ପୋପ୍ଙ୍କୁ ଭେଟି ଭାରତ ଆସିବାକୁ ଆମନ୍ତ୍ରଣ କଲେ ପ୍ରଧାନମନ୍ତ୍ରୀ…
ଭଟିକାନ୍ ସିଟି/ନୂଆଦିଲ୍ଲୀ,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭଟିକାନ୍ ସିଟିରେ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିଛନ୍ତି। ଏହି ବନ୍ଧୁତ୍ୱପୂର୍ଣ୍ଣ ପରିବେଶରେ ସେ ପୋପ୍ଙ୍କୁ ଭାରତ ଆସିବାକୁ ଆମନ୍ତ୍ରଣ ଜଣାଇଛନ୍ତି। ଏହି ଅବସରରେ ଦୁହିଁଙ୍କ ମଧ୍ୟରେ ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି।...
ଉଭୟ ଡୋଜ୍ ବି କରୋନାରୁ ସୁରକ୍ଷା ଦେବାରେ ବିଫଳ, ଲାସେଣ୍ଟ୍ ରିପୋର୍ଟ…
ଲଣ୍ଡନ/ନୂଆଦିଲ୍ଲୀ,୩୦।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୀପାବଳି ପୂର୍ବରୁ ଦେଶରେ ପୁଣି ଥରେ କରୋନା ସଂକ୍ରମଣର ଘଟଣା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି।...
ରହସ୍ୟରେ ରହିଯିବ କରୋନା ଉତ୍ପତ୍ତି, ଆମେରିକା ବି ପଛେଇଲା…
ଓ୍ବାଶିଂଟନ,୩୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ରୁଷିଆ ଏବଂ ଚାଇନାରେ ସଂକ୍ରମଣ ବଢୁଥିବାରୁ ପୁଣି ଲକ୍ ଡାଉନ୍ ଘୋଷଣା କରାଯାଇଛି। କରୋନା ସଂକ୍ରମଣ କିଭଳି ବ୍ୟାପିଲା ଏବଂ ଏହାର ଉତ୍ପତ୍ତି ହେଲା କିପରି ତାହା ବୋଧହୁଏ ରହସ୍ୟରେ...
ଭାରତ ଡରରେ ନାଭିଗେଶନ ସିଷ୍ଟମ ବନ୍ଦ କଲା ଚାଇନା…
ବେଜିଂ,୩୦।୧୦: ଭାରତ ଡରରେ ଚାଇନା ଏହାର ନାଭିଗେଶନ ସିଷ୍ଟମ୍କୁ ବନ୍ଦ କରି ଦେଇଛି। ଚାଇନା ପିପୁଲ୍ସ ଲିବରେସନ ଆର୍ମି (ପିଏଲ୍ଏ) ହଠାତ୍ ଏହାର ନାଭିଗେଶନ ସିଷ୍ଟମ ବେଇଦୁକୁ ଭାରତ ସୀମାରେ ବ୍ୟବହାର ଲାଗି ଚାଇନା ନିଷେଧାଦେଶ ଜାରି କରିଛି। ଭାରତ...
ଦୀର୍ଘକାଳ ବୁଡ଼ିଥିଲେ, ଏବେ ଉଠିଲେ
ଓ୍ବାଶିଂଟନ,୩୦।୧୦: ପ୍ରଶାନ୍ତ ମହାସାଗରରେ ଅତଳ ଜଳରାଶି ମଧ୍ୟରୁ ଉପରକୁ ଉଠିଛି ୨ ଡଜନ ଘୋଷ୍ଟ ଶିପ୍। ଆଗ୍ନେୟଗିରି ଉଦ୍ଗିରଣ ଯୋଗୁ ଏହି ଜାହାଜଗୁଡ଼ିକ ଉଠିଆସିଥିବା ଜଣାପଡ଼ିଛି। ଏସବୁର ଫଟୋ ଓ ଭିଡିଓ ଫୁଟେଜ୍ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...
ଆଫଗାନିସ୍ତାନ ଆତଙ୍କବାଦୀଙ୍କ ଭୂସ୍ବର୍ଗ ନ ହେଉ
ଓ୍ବାଶିଂଟନ, ୩୦।୧୦(ପି.ଟି.): ଆଫଗାନିସ୍ତାନ ଯେପରି ଆତଙ୍କବାଦୀମାନଙ୍କ ଭୂସ୍ବର୍ଗ ନ ପାଲଟେ ତାହା ସୁନିଶ୍ଚିତ କରିବାକୁ ଭାରତ ଓ ଆମେରିକା ତାଲିବାନକୁ ଆହ୍ବାନ ଦେଇଛନ୍ତି। ଆତଙ୍କବାଦର ମୁକାବିଲା ଦିଗରେ ଦୁଇ ଦେଶ ମଧ୍ୟରେ ସହଯୋଗ ବଢ଼ାଇବା ଉପରେ ଆୟୋଜିତ ଅଫିସର ସ୍ତରୀୟ...
