ମସ୍କ ହୋଇପାରନ୍ତି ଟୁଇଟର ସିଇଓ
ଓ୍ବାଶିଂଟନ୍, ୬ା୫: ସ୍ପେସ୍ଏକ୍ସ ମାଲିକ ଏଲନ ମସ୍କ ଟୁଇଟର କିଣିବା ପରେ ଏହାର ସିଇଓ କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଟୁଇଟର କିଣା ନେଇ ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ…
କୋଭିଡ୍ ମୃତ୍ୟୁ ଦେଢ଼ କୋଟି
ଜେନେଭା,୬ା୫:କୋଭିଡ୍ ମହାମାରୀରେ ୨୦୨୦ ଏବଂ ୨୦୨୧ରେ ଦେଢ଼ କୋଟିରୁ ଊର୍ଦ୍ଧ୍ୱ ଲୋକ ପ୍ରାଣ ହରାଇଛନ୍ତି। ବିଭିନ୍ନ ଦେଶ ଦେଇଥିବା ତଥ୍ୟ ଠାରୁ ଏହି ସଂଖ୍ୟା ପ୍ରାୟ ୩ ଗୁଣ ଅଧିକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗୁରୁବାର ପ୍ରକାଶିତ…
ମହିଳାଙ୍କ ଡ୍ରାଇଭିଂ ଲାଇସେନ୍ସ ଉପରେ ପ୍ରତିବନ୍ଧକ ଲଗାଇଲା ତାଲିବାନ
କାବୁଲ,୫।୫:ଆଫଗାନିସ୍ତାନରେ ତାଲିବାନୀ ଶାସନ ପରେ ସବୁଠାରୁ ଅଧିକ କ୍ଷତି ମହିଳାମାନେ ସହୁଛନ୍ତି। ମହିଳାଙ୍କ ଉପରେ ସମସ୍ତ ପ୍ରତିବନ୍ଧକ ଲଗାଇବା ପରେ ତାଲିବାନ ସେମାନଙ୍କ ବିରୋଧରେ ଆଉ ଏକ ନିଷ୍ପତ୍ତି ନେଇଛି। ବର୍ତ୍ତମାନ ଆଫଗାନିସ୍ତାନର ମହିଳାମାନଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରିବା ଉପରେ…
ରୁଷିଆକୁ ଶସ୍ତାରେ ତୈଳ ଦେବାକୁ ଦାବି କଲା ଭାରତ
ନୂଆଦିଲ୍ଲୀ/ମସ୍କୋ,୫।୫: ଗତ ୨ମାସ ହେଲାଣି ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି। ଏହି ଆକ୍ରମଣ ଯୋଗୁ ସମସ୍ତ ପଶ୍ଚିମ ଦେଶ ରୁଷିଆକୁ ବିରୋଧ କରିବା ସହ ଅନେକ ଆର୍ଥିକ ଓ ବ୍ୟବସାୟିକ ପ୍ରତିବନ୍ଧକ ଲଗାଇଛନ୍ତି। ଏହାର ପ୍ରତିଜବାବରେ ରୁଷିଆ ମଧ୍ୟ…
‘ରାହୁଲ ଗାନ୍ଧୀ ଜଣେ ବିନମ୍ର, ସରଳ ବ୍ୟକ୍ତି’
ନୂଆଦିଲ୍ଲୀ,୫।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେପାଳ ଗସ୍ତକୁ ନେଇ ରାଜନୀତି ଥମିବାର ନାଁ ନେଉ ନାହିଁ। ଜଣେ ବନ୍ଧୁଙ୍କ ବିବାହ ଉତ୍ସବରେ ଯୋଗଦେବା ପାଇଁ ରାହୁଲ ନେପାଳ ଯାଇଥିବାବେଳେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଭିଡିଓରେ ସେ…
ସଂଘାଇ ପରେ ଏବେ ବେଜିଂ ପାଳି: ହେବ ଲକ୍ଡାଉନ
ବେଜିଂ,୫।୫: ଗୋଟିଏ ପଟେ ସାରା ବିଶ୍ୱରେ ଯେଉଁଠି କରୋନା ନିୟନ୍ତ୍ରଣରେ ଆସୁଥିବା ବେଳେ କିନ୍ତୁ ଏନ୍ତୁଡିଶାଳ କୁହାଯାଉଥିବା ଚାଇନାର ସ୍ଥିତି ଏବେ ଅଣାୟତ୍ତ ହେବାରେ ଲାଗିଛି। ଚାଇନାର ସଂଘାଇ ପରେ ଏବେ ରାଜଧାନୀ ବେଜିଂରେ କରୋନା ପ୍ରକୋପ ବଢ଼ିବାରେ ଲାଗିଛି। କରୋନା…
୧୨ ରୁଷିଆ ଜେନେରାଲଙ୍କୁ ହତ୍ୟା କରିଥିବା ଦାବି କଲା ୟୁକ୍ରେନ
କ୍ୱିଭ୍,୫।୫: ଦୁଇ ମାସରୁ ଅଧିକ ସମୟ ଧରି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରୁଷିଆର ଆକ୍ରମଣରେ ୟୁକ୍ରେନର ଅନେକ ସହର ଧ୍ୱଂସ ହୋଇଥିବା ବେଳେ ଏହି ଯୁଦ୍ଧରେ ବହୁ ସଂଖ୍ୟକ ସୈନ୍ୟ ଏବଂ ସାଧାରଣ ନାଗରିକ ନିଜର…
ଜାପାନରେ ୧୫ ବର୍ଷରୁ କମ୍ ବୟସ୍କ ପିଲାଙ୍କ ସଂଖ୍ୟା କମୁଛି, ଚିନ୍ତାରେ ସରକାର…
ଟୋକିଓ, ୫।୫ : ଜାପାନରେ, ଦେଶର ମୋଟ ଜନସଂଖ୍ୟାରେ ପିଲାମାନଙ୍କର ସଂଖ୍ୟା ଗତ ୪୧ ବର୍ଷ ମଧ୍ୟରେ ସର୍ବନିମ୍ନସ୍ତରରେ ପହଞ୍ଚିଛି। ଜାପାନର ଆଭ୍ୟନ୍ତରୀଣ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ ବର୍ତ୍ତମାନ ଦେଶରେ ୧୫ ବର୍ଷରୁ କମ ପିଲାଙ୍କ ସଂଖ୍ୟା ପ୍ରାୟ…
ନ୍ୟୁ ମେକ୍ସିକୋ ଜଙ୍ଗଲରେ ନିଆଁ, ବିପର୍ଯ୍ୟୟ ଘୋଷଣା କଲେ ବାଇଡେନ
ଲସ୍ବେଗସ,୫ା୫: ଆମେରିକା ଇତିହାସରେ ସବୁଠାରୁ ବଡ଼ ଜଙ୍ଗଲରେ ନିଆଁ ଲାଗି ଅନେକ କ୍ଷତି ଘଟିଛି। ଏହାର ଗରମ ପବନରେ ଜୀବଜଗତ ଅସ୍ତବ୍ୟସ୍ତ ହୋଇପଡ଼ିଛି। ରାଷ୍ଟ୍ରପତି ଜୋ ବାଇଡେନ ଏହାକୁ ବିପର୍ଯ୍ୟୟ ଘୋଷଣା କରିଛନ୍ତି। ଅଗ୍ନିକାଣ୍ଡରେ ନଷ୍ଟ ହୋଇଥିବା ଉତ୍ତର ନ୍ୟୁ ମେକ୍ସିକୋର…
ଚାଇନାର ବ୍ରେନ୍ ଡ୍ରେନ୍ ଯୋଜନା, ତାଇଓ୍ବାନ ଇଞ୍ଜିନିୟରଙ୍କୁ ଅଧିକ ଦରମାରେ ଦେଉଛି ନିଯୁକ୍ତି…
ବେଜିଂ, ୫।୫ : ପଡୋଶୀ ଦେଶଙ୍କୁ ହଇରାଣ କରିବା ପାଇଁ ଚାଇନା ବିଭିନ୍ନ ପ୍ରକାର ଯୋଜନା ପ୍ରସ୍ତୁତ କରିଥାଏ। ତାଇଓ୍ବାନକୁ ସମସ୍ୟାରେ ପକାଇବା ଲାଗି ଚାଇନା ଏବେ ନୂଆ ରଣନୀତି ଆପଣେଇଛି। ଚାଇନା କମ୍ପାନୀଗୁଡିକ ତାଇୱାନର ସେମିକଣ୍ଡକ୍ଟର ତିଆରି କରୁଥିବା ଇଞ୍ଜିନିୟର…
ଆମେରିକା ବିଦେଶମନ୍ତ୍ରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ…
ଓ୍ବାଶିଂଟନ୍, ୫।୫ : ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ତାଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ତାଙ୍କଠାରେ କରୋନାର ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଛି। ସେ ଘରେ ଆଇସୋଲେଶନରେ ରହି ନିଜ କାମ…
ରୁଷିଆରୁ ତେଲ କ୍ରୟ ବନ୍ଦ କରିବ ୟୁରୋପ
ବ୍ରସେଲ୍ସ, ୫ା୫: ୟୁକ୍ରେନ୍ ଆକ୍ରମଣ ପାଇଁ ରୁଷିଆକୁ ଦଣ୍ଡିତ କରିବାକୁ ୟୁରୋପୀୟ ସଂଘ(ଇୟୁ) ଏହାର ଅର୍ଥନୀତିକୁ ଟାର୍ଗେଟ କରୁଛି। ରୁଷିଆ ଆୟର ବଡ଼ ଭାଗ ଅଶୋଧିତ ତୈଳ ରପ୍ତାନିରୁ ଆସୁଥିବାବେଳେ ଏହି ଉତ୍ସକୁ ବନ୍ଦ କରିବାକୁ ଇୟୁ ପ୍ରସ୍ତୁତି ଚଳାଇଛି। ପାଶ୍ଚାତ୍ୟ…
Archives


