ସାଉଦି ଆରବର ‘ସ୍ଲିପିଂ ପ୍ରିନ୍ସ’ଙ୍କ ଦେହାନ୍ତ; ୨୦ ବର୍ଷ ଧରି ଥିଲେ କୋମାରେ, ଜାଣନ୍ତୁ କିଏ ଥିଲେ…
ରିଆଧ,୨୦।୭: ସାଉଦୀ ଆରବର ‘ସ୍ଲିପିଂ ପ୍ରିନ୍ସ’ ଆଲୱାଲିଦ ବିନ ଖାଲିଦଙ୍କର ୨୦ ବର୍ଷ କୋମାରେ ରହିବା ପରେ ଦେହାନ୍ତ ହୋଇଛି। ସେ ସାଉଦି ରାଜ ପରିବାରର ସଦସ୍ୟ ତଥା ବିଶ୍ୱବ୍ୟାପୀ ‘ସ୍ଲିପିଂ ପ୍ରିନ୍ସ’ ନାମରେ ଜଣାଶୁଣା ଥିଲେ। ୨୦୦୫ ମସିହାରେ ମାତ୍ର…
ଭାରତର ବିମାନ ଆକ୍ରମଣକୁ ନେଇ ପାକିସ୍ତାନ ପୁଣି ଭୟଭୀତ, ୨୩ ଜୁଲାଇ ପର୍ଯ୍ୟନ୍ତ ଆକାଶ ସୀମା ବନ୍ଦ
ଇସଲାମାବାଦ,୨୦ା୭: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ଲସ୍କର-ଏ-ତୋଇବାର ଆଗଧାଡ଼ିର ସଂଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF) ଉପରେ ଆମେରିକା ପ୍ରତିବନ୍ଧକ ଲଗାଇବା ପରେ ପାକିସ୍ତାନରେ ହଇଚଇ ସୃଷ୍ଟି ହୋଇଛି। ଭାରତର ସମ୍ଭାବ୍ୟ ବିମାନ ଆକ୍ରମଣକୁ ନେଇ ପାକିସ୍ତାନ ସତର୍କ ଥିବା ପରି…
ଓ୍ବାଲ୍ ଷ୍ଟ୍ରିଟ୍ ଜର୍ନାଲ ବିରୋଧରେ ଟ୍ରମ୍ପ୍ଙ୍କ ମାନହାନି ମାମଲା
ଓ୍ବାଶିଂଟନ,୨୦ା୭: ଧନୀ ଫାଇନାନ୍ସର ଜେଫ୍ରି ଏପ୍ଷ୍ଟେଇନ୍ଙ୍କ ସହ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସମ୍ପର୍କକୁ ନେଇ ଓ୍ବାଲ୍ ଷ୍ଟ୍ରିଟ୍ ଜର୍ନାଲରେ ଗୁରୁବାର ଖବର ପ୍ରକାଶ ପାଇଥିଲା। ଏହାର ଦିନକ ପରେ ଟ୍ରମ୍ପ୍ ଉକ୍ତ ଖବରକାଗଜ ଏବଂ ମିଡିଆ ମୋଗଲ ରୁପେର୍ଟ ମୁର୍ଡୋଚ୍ଙ୍କ…
ଉଡ଼ାଣ ଭରିବାର କିଛି ସମୟ ପରେ ବିମାନରେ ଲାଗିଲା ନିଆଁ, ଦେଖନ୍ତୁ ଭୟଙ୍କର ଭିଡିଓ…
ଲସ ଆଞ୍ଜେଲସ,୨୦।୭: ଲସ ଆଞ୍ଜେଲସ ରୁ ଆଟଲାଣ୍ଟା ଯାଉଥିବା ଡେଲ୍ଟା ଏୟାରଲାଇନ୍ସ ବିମାନ DL446 ଶୁକ୍ରବାର ଦିନ ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ଇଞ୍ଜିନରେ ନିଆଁ ଲାଗିଯିବାରୁ ଜରୁରୀକାଳୀନ ଅବତରଣ କରିବାକୁ ପଡିଥିଲା। ଏହି ଘଟଣା ଲସ ଆଞ୍ଜେଲସ…
୨ ଭାରତୀୟଙ୍କୁ ହତ୍ୟା, ଜଣକୁ ଅପହରଣ କଲେ ଆତଙ୍କବାଦୀ
ନିଆମେ,୧୯ା୭: ନାଇଜରର ଡୋସୋ ଅଞ୍ଚଳରେ ଆତଙ୍କବାଦୀମାନେ ୨ ଜଣ ଭାରତୀୟଙ୍କୁ ହତ୍ୟା କରିବା ସହ ଅନ୍ୟ ଜଣକୁ ଅପହରଣ କରିନେଇଥିବା ସେଠାକାର ଭାରତୀୟ ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧୫ ତାରିଖରେ ଏହି ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ରାଜଧାନୀ ନିଆମେଠାରୁ…
ବ୍ରହ୍ମପୁତ୍ର ନଦୀରେ ଚାଇନା ଆରମ୍ଭ କଲା ବିଶ୍ୱର ସବୁଠାରୁ ବଡ଼ ବନ୍ଧ ନିର୍ମାଣ କାର୍ଯ୍ୟ, ଭାରତ ପାଇଁ ହେବ କି ଅଡୁଆ? ଜାଣନ୍ତୁ…
ବେଜିଂ,୧୯।୭: ଦକ୍ଷିଣ-ପୂର୍ବ ତିବ୍ଦତରେ ବ୍ରହ୍ମପୁତ୍ର ନଦୀ ଉପରେ ଚାଇନା ବିଶ୍ୱର ସର୍ବବୃହତ ନଦୀବନ୍ଧ ନିର୍ମାଣ ଆରମ୍ଭ କରିଛି। ଚାଇନା ଡିସେମ୍ବରରେ ଏହି ପ୍ରକଳ୍ପକୁ ମଞ୍ଜୁରୀ ଦେଇଥିଲା। ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୱିଆଙ୍ଗ ଶିଳାନ୍ୟାସ ଉତ୍ସବରେ ଯୋଗଦେବା ପାଇଁ ପହଞ୍ଚିବାରୁ ଏହି ପ୍ରକଳ୍ପ…
ଡାଟା ଲିକ୍ କରି ଫସିଲେ ଏହି ୨ ପ୍ରସିଦ୍ଧ YouTuber, କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଆପଲ୍
ଓ୍ବାଶିଂଟନ,୧୯ା୭: ବିଶ୍ୱର ସର୍ବବୃହତ ଟେକ୍ କମ୍ପାନୀ ଆପଲ ପ୍ରସିଦ୍ଧ YouTuber ଜନ ପ୍ରୋସର୍ ଏବଂ ମାଇକେଲ ରାମାସିଓଟିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛି। କମ୍ପାନୀ ଆମେରିକାର କାଲିଫର୍ନିଆର ଏକ କୋର୍ଟରେ ମାମଲା ଦାୟର କରିଛି। କମ୍ପାନୀ ଅଭିଯୋଗ କରିଛି ଯେ, ସେମାନେ…
ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପୂର୍ବରୁ ଯାହା କେହି କହି ନ ଥିଲେ, ତାହା କହିଦେଲେ ଟ୍ରମ୍ପ: ବିଶ୍ୱରେ ଖେଳିଗଲା…
ଓ୍ବାଶିଂଟନ୍,୧୯।୭: ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ ପୁଣି ଏକ ବଡ଼ ଦାବି କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ସେ କହିଛନ୍ତି, ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ସମୟରେ ୪-୫ଟି ଯୁଦ୍ଧ ବିମାନ ଖସାଇ ଦିଆଯାଇଥିଲା। ସେ ବାଣିଜ୍ୟ…
ପୁଣି ଧରାପଡ଼ିଲା ପାକିସ୍ତାନର ମିଛ: PoKରେ ଖୋଳିଖୋଲି ବୁଲୁଛନ୍ତି ମାସୁଦ ଆଝାର
ନୂଆଦିଲ୍ଲୀ,୧୯ା୭:ଭାରତର ମୋଷ୍ଟ ଓ୍ବାଣ୍ଟେଡ୍ ଆତଙ୍କବାଦୀ ତଥା ଜୈଶ-ଇ-ମହମ୍ମଦର ମୁଖ୍ୟ ମାସୁଦ ଆଝାରଙ୍କୁ ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ର ଗିଲ୍ଗିଟ-ବାଲଷ୍ଟାନ୍ ଅଞ୍ଚଳର ସ୍କାର୍ଦୁସ୍ଥିତ ସଦପାରା ରୋଡ୍ରେ ଥିବା ଗୋଇନ୍ଦା ରିପୋର୍ଟରୁ ଜଣାପଡ଼ିଛି। ଶୁକ୍ରବାର ଏକ ଜାତୀୟ ଗଣମାଧ୍ୟମରେ ଏନେଇ ରିପୋର୍ଟ ପ୍ରକାଶ ପାଇଛି।…
ପାକିସ୍ତାନକୁ ବଡ଼ ଝଟ୍କା ଦେଲା ବନ୍ଧୁ ଚାଇନା: ସାଥ୍ ଦେବାକୁ ସିଧା ସିଧା ମନା କରିଦେଲା
ବେଜିଂ,୧୯।୭: ଚାଇନା ବିଭିନ୍ନ ଦେଶକୁ ଆଞ୍ଚଳିକ ସୁରକ୍ଷା ପାଇଁ ଆତଙ୍କବାଦ ବିରୋଧରେ ସହଯୋଗ ବୃଦ୍ଧି କରିବାକୁ ଆହ୍ବାନ କରିଛି। ଆମେରିକା ପାକିସ୍ତାନର ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର ଏକ ଛାମୁଆ ସଂଗଠନ ଦି ରେଜିଷ୍ଟାନ୍ସ ଫ୍ରଣ୍ଟ (TRF)କୁ ଏକ ବିଶ୍ୱ ଆତଙ୍କବାଦୀ ସଂଗଠନ…
ଥାଇଲ୍ୟାଣ୍ଡରେ ବୌଦ୍ଧ ଭିକ୍ଷୁଙ୍କ ଯୌନ କେଳେଙ୍କାରୀ: ‘ମିସ୍ ଗଲ୍ଫ’ ନାମକ ମହିଳାଙ୍କ ବ୍ଲାକମେଲିଂ ରାକେଟରେ ହଇଚଇ
ବ୍ୟାଙ୍କକ,୧୮ା୭: ଥାଇଲ୍ୟାଣ୍ଡରେ ଏକ ବିଶାଳ ଯୌନ କେଳେଙ୍କାରୀ ପ୍ରକାଶ ପାଇଛି, ଯାହା ଦେଶର ବୌଦ୍ଧ ଧର୍ମୀୟ ପ୍ରତିଷ୍ଠାନକୁ ବିବାଦରେ ଟାଣି ଆଣିଛି। ଜଣେ ମହିଳା, ଯିଏ ‘ମିସ୍ ଗଲ୍ଫ’ ନାମରେ ପରିଚିତ, ଅନୁମାନିକ ୯ ଜଣ ବୌଦ୍ଧ ଭିକ୍ଷୁଙ୍କ ସହ ଯୌନ…
ତୃତୀୟ ବିଶ୍ୱଯୁଦ୍ଧ ହେବା ନିଶ୍ଚିତ! ପୂର୍ବତନ ରୁଷିଆ ରାଷ୍ଟ୍ରପତିଙ୍କ ଧମକକୁ ନେଇ ହଇଚଇ
ମସ୍କୋ,୧୮।୭: ପୂର୍ବତନ ରୁଷିଆ ରାଷ୍ଟ୍ରପତି ଏବଂ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଘନିଷ୍ଠ ସହଯୋଗୀ ଦିମିତ୍ରୀ ମେଦଭେଦେବ ୟୁକ୍ରେନ ଯୁଦ୍ଧ ସହିତ ଜଡିତ ବିପଦକୁ ଇଙ୍ଗିତ କରିଛନ୍ତି। ସେ କହିଛନ୍ତି, ଯଦି ପାଶ୍ଚାତ୍ୟ ଦେଶଗୁଡ଼ିକ ଦ୍ୱାରା ଯୋଗାଇ ଦିଆଯାଇଥିବା ଅସ୍ତ୍ରଶସ୍ତ୍ର ଯୋଗୁ ୟୁକ୍ରେନରେ…
Archives


