ଆମେରିକାରେ ପୁଣି ଫୁଟିଲା ଗୁଳି
ନ୍ୟୁ ଅରଲିୟନ୍ସ,୧ ।୬: ଆମେରିକାରେ ପୁଣିଥରେ ଫୁଟିଛି ଗୁଳି । ଗତ ମଙ୍ଗଳବାର ଟେକ୍ସାସର ଏକ ପ୍ରାଥମିକ ସ୍କୁଲରେ ଗୁଳିମାଡରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିଲା । ଆଉ ଏହାର ଠିକ୍ ୧ ସପ୍ତାହ ପରେ ମଙ୍ଗଳବାର ରାତିରେ ନ୍ୟୁ ଅରଲିୟନ୍ସରେ…
ବର୍ଷକୁ ୪୪ ଘଣ୍ଟାର ନିଦ ହରାଉଛି ମଣିଷ, ମହିଳାଙ୍କଠାରେ ସମସ୍ୟା ଅଧିକ…
କୋପେନହେଗେନ୍, ୩୧।୫ : ନିକଟରେ ହୋଇଥିବା ଏକ ଅନୁସନ୍ଧାନ ଅନୁଯାୟୀ, ତାପମାତ୍ରା ବୃଦ୍ଧି ସହିତ ଆମର ଶୋଇବା ସମୟ ହ୍ରାସ ପାଉଛି। ରାତିରେ ଉତ୍ତାପ ବୃଦ୍ଧି ହେତୁ ଏହା ଘଟୁଛି। ହାରାହାରି ଜଣେ ବ୍ୟକ୍ତି ପ୍ରତିବର୍ଷ ୪୪ ଘଣ୍ଟା ନିଦ ହରାଉଛନ୍ତି।…
ଚାଇନାକୁ ଝଟ୍କା, ୧୦ ଦେଶ ସୁରକ୍ଷା ବୁଝାମଣା ପାଇଁ ମନାକଲେ…
ବେଜିଂ, ୩୧।୫ : ଅଷ୍ଟ୍ରେଲିଆକୁ ଘେରି ରହିବା ପାଇଁ ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ଅଞ୍ଚଳରେ ଥିବା ୧୦ ଟି ଛୋଟ ଦେଶ ସହିତ ସୁରକ୍ଷା ଚୁକ୍ତି କରିବାକୁ ଚାଇନାର ଉଦ୍ୟମ ଶେଷରେ ବିଫଳ ହୋଇଛି। ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ର ଅଞ୍ଚଳ ଗସ୍ତରେ…
୫୧ ଲୋକଙ୍କୁ ପଥର ଫିଙ୍ଗି ମୃତ୍ୟୁ ଦଣ୍ଡାଦେଶ…
ତେହେରାନ, ୩୧।୫ : ଇରାନରେ, ୫୧ ଜଣଙ୍କୁ ପଥର ଫିଙ୍ଗି ମୃତ୍ୟୁ ଦଣ୍ଡାଦେଶ ନିର୍ଦ୍ଦେଶ ଜାରି କରାଯାଇଛି। ବୈବାହିକ ସମ୍ପର୍କରେ ନିଜ ସାଥୀଙ୍କୁ ପ୍ରତାରଣା କରିଥିବାରୁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ଏଭଳି ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ଲୋକମାନଙ୍କୁ ପଥର ଫିଙ୍ଗି…
ତାଇଓ୍ବାନ ଆକାଶ ମାର୍ଗରେ ୩୦ ଚାଇନା ବିମାନର ଅନୁପ୍ରବେଶ…
ତାଇପେ, ୩୧।୫ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଇୱାନକୁ ସମର୍ଥନ କରିବା ପରେ ଚାଇନା କ୍ରୋଧରେ ଲାଲ ହୋଇଯାଇଛି। ବାଇଡେନଙ୍କ ଘୋଷଣା ପରେ ଚାଇନାର ୩୦ଟି ଯୁଦ୍ଧ ବିମାନ ଏକାସାଙ୍ଗରେ ତାଇୱାନର ଆକାଶ ମାର୍ଗରେ ଅନୁପ୍ରବେଶ କରିଛି। ଚାଇନାର ଯୁଦ୍ଧ…
ବାଇଡେନ-ପୁଟିନ୍-ଜିନପିଙ୍ଗ୍-କିମ୍ଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ କଳ୍ପନାଜଳ୍ପନା…
ଓ୍ବାଶିଂଟନ/ମସ୍କୋ/ବେଜିଂ/ପୋଙ୍ଗୟାଙ୍ଗ, ୩୧।୫ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍, ଚାଇନା ଏବଂ ରୁଷିଆ ପ୍ରତିପକ୍ଷ ଶି ଜିନପିଙ୍ଗ୍ ଏବଂ ଭ୍ଲାଦିମିର ପୁଟିନଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଅନ୍ତର୍ଜାତୀୟସ୍ତରରେ ନାନା କଳ୍ପନାଜଳ୍ପନା ଜାରି ରହିଛି। ୭୯ ବର୍ଷିୟ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ବାର୍ଦ୍ଧକ୍ୟ…
