ଅନ୍ତର୍ଜାତୀୟ

କୁଏତରେ ନୁପୁରଙ୍କ ବିରୋଧରେ ପ୍ରଦର୍ଶନ, ଭାରତୀୟ ସମେତ ଏସିଆ ନାଗରିକ ଗିରଫ , ଭିଜା ରଦ୍ଦ

କୁଏତ,୧୩ ।୬: ଭାରତୀୟ ଜନତା ପାର୍ଟି(ଭାଜପା)ର ପୂର୍ବତନ ପ୍ରବକ୍ତା ନୁପୁର ଶର୍ମାଙ୍କ ବିରୋଧରେ ଜୁନ ୧୦ରେ ଫହାହିଲ ଅଞ୍ଚଳରେ ବିରୋଧ ପ୍ରଦର୍ଶନ କରୁଥିବା ଭାରତୀୟଙ୍କ ସମେତ ଅଣପ୍ରବାସୀ ଏସିଆ ନାଗରିକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ନିଷ୍ପତ୍ତି ନିଆଯାଇଛି । ଏମାନଙ୍କୁ…

ରୁଷିଆ-ୟୁକ୍ରେନ ଯୁଦ୍ଧ: ଗୁଜରାଟର ଲକ୍ଷ ଲକ୍ଷ ହୀରା ଶ୍ରମିକଙ୍କ ଜୀବନ ଜୀବିକା ପ୍ରଭାବିତ

ମସ୍କୋ/ଗାନ୍ଧୀନଗର,୧୩ ।୬: ରୁଷିଆ-ୟୁକ୍ରେନ ଯୁଦ୍ଧ ସାରା ବିଶ୍ୱରେ କିଛି ନା କିଛି ପ୍ରଭାବ ନିଶ୍ଚିତ ଭାବେ ପକାଇଛି । ଏବେ ଏହାର ପ୍ରଭାବ ଗୁଜରାଟର ହୀଳା ଶିଳ୍ପ ଉପର ପଡିଥିବା ଦେଖାଯାଇଛି । ବିଶେଷ କରି ସ୍ୱରାଷ୍ଟ୍ରର ଗ୍ରାମାଞ୍ଚଳରେ କାମ କରୁଥିବା…

ରୁଷିଆରେ ଓମିକ୍ରନ୍‌ର ନୂଆ ବିପଜ୍ଜନକ ଭାରିଆଣ୍ଟ ଚିହ୍ନଟ, ୧୬୬ ଆକ୍ରାନ୍ତ ଚିହ୍ନଟ…

ମସ୍କୋ, ୧୩।୬ : ରୁଷିଆରେ ଓମିକ୍ରନର ଏକ ନୂତନ ବିପଜ୍ଜନକ ସବ-ଭାରିଆଣ୍ଟ ଚିହ୍ନଟ ହୋଇଛି। ଏହା ଅନ୍ୟ ପ୍ରକାର ଅପେକ୍ଷା ଶୀଘ୍ର ବିସ୍ତାର ହୋଇଥାଏ ବୋଲି ବିଶେଷଜ୍ଞ ମତପୋଷଣ କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ଓମିକ୍ରନର ସବ-ଭାରିଆଣ୍ଟ ଅପେକ୍ଷା ଏହି ବିଏ.୪…

ଆଦାନୀଙ୍କ ପାଓ୍ବାର ପ୍ରୋଜେକ୍ଟ ପ୍ରତିଷ୍ଠା ପାଇଁ ଜୋର ଦେଇଥିଲେ ମୋଦି

କଲମ୍ବୋ, ୧୩ା୬: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀଲଙ୍କାରେ ୫ଶହ ମେଗାଓ୍ବାଟ୍‌ ବିଶିଷ୍ଟ ପବନଚାଳିତ ଏକ ବିଦ୍ୟୁତ୍‌ ପ୍ରକଳ୍ପ ପ୍ରତିଷ୍ଠା ଦାୟିତ୍ୱ ଆଦାନୀ ଗ୍ରୁପ୍‌କୁ ଦେବା ପାଇଁ ଜୋର ଦେଇଥିବା ନେଇ ସେଠାକାର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍‌ସେଙ୍କୁ କହିଥିଲେ। ଶ୍ରୀଲଙ୍କା ବିଦ୍ୟୁତ୍‌…

