ଅନ୍ତର୍ଜାତୀୟ

ନେପାଳ ବିମାନ ଦୁର୍ଘଟଣା: ସମସ୍ତ ଯାତ୍ରୀ ପ୍ରାଣ ହରାଇଥିବା ଆଶଙ୍କା

କାଠମାଣ୍ଡୁ,୩୦।୫: ନେପାଳ ବିମାନ ଦୁର୍ଘଟଣାସ୍ଥଳରୁ ବର୍ତ୍ତମାନ ସୁଦ୍ଧା ୧୪ଜଣଙ୍କ ମୃତଦେହ ଜବତ କରାଯାଇଥିବା ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷେ ପୋଲିସ ଏବଂ ସେନା ଅଧିକାରୀ ଘଟଣାର ସ୍ଥିତି ଅନୁସନ୍ଧାନ କରୁଛନ୍ତି। ଏପରି କି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି…

ପୁଟିନ୍‌ଙ୍କ ପାଖରେ ରହିଛି ସବୁଠାରୁ ବିପଜ୍ଜନକ ଜହର, ଯନ୍ତ୍ରଣାରେ ଥରି ଉଠିବ ଶରୀର…

ମସ୍କୋ, ୩୦।୫ : ପୃଥିବୀରେ ବିଭିନ୍ନ ପ୍ରକାରର ଜହର ଅଛି। ସେଥିମଧ୍ୟରୁ କେତେକର ପ୍ରୟୋଗ ଦ୍ୱାରା ଶରୀରର ଧୀରେ ଧୀରେ ମୃତ୍ୟୁ ଘଟେ। କିଛି ଜହର କେଇ ସେକେଣ୍ଡ ମଧ୍ୟରେ ମୃତ୍ୟୁ ଘଟାଏ। କେତେକ ଜହର ଏପରି ଅଛି ଏହାର ପ୍ରୟୋଗରେ…

ବାଇଡେନ୍‌ ପ୍ରଶାସନକୁ ଚେତାବନୀ ଦେଲେ ଚାଇନା ବୈଦେଶିକମନ୍ତ୍ରୀ…

ବେଜିଂ, ୩୦।୫ : ଚାଇନାର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି କହିଛନ୍ତି ଯେ ଆମେରିକାର ଚାଇନା ପ୍ରତି ଆଭିମୁଖ୍ୟ ଅତ୍ୟନ୍ତ ବିକୃତ ହୋଇଛି କିନ୍ତୁ ବେଜିଂ ବ୍ଲାକମେଲ କିମ୍ବା ଚାପର ସମ୍ମୁଖୀନ ହେବ ନାହିଁ। ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ…

ନେପାଳ ବିମାନ ଦୁର୍ଘଟଣାରେ ସମସ୍ତ ୨୨ ଜଣଙ୍କ ମୃତ୍ୟୁ ଆଶଙ୍କା, ୧୪ ମୃତଦେହ ଉଦ୍ଧାର

କାଠମାଣ୍ଡୁ,୩୦ ।୫: ନେପାଳରେ ରବିବାର ତାରା ଏୟାରର ବିମାନ ଦୁର୍ଘଟଣା ଗ୍ରସ୍ତ ହେବା ପରେ ସୋମବାର ଏହାର ଧ୍ୱଂସାବଶେଷ ମିଳିଛି । ବିମାନଟି ଉଡିବାର କିଛି ସମୟ ମଧ୍ୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସୋମବାର ନେପାଳି ସେନା ଦୁର୍ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ବିମାନରେ…

ରୁଷିଆ ସେନାର ହଣ୍ଟ୍‌ ଟୁ କିଲ୍‌ ମିଶନ, ତାଲିକାରେ ଜେଲେନକ୍ସି ସମେତ ବହୁ ଶୀର୍ଷ ନେତା…

ମସ୍କୋ/କ୍ୱିଭ୍‌, ୩୦।୫ : ୟୁକ୍ରେନରେ ଯୁଦ୍ଧ ସମାପ୍ତ ନହେଉଥିବାରୁ ରୁଷିଆର ସୈନ୍ୟବାହିନୀ ଏକ ହଣ୍ଟ୍‌ ଟୁ କିଲ୍‌ ମିଶନ ଆରମ୍ଭ କରିଛନ୍ତି। ଏହି ମିଶନର ଉଦ୍ଦେଶ୍ୟ ହେଉଛି ୟୁକ୍ରେନର ବରିଷ୍ଠ ନେତା ଓ ଅଧିକାରୀମାନଙ୍କୁ ହତ୍ୟା କରିବା। ଏହି ମିଶନରେ ରୁଷିଆ…

ଭାରତକୁ ପୁଣି ପ୍ରଶଂସା କଲେ ଇମ୍ରାନ

ଇସଲାମାବାଦ,୩୦ା୫: ପାକିସ୍ତାନର ବର୍ତ୍ତମାନର ମିଳିତ ସରକାରକୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କଡ଼ା ସମାଲୋଚନା କରିଛନ୍ତି। ଇମ୍ରାନ ପାକିସ୍ତାନକୁ ‘ଆମେରିକୀୟ ଗୁଲାମ’ କହିଛନ୍ତି। ପେଟ୍ରୋଲିୟମ ଦ୍ରବ୍ୟର ମୂଲ୍ୟ ବୃଦ୍ଧି କରିଥିବାବେଳେ ଭାରତ ରୁଷିଆରୁ ଶସ୍ତା ତେଲ କ୍ରୟ କରି ମୂଲ୍ୟ ହ୍ରାସ…

ମେ ୩୦-୩୧ ଦୁଇ ଦିନ ହେବ ଆକାଶରୁ ଉଲ୍‌କା ବର୍ଷା…

ଓ୍ବାଶିଂଟନ, ୩୦।୫ : ସମଗ୍ର ବିଶ୍ୱର ମହାକାଶ ଗବେଷକଙ୍କ ପାଇଁ ଏକ ଖୁସି ଖବର ଆସିଛି । ମେ ୩୦ ଏବଂ ୩୧ ଦୁଇ ଦିନ ଧରି ଆକାଶରୁ ଉଲ୍‌କା ବର୍ଷା ହେବ। ଆମେରିକାର ସ୍ପେସ ଏଜେନ୍ସି ନାସା ଅନୁଯାୟୀ, ମେ…

ମଙ୍କିପକ୍ସ, ୨୩ ଦେଶରେ ୨୫୭ ଆକ୍ରାନ୍ତ, ଚିନ୍ତା ପ୍ରକଟ କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ…

ଜେନେଭା, ୩୦।୫ : ମଙ୍କିପକ୍ସ ସଂକ୍ରମଣ ପୃଥିତ୍ବୀର ବିଭିନନ ଦେଶରେ ବଢ଼ିବାରେ ଲାଗିଛି। ଏନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଇତିମଧ୍ୟରେ ୨୩ଟି ଦେଶରେ ମଙ୍କିପକ୍ସର ୨୫୭ ମାମଲା ନିଶ୍ଚିତ ହୋଇଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି।…

ବ୍ୟାପୁଛି ଘାତକ ସଂକ୍ରାମକ ରୋଗ, ଜ୍ୱର ପରେ ନାକରୁ ବୋହୁଛି ରକ୍ତ…

ବାଗଦାଦ୍‌, ୩୦।୫ : ସମ୍ପ୍ରତି ମଧ୍ୟ-ପୂର୍ବ ଏସୀୟ ଦେଶ ଇରାକରେ ଏକ ନୂତନ ପ୍ରକାରର ରୋଗ ଦ୍ରୁତ ବେଗରେ ବ୍ୟାପିବାରେ ଲାଗିଛି। ଏଥିରେ ରୋଗୀରେ ଜ୍ୱର ହେବା ସହିତ ନାକରୁ ରକ୍ତ ବାହାରୁଛି। ନାକ ଦେଇ ଅତ୍ୟଧିକ ରକ୍ତସ୍ରାବ ଯୋଗୁ ଆକ୍ରାନ୍ତଙ୍କ…

ଉତ୍ତର କୋରିଆରୁ ହଟିଲା ଲକ୍‌ଡାଉନ୍‌

ପ୍ୟୋଙ୍ଗ୍‌ୟାଙ୍ଗ,୩୦ା୫: ଉତ୍ତର କୋରିଆରେ ସପ୍ତାହ ପୂର୍ବରୁ ରାଜଧାନୀ ପ୍ୟୋଙ୍ଗ୍‌ୟାଙ୍ଗ୍‌ରେ ହୋଇଥିବା ଲକ୍‌ଡାଉନ୍‌ ହଟାଇ ଦିଆଯାଇଛି। କରୋନା ମହାମାରୀ ସ୍ଥିତି ସ୍ବାଭାବିକ ହେବାରୁ ଶାସକ କିମ-ଜୋଙ୍ଗ-ଉନ ଏହି ନିଷ୍ପତ୍ତି ନେଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, କରୋନା ପରିସ୍ଥିତି ନିୟନ୍ତ୍ରଣକୁ ଆସିବାରୁ ଦେଶବ୍ୟାପୀ ଲକ୍‌ଡାଉନ୍‌…

ଦୁର୍ଘଟଣା ସ୍ଥଳର ସନ୍ଧାନ ମିଳିଲା, ଚିହ୍ନି ହେଉନି ମୃତଦେହ…

କାଠମାଣ୍ଡୁ, ୩୦।୫ : ନେପାଳର ସେନା ମୁସ୍ତାଙ୍ଗ ଜିଲାରେ ତାରା ଏୟାରଲାଇନ୍ସର ଦୁର୍ଘଟଣାଗ୍ରସ୍ତ ବିମାନର ଧ୍ୱଂସାବଶେଷ ସମ୍ପର୍କରେ ସୂଚନା ପାଇଛି। ସେନାର ମୁଖପାତ୍ର ଏହି ସୂଚନା ଦେଇଛନ୍ତି। ବ୍ରିଗେଡିୟର୍‌ ନାରାୟଣ ସିଲୱାଲ କହିଛନ୍ତି ଯେ ସେନା ଏବଂ ଉଦ୍ଧାରକାରୀ ଦଳର କର୍ମଚାରୀମାନେ…

ଆମେରିକା କଟକଣାକୁ ଅଣଦେଖା, ରୁଷିଆ ସହିତ ସର୍ବିୟାର ବୃହତ୍‌ ଚୁକ୍ତି…

ମସ୍କୋ/ ବେଲଗ୍ରେଡ, ୩୦।୫ : ୟୁରୋପୀୟ ୟୁନିଅନ ଏବଂ ଆମେରିକା ଦ୍ୱାରା ରୁଷିଆ ବିରୋଧରେ ଉପରେ ଲାଗୁ କରାଯାଇଥିବା କଟକଣାକୁ ଅଣଦେଖାକରି ସର୍ବିଆ ରୁଷିଆ ସହିତ ୩ ବର୍ଷ ପାଇଁ ଏକ ପ୍ରମୁଖ ଗ୍ୟାସ ଚୁକ୍ତି ସ୍ବାକ୍ଷର କରିଛି। ସର୍ବିୟାର ରାଷ୍ଟ୍ରପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri