ଅନ୍ତର୍ଜାତୀୟ

ସବୁଜ ଉଦ୍‌ଜାନ ଚୁକ୍ତି ସ୍ବାକ୍ଷରିତ

ବର୍ଲିନ, ୩।୫: ୟୁକ୍ରେନ୍‌ ସଙ୍କଟ ଭିତରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ୟୁରୋପ ଗସ୍ତରେ ସୋମବାର ଜର୍ମାନୀରେ ପହଞ୍ଚିଛନ୍ତି। ବର୍ଲିନରେ ପହଞ୍ଚିବା ପରେ ତାଙ୍କୁ ଜର୍ମାନ ଚାନ୍‌ସେଲର ଓଲାଫ୍‌ ସ୍କୋଲ୍‌ଜ ସ୍ବାଗତ କରିଥିଲେ। ଫେଡେରାଲ ଚାନ୍‌ସଲେରୀ ପରିସରରେ ପ୍ରଧାନମନ୍ତ୍ରୀ…

ରୁଷିଆ ଉପରେ ୟୁକ୍ରେନ୍‌ ଭାରୀ

କିଭ୍‌,୩ା୫: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବାବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ ରୁଷିଆ ସେନା ଆଗରେ ୨ ମାସରୁ ଊର୍ଦ୍ଧ୍ୱ ସମୟ ୟୁକ୍ରେନ୍‌ ତିଷ୍ଠି ରହିବା ସେମାନଙ୍କ ଅସାଧାରଣ…

ସାଂଘାଇ ପରେ ଏବେ ବେଜିଂରେ କରୋନା ସୁନାମୀ, ୨୪ ଘଣ୍ଟାରେ ୩୨ ମୃତ

ବେଜିଂ,୩ ।୫: ଚାଇନାକୁ ପୁଣି ଫେରିଛି କରୋନା ମହାମାରୀ । ଚାଇନାର ସାଂଘାଇ ସହର କରୋନାର ହଟସ୍ପଟ ପାଲଟି ଥିବା ବେଳେ ଏବେ ବେଜିଂରେ କରୋନା ଭାଇରସର ଓମିକ୍ରମ ଭାରିଏଣ୍ଟ ତାଣ୍ଡବ ରଚିଛି । ଏହାକୁ ନେଇ ସୋମବାର ଶୂନ୍ୟ କୋଭିଡ…

ଦୁଇ ରାପ୍ଟର ବୋଟ୍‌ ନଷ୍ଟ କଲା କ୍ୱିଭ୍‌

କ୍ୱିଭ୍‌, ୨ା୪: ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ୬୮ ଦିନ ପୂରିଥିବା ବେଳେ ଏତେ ଦିନ ଯୁଦ୍ଧ ଲମ୍ବିବା ମସ୍କୋ ପାଇଁ ଚିନ୍ତାର କାରଣ ପାଲଟିଛି। ଶକ୍ତିଶାଳୀ ରୁଷିଆ ସେନା ଆଗରେ ୨ ମାସରୁ ଊର୍ଦ୍ଧ୍ୱ ସମୟ ୟୁକ୍ରେନ୍‌ ତିଷ୍ଠି ରହିବା…

ଜର୍ମାନୀ ଚାନ୍‌ସେଲରଙ୍କୁ ଭେଟିଲେ ମୋଦି

ବର୍ଲିନ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ ଦିନିଆ ୟୁରୋପ ଗସ୍ତରେ ଅଛନ୍ତି। ଯାତ୍ରାର ପ୍ରଥମ ପର୍ଯ୍ୟାୟରେ ସୋମବାର ଜର୍ମାନୀର ରାଜଧାନୀ ବର୍ଲିନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହ ତାଙ୍କୁ ଜର୍ମାନୀ ସୈନ୍ୟ…

ଲଣ୍ଡନରେ ପହଞ୍ଚିଲା ହନୁମାନ ଚାଳିଶା ବିବାଦ

ଲଣ୍ଡନ/ନୂଆଦିଲ୍ଲୀ,୨ ।୫: ଲଣ୍ଡନର କିଛି ହିନ୍ଦୁ ସଙ୍ଗଠନ ହନୁମାନ ଚାଳିଶା ପାଠକୁ ସମର୍ଥନ କରିଛନ୍ତି । ଏହାସହ ଦେଶର କିଛି ରାଜ୍ୟର ରାଜ୍ୟ ସରକାରଙ୍କୁ ନିନ୍ଦା କରିଛନ୍ତି । ଯେଉଁମାନେ ମହାରାଷ୍ଟ୍ରର ଏମପି ନବନୀତ ରାଣା ଓ ତାଙ୍କ ବିଧାୟକ ପତି…

ଯେକୌଣସି ସମୟରେ ଗିରଫ ହୋଇପାରନ୍ତି ଇମ୍ରାନ ଖାନ୍‌

ଇସଲାମାବାଦ୍‌,୨।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡୁଆ ବଢିବାରେ ଲାଗିଛି। ଯେକୌଣସି ସମୟରେ ସେ ଗିରଫ ହୋଇପାରନ୍ତି ବୋଲି ସୂଚନା ମିଳିଛି। ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫ୍‌ଙ୍କ ବିରୋଧରେ ନାରାବାଜି ମାମଲାରେ ଇମ୍ରାନଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା।…