ୟୁକ୍ରେନ୍‌ର ଇୟୁ ସଦସ୍ୟତା: ଆସନ୍ତା ସପ୍ତାହରେ ନିଷ୍ପତ୍ତି

କିଭ୍‌, ୧୩ା୬ ୟୁରୋପୀୟ ୟୁନିୟନ (ଇୟୁ)ର ସଦସ୍ୟ ହେବା ନେଇ ୟୁକ୍ରେନ୍‌ ଆବଶ୍ୟକ ପ୍ରକ୍ରିୟା ଆରମ୍ଭ କରିବ କି ନା ତାହା ଆସନ୍ତା ସପ୍ତାହରେ ଜଣାପଡ଼ିବ। ଇୟୁ ମୁଖ୍ୟ ଉର୍ସୁଲା ଭୋନ୍‌ ଡେର୍‌ ଲେୟେନ୍‌ ଶନିବାର ୟୁକ୍ରେନ୍‌ ଗସ୍ତ କରିବା ପରେ…

ଶାସନରେ ମହାରାଣୀଙ୍କ ରେକର୍ଡ

ଇଂଲଣ୍ଡ,୧୩।୬: ଦୀର୍ଘଦିନ ଧରି ଶାସନ କରିଥିବା ଶାସକଙ୍କ ସୂଚୀର ଦ୍ୱିତୀୟ ସ୍ଥାନରେ ବ୍ରିଟେନ୍‌ ମହାରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରହିଛନ୍ତି। ଥାଇଲାଣ୍ଡ ରାଜା ଭୂମିବୋଲ ଅଦୁଲ୍ୟାଦେଜ୍‌ଙ୍କୁ ପଛରେ ପକାଇ ମହାରାଣୀ ଏହି ସ୍ଥାନ ଅଧିକାର କରିଛନ୍ତି। ତାଲିକାର ପ୍ରଥମରେ ଫ୍ରାନ୍ସର ଲୁଇସ ଚତୁର୍ଦ୍ଦଶ…

ବନ୍ଧୁକ ଆମକୁ ମାରିଦେବ ଲଗାମ ଲଗାଅ

ଓ୍ବାଶିଂଟନ୍‌, ୧୩ା୬: ‘ବନ୍ଧୁକ ଆମକୁ ମାରିଦେବ। ତୁରନ୍ତ ଏହା ଉପରେ ଲଗାମ ଲଗାଇ ଆମ ଜୀବନ ବଞ୍ଚାଅ’ ନାରା ଦେଇ ଆମେରିକାବାସୀ ବନ୍ଧୁକ ନିୟନ୍ତ୍ରଣ ଆଇନ ଆଣିବା ଦାବିରେ ବିଶାଳ ଶୋଭାଯାତ୍ରା ଆୟୋଜନ କରିଛନ୍ତି। ନ୍ୟୁୟର୍କ ଓ ଟେକ୍ସାସ ଗୁଳିକାଣ୍ଡ ପରେ…

ବିପଦରେ ପାକିସ୍ତାନ ଗଣତନ୍ତ୍ର

ଇସ୍‌ଲାମାବାଦ,୧୩ା୬: ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ କୁଖ୍ୟାତ ଗୋଇନ୍ଦା ସଂସ୍ଥା ଇଣ୍ଟର ସର୍ଭିସେସ୍‌ ଇଣ୍ଟେଲିଜେନ୍ସ (ଆଇଏସ୍‌ଆଇ)କୁ ସିଭିଲ୍‌ ସର୍ଭିସ୍‌ ପାଇଁ ନିଯୁକ୍ତି କ୍ଷମତା ପ୍ରଦାନ କରିଛନ୍ତି। ଦେଶର ସାଧାରଣ ଲୋକଙ୍କ ଜୀବନରେ କ୍ରମବର୍ଦ୍ଧିଷ୍ଣୁ ସାମରିକ ହସ୍ତକ୍ଷେପ ଯୋଗୁ ଗଣତନ୍ତ୍ର ପ୍ରତି…

