ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସଆପ ଡାଉନ
ୱାଶିଂଟନ,୧୮ ।୫: ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସଆପ ଡାଉନ ଥିବା କୁହାଯାଉଥିବା ବେଳେ ଅଧିକାଂଶ ୟୁଜର୍ସଙ୍କ ପାଇଁ ଏହା ସମସ୍ୟା ହୋଇଯାଇଛି । ଡାଉନଡିଟେକ୍ଟରର ରିପୋର୍ଟ ଅନୁଯାୟୀ, ମେଟା ପ୍ଲାଟଫର୍ମସକୁ ୟୁଏସ ଓ ୟୁକେରେ ସମସ୍ୟା ହୋଇଛି । ଏପର୍ଯ୍ୟନ୍ତ ଏହି ସମସ୍ୟାର…
ଜାଣିଶୁଣି କରାଯାଇଥିଲା ଚାଇନା ବିମାନ ଦୁର୍ଘଟଣା, ବ୍ଲାକ ବକ୍ସ ଡାଟାରୁ ମିଳିଲା ତଥ୍ୟ
ବେଜିଂ,୧୮ ।୫: ଚଳିତ ବର୍ଷ ଆରମ୍ଭରେ ଚାଇନାରେ ହୋଇଥିବା ଏକ ବିମାନ ଦୁର୍ଘଟଣାକୁ ନେଇ ଚମକାଇବା ଭଳି ଖବର ସାମ୍ନାକୁ ଆସିଛି । ୱାଲ ଷ୍ଟ୍ରିଟ ଜର୍ନାଲର ରିପୋର୍ଟ ଅନୁଯାୟୀ, ଦୁର୍ଘଟଣାର ଶିକାର ହୋଇଥିବା ଚାଇନାର ଇଷ୍ଟର୍ନ ଜେଟକୁ ଜାଣିଶୁଣି ଦୁର୍ଘଟଣା…
ୟୁଏଫ୍ଓ ବାସ୍ତବ, ତଦନ୍ତ ଜରୁରୀ
ଓ୍ବାଶିଂଟନ୍, ୧୮ା୫:ଏଲିଅନ୍ ଏବଂ ଅନ୍ଆଇଡେଣ୍ଟିଫାଏଡ୍ ଫ୍ଲାଇଂ ଅବ୍ଜେକ୍ଟ(ୟୁଏଫ୍ଓ) ବାବଦରେ କାହିଁକେବେଠୁ ନାନା ଚର୍ଚ୍ଚା ଲାଗିରହିଛି। ଅନେକ ସମୟରେ ଲୋକଙ୍କ ମୋବାଇଲ କ୍ୟାମେରାରେ କଏଦ ୟୁଏଫ୍ଓ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥାଏ। ଏହି ଅଜଣା ଉଡ଼ନ୍ତା ବସ୍ତୁ ଏଲିଏନ୍ଙ୍କ…
ଚାଇନା ଗୁପ୍ତଚରୀ ଏଜେନ୍ସି ଟାର୍ଗେଟରେ ଅବସରପ୍ରାପ୍ତ ନେପାଳୀ ଅଫିସର…
ବେଜିଂ, ୧୭।୫ : ଚାଇନାର ଗୁପ୍ତଚର ଏଜେନ୍ସି ନେପାଳର ସେନାର ପୂର୍ବତନ ଅଧିକାରୀମାନଙ୍କୁ ଏହାର ଟାର୍ଗେଟରେ ରଖିଛି। ନେପାଳର ବହୁ ଅବସରପ୍ରାପ୍ତ ବରିଷ୍ଠ ସେନା ଅଧିକାରୀ ଚାଇନା ଦୂତାବାସ ସହିତ ସିଧାସଳଖ ଯୋଗାଯୋଗରେ ଅଛନ୍ତି। ଗୁପ୍ତଚର ରିପୋର୍ଟରୁ ଏହି ସୂଚନା ମିଳିଛି।…
ବୋମାମାଡରେ ଥରିଲା ଲଭିଭ
କ୍ୱିଭ,୧୭ ।୫: ଦୀର୍ଘ ୨ ମାସରୁ ଅଧିକ ସମୟ ହେଲା ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଜାରି ରହିଛି । ଏଥିରେ କେହି ପଛଘୁଞ୍ଚା ଦେଉ ନ ଥିବା ବେଳେ ବିଜୟ ଲକ୍ଷ୍ୟ ରଖିଥିବା ରୁଷିଆ ବେଳକୁ ବେଳ ବିଜୟ ଲକ୍ଷ୍ୟ ହାସଲ କରିବା…
ୟୁକ୍ରେନ୍ ସେନାଙ୍କ ଗଡ ମାରିଉପୋଲ ଉପରେ କବଜା କଲା ରୁଷିଆ ସେନା!
କ୍ୱିଭ,୧୭ ।୫: ମାସ ମାସ ଧରି ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଲାଗି ରହିଥିବା ବେଳେ ଏବେବି ରୁଷିଆ ସେନା ୟୁକ୍ରେନ ଉପରେ ଆକ୍ରମଣ କରି ଚାଲିଛନ୍ତି । ତେବେ ମଙ୍ଗଳବାର ୟୁକ୍ରେନ୍ ସେନାଙ୍କ ଗଡ କୁହାଯାଉଥିବା ମାରିଉପୋଲକୁ ରୁଷିଆ ସେନା କବଜା କରି…
ଉତ୍ତର କୋରିଆରେ କରୋନା ପ୍ରତିରକ୍ଷା ଦୁର୍ବଳ
ପୋଙ୍ଗୟାଙ୍ଗ,୧୭।୫: ଉତ୍ତର କୋରିଆରେ କରୋନା ଚିହ୍ନଟ ହେବା ପରେ ଜ୍ୱର ମାମଲା ଏବେ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ମଙ୍ଗଳବାର ଉତ୍ତର କୋରିଆରେ ୨,୬୯,୫୧୦ ଲୋକଙ୍କଠାରେ ଜ୍ୱରର ଲକ୍ଷଣ ଚିହ୍ନଟ କରାଯାଇଥିବା ବେଳେ ଆଉ ୬ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ଉତ୍ତର…
ରୁଷିଆକୁ ବଡ଼ ଝଟ୍କା: ଖାର୍କିଭ୍ରୁ ସୀମା ପର୍ଯ୍ୟନ୍ତ ସୈନ୍ୟଙ୍କୁ ତଡ଼ିଲା ୟୁକ୍ରେନ
କିଭ୍,୧୭।୫: ୟୁକ୍ରେନ ସହିତ ଯୁଦ୍ଧ କରୁଥିବା ରୁଷୀୟ ସୈନ୍ୟଙ୍କୁ ପୁଣି ଥରେ ମୁହଁତୋଡ ଜବାବ ମିଳିଛି। କିଭ୍କୁ କବ୍ଜା କରିବାକୁ କରାଯାଇଥିବା ଉଦ୍ୟମ ବିଫଳ ହେବା ପରେ ବର୍ତ୍ତମାନ ରୁଷିଆ ସୈନ୍ୟଙ୍କୁ ଖାର୍କିଭରୁ ମଧ୍ୟ ତଡ଼ି ଦିଆଯାଇଛି। ଖାର୍କିଭ ଯୁଦ୍ଧରେ ସେମାନେ…
ଟୁଇଟରକୁ ମସ୍କଙ୍କ ଚେତାବନୀ…
ଓ୍ବାଶିଂଟନ, ୧୭।୫ : ଅଗ୍ରଣୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟର କ୍ରୟ ବିଷୟରେ ଟେସଲା ମାଲିକ ଏଲନ ମସ୍କ ମଙ୍ଗଳବାର ଏକ ଚେତାବନୀ ଦେଇଛନ୍ତି। ଟୁଇଟର ସିଇଓ ପରାଗ ଅଗ୍ରୱାଲଙ୍କୁ ଏକ ଚେତାବନୀରେ ମସ୍କ କହିଛନ୍ତି ଯେ ନିୟାମକ ଏଜେନ୍ସିରେ କମ୍ପାନୀର…
ବାଂଲାଦେଶରେ ଶ୍ରୀଲଙ୍କା ସ୍ଥିତି…
ଢାକା, ୧୭।୫ : ଏବେ ବାଂଲାଦେଶରେ ଶ୍ରୀଲଙ୍କା ପରି ସଙ୍କଟ ଦେଖାଦେଇଛି। ଲଗାତାର ବାଂଲାଦେଶର ବିଦେଶୀ ମୁଦ୍ରା ଭଣ୍ଡାର ପରିମାଣ କମିବାରେ ଲାଗିଛି। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳଠାରୁ ଆରମ୍ଭ କରି ଅନ୍ୟ ସମସ୍ତ ସାମଗ୍ରୀର ଦାମ ବଢ଼ିବାରେ ଲାଗିଛି। ଏହା…
ସରକାରଙ୍କୁ ସର୍ତ୍ତମୂଳକ ସମର୍ଥନ ଦେବ ମୁଖ୍ୟ ବିରୋଧୀ ଦଳ
କଲମ୍ବୋ,୧୭।୫: ଶ୍ରୀଲଙ୍କାରେ ଦୀର୍ଘଦିନ ହେଲା ଲାଗିରହିଥିବା ଅର୍ଥନୈତିକ ଓ ରାଜନୈତିକ ସଙ୍କଟର ସମାଧାନ ନିମନ୍ତେ ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେଙ୍କ ନେତୃତ୍ୱରେ ଗଠିତ ଅନ୍ତରୀଣ ସରକାରଙ୍କୁ ସର୍ତ୍ତମୂଳକ ସମର୍ଥନ ଯୋଗାଇଦେବାକୁ ମୁଖ୍ୟ ବିରୋଧୀ ଦଳ ସାମାଗି ଜନ ବଲଓ୍ବେଗୟା (ଏସ୍ଜେବି) ସୋମବାର ରାଜି…
ଶ୍ରୀଲଙ୍କାରେ ପେଟ୍ରୋଲ ଶେଷ
କଲମ୍ବୋ,୧୭।୫: ଶ୍ରୀଲଙ୍କାରେ ପେଟ୍ରୋଲ ଷ୍ଟକ୍ ଆଉ ମାତ୍ର ଗୋଟିଏ ଦିନ ପାଇଁ ରହିଛି। ଏହି ଦ୍ୱୀପଦେଶର ଅର୍ଥନୀତି ଅନିଶ୍ଚିତ ସ୍ଥିତିରେ ପହଞ୍ଚିଥିବା ପ୍ରଧାନମନ୍ତ୍ରୀ ରାନିଲ ବିକ୍ରମସିଂହେ କହିଛନ୍ତି। ଦେବାଳିଆ ହୋଇପଡ଼ିଥିବା ଦେଶକୁ ଆଗାମୀ ଦିନରେ ଅଧିକ କଠିନ ସମସ୍ୟାର ସମ୍ମୁଖୀନ ହେବାକୁ…
Archives


