ଅନ୍ତର୍ଜାତୀୟ

ବୁଝାମଣା ପାଇଁ ଏବେ ବି ଆଶାବାଦୀ

ମସ୍କୋ, ୨୮ା୪: ୟୁକ୍ରେନ୍‌ ସଙ୍କଟ ଭିତରେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ମସ୍କୋରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିଛନ୍ତି। ଏବେ ବି ଆଲୋଚନା ମାଧ୍ୟମରେ ୟୁକ୍ରେନ୍‌ ସହ ବୁଝାମଣା ନିମନ୍ତେ ଆଶାବାଦୀ ଥିବା ପୁଟିନ୍‌ ଜାତିସଂଘ ମହାସଚିବଙ୍କୁ କହିଛନ୍ତି। ୟୁକ୍ରେନ୍‌ରେ…

ପୁଟିନ୍‌ଙ୍କ ରୁବଲ ରଣନୀତି

ମସ୍କୋ/କିଭ୍‌, ୨୮ା୪: ଆମେରିକା ଓ ପାଶ୍ଚାତ୍ୟର କଟକଣାରେ ପ୍ରଭାବିତ ରୁଷିଆର ଅର୍ଥନୀତିକୁ ସଜାଡ଼ିବା ପାଇଁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ମସ୍କୋର ମୁଦ୍ରା ରୁବଲ ମୂଲ୍ୟ ବୃଦ୍ଧିକୁ ଗୁରୁତ୍ୱ ଦେଉଛନ୍ତି। ରୁଷିଆରୁ ତୈଳ ଓ ଗ୍ୟାସ୍‌ ନେଉଥିବା ୟୁରୋପୀୟ ଦେଶଗୁଡ଼ିକ ରୁବଲରେ ପେମେଣ୍ଟ…

ଆମେରିକା ସହ ବନ୍ଧୁତା ଚାହୁଁଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ହାତରୁ କ୍ଷମତା ହରାଇବା ପଛରେ ବୈଦେଶିକ ହସ୍ତକ୍ଷେପ ବିଷୟରେ କହୁଥିବାବେଳେ ନୂତନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫ୍‌ କହିଛନ୍ତି, ତାଙ୍କ ସହ ଆମେରିକାର ଶତ୍ରୁତା ରହିବା ଉଚିତ ନୁହେଁ। ପ୍ରଧାନମନ୍ତ୍ରୀ ସ୍ପଷ୍ଟ ଭାବେ…

ନେପାଳର ବିଦେଶୀ ମୁଦ୍ରା ଭଣ୍ଡାର ଖାଲି, ୧୦ ସାମଗ୍ରୀର ଆମଦାନୀ ଉପରେ କଟକଣା…

କାଠମାଣ୍ଡୁ, ୨୭।୪ : ଦେଶର ଖରାପ ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ନେପାଳ ସରକାର ଦୁଇ ମାସ ପାଇଁ ୧୦ ଟି ବିଭିନ୍ନ ସାମଗ୍ରୀ ଆମଦାନୀ ଉପରେ କଟକଣା ଲଗାଇଛନ୍ତି। ଇତି ମଧ୍ୟରେ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହେବାରେ…

ସ୍ୟୁ ଚୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ…

ନାପିଦ୍ୱ, ୨୭।୪ : ମ୍ୟାନ୍‌ମାରର ଜୁଣ୍ଟା କୋର୍ଟ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛି। ତାଙ୍କ ବିରୋଧରେ ୬୦୦,୦୦୦ ଡଲାର ଏବଂ ଗୋଲ୍ଡ ବାର ଲାଞ୍ଚ ନେଇଥିବାର ଅଭିଯୋଗ ହୋଇଛି। ବୁଧବାର ତାଙ୍କ ବିରୋଧରେ…

ପାକିସ୍ତାନ ସୈନ୍ୟ ବିଭାଗ ହେବାରେ ଲାଗିଛି ମେଡ୍‌ ଇନ୍‌ ଚାଇନା…

ଇସଲାମାବାଦ, ୨୭।୪ : ପାକିସ୍ତାନ ସୈନ୍ୟ ବାହିନୀ ମେଡ୍‌ ଇନ୍‌ ଚାଇନା ହେବାରେ ଲାଗିଛି। ୨୦୧୭ରୁ ୨୦୨୧ ମଧ୍ୟରେ ଯୁଦ୍ଧ ବିମାନ, ଯୁଦ୍ଧ ଜାହାଜ, ବୁଡ଼ାଜାହାଜ ଏବଂ କ୍ଷେପଣାସ୍ତ୍ର ସମେତ ପାକିସ୍ତାନର ପ୍ରମୁଖ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ଦେଶ ଭାବରେ ଚାଇନା ନିଜର…

