ତାଲିବାନ ବାଟରେ କଣ୍ଟା ବିଛାଉଛି ପାକିସ୍ତାନ, ଛୋଟ ଜିହାଦି ଗୋଷ୍ଠୀଙ୍କୁ ସମର୍ଥନ…
କାବୁଲ/ଇସଲାମାବାଦ୍,୧୪।୧୧: ଆଫଗାନିସ୍ତାନରେ ପାକିସ୍ତାନ ତାଲିବାନ ବାଟରେ କଣ୍ଟା ବିଛାଉଛି। ଦେଶରେ ଥିବା ଛୋଟ ଜିହାଦି ଗୋଷ୍ଠୀଙ୍କୁ ପାକିସ୍ତାନର ଗୋଇନ୍ଦା ସଂସ୍ଥା ଆଇଏସଆଇ ସମର୍ଥନ କରୁଛି। ତାଲିବାନକୁ ବାଧା ଦେବା ପାଇଁ ଏଭଳି କରାଯାଉଥିବା ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ପାକିସ୍ତାନର...
ରୁଷିଆ-ୟୁକ୍ରେନ୍ ମୁହାଁମୁହିଁ, ସୀମାରେ ସମରସଜ୍ଜା…
ମସ୍କୋ,୧୪।୧୧: ରୁଷିଆ ଏବଂ ୟୁକ୍ରେନ୍ ସୀମାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏହି ମୁହାଁମୁହିଁ ପରିସ୍ଥିତି ଯୋଗୁ ଯୁଦ୍ଧ ଆଶଙ୍କା ସୃଷ୍ଟି ହୋଇଛି। ଇତିମଧ୍ୟରେ ଦୁଇ ଦେଶ ପକ୍ଷରୁ ସୀମାରେ ତୋପ ଏବଂ ଟ୍ୟାଙ୍କ ସହିତ ଅନ୍ୟାନ୍ୟ ଯୁଦ୍ଧ ସରଞ୍ଜାମ ଠୁଳ...
ବେଲ୍ଟ ଆଣ୍ଡ ରୋଡ୍ର ରିବ୍ରାଣ୍ଡିଂ କରୁଛି ଚାଇନା
ବେଜିଂ, ୧୪ା୧୧: ଆମେରିକାର ‘ବିଲ୍ଡ ବ୍ୟାକ୍ ବେଟର ଓ୍ବାଲର୍ଡ’ (ବି୩ଡବ୍ଲ୍ୟୁ) ପଦକ୍ଷେପକୁ ପ୍ରତିହତ କରିବା ପାଇଁ ଚାଇନା ଏହାର ମଲ୍ଟି-ବିଲିୟନ-ଡଲାର ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍ ରୋଡ୍ ଇନିସିଏଟିଭ୍(ବିଆର୍ଆଇ)କୁ ନୂଆ ରୂପ ଦେବାକୁ ଉଦ୍ୟମ କରୁଛି। ଗତ ଜୁନରେ ଜି-୭ ଶିଖର...
ଚାଇନାକୁ ଝଟ୍କା ଦେଲା ଶ୍ରୀଲଙ୍କା
କଲମ୍ବୋ,୧୪ ।୧୧: ଚାଇନାର ଆକ୍ରମକ ବିସ୍ତରାବାଦୀ ନୀତି ଓ ଋଣ ଜାଲରେ ଫସାଇବାର ଯୋଜନାକୁ ଦେଖି ଛୋଟ ଛୋଟ ଦେଶବି ମୁହଁ ଖୋଲିବା ଆରମ୍ଭ କରି ଦେଲେଣି । ଏବେ ଏଥିରେ ସାମିଲ ହୋଇଛି ଶ୍ରୀଲଙ୍କା । ଚାଇନା କମ୍ପାନୀର...
ବିବାହକୁ ନେଇ ଟ୍ରୋଲ ହେଉଛନ୍ତି ମଲାଲା!
ଲଣ୍ଡନ,୧୪ ।୧୧: ନୋବେଲ ପୁରସ୍କାର ବିଜୟୀନି ମଲାଲା ୟୁସୁଫଜାଇ ବିବାହ ପାଇଁ ନେଇଥିବା ନିଜର ନିସ୍ପତ୍ତି ସମ୍ପର୍କରେ ଏକ ନିବନ୍ଧ ଲେଖିଛନ୍ତି । ମଲାଲା ନଭେମ୍ବର ୯ରେ ଇଂଲଣ୍ଡର ବର୍ମିଂହାମରେ ଅସର ମଲିକଙ୍କୁ ବିବାହ କରିଛନ୍ତି । ଯେତେବେଳେ ମଲାଲା...
ପାକ୍ ଦେଇ ଆଫଗାନିସ୍ତାନକୁ ଗହମ ଯୋଗାଇ ପାରିବ ଭାରତ
ଇସଲାମାବାଦ,୧୩ା୧୧: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଛନ୍ତି, ସେ ଆଫଗାନିସ୍ତାନର ଆବେଦନ ଉପରେ ବିଚାର କରିବାକୁ ପ୍ରସ୍ତୁତ। ଯେଉଁଥିରେ ପାକିସ୍ତାନ ଦେଇ ଭାରତୀୟ ଗହମ ଆମଦାନୀ କରିବାକୁ ଅନୁମତି ମାଗିଛି ଆଫଗାନିସ୍ତାନ। ଏହା ସହିତ ସେ ଅନ୍ତର୍ଜାତୀୟ ସମୁଦାୟକୁ ମାନବିକ...
ଗଦା ହୋଇଛି ଟନ୍ଟନ୍ ପୋଷାକ, ଏଥିରୁ ନିଜ ପାଇଁ ବାଛୁଛନ୍ତି ଲୋକେ
ସାଣ୍ଟିଆଗୋ,୧୩ା୧୧: ଦକ୍ଷିଣ ଆମେରିକୀୟ ଦେଶ ଚିଲି ଏହାର ସୁନ୍ଦର ପାହାଡ଼ ପାଇଁ ସାରା ବିଶ୍ୱରେ ଜଣାଶୁଣା। ଏହି ଦେଶରେ ୨୦ ହଜାର ଫୁଟରୁ ଅଧିକ ଉଚ୍ଚର ୨୦ଟି ପାହାଡ଼ ରହିଛି। ମାତ୍ର ଚିଲିର ଆଟାକାମା ମରୁଭୂମିରେ ଏକ ପାହାଡ଼ ରହିଛି,...
ପାକିସ୍ତାନ ହାରିବା ପରେ ଉତ୍ସବ ପାଳିଲେ ବେଲୁଚିସ୍ତାନ ବାସିନ୍ଦା ! ଦେଖନ୍ତୁ ଭିଡିଓ
ଇସଲାମାବାଦ,୧୩।୧୧: ଟି -୨୦ ବିଶ୍ୱକପ୍ର ସେମିଫାଇନାଲରେ ପାକିସ୍ତାନର ପରାଜୟ ପରେ ଲୋକମାନେ ସୋସିଆଲ ମିଡିଆରେ ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ଏହି ପରାଜୟରେ ପାକିସ୍ତାନୀ କ୍ରିକେଟ ପ୍ରଶଂସକମାନେ ଗଭୀର ନିରାଶ ହୋଇଥିବାବେଳେ ପାକିସ୍ତାନୀ ନେତୃତ୍ୱ ଦ୍ୱାରା ଅସୁବିଧାରେ ପଡ଼ିଥିବା ଲୋକମାନେ ଏହାକୁ...
ଏଣିକି କରୋନାର ସ୍ଥାୟୀ ଚିକିତ୍ସା, ବୈଜ୍ଞାନିକମାନେ ଦେଲେ ପ୍ରତିଶ୍ରୁତି
ଓ୍ବାଶିଂଟନ,୧୩ା୧୧: କରୋନା ମହାମାରୀ ସମଗ୍ର ବିଶ୍ୱରେ ଦୀର୍ଘ ୨ ବର୍ଷ ଧରି ତା’ର କାୟା ବିସ୍ତାର କରିଚାଲିଛି। ଟିକାକରଣ ଯୋଗୁ ଏହା କିଛିମାତ୍ରାରେ କମିଛି। ମାତ୍ର ଆଜି ପର୍ଯ୍ୟନ୍ତ ଏହାର ସ୍ଥାୟୀ ପ୍ରତିକାର ବ୍ୟବସ୍ଥା ମିଳିନାହିଁ। ସମଗ୍ର ବିଶ୍ୱର ବୈଜ୍ଞାନିକମାନେ...
ମହାକାଶରେ ଶିଶୁ ହେବେ ଜନ୍ମ , ପୃଥିବୀରେ ବିତାଇବେ ଛୁଟି…
ନୂଆଦିଲ୍ଲୀ,୧୩।୧୧: ମହାକାଶକୁ ନିଜ କବ୍ଜାରେ ରଖିବା ପାଇଁ ସଞ୍ଚିତ ଧନ ଖର୍ଚ୍ଚ କରୁଥିବା ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ଜେଫ ବେଜୋସ ଭବିଷ୍ୟବାଣୀ କରିଛନ୍ତି ଯେ ଦିନେ ମହାକାଶରେ ମଣିଷ ଶିଣୁ ଜନ୍ମ ହେବ। କେବଳ ଏତିକି ନୁହେଁ, ମହାକାଶରେ...
ଟିକା ନ ନେଇଥିବା ଲୋକଙ୍କୁ ଲକଡାଉନରେ ବନ୍ଦ ରଖିବ ଅଷ୍ଟ୍ରିୟା, ୟୁରୋପ ପୁଣି ପାଲଟିଲା ମହାମାରୀର କେନ୍ଦ୍ର
ଭିଏନା,୧୩ ।୧୧: ୟୁରୋପରେ କରୋନା ମହାମାରୀ ପୁଣିଥରେ ମୁଣ୍ଡ ଟେକିଛି । ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ କହିଛି ୟୁରୋପ ପୁଣିଥରେ କରୋନା ମହାମାରୀର କେନ୍ଦ୍ର ପାଲଟିଯାଇଛି । କରୋନାରେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପଶ୍ଚିମ ୟୁରୋପ । ଏଠାରେ...
ଜେଲରେ ବାହାହେବେ ଆସେଞ୍ଜ
ଏକ ଦଶନ୍ଧି ତଳେ ହଜାର ହଜାର ଦସ୍ତାବିଜ ପ୍ରଘଟ କରି ଚର୍ଚ୍ଚାକୁ ଆସିଥିବା ଓ୍ବିକିଲିକ୍ସ ପ୍ରତିଷ୍ଠାତା ଜୁଲିଆନ୍ ଆସେଞ୍ଜ ଜେଲରେ ତାଙ୍କ ପ୍ରେମିକା ଷ୍ଟେଲା ମୋରିସ୍ଙ୍କୁ ବାହା ହେବାକୁ ଯାଉଛନ୍ତି। ଏନେଇ ବ୍ରିଟେନ କର୍ତ୍ତୃପକ୍ଷ ଅନୁମତି ଦେଇଛନ୍ତି। ଗୁପ୍ତଚରଗିରି ମାମଲାରେ...
Archives


