୱପୂର୍ଣ୍ଣ…
ହରିନୀ ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ବିଜୟିନୀ
ଓ୍ବାଶିଂଟନ,୪।୬: ଭାରତୀୟ ବଂଶୋଦ୍ଭବ ହରିନୀ ଲୋଗାନ ଚଳିତବର୍ଷର ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ପ୍ରତିଯୋଗିତା ଜିତିଛନ୍ତି। ୯୦ ସେକେଣ୍ଡରେ ୨୧ଟି ଓ୍ବାର୍ଡର ସ୍ପେଲିଙ୍ଗ୍ କହି ସେ ଏହି ଟାଇଟଲ୍ର ଅଧିକାରୀ ହୋଇଛନ୍ତି। ହରିନି ଟେକ୍ସାସ୍ରେ ଅଷ୍ଟମ ଶ୍ରେଣୀରେ ପାଠପଢ଼ନ୍ତି। ପ୍ରତିଯୋଗିତାରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…
ଏବେ ‘ତୁର୍କିୟେ’ ନାମରେ ଜଣାଯିବ ‘ତୁର୍କି’
ନୂଆଦିଲ୍ଲୀ, ୩ା୬: ବଦଳିଛି ତୁର୍କୀର ନାମ। ଏବେ ଏହି ଦେଶ ‘ତୁର୍କିୟେ’ ନାମରେ ଜଣାଯିବ। ମିଳିତ ଜାତିସଂଘ ବୁଧବାର ଏହି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଗତ ଡିସେମ୍ବରରେ ତୁର୍କି ରାଷ୍ଟ୍ରପତି ରିସେପ୍ ତାଇପ ଏରଡଗାନ୍ ତାଙ୍କର ରିବ୍ରାଣ୍ଡିଂ ଅଭିଯାନ ଆରମ୍ଭ କରିଥିଲେ।…
‘ଭାରତ ନିକଟରେ ପାକିସ୍ତାନ ବିଭାଜନ ଯୋଜନା’
ଇସଲାମାବାଦ,୩ା୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏକ ବିବାଦୀୟ ବିବୃତ୍ତି ଦେଇ ସେ ଏହି ଚର୍ଚ୍ଚାକୁ ଆସିଛନ୍ତି। ଯାହାକୁ ନେଇ ପାକିସ୍ତାନରେ ରାଜନୀତି ତୀବ୍ର ହୋଇଛି। ଇମ୍ରାନ କହିଛନ୍ତି, ଯଦି ସେନା ସଠିକ୍ ନିଷ୍ପତ୍ତି…
ଅସ୍ତ୍ରଶସ୍ତ୍ର କିଣିବା ବୟସ ୧୮ରୁ ୨୧ ହେବା ଆବଶ୍ୟକ: ବାଇଡେନ୍
ଓ୍ବାଶିଟନ୍,୩।୬:ଆମେରିକାରେ ବନ୍ଧୁକ ହିଂସାକୁ ନେଇ ରାଷ୍ଟ୍ରପତି ଜୋ ବାଇଡେନ ଉଦେ୍ବେଗ ପ୍ରକାଶ କହିଛନ୍ତି। ଶିଶୁ ଏବଂ ପରିବାରର ସୁରକ୍ଷା ପାଇଁ ୧୮ରୁ ୨୧ ପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ର ନିଷେଧ କିମ୍ବା କ୍ରୟ କରିବା ପାଇଁ ସର୍ବନିମ୍ନ ବୟସ ବଢାଇବା ଉପରେ ସେ ଜୋର…
‘ରୁଷିଆ ୨ ଲକ୍ଷ ୟୁକ୍ରେନ ଶିଶୁଙ୍କୁ କରିନେଇଛି ଅପହରଣ’
କିଭ୍,୩।୬:ବିଶ୍ୱ ମାତାପିତା ଦିବସ ଅବସରରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ରୁଷିଆ ୨ ୟୁକ୍ରେନ ପିଲାଙ୍କୁ ଅପହରଣ କରିଛି। ଏହି ଅପରାଧିକ ଷଡଯନ୍ତ୍ରର ଉଦ୍ଦେଶ୍ୟ କେବଳ ଲୋକଙ୍କୁ ଅପହରଣ କରିବା ନୁହେଁ, ବରଂ ସେମାନଙ୍କୁ ୟୁକ୍ରେନକୁ…
ତାଲିବାନ ନେତାଙ୍କୁ ଭେଟିଲା ଭାରତୀୟ ପ୍ରତିନିଧି ମଣ୍ଡଳ
କାବୁଲ,୨।୬: ଗତ ବର୍ଷ ଅଗଷ୍ଟ ପରଠାରୁ ତାଲିବାନ ସରକାର କ୍ଷମତାକୁ ଆସିବା ପରେ ପ୍ରଥମ ଥର ଭାରତୀୟ ପ୍ରତିନିଧୀ ଦଳ ଗୁରୁବାର କାବୁଲରେ ପହଞ୍ଚିଛନ୍ତି। ଭାରତୀୟ ବରିଷ୍ଠ କୂଟନୈତିକ ଦଳ କାବୁଲରେ ପହଞ୍ଚିବା ପରେ ତାଲିବାନର ବରିଷ୍ଠ ସଦସ୍ୟଙ୍କୁ ଭେଟିଛନ୍ତି। ଏହି…
Archives