ରୁଷିଆକୁ ଟାର୍ଗେଟ ପାଇଁ ୟୁକ୍ରେନ୍କୁ ରକେଟ୍ ଦେବନି ଆମେରିକା
ଓ୍ବାଶିଂଟନ୍, ୩୧ା୫: ୟୁକ୍ରେନ୍ ସୀମାରୁ ରୁଷିଆ ପର୍ଯ୍ୟନ୍ତ ରେଞ୍ଜ୍ର ରକେଟ୍ ଆମେରିକା ଏହି ପୂର୍ବ ୟୁରୋପୀୟ ଦେଶକୁ ପଠାଇବ ନାହିଁ। ଓ୍ବାଶିଂଟନ୍ ୟୁକ୍ରେନ୍କୁ ଦୀର୍ଘ ଲକ୍ଷ୍ୟସ୍ଥଳ ଭେଦିବା ଭଳି ରକେଟ ସିଷ୍ଟମ ଦେବା ନେଇ ରିପୋର୍ଟ ପ୍ରକାଶ ପାଇଥିଲା। ତେବେ ୟୁକ୍ରେନ୍ରୁ…
ମୃତ୍ୟୁ ପୂର୍ବରୁ ହୋଇଥିଲା ଛାଡ଼ପତ୍ର
କାଠମାଣ୍ଡୁ/ଠାଣେ, ୩୧ା୫:ବିମାନ ଯୋଗେ ନେପାଳ ବୁଲି ଯାଇଥିବା ଓଡ଼ିଆ ଦମ୍ପତି ଅଶୋକ ତ୍ରିପାଠୀ ଏବଂ ବୈଭବୀ ତ୍ରିପାଠୀଙ୍କ ଯାତ୍ରାର ଦୁଃଖଦ ଅନ୍ତ ଘଟିଛି। ସେମାନଙ୍କ ସହ ଦୁଇ ପିଲା ମଧ୍ୟ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ପୂର୍ବରୁ ଅଶୋକ ଓ…
ଚାଇନାକୁ କୂଟନୈତିକ ଝଟକା
ସୁବା/ବେଜିଂ,୩୧ା୫: ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ନିଜ ଆଧିପତ୍ୟ ଜାହିର କରିବା ନିମନ୍ତେ ପ୍ରୟାସ କରୁଥିବା ଚାଇନାକୁ ବଡ଼ ଝଟକା ଲାଗିଛି। ପାସିଫିକ୍ ଦ୍ୱୀପଦେଶ ବେଜିଂ ଜାଲରେ ଫସିବାକୁ ନେଇ ଆଶଙ୍କା ଲାଗି ରହିଥିବାବେଳେ ଏହି କ୍ଷେତ୍ରରେ କିନ୍ତୁ ଚାଇନାର କୂଟନୈତିକ ପରାଜୟ…
ୟୁକ୍ରେନ୍ରେ ଫ୍ରାନ୍ସ ଖବରଦାତାଙ୍କ ପରଲୋକ
କିଭ୍,୩୦ା୫: ୟୁକ୍ରେନ୍ରେ ରିପୋର୍ଟିଂ କରୁଥିବା ଫ୍ରାନ୍ସର ଜଣେ ଖବରଦାତା ୩୨ ବର୍ଷୀୟ ଫ୍ରେଡେରିକ୍ ଲିକ୍ଲର୍କ-ଇମହୋଫ୍ଙ୍କ ପରଲୋକ ଘଟିଛି। ଏନେଇ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ସୋମବାର ଏକ ଟୁଇଟ୍ କରି ସୂଚନା ଦେଇଛନ୍ତି। ୟୁକ୍ରେନ୍ରେ ରୁଷିଆ ଆକ୍ରମଣର ଦୃଶ୍ୟ ସମସ୍ତଙ୍କ ସାମ୍ନାକୁ…
ମଙ୍କିପକ୍ସରେ ଚଳିତ ବର୍ଷର ପ୍ରଥମ ମୃତ୍ୟୁ
ଆବୁଜା, ୩୦ା୫: ନାଇଜେରିଆରେ ସଂକ୍ରାମକ ମଙ୍କିପକ୍ସ ରୋଗରେ ଚଳିତ ବର୍ଷର ପ୍ରଥମ ମୃତ୍ୟୁ ଘଟିଛି। ନାଇଜେରିଆ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍ସନ(ସିଡିସି) ପକ୍ଷରୁ ରବିବାର ଏହି ସୂଚନା ଦିଆଯାଇଛି। ଏଥିସହ ଏଠାରେ ୨୧ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଥିବା…
ଇମ୍ରାନଙ୍କୁ ମିଳିଲା ଅଭିଶାପ: ତୃତୀୟ ସ୍ତ୍ରୀ ବି ଛାଡି ଚାଲିଯିବେ
ଇସଲାମାବାଦ୍,୩୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ଙ୍କ ଦଳର ଏମ୍ପି ଅମିର ଲିଆକତ ତାଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ଅମିର ଇମ୍ରାନ୍ଙ୍କ ନାଁରେ ଅନେକ ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ରାଜନୈତିକ ପରିବର୍ତ୍ତେ ଅଧିକ ବ୍ୟକ୍ତିଗତ ମନେହୁଏ। ଅମିର ଅଭିଯୋଗକରି…
Archives


