ବେଜିଂ ଅଲିମ୍ପିକ୍ସର କୂଟନୈତିକ ବହିଷ୍କାର କଲା ଆମେରିକା…
ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସରକାର ଏକ ବଡ ଘୋଷଣା କରିଛନ୍ତି। ଚାଇନାରେ ୨୦୨୨ରେ ହେବାକୁୂଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ବହିଷ୍କାର କରିବ। ହ୍ବାଇଟ ହାଉସର ପ୍ରେସ ସଚିବ ଜେନ୍ ସାକି କହିଛନ୍ତି ଯେ ବେଜିଂରେ...
ଭୟଙ୍କର ହେବ ଆଗାମୀ ମହାମାରୀ
ଲଣ୍ଡନ, ୭ା୧୨: ଭବିଷ୍ୟତରେ ଆସିବାକୁ ଥିବା ମହାମାରୀ କୋଭିଡ୍-୧୯ଠାରୁ ଅଧିକ ଭୟଙ୍କର ହୋଇପାରେ। କରୋନା ଅପେକ୍ଷା ଏହା ବେଶି ସଂକ୍ରାମକ ଓ ଘାତକ ହୋଇପାରେ। କୋଭିଡ୍ ମହାମାରୀଠାରୁ ଶିକ୍ଷା ନେଇ ଆଗାମୀ ଦିନରେ ଏଥିପାଇଁ ବିଶ୍ୱ ନିଜକୁ ପ୍ରସ୍ତୁତ କରିବା...
୪୭ ଦେଶକୁ ବ୍ୟାପିଲା ଓମିକ୍ରନ୍, ଦକ୍ଷିଣ ଆଫ୍ରିକାରେ ୭୦୦ ଗୁଣ ବଢିଲା ସଂକ୍ରମଣ
ଜୋହାନସବର୍ଗ,୭ ।୧୨: ନଭେମ୍ବର ଶେଷ ସପ୍ତାହରେ ଚିହ୍ନଟ ହାଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍ ଏବେ ସାରା ବିଶ୍ୱକୁ ଅନିଶ୍ଚିତା ଭିତରକୁ ଠେଲି ଦେଇଥିବା ବେଳେ ସବୁଠି ଭୟର ବାତାବରଣ ସୃଷ୍ଟି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ)ର ସୂଚନା...
ବୈଜ୍ଞାନିକଙ୍କ ଚେତାବନୀ ଭୟଙ୍କର ହେବ ଆଗାମୀ ମହାମାରୀ
ଲଣ୍ଡନ,୬।୧୨: ଭବିଷ୍ୟତରେ ଆସିବାକୁ ଥିବା ମହାମାରୀ କୋଭିଡ୍-୧୯ଠାରୁ ଅଧିକ ଭୟଙ୍କର ହୋଇପାରେ। କରୋନା ଅପେକ୍ଷା ଏହା ବେଶୀ ସଂକ୍ରାମକ ଓ ଘାତକ ହୋଇପାରେ। ଏଥିପାଇଁ ବିଶ୍ୱ ନିଜକୁ ପ୍ରସ୍ତୁତ କରିବା ଆବଶ୍ୟକ ବୋଲି ଅକ୍ସଫୋର୍ଡ-ଆଷ୍ଟ୍ରଜେନିକା ଭାକ୍ସିନ ପ୍ରସ୍ତୁତକର୍ତ୍ତାଙ୍କ ମଧ୍ୟରୁ ଅନ୍ୟତମ...
ସ୍ପୁଟନିକ ସିଙ୍ଗଲ ଡୋଜ ଭ୍ୟାକ୍ସିନକୁ ମଞ୍ଜୁରୀ ଦେଲା ଆର୍ଜେଣ୍ଟିନା
ବୁନୋସ ଏରିସ,୬ ।୧୨: କରୋନା ମହାମାରୀକୁ ଦୂରେଇ ଦେବାକୁ ଆର୍ଜେଣ୍ଟିନା ରୁଷିଆ ଦ୍ୱାରା ପ୍ରସ୍ତୁତ ସ୍ପୁଟନିକ ଲାଇଟ୍ ଭ୍ୟାକ୍ସିନକୁ ବ୍ୟବହାର ଲାଗି ମଞ୍ଜୁରୀ ପ୍ରଦାନ କରିଛି । ଏହାପରେ ଏହାକୁ ବୁଷ୍ଟର ଶଟ୍ କିମ୍ବା ଭ୍ୟାକ୍ସିନ ଡୋଜ ଭାବେ ବ୍ୟବହାର...
ନେପାଳରେ ପଶିଲା ଓମିକ୍ରନ
କାଠମାଣ୍ଡୁ,୬ା୧୨: କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ନେପାଳରେ ପହଞ୍ଚିଛି। କଏଠାରେ ୨ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଏ ସମ୍ପର୍କରେ ଆଉ କୌଣସି ସୂଚନା ପ୍ରକାଶ କରାଯାଇ ନାହିଁ। ଭାରତ ସମେତ ୩୦ରୁ ଅଧିକ ଦେଶ ଏହି ନୂଆ...
ଭାରତ ଚତୁର୍ଥ ଶକ୍ତିଶାଳୀ ଦେଶ, ଶୀର୍ଷରେ ଆମେରିକା…
ସିଡ୍ନୀ,୬।୧୨: ଭାରତ ଏସିଆର ଚତୁର୍ଥ ଶକ୍ତିଶାଳୀ ଦେଶ। ଲୋଓ୍ବ ଇନଷ୍ଟିଚ୍ୟୁଟ ପକ୍ଷରୁ ଏସିଆ ପାୱାର୍ ଇଣ୍ଡେକ୍ସ-୨୦୨୧ରେ ଏସିଆର ସବୁଠାରୁ ଶକ୍ତିଶାଳୀ ଦେଶର ତାଲିକା ପ୍ରକାଶ କରାଯାଇଛିି। ତାଲିକାରେ ଭାରତ ଚତୁର୍ଥ ସ୍ଥାନରେ ରହିଛି। ଏହି ରିପୋର୍ଟରେ ଭାରତକୁ ଏସିଆର ମଧ୍ୟମ...
ଜାଣନ୍ତୁ କାହିଁକି ଓମିକ୍ରନ ମାରାତ୍ମକ
କରୋନା ଭୂତାଣୁର ନୂଆ ଭାରିଆଣ୍ଟ ଓମିକ୍ରନ ପୁଣି ଥରେ ଲୋକଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହି ଭୂତାଣୁର ସଂକ୍ରମଣକୁ ନେଇ ଲଗାତର ଭୟଙ୍କର କଥା ସବୁ ଶୁଣିବାକୁ ମିଳୁଛି। ଏହା ମଧ୍ୟରେ ମେଡାନ୍ତାର ଚେୟାରମ୍ୟାନ୍ ଡ. ନରେଶ ତ୍ରେହାନ ଏହି...
ଚନ୍ଦ୍ରରେ ରହସ୍ୟମୟ କୁଡ଼ିଆ, ଫଟୋ ପଠାଇଲା ରୋଭର…
ବେଜିଂ,୬।୧୨: ଚନ୍ଦ୍ରର ଦୂର ପାର୍ଶ୍ୱରେ ଏକ ରହସ୍ୟମୟ କୁଡ଼ିଆ ରହିଛି। ଚାଇନାର ରୋଭର ପଠାଇଥିବା ଫଟୋରୁ ଏହା ଜଣାପଡ଼ିଛି। ଚାଇନାର ଚାଙ୍ଗ-୪ ପ୍ରୋବ୍ ଦ୍ୱାରା ଚନ୍ଦ୍ରକୁ ପଠାଯାଇଥିବା ୟୁଟୁ-୨ ରୋଭର ଦ୍ୱାରା ଚନ୍ଦ୍ରର ଦୂର ପାର୍ଶ୍ୱକୁ ନିଆଯାଇଥିବା ଫଟୋରେ ଏଭଳି...
ସୁ କିଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ…
ନାପିଦ୍ୱ,୬।୧୨: ମ୍ୟାନ୍ମାରର ଏକ କୋର୍ଟ ଅଙ୍ଗ୍ ସାନ୍ ସୁ କିଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ କରିଛି। ଦେଶରେ ଘଟିଥିବା ସାମରିକ ବିଦ୍ରୋହ ସମୟରେ ସେ ପ୍ରତିରୋଧାତ୍ମକ କାର୍ଯ୍ୟ କରିଥିବା ଏବଂ କୋଭିଡ୍ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ଏଭଳି...
୭ରେ ବାଇଡେନ୍-ପୁଟିନ୍ ଆଲୋଚନା
ମସ୍କୋ, ୬ା୧୨: ୟୁକ୍ରେନ ସୀମାରେ ରୁଷିଆ ସେନା ମୁତୟନ ବଢ଼ାଇବାକୁ କେନ୍ଦ୍ର କରି ଆମେରିକା ଓ ରୁଷିଆ ମଧ୍ୟରେ ତିକ୍ତତା ବୃଦ୍ଧି ପାଇଛି। ୨୦୨୨ ପ୍ରାରମ୍ଭରେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିପାରେ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି...
ଆମେରିକାରେ ଓମିକ୍ରନ୍ ସହ ବଢୁଛି ଡେଲ୍ଟା ସଂକ୍ରମିତଙ୍କ ସଂଖ୍ୟା
ୱାଶିଂଟନ,୬ ।୧୨: କରୋନା ମହାମାରୀ ପୁଣିଥରେ ଯେମିତି ତା’ର କଡ ଲେଉଟାଇଛି । ଆମେରିକା ଭଳି ବିକାଶଶୀଳ ଦେଶରେ ଏବେ ପୁଣିଥରେ ଡେଲ୍ଟା ଭାରିଏଣ୍ଟ ଦ୍ୱାରା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇାବରେ ଲାଗିଛି । ଏହାସହ ଓମିକ୍ରନ୍ ବି ପହଞ୍ଚିଯିବା...
Archives