ଆଫଗାନିସ୍ତାନରେ ପୁଣି ବିସ୍ଫୋରଣ: ଜଣେ ତାଲିବାନ ସଦସ୍ୟଙ୍କ ମୃତ୍ୟୁ, ୬ ଆହତ

କାବୁଲ,୧୨ା୬: ଆଫଗାନିସ୍ତାନର କୁନାରରେ ରବିବାର ବିସ୍ଫୋରଣରେ ଜଣେ ତାଲିବାନ ସଦସ୍ୟଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ସାଧାରଣ ନାଗରିକଙ୍କ ସମେତ ୬ ଜଣ ଆହତ ହୋଇଛନ୍ତି।   ଏହି ଘଟଣା ସମ୍ପର୍କରେ ସୂଚନା ଦେଇ ସ୍ଥାନୀୟ ସୁରକ୍ଷା ଅଧିକାରୀ କହିଛନ୍ତି, ଆଜି…

ୟୁକ୍ରେନରେ ଅସ୍ତ୍ରଶସ୍ତ୍ରର ଅଭାବ

କ୍ୱିଭ୍‌,୧୨ା୬: ଫେବୃୟାରୀ ୨୪ରେ ଆରମ୍ଭ ହୋଇଥିବା ରୁଷିଆ-ୟୁକ୍ରେନ ଯୁଦ୍ଧ ଏବେ ବି ଜାରି ରହିଛି। ରୁଷିଆ ସୈନିକମାନେ କ୍ରମାଗତ ଭାବରେ ୟୁକ୍ରେନ ସହରରେ କ୍ଷେପଣାସ୍ତ୍ର ମାଡ଼ କରୁଛନ୍ତି। ଏପରିସ୍ଥିତିରେ ପାଶ୍ଚାତ୍ୟ ଦେଶ ଏବଂ ଆମେରିକା ୟୁକ୍ରେନକୁ ଅସ୍ତ୍ର ଯୋଗାଉଛନ୍ତି। ତେବେ ତିନି…

ମନି ଲଣ୍ଡରିଂକୁ ଆଇନଗତ କରିବାକୁ ସରକାରଙ୍କ ଯୋଜନା, ବିରୋଧୀଙ୍କ ସମାଲୋଚନା …

ଢାକା, ୧୨।୬ : ମନି ଲଣ୍ଡରିଂକୁ ଆଇନଗତ କରିବାକୁ ବାଂଲାଦେଶ ସରକାରଙ୍କ ଯୋଜନାକୁ ନେଇ ଦେଶରେ ତୀବ୍ର ବିବାଦ ଦେଖାଦେଇଛି। କେବଳ ବିରୋଧୀ ନୁହନ୍ତି, ନାଗରିକ ସମାଜ ସଂଗଠନ ମଧ୍ୟ ଏହି ଯୋଜନାକୁ ସମାଲୋଚନା କରିଛନ୍ତି। ଆସନ୍ତା ଆର୍ଥିକ ବର୍ଷ ପାଇଁ…

ଏସିଆରେ ଚାଇନା ପ୍ରତି ଥିବା ସମର୍ଥନ ହ୍ରାସ କରିବାକୁ ଉଦ୍ୟମ କରୁଛି ଆମେରିକା…

ବେଜିଂ, ୧୨।୬ : ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଆମେରିକା ବିରୋଧରେ ବଡ଼ ଧରଣର ଅଭିଯୋଗ କରିଛି। ଆମେରିକା ଜାଣିଶୁଣି ଚାଇନାର ସାମ୍ରଦିକ ସୀମାରେ ପାଟ୍ରୋଲିଂ ସହିତ ଆମ ଅଞ୍ଚଳର କାର୍ଯ୍ୟରେ ହସ୍ତକ୍ଷେପ ଏବଂ ଦକ୍ଷିଣ ଚୀନ ସାଗରରେ ଯୁଦ୍ଧ ଜାହାଜ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?