୯ରେ ବଡ଼ ଘୋଷଣା କରିପାରନ୍ତି ପୁଟିନ୍‌

ମସ୍କୋ,୨ା୫: ୟୁକ୍ରେନ୍‌ର ବିଭିନ୍ନ ସହର ଧ୍ୱସ୍ତବିଧ୍ୱସ୍ତ ହେବା ସହ ଆକ୍ରମଣରେ ହଜାର ହଜାର ହୋକଙ୍କ ପ୍ରାଣ ଯିବା ପରେ ରୁଷିଆ ଖୁବଶୀଘ୍ର ପୂର୍ବ ୟୁରୋପୀୟ ଦେଶରେ ଶେଷ ଆକ୍ରମଣ କରିବାକୁ ଯାଉଛି। ରୁଷିଆ ଓ ପାଶ୍ଚାତ୍ୟ ଅଧିକାରୀଙ୍କ ସୂତ୍ରରୁ ଏହା ଜଣାପଡ଼ିଛି।…

ଇମ୍ରାନଙ୍କୁ କଡ଼ା ସମାଲୋଚନା କଲେ ମରିୟମ

ଇସଲାମାବାଦ,୨ା୫: ପିଏମ୍‌ଏନ୍‌-ଏଲ୍‌ ନେତା ତଥା ଜାତୀୟ ସଭାର ସଦସ୍ୟ ମରିୟମ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ନୀତିକୁ କଡ଼ା ସମାଲୋଚନା କରିଛନ୍ତି। ସେ ଅଭିଯୋଗ କରିଛନ୍ତି, ଇମ୍ରାନଙ୍କ ଅପରିଣାମଦର୍ଶିତାକୁ ନେଇ ଦେଶର ଲୋକମାନେ ଅସୁବିଧା ଭୋଗ କରୁଛନ୍ତି। ଇମ୍ରାନଙ୍କ ଭୁଲ ନୀତି…

ବର୍ଲିନରେ ପହଞ୍ଚିଲେ ମୋଦି, ଶୁଭିଲା ଭାରତ ମାତା କି ଜୟ ନାରା

ବର୍ଲିନ,୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିଠାରୁ ତିନି ଦିନିଆ ୟୁରୋପ ଗସ୍ତରେ ଯାଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରଥମେ ବର୍ଲିନରେ ପହଞ୍ଚିଛନ୍ତି। ଏଠାରେ ସେ ଭାରତୀୟ ସମ୍ପ୍ରଦାୟର ଲୋକଙ୍କୁ ଭେଟିଥିଲେ। ଏହି ସମୟରେ ଲୋକେ ଭାରତ ମାତା କି ଜୟ ନାରା ଦେଇଥିଲେ। ପ୍ରଧାନମନ୍ତ୍ରୀ…

କିଲି ପଲ୍‌ଙ୍କୁ ଆକ୍ରମଣ, ଦିନେ ପ୍ରଧାନମନ୍ତ୍ରୀ ମୋଦି କରିଥିଲେ ପ୍ରଶଂସା

ଡୋଡୋମା,୨।୫:ତାଞ୍ଜାନିଆର ସୋସିଆଲ ମିଡିଆ ତାରକା କିଲି ପଲଙ୍କୁ ଅଜ୍ଞାତ ବ୍ୟକ୍ତି ଛୁରିରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ତାଙ୍କୁ ସାଂଘାତିକ ଆକ୍ରମଣ କରାଯାଇଥିଲା, କିନ୍ତୁ ସେ କୌଣସି ପ୍ରକାରେ ନିଜକୁ ରକ୍ଷା କରିବାରେ ସଫଳ ହୋଇଥିଲେ। ଏହି ଘଟଣା ବିଷୟରେ କିଲି…

କରୋନା ମହାମାରୀର ଭୟଙ୍କର ରୂପ ଆସିବ, ବିଲ୍‌ ଗେଟ୍‌ସଙ୍କ ଚେତାବନୀ…

ଓ୍ବାଶିଂଟନ୍‌, ୨।୫ : ମାଇକ୍ରୋସଫ୍ଟ କମ୍ପାନୀର ପ୍ରତିଷ୍ଠାତା ତଥା ଭେଟେରାନ ବିଲିୟନେୟାର ବିଲ ଗେଟ୍‌ସ ଚେତାବନୀ ଦେଇଛନ୍ତି ଯେ କରୋନା ମହାମାରୀର ପ୍ରକୃତ ରୂପକୁ ପୃଥିବୀ ଏପର୍ଯ୍ୟନ୍ତ ସାମ୍ନା କରି ନାହିଁ। ସେ କହିଛନ୍ତି ଯେ ଆମେ ଏପର୍ଯ୍ୟନ୍ତ ହାରାହାରି ୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri