ପେନ୍ସିଲ୍ଭାନିଆରେ ବଡ଼ ଧରଣର ବିସ୍ଫୋରଣ: ୪ ମୃତ
ଓ୍ବାଶିଂଟନ,୨୭ା୫: ଆମେରିକାର ପେନ୍ସିଲଭାନିଆର ଏକ ଘରେ ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପେନ୍ସିଲଭାନିଆର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏହି ଶକ୍ତିଶାଳୀ ବିସ୍ଫୋରଣ…
ରୁଷିଆ ଉପରେ କଠୋର ପ୍ରତିବନ୍ଧକ ଲଗାଇବାକୁ ପାଶ୍ଚାତ୍ୟ ଦେଶଗୁଡିକୁ ୟୁକ୍ରେନ ରାଷ୍ଟ୍ରପତିଙ୍କ ନିବେଦନ
କିଭ୍,୨୭।୫: ଗତ ୯୩ ଦିନ ଧରି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରୁଛି। ଏହି ଯୁଦ୍ଧରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି। ଏଭଳି ପରିସ୍ଥିତିରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି କଠୋର ଆଭିମୁଖ୍ୟ ଗ୍ରହଣ କରିବାକୁ ପାଶ୍ଚାତ୍ୟ ଦେଶକୁ ନିବେଦନ…
ଟୁଇଟର୍କୁ ୧୫୦ କୋଟି ଡଲାର୍ ଜୋରିମନା
ନ୍ୟୁୟର୍କ,୨୭।୫: ଟୁଇଟର୍ ପୁଣି ଥରେ ବିବାଦ ଭିତରକୁ ଆସିଛି। ବିଗତ ଛଅ ବର୍ଷ ମଧ୍ୟରେ ୟୁଜର୍ସଙ୍କ ତଥ୍ୟକୁ ଗୋପନୀୟ ରଖି ନ ଥିବାରୁ ଟୁଇଟର୍କୁ ୧୫୦ କୋଟି ଡଲାର୍ ଜୋରିମନା ଦେବାକୁ ପଡିବ। ଏହା ସହିତ ୟୁଜର୍ସଙ୍କ ତଥ୍ୟକୁ ସୁରକ୍ଷା ଦେବା…
ପାକିସ୍ତାନରେ ପେଟ୍ରୋଲ-ଡିଜେଲ ୩୦ ଟଙ୍କା ବୃଦ୍ଧି, ଶହବାଜ ସରକାରଙ୍କୁ ଟାର୍ଗେଟ କରି ପୁଣିଥରେ ଭାରତକୁ ପ୍ରଶଂସା କଲେ ଇମ୍ରାନ
ଇସଲାମାବାଦ,୨୭ ।୫: ପାକିସ୍ତାନରେ ରାଜନୈତିକ ଓ ଆର୍ଥିକ ସଙ୍କଟ ମଧ୍ୟରେ ପେଟ୍ରୋଲ-ଡିଜେଲରେ ୩୦ ଟଙ୍କା ବୃଦ୍ଧି ହୋଇଛି । ପାକିସ୍ତାନରେ ଏବେ ଲୋକେ ପେଟ୍ରୋଲ ୧୭୯.୮୬ ଟଙ୍କା ଓ ଡିଜେଲ ୧୭୪.୧୫ ଟଙ୍କାରେ କିଣିବେ । ପେଟ୍ରୋଲ ଓ ଡିଜେଲ ଦାମ…
ପାକିସ୍ତାନରେ ଗୃହଯୁଦ୍ଧ ଆଶଙ୍କା
ଇସଲାମାବାଦ୍,୨୭।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ‘ଆଜାଦୀ ମାର୍ଚ୍ଚ’ ଯୋଗୁ ଦେଶରେ ଗୃହଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଇମ୍ରାନ ଏକ ବଡ ସମାବେଶ କରି କହିଛନ୍ତି ଯେ,ସରକାରଙ୍କ ସହ ତାଙ୍କର କୌଣସି ଚୁକ୍ତିନାମା ହୋଇନାହିଁ। ନିର୍ବାଚନ ତାରିଖ ଘୋଷଣା…
୧୧୩ ବର୍ଷରେ ବି ନେଇନାହାନ୍ତି ଔଷଧ
କାରାକାସ,୨୬।୫: ଭେନେଜୁଏଲାର ଜୁଆନ ଭିସେଣ୍ଟ ପେରେଜ ମୋରାଙ୍କୁ ବିଶ୍ୱର ସବୁଠୁ ବୟସ୍କ ବ୍ୟକ୍ତି ଭାବେ ଘୋଷଣା କରାଯାଇଛି। ଶୁକ୍ରବାର ୧୧୩ ବର୍ଷରେ ପଦାର୍ପଣ କରୁଥିବା ମୋରାଙ୍କୁ ଗତ ସପ୍ତାହରେ ଗିନିଜ୍୍ ଓ୍ବାଲର୍ଡ ରେକର୍ଡରେ ସ୍ଥାନ ମିଳିଛି। ଏବେ ବି ତାଙ୍କ ସ୍ବାସ୍ଥ୍ୟା…
ଦୀର୍ଘ ଦିନ ଯାଏ କୋଭିଡ୍ ବିପଦରୁ ସୁରକ୍ଷା ଦେଇ ନ ପାରେ ଟିକା
ଓ୍ବାଶିଂଟନ୍, ୨୬ା୫: ଟିକା ଦୀର୍ଘ ଦିନ ଧରି କୋଭିଡ୍ ବିପଦରୁ ସୁରକ୍ଷା ଦେଇ ନ ପାରେ ବୋଲି ଏକ ଅଧ୍ୟୟନରୁ ଜଣାପଡ଼ିଛି। ନେଚର ମେଡିସିନ୍ ଜର୍ନାଲରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଟିକା ନେଇ ସାରିଥିବା ବ୍ୟକ୍ତି ମଧ୍ୟ ଏହି ଭୂତାଣୁ…
୬ଦିନ ପରେ ମୁଁ ପୁଣି ଆସିବି…
ଇସଲାମାବାଦ,୨୬ ।୫: ଶେଷ ହୋଇଛି ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଆଜାଦୀ ମାର୍ଚ୍ଚ । ସଂସଦ ବାହାରେ ପୋଲିସ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ପରେ ଏହା ଶେଷ ହୋଇଛି । ଏହାରି ଭିତରେ ଇମ୍ରାନ ବିଧାନସଭା ଭଙ୍ଗ…
‘ନିଜ ସ୍ବାମୀଙ୍କୁ କେମିତି ହତ୍ୟା କରିବେ’ପୁସ୍ତକ ଲେଖିଥିବା ମହିଳା ଶେଷରେ ସ୍ବାମୀଙ୍କୁ କଲେ ହତ୍ୟା
ନ୍ୟୁୟର୍କ,୨୬।୫: ଦାମ୍ପତ୍ୟ ଜୀବନରେ ସ୍ବାମୀ-ସ୍ତ୍ରୀ ଝଗଡା ଏକ ସାଧାରଣ ଘଟଣା। ବେଳେବେଳେ ଏହି ଝଗଡା ଉଗ୍ର ରୂପ ଧାରଣ କରେ। ଝଗଡାର ପରିଣାମ ହତ୍ୟାକାଣ୍ଡର ରୂପ ନିଏ। ଆମେରିକାରେ ଏମିତି ଏକ ଘଟଣା ଘଟିଛି। ଆମେରିକାର ଜଣେ ଲେଖିକା ସ୍ବାମୀଙ୍କୁ ହତ୍ୟା…
୧୫ ଦିନରେ ୧୫ ଦେଶରେ ପହଞ୍ଚିଲା ମଙ୍କିପକ୍ଦ, ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଛୁଇଁଲା…
ଓ୍ବାଶିଂଟନ, ୨୬।୫ : କରୋନା ମହାମାରୀ ସଂକ୍ରମଣ ସଙ୍କଟ ମଧ୍ୟରେ ମଙ୍କିପକ୍ସ ଆତଙ୍କ ସୃଷ୍ଟି କରିଛି। ମାତ୍ର ୧୫ ଦିନରେ ଏହା ୧୫ଦେଶକୁ ବ୍ୟାପିଛି। ୟୁରୋପିଆନ୍ ୟୁନିଅନ୍ ଡିଜିଜ୍ ଏଜେନ୍ସି ତଥ୍ୟ ଅନୁସାରେ ସମ୍ପ୍ରତି ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ ଛୁଇଁଛି।…
୧୦ ଛୋଟ ଦେଶ ସହିତ ଚାଇନାର ବୁଝାମଣା ଯୋଜନାକୁ ବିସ୍ତାରବାଦୀ ନୀତି କହିଲା ଆମେରିକା…
ଓ୍ବାଶିଂଟନ/ବେଜିଂ, ୨୬।୫ : ଚାଇନା ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳର ୧୦ଟି ଛୋଟ ଦେଶ ସହିତ ବୁଝାମଣା କରିବା ଯୋଜନା କରିଛି। ଏସବୁ ଦେଶର ସୁରକ୍ଷା ଠାରୁ ଆରମ୍ଭ କରି ମତ୍ସ୍ୟ ପାଳନ ପର୍ଯ୍ୟନ୍ତ ଏକ ବ୍ୟାପକ ଚୁକ୍ତିନାମାକୁ ଚାଇନା ସମର୍ଥନ କରିବାକୁ…
ପାକିସ୍ତାନରେ ଗୃହଯୁଦ୍ଧ ସ୍ଥିତି ଘନେଇଲା…
ଇସଲାମାବାଦ, ୨୬।୫ : ପାକିସ୍ତାନର ଇସଲାମାବାଦରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ରାଲିକୁ ଅଟକାଇବା ବେଳେ ପୋଲିସ ଏବଂ ପିଟିଆଇ କର୍ମଚାରୀଙ୍କ ମଧ୍ୟରେ ହିଂସାତ୍ମକ ସଂଘର୍ଷ ଘଟିଛି। ଇସଲାମାବାଦର ମେଟ୍ରୋ ଷ୍ଟେଶନରେ ବିସ୍ଫୋରଣ ଘଟିଥିବାର ଖବର ଆସିଛି। ଅନେକ ସ୍ଥାନରେ ପିଟିଆଇ…
Archives


