ମେଟ୍ରୋ ଷ୍ଟେଶନରେ ନିଆଁ ଲଗାଇଲେ ଇମ୍ରାନଙ୍କ ସମର୍ଥକ
ଇସଲାମାବାଦ,୨୬ ।୫: ପଡୋଶୀ ଦେଶ ପାକିସ୍ତାନରେ ଗୃହ ଯୁଦ୍ଧ ଭଳି ପରିସ୍ଥିତି ଉପୁଜିଛି । ବିରୋଧର ନିଆଁରେ ଜଳୁଛି ପାକିସ୍ତାନ । ଶହବାଜ ସରକାରଙ୍କ ବିରୋଧରେ ଇମ୍ରାନ ଖାଁ ଅଣ୍ଟା ଭିଡିଛନ୍ତି । ପୁଣିଥରେ ନିର୍ବାଚନ ଦାବି କରି ପାକିସ୍ତାନର ପୂର୍ବତନ…
ହସ୍ପିଟାଲରେ ଅଗ୍ନିକାଣ୍ଡ, ୧୧ ନବଜାତ ଶିଶୁ ଜୀବନ୍ତ ଦଗ୍ଧ…
ଡାକାର, ୨୬।୫ : ସେନେଗାଲର ଟିଓ୍ବାଉନେ ସହରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏଠାରେ ଥିବା ଏକ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୧ ନବଜାତ ଶିଶୁଙ୍କର ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ବିଷୟରେ ଦେଶର ରାଷ୍ଟ୍ରପତି ସୂଚନା ଦେଇଛନ୍ତି।…
ଇସଲାମାବାଦରେ ମୁତୟନ ହେଲେ ପାକିସ୍ତାନୀ ସେନା
ଇସଲାମାବାଦ,୨୬ ।୫: ପାକିସ୍ତାନ ସରକାର ଇସଲାମାବାଦରେ ଆଇନ-ଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ସେଠାରେ ପାକିସ୍ତାନୀ ସେନା ଯବାନ ମୁତୟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ବୁଧବାର ବିଳମ୍ବିତ ରାତ୍ରିରେ ଏହି ନିର୍ଦ୍ଦେଶ ଦିଆଯାଇଛି । ଏହାର କାରଣ ହେଲା ଯେବେଠାରୁ ଇମ୍ରାନ…
ଇମ୍ରାନ୍ଙ୍କ ଆଜାଦୀ ମାର୍ଚ୍ଚ
ଇସ୍ଲାମାବାଦ, ୨୬ା୫: ପାକିସ୍ତାନ ପ୍ରଧାନମନ୍ତ୍ରୀ ପଦରୁ ଇମ୍ରାନ୍ ଖାନ୍ ହଟିଯିବା ପରେ ଏବେ ପୁନର୍ବାର କ୍ଷମତାସୀନ ହେବା ପାଇଁ ଜୋରଦାର ଉଦ୍ୟମ ଚଳାଇଛନ୍ତି। ଦେଶରେ ତୁରନ୍ତ ନିର୍ବାଚନ କରାଇବା ଦାବିରେ ଇମ୍ରାନ ସମର୍ଥକ ରାସ୍ତାକୁ ଓହ୍ଲାଇଛନ୍ତି। ତାଙ୍କ ପାକିସ୍ତାନ ତେହରିକ୍-ଇ-ଇନ୍ସାଫ୍ (ପିଟିଆଇ)ର…
ଗନ୍ ପଲିଟିକ୍ସ: ଅସ୍ପଷ୍ଟ ଆଭିମୁଖ୍ୟ
ଓ୍ବାଶିଂଟନ୍, ୨୬ା୫: ଆମେରିକାରେ ବନ୍ଧୁକ ହିଂସା ଏକ ମହାମାରୀ ରୂପ ନେଇସାରିଛି । ଏହା ଆମ ପାଇଁ ଏକ ଆନ୍ତର୍ଜାତିକ ଲଜ୍ଜା। ବହୁତ ହୋଇଗଲାଣି। ଏବେ କାର୍ଯ୍ୟାନୁଷ୍ଠାନର ବେଳ ବୋଲି ୨୦୨୧ ଏପ୍ରିଲ ୮ରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିଜ…
କାବୁଲରେ ମସଜିଦ, ମିନି ବସରେ ୪ ବିସ୍ଫୋରଣ: ୧୬ ମୃତ
କାବୁଲ,୨୬ ।୫: ଆଫଗାନିସ୍ତାନର ରାଜଧାନୀ କାବୁଲରେ ବୁଧବାର ଏକ ମସଜିଦ ଓ ଉତ୍ତର ସହର ମଜାର-ଏ-ଶରିଫରେ ୩ ମିନି ବସରେ ହୋଇଥିବା ବିସ୍ଫୋରଣରେ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକେ ଆହତ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ଅନେକେ ଗୁରୁତର…