ୟୁରୋପୀୟ ୟୁନିୟନ ନେତାଙ୍କୁ ଭେଟିଲେ ମୋଦି
ରୋମ୍, ୨୯।୧୦: ଜି ୨୦ ସମିଟ୍ରେ ଯୋଗଦେବା ପାଇଁ ଦୁଇଦିନିଆ ଇଟାଲୀ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ୟୁରୋପୀୟ ୟୁନିୟନ(ଇୟୁ)ର ଶୀର୍ଷ ନେତାମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ବାଣିଜ୍ୟ, ସଂସ୍କୃତି ଓ...
ରୋମ୍ରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ରୋମ,୨୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୫ ଦିନିଆ ଇଟାଲୀ ଗସ୍ତାରେ ଯାଇ ରୋମ୍ରେ ପହଞ୍ଚିଛନ୍ତି। ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ କାର୍ଯ୍ୟସୂଚୀ ବହୁତ ବ୍ୟସ୍ତ ବହୁଳ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ ବିଦେଶ ଗସ୍ତରେ ଜି -୨୦ ଶିଖର ସମ୍ମିଳନୀ...
ଫେସବୁକ୍ ବଦଳରେ ‘ମେଟା’ ଆସିବା ପରେ କ’ଣ ବଦଳିବ କ’ଣ ନାହିଁ ଜାଣନ୍ତୁ
ନ୍ୟୁୟର୍କ,୨୯।୧୦: ଫେସବୁକର ସହ-ପ୍ରତିଷ୍ଠାତା ତଥା ସିଇଓ ମାର୍କ ଜୁକରବର୍ଗ କମ୍ପାନୀର ନୂଆ ନାମ ଘୋଷଣା କରିଛନ୍ତି। ଦୀର୍ଘ ୧୭ ବର୍ଷ ପରେ ଫେସବୁକ ଏବେ ନୂଆ ନାମ ମେଟା ଦ୍ୱାରା ଜଣାଶୁଣା ହେବ। ମେଟାଭର୍ସ ଏକ ଭିନ୍ନ ଦୁନିଆ ଯାହା...
ବଦଳିବନି ଏସବୁ ସୋସିଆଲ ମିଡିଆ
ନ୍ୟୁୟର୍କ,୨୯ା୧୦: ସୋସିଆଲ ମିଡିଆ ଜିଆଣ୍ଟ ଫେସ୍ବୁକ୍ର ନାଁ ପରିବର୍ତ୍ତନ କରାଯାଇ ‘ମେଟା’ ରଖାଯିବ ବୋଲି କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ଗୁରୁବାର ବାର୍ଷିକ କନେକ୍ଟ-୨୦୨୧ ବୈଠକରେ ଘୋଷଣା କରିଛନ୍ତି। ଫେସ୍ବୁକ୍ର ନାଁ ବଦଳିବା ନେଇ କିଛି ଦିନ ହେଲା କମ୍ପାନୀ...
ଫେସ୍ବୁକ୍ ନାଁ ହେଲା ମେଟା
ନ୍ୟୁୟର୍କ, ୨୯ା୧୦: ସୋସିଆଲ ମିଡିଆ ଜିଆଣ୍ଟ ଫେସ୍ବୁକ୍ର ନାଁ ପରିବର୍ତ୍ତନ କରାଯାଇ ‘ମେଟା’ ରଖାଯିବ ବୋଲି କମ୍ପାନୀ ସିଇଓ ମାର୍କ ଜୁକରବର୍ଗ ଗୁରୁବାର ବାର୍ଷିକ କନେକ୍ଟ-୨୦୨୧ ବୈଠକରେ ଘୋଷଣା କରିଛନ୍ତି। ଫେସ୍ବୁକ୍ର ନାଁ ବଦଳିବା ନେଇ କିଛି ଦିନ ହେଲା...
କରୋନାକୁ ଡରି ବିମାନବନ୍ଦରରେ ୩ ମାସ ରହିଥିଲେ ଏହି ଭାରତୀୟ
ଓ୍ବାଶିଂଟନ,୨୮ା୧୦: କରୋନା ଭୟରେ ଭାରତକୁ ଫେରିବା ପରିବର୍ତ୍ତେ ଚିକାଗୋର ଓହେର ଅନ୍ତର୍ଜାତୀୟ ବିମାନବନ୍ଦରରେ ୩ ମାସ ରହିଥିବା ଜଣେ ଭାରତୀୟଙ୍କୁ ଆମେରିକାର ଅଦାଲତ ଅନଧିକୃତ ପ୍ରବେଶ ଦ୍ୱାରା ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ଏହି ଘଟଣା ୨୦୦୪ରେ ରିଲିଜ୍ ହୋଇଥିବା ଫିଲ୍ମ...
Archives


