ଅନ୍ତର୍ଜାତୀୟ

କ୍ୱାଡ୍‌ ଫେଲୋଶିପ୍‌ ଶୁଭାରମ୍ଭ, ୧୦୦ ଶ୍ରେଷ୍ଠ ଶିକ୍ଷାର୍ଥୀଙ୍କୁ ପ୍ରଦାନ କରାଯିବ…

ଟୋକିଓ, ୨୪।୫ : ଜାପାନର କ୍ୱାଡ୍‌ ସମ୍ମିଳନୀରେ ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ‘କ୍ୱାଡ ଫେଲୋଶିପ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଶ୍ରୀଲଙ୍କାରେ ପେଟ୍ରୋଲ ଦାମ୍‌ ୪୨୦, ଡିଜେଲ୍‌ ୪୦୦…

କଲମ୍ବୋ, ୨୪।୫ : ଏକ ଐତିହାସିକ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ମଙ୍ଗଳବାର ପେଟ୍ରୋଲ ଏବଂ ଡିଜେଲ ଦର ଆକାଶ ଛୁଆଁ ହୋଇଛି। ପେଟ୍ରୋଲର ମୂଲ୍ୟ ୨୪.୩ ପ୍ରତିଶତ ଏବଂ ଡିଜେଲର ମୂଲ୍ୟ ୩୮.୪ ପ୍ରତିଶତକୁ ବୃଦ୍ଧି କରାଯାଇଛି।…

ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ସ୍ଥିତାବସ୍ଥା ବଜାୟ ପାଇଁ କ୍ୱାଡ୍‌ରେ ନିଷ୍ପତ୍ତି…

ଟୋକିଓ, ୨୪।୫ : ଜାପାନର ଟୋକିଓରେ ବହୁପକ୍ଷୀୟ ସୁରକ୍ଷା ସଂଳାପ (କ୍ୱାଡ) ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ, ଜାପାନର ପ୍ରଧାନମନ୍ତ୍ରୀ ଫୁମିଓ କିଶିଦା ଏବଂ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେସ ଯୋଗ ଦେଇ…

ରୁଷିଆ ନାମ ନ ନେଇ ୟୁକ୍ରେନ୍‌ ଉପରେ କହିଲେ ମୋଦି…

ଟୋକିଓ, ୨୪।୫ : ଟୋକିଓରେ ଅନୁଷ୍ଠିତ କ୍ୱାଡ ଲିଡର୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ନାମ ନନେଇ ୟୁକ୍ରେନ ବିଷୟରେ ବହୁ କଥା କହିଛନ୍ତି। ଦୁନିଆର ସମସ୍ତ ବରିଷ୍ଠ ନେତାଙ୍କ ସାମ୍ନାରେ ଶତ୍ରୁତାକୁ ସମାପ୍ତ କରିବାକୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ।…

ଭବିଷ୍ୟତକୁ ମଜଭୁତ କରିବ ଭର୍ଚୁଆଲ ଗ୍ଲୋବାଲ କୋଲାବରେଶନ ଭିଲେଜ

ଡାଭୋସ୍‌,୨୪।୫: ସୁଇଜରଲାଣ୍ଡର ଡାଭୋସଠାରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ୍‌ (ଡବ୍ଲ୍ୟୁଇଏଫ୍‌) ସମ୍ମିଳନୀରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସରକାରୀ ଓ ଘରୋଇ ଭାଗିଦାରୀ ମଧ୍ୟରେ ଭବିଷ୍ୟତକୁ ମଜଭୁତ କରିବା ନିମନ୍ତେ ଓ୍ବାଲର୍‌ଡ ଇକୋନୋମିକ୍‌ ଫୋରମ୍‌ ମଞ୍ଚରେ ଭର୍ଚୁଆଲ ଗ୍ଲୋବାଲ କୋଲାବରେଶନ ଭିଲେଜ…

କ୍ୱାଡ ଶିଖର ସମ୍ମିଳନୀରେ ମୋଦିଙ୍କ ପ୍ରଶଂସା, ବାଇଡେନ କହିଲେ ଭାରତ ସଫଳ ଚାଇନା ଫେଲ

ଟୋକିଓ,୨୪ ।୫: ଟୋକିଓ କ୍ୱାଡ ସମ୍ମିଳନୀର ଏକ ଅଧିବେଶନରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କୋଭିଡ ମହାମାରୀକୁ ଲୋକତାନ୍ତ୍ରୀକ ଭାବେ ସଫଳ ଭାବେ ସାମ୍ନା କରିିଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରିଥିଲେ । ସେ ମହାମାରୀ ସହ ଲଢିବାକୁ ନେଇ ଭାରତର…

ଭାରତ-ଆମେରିକା ସହଭାଗିତାକୁ ଆହୁରି ଆଗକୁ ନେବାକୁ ମୁଁ ପ୍ରତିଶ୍ରୁତିବଦ୍ଧ: ବାଇଡେନ୍‌

ଟୋକିଓ,୨୪।୫: : ଜାପାନରେ ବିଶ୍ୱର ୪ ପ୍ରମୁଖ ରାଷ୍ଟ୍ରଙ୍କୁ ନେଇ କ୍ୱାଡ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଭାରତ ସମେତ ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆର ରାଷ୍ଟ୍ର ମୁଖ୍ୟଙ୍କ ମଧ୍ୟରେ ବୈଠକ ହୋଇଛି। କ୍ୱାଡ୍‌ ସମ୍ମିଳନୀର କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଶାନ୍ତି ପାଇଁ କ୍ୱାଡର ଭୂମିକା ଗୁରୁତ୍ୱପୂର୍ଣ୍ଣ : ମୋଦି

ଟୋକିଓ,୨୪।୫: ଭାରତ -ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରରେ ଶାନ୍ତି ପାଇଁ କ୍ୱାର୍ଡର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଟୋକିଓରେ ଅନୁଷ୍ଠିତ କ୍ୱାର୍ଡ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି। କୋଭିଡ-୧୯ ଭଳି ବିପରୀତ ପରିସ୍ଥିତି ସତ୍ତ୍ୱେ ଭାରତ ଟିକା ବିତରଣ, ଜଳବାୟୁ, ବିପର୍ଯ୍ୟୟ…

ପାକିସ୍ତାନରେ ବଢୁଛି ଆର୍ଥତ୍କ ସଙ୍କଟ:ପେଟ୍ରୋଲ ଏବଂ ଡିଜେଲ ବଞ୍ଚାଇବା ପାଇଁ ଆସିବ ନୂଆ ଯୋଜନା

ଇସଲାମାବାଦ୍‌,୨୪।୫: ଗତ ବର୍ଷେ ହେବ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ନୂଆ ସରକାର ଆସିବା ପରେ ମଧ୍ୟ ସୁଧୁରିବାର ନାଁ ଧରୁନି। ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ଆର୍ଥିକ ସମସ୍ୟାକୁ ଆହୁରି ବଢାଇ ଦେଇଛି। ଏହି…

ମଙ୍କିଫକ୍ସ ରୂପ ବଦଳାଇବା ପ୍ରମାଣ ନାହିଁ

ଜେନେଭା,୨୪।୫: ମଙ୍କିପକ୍ସ ଏବେ ୧୨ରୁ ଅଧିକ ଦେଶକୁ ସଂକ୍ରମିତ ହୋଇଥିବାବେଳେ ଏହି ଭୂତାଣୁ ରୂପ ବଦଳାଇବାର କୌଣସି ପ୍ରମାଣ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପାଖରେ ନାହିଁ। ପଶ୍ଚିମ ଓ କେନ୍ଦ୍ରୀୟ ଆଫ୍ରିକାରେ ସଂକ୍ରମିତ ହେଉଥିବା ଏହି ଭୂତାଣୁରେ ପରିବର୍ତ୍ତନର ଲକ୍ଷଣ…

ଯୁଦ୍ଧ ଶେଷ କରିବାକୁ ପୁଟିନଙ୍କ ବ୍ୟତୀତ ରୁଷିଆର ଅନ୍ୟ ନେତାଙ୍କ ସହ କଥା ହେବାର କୌଣସି ସୁଫଳ ନାହିଁ: ଜେଲେନ୍‌ସ୍କି

କ୍ୱିଭ,୨୪ ।୫: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩ ମାସ ହୋଇ ଗଲାଣି । ହେଲେ ଏପର୍ଯ୍ୟନ୍ତ କେହି ମୁଣ୍ଡ ନୁଆଁଇଁବାକୁ ରାଜି ନୁହଁନ୍ତି । ଇତିମଧ୍ୟରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନସ୍କି କହିଛନ୍ତି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆର ଏକମାତ୍ର ବ୍ୟକ୍ତି ଯିଏକି…

କମ ସମୟ ମଧ୍ୟରେ ପ୍ରଭାବି ହେଲା କ୍ୱାଡ: ମୋଦି

ଟୋକିଓ,୨୪ ।୫: ଜାପାନର ଟୋକିଓରେ ଚାଲିଥିବା କ୍ୱାଡ ସମ୍ମିଳନୀରେ ୪ ଦେଶର ରାଷ୍ଟ୍ରମୁଖ୍ୟଙ୍କ ବୈଠକରେ ୟୁକ୍ରେନ୍‌-ରୁଷିଆ ପ୍ରସଙ୍ଗ ସମେତ ଅନ୍ୟ କିଛି ବିଷୟକୁ ନେଇ ଆଲୋଚନର ହୋଇଛି । ମଙ୍ଗଳବାର ବୈଠକ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମେ ଆଷ୍ଟ୍ରେଲିଆର ନୂଆ ପ୍ରଧାନମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri