କିଭ୍ କୋର୍ଟରେ ରୁଷୀୟ ଯୁଦ୍ଧ ଅପରାଧୀ
କିଭ୍/ମସ୍କୋ,୧୪।୫: ୟୁକ୍ରେନ୍ ରାଜଧାନୀ କିଭ୍ସ୍ଥିତ ଏକ କୋର୍ଟରେ ଶୁକ୍ରବାର ରୁଷୀୟ ସୈନ୍ୟ ଭାଡିମ୍ ଶିଶିମାରିନ୍ଙ୍କ ବିରୋଧରେ ଯୁଦ୍ଧ ଅପରାଧ ଅଭିଯୋଗର ଶୁଣାଣି ଆରମ୍ଭ ହୋଇଛି। ୨୧ ବର୍ଷୀୟ ଶିଶିମାରିନ୍ ଯୁଦ୍ଧର ନିୟମ ଉଲ୍ଲଂଘନ କରି ଜଣେ ନିରସ୍ତ୍ର ୟୁକ୍ରେନୀୟଙ୍କୁ ହତ୍ୟା କରିଥିଲେ।…
କିମ୍ ଜଙ୍ଗ୍ ପିନ୍ଧିଲେ ମାସ୍କ
ପ୍ୟୋଙ୍ଗୟାଙ୍ଗ,୧୩।୫: ପ୍ରଥମଥର ପାଇଁ ଉତ୍ତର କୋରିଆର ଏକଚ୍ଛତ୍ରବାଦୀ ଶାସକ କିମ୍ ଜଙ୍ଗ୍ ଉନ୍ ମାସ୍କ ପିନ୍ଧିଥିବାର ଦେଖିବାକୁ ମିଳିଛି। ଏକ ବୈଠକରେ ଯୋଗଦେବା ଅବସରରେ କିମ୍ ମାସ୍କ ପିନ୍ଧିଥିବା ନଜରକୁ ଆସିଛନ୍ତି। ଦୀର୍ଘ ଦୁଇବର୍ଷରୁ ଅଧିକ ସମୟ ଧରି ସାରା ବିଶ୍ୱ…
ୟୁକ୍ରେନରେ ପୁଣି କାର୍ଯ୍ୟ ଆରମ୍ଭ କରିବ ଭାରତୀୟ ଦୂତାବାସ
ନୂଆଦିଲ୍ଲୀ/କ୍ୱିଭ୍,୧୩।୫: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଥିବା ବେଳେ ଭାରତୀୟ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରୁଷିଆ ଓ ୟୁକ୍ରେନ ଯୋଗୁ ରାଜଧାନୀ କ୍ୱିଭ୍ରେ ଭାରତୀୟ ଦୂତାବାସ କାର୍ଯ୍ୟାଳୟକୁ ବନ୍ଦ ରଖାଯାଇଥିଲା। କିନ୍ତୁ…
୭୩ ବର୍ଷରେ ୟୁଏଇ ରାଷ୍ଟ୍ରପତିଙ୍କ ପରଲୋକ
ଦୁବାଇ,୧୩।୫: ପରଲୋକରେ ୟୁଏଇ ରାଷ୍ଟ୍ରପତି ଶେଖ ଖଲିଫା ବିନ ଜାୟେଦ ଅଲ ନାହାନ। ଶୁକ୍ରବାର ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ନେଇ ତାଙ୍କ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଅଯାଇଛି। ଏଥିସହ ଦେଶରେ ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା…
ଟୁଇଟର ଡିଲ୍କୁ ସ୍ଥଗିତ ରଖିଲେ ମସ୍କ
ଓ୍ବାଶିଂଟନ୍,୧୩।୫: ବିଶ୍ୱର ଧନଶାଳୀ ବ୍ୟକ୍ତି ତଥା ଟେସଲାର ସିଇଓ ଏଲୋନ ମସ୍କ ନିକଟରେ ଟୁଇଟର କିଣିବା ନେଇ ଘୋଷଣା କରିବା ପରେ ଚର୍ଚ୍ଚାକୁ ଆସିଥିଲେ। ପୁଣି ଏଲୋନ ମସ୍କ ତାଙ୍କର ଆଉ ଏକ ଟୁଇଟକୁ ନେଇ ଏବେ ଚର୍ଚ୍ଚାର ପରିସରକୁ ଆସିଛନ୍ତି।…
ପାଶ୍ଚାତ୍ୟ ଦେଶକୁ ପୁଟିନ୍ଙ୍କ ଆକ୍ଷେପ
ମସ୍କୋ,୧୩ା୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାଶ୍ଚାତ୍ୟ ଦେଶକୁ କଡ଼ା ଆକ୍ଷେପ କରିଛନ୍ତି। ୟୁକ୍ରେନରେ ରୁଷିଆର କାର୍ଯ୍ୟକଳାପ ପରେ ପାଶ୍ଚାତ୍ୟ ଦେଶମାନଙ୍କ ଦ୍ୱାରା ମସ୍କୋ ଉପରେ ଲାଗିଥିବା କଟକଣା ଦ୍ୱାରା ଉକ୍ତ ଦେଶ ନିଜେ ଗଭୀର ଭାବରେ ପ୍ରଭାବିତ ହୋଇଥିବା ପୁଟିନ୍…
ମୋବାଇଲ୍ରେ ଗେମ୍ ଖେଳୁ ଖେଳୁ ଚାଲିଗଲା ବାଳିକାଙ୍କ ଜୀବନ
ଫିଲାଡେଲଫିଆ,୧୩।୫: ଫିଲାଡେଲଫିଆରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମୋବାଇଲ୍ରେ ଗେମ୍ ଖେଳୁ ଖେଳୁ ଜଣେ ୧୦ ବର୍ଷୀୟା ବାଳିକାଙ୍କ ମୃତ୍ୟୁ ଘଟିଛି। ଏହି ମାମଲାରେ ତାଙ୍କ ପରିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଟିକଟକ ବିରୋଧରେ ମାମଲା ରୁଜୁ କରିଛନ୍ତି। ଝିଅଟି…
କରାଚି ବସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ସିନ୍ଧ ଓ ବଲୁଚିସ୍ତାନ ବିଚ୍ଛିନ୍ନତାବାଦୀ ଗୋଷ୍ଠୀ
କରାଚି,୧୩ ।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ହୋଇଥିବା ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି ସିନ୍ଧ ଓ ବଲୁଚିସ୍ତାନ ବିଚ୍ଛିନ୍ନତାବାଦୀ ଗୋଷ୍ଠୀ । କରାଚି ସଦର ଅଞ୍ଚଳରେ ଭିଡ ଥିବା ସମୟରେ ଏହି ବିସ୍ଫୋରଣ ହେବାରୁ ଲୋକେ…
ଉତ୍ତର କୋରିଆରେ କରୋନା ଆତଙ୍କ: ଜ୍ୱରରେ ୬ ଜଣଙ୍କ ମୃତ୍ୟୁ, ଆଇସୋଲେଶନରେ ୧.୮୭ ଲକ୍ଷ ଲୋକ
ପ୍ୟୋଙ୍ଗୟାଙ୍ଗ,୧୩ ।୫: ଏପର୍ଯ୍ୟନ୍ତ କରୋନା ମହାମାରୀ ପହଞ୍ଚି ନ ଥିବା ଦେଶ ଉତ୍ତର କୋରିଆରେ ଏବେ କରୋନା ଆତଙ୍କ । ଶୁକ୍ରବାର ସକାଳେ ଏଏଫପି ନ୍ୟୁଜ ଏଜେନ୍ସି ରାଜ୍ୟ ମିଡିଆର ସୂଚନାକୁ ଆଧାର କରି ଦେଇଥିବା ଖବର ଅନୁଯାୟୀ, ଉତ୍ତର କୋରିଆରେ…
ପାକିସ୍ତାନରେ ବଡ଼ ବିସ୍ଫୋରଣ
ଇସଲାମାବାଦ୍,୧୩।୫: ପାକିସ୍ତାନର କରାଚିରେ ଗୁରୁବାର ବିଳମ୍ବିତ ରାତିରେ ବୋମା ବିସ୍ଫୋରଣ ହୋଇଛି। ଏହି ବୋମା ବିସ୍ଫୋରଣରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଆହତଙ୍କ ସଂଖ୍ୟା ୧୩ରୁ ଅଧିକ ବୋଲି ଜଣାପଡିଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଲୋକମାନେ ଏହାର ଶବ୍ଦକୁ…
୩ ବାଲିଷ୍ଟିକ୍ ମିଶାଇଲ ପରୀକ୍ଷଣ କଲା ଉତ୍ତର କୋରିଆ
ସିଓଲ, ୧୨ା୫: ଉତ୍ତର କୋରିଆ ଗୁରୁବାର କମ୍ ଦୂରତା ବିଶିଷ୍ଟ ୩ ବାଲିଷ୍ଟିକ୍ ମିଶାଇଲ ସମୁଦ୍ରରେ ପରୀକ୍ଷଣ କରିଥିବା ଦକ୍ଷିଣ କୋରିଆ ସେନା ପକ୍ଷରୁ କୁହାଯାଇଛି। ଜାପାନ ମଧ୍ୟ ଉତ୍ତର କୋରିଆର କ୍ଷେପଣାସ୍ତ୍ର ପରୀକ୍ଷଣ ବାବଦରେ ଅବଗତ ହେବା ସହ ଏହାର…
ନୂଆ ରୂପ ନେବ ୭୫ ଭାରତୀୟ ଗ୍ରାମ
ଜେରୁଜେଲମ୍,୧୨।୫: ସ୍ବାଧୀନତାର ୭୫ତମ ବାର୍ଷିକୀକୁ ସ୍ମରଣୀୟ କରିବା ପାଇଁ ୭୫ଭାରତୀୟ ଗ୍ରାମକୁ ଇସ୍ରାଏଲ୍ ସହଯୋଗରେ ନୂଆ ରୂପ ଦିଆଯିବ ବୋଲି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି। କୃଷି କ୍ଷେତ୍ରରେ ଦୁଇ ଦେଶର ସହଯୋଗ ନୂତନ ସ୍ତରରେ ପହଞ୍ଚିଛି। ୪…
Archives