ୟାସିନ ମଲିକଙ୍କୁ ଆଜୀବନ କାରାଦଣ୍ଡ ପରେ ପାକିସ୍ତାନରେ ହଟଚମଟ
ଇସଲାମାବାଦ୍,୨୫।୫: ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କୁ ବୁଧବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଦିଲ୍ଲୀର ଏକ କୋର୍ଟ ମଧ୍ୟ ତାଙ୍କ ଉପରେ ୧୦ ଲକ୍ଷ ଜୋରିମନା ଲଗାଇଛି। ୟାସିନ ମଲିକଙ୍କ ଦଣ୍ଡାଦେଶ…
ଇମ୍ରାନଙ୍କ ସମର୍ଥକ-ପୋଲିସ ମୁହାଁମୁହିଁ
ଇସଲାମାବାଦ,୨୫ା୫: ନିଷେଧାଦେଶର ଗୋଟିଏ ଦିନ ପରେ ପାକିସ୍ତାନର ଶାହାବାଜ ଶରିଫ୍ ସରକାର ବିରୋଧୀ ଦଳ ପିଟିଆଇ ମୁଖ୍ୟ ଇମ୍ରାନ ଖାନ୍ଙ୍କ ପଦଯାତ୍ରାକୁ ରୋକିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏହି ପଦଯାତ୍ରାକୁ ରୋକିବା ପାଇଁ ଇସଲାମାବାଦକୁ ଯାଉଥିବା…
ଇନ୍ଧନ, ବିଜୁଳି ପରେ ଏବେ ଗହମ ସଙ୍କଟ
ଇସଲାମାବାଦ,୨୫ା୫: ପାକିସ୍ତାନ ଭୟଙ୍କର ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଏଭଳି ପରିସ୍ଥିତିରେ ପାକିସ୍ତାନ ପାଇଁ ଆଉ ଏକ ଖରାପ ଖବର ଆସୁଛି। ରାଜନୈତିକ ଏବଂ ଅର୍ଥନୈତିକ ଅସ୍ଥିରତା ମଧ୍ୟରେ ଗହମ ଅଭାବ ପରିଲକ୍ଷିତ ହେଲାଣି। ଚଳିତ ବର୍ଷ ଫସଲ ଦୁଇ…
ଘୋଷ୍ଟ ଗନ୍ ସଂସ୍କୃତି ଆମେରିକାରେ ବୃଦ୍ଧି ପାଉଛି, ଅନ୍ଲାଇନ୍ରୁ କିଣୁଛନ୍ତି ଛୋଟ ପିଲା…
ଓ୍ବାଶିଂଟନ, ୨୫।୫ : ମଙ୍ଗଳବାର ଦିନ ଆମେରିକାର ଟେକ୍ସାସର ଏକ ପ୍ରାଥମିକ ବିଦ୍ୟାଳୟରେ ଜଣେ ୧୮ ବର୍ଷ ବୟସ୍କ ଯୁବକ ଏକେ-୪୭ ରାଇଫଲରୁ ଗୁଳି ଚଳାଇ ୧୮ ଜଣ ପିଲାଙ୍କୁ ହତ୍ୟା କରିଛନ୍ତି। ଏଥିରେ ୩ ଜଣ ଶିକ୍ଷକଙ୍କର ମଧ୍ୟ ମୃତ୍ୟୁ…
ଆମେରିକା ସ୍କୁଲର କଳା ଇତିହାସ, ୨୩ ବର୍ଷରେ ୯ ଗୁଳିକାଣ୍ଡରେ ୧୫୧ ଜଣଙ୍କ ମୃତ୍ୟୁ…
ଓ୍ବାଶିଂଟନ, ୨୫।୫ : ଆମେରିକାର ଟେକ୍ସାସର ରୋବ ଏଲିମେଣ୍ଟାରୀ ସ୍କୁଲରେ ଜଣେ ୧୮ ବର୍ଷ ବୟସ୍କ ଯୁବକ ଗୁଳି ଚଳାଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ ୨୧ ଜଣଙ୍କ ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଗତ ପାଞ୍ଚ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ଏହା…
୧୯ ଦେଶରେ ୧୩୧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ଜେନେଭା,୨୫।୫: ଚିନ୍ତା ବଢାଉଛି ମଙ୍କିପକ୍ସ ଭୂତାଣୁ। ଏବେ ୧୯ ଦେଶରେ ମୋଟ ୧୩୧ ମାମଲା ଚିହ୍ନଟ ହୋଇଛି। ଏ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଆଉ ୧୦୬ରୁ ଅଧିକ ଲୋକ ସଂକ୍ରମିତ ଥିବା ସନ୍ଦେହ କରାଯାଉଛି।…
Archives