ନାଟୋ ଦେଶରୁ ପ୍ରତିଶୋଧ ନେଲା ରୁଷିଆ: ଏହି ୨ଦେଶର ଗ୍ୟାସ୍‌ ଯୋଗାଣ ବନ୍ଦ କଲେ ପୁଟିନ୍‌

ମସ୍କୋ,୨୭।୪: ରୁଷିଆ ଓ ୟୁକ୍ରେନ ଯୁଦ୍ଧରେ କ୍ୱିଭ୍‌କୁ ଖୋଲାଖୋଲି ଭାବେ ୟୁକ୍ରେନକୁ ସାହାଯ୍ୟ କରିବା ଏବଂ ରୁଷର କଥାକୁ ଅବମାନନା କରିବା ଏବେ ୟୁରୋପ ଦେଶକୁ ମହଙ୍ଗା ପଡ଼ିଛି। ଅତ୍ୟଧିକ କଠୋର ପଦକ୍ଷେପ ଗ୍ରହଣ କରିବା ସହ ରୁଷିଆ ପୋଲାଣ୍ଡ ଓ…

ମଣିଷଙ୍କଠାରେ ବାର୍ଡ ଫ୍ଲୁ ଭୂତାଣୁ, ଜଣେ ଶିଶୁ ଆକ୍ରାନ୍ତ…

ବେଜିଂ, ୨୭।୪ : ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ପକ୍ଷୀ, କୁକୁଡ଼ା ଏବଂ ପଶୁମାନଙ୍କଠାରେ ବାର୍ଡ ଫ୍ଲୁ ସଂକ୍ରମଣ ହେଉଥିଲା। ମାତ୍ର ଏବେ ପ୍ରଥମ ଥର ପାଇଁ ବାର୍ଡ ଫ୍ଲୁ ମଣିଷଙ୍କୁ ଆକ୍ରାନ୍ତ କରିବା ଆରମ୍ଭ କରିଛି। ଚାଇନାରେ ଏହି ସଂକ୍ରମଣର ପ୍ରଥମ…

ହାରିସ୍‌ଙ୍କୁ କରୋନା

ଓ୍ବାଶିଂଟନ୍‌, ୨୭ା୪: ଆମେରିକା ଉପରାଷ୍ଟ୍ରପତି କମଲା ହାରିସ୍‌ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ତାଙ୍କ ପ୍ରେସ୍‌ ସେକ୍ରେଟାରୀ କ୍ରିଷ୍ଟେନ ଆଲେନ୍‌ ଏକ ବିବୃତିରେ ଜଣାଇଛନ୍ତି। ତେବେ ହାରିସ୍‌ ରାଷ୍ଟ୍ରପତି ଜୋ ବାଇଡେନ୍‌ କିମ୍ବା ଫାଷ୍ଟ୍‌ ଲେଡି ଜିଲ୍‌ ବାଇଡେନ୍‌ଙ୍କ ସଂସ୍ପର୍ଶରେ…

ପରାଗ ବିଦା ହେଲେ ୪୨ ମିଲିୟନ ଡଲାର ପାଇବେ

ଓ୍ବାଶିଂଟନ୍‌, ୨୬ା୪: ଏଲନ ମସ୍କଙ୍କ ଟୁଇଟର ଡିଲ୍‌ ପରେ ସିଇଓ ପରାଗ ଅଗ୍ରଓ୍ବାଲ ଦାୟିତ୍ୱରେ ରହିବେ କି ନାହିଁ ସେ ନେଇ ଚର୍ଚ୍ଚା ଲାଗି ରହିଛି। ଯଦି ଆସନ୍ତା ୧୨ ମାସ ମଧ୍ୟରେ ପରାଗଙ୍କ ସିଇଓ ପଦ ଯାଏ ତେବେ ସେ…

ଦକ୍ଷିଣ ଏସିଆରେ ଆତଙ୍କବାଦ, ୨୨ ବର୍ଷରେ ଲକ୍ଷେ ୪୦ ହଜାରରୁ ଅଧିକ ଆକ୍ରମଣ…

ନୂଆଦିଲ୍ଲୀ/କାବୁଲ/ଇସଲାମାବାଦ, ୨୬।୪ : ଭାରତ ସମେତ ଦକ୍ଷିଣ ଏସିଆରେ ଆତଙ୍କବାଦୀ ଆକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଗତ ୨୨ ବର୍ଷ ମଧ୍ୟରେ ଦକ୍ଷିଣ ଏସିଆର ଆଫଗାନିସ୍ତାନ, ପାକିସ୍ତାନ, ଭାରତ, ଶ୍ରୀଲଙ୍କା, ନେପାଳ, ବାଂଲାଦେଶ, ମାଳଦ୍ୱୀପ ଏବଂ ଭୁଟାନ ଆଦି ଦେଶରେ…

ପୃଥିବୀର ସାମରିକ ଖର୍ଚ୍ଚ ୨,୧୧୩ ଶହ କୋଟି ଡଲାର, ତୃତୀୟ ସ୍ଥାନରେ ଭାରତ…

ଷ୍ଟକହୋମ୍‌, ୨୬।୪ : ପୃଥିବୀର ବିଭିନ୍ନ ଦେଶର ସାମରିକ ଖର୍ଚ୍ଚରେ ବୃଦ୍ଧି ଘଟିଛି। ମଙ୍ଗଳବାର ସ୍ବିଡେନର ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍‌ (ଏସଆଇପିଆର୍‌ଆଇ) ଦ୍ୱାରା ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ରିପୋର୍ଟ ଅନୁସାରେ ୨୦୨୧ରେ ପୃଥିବୀର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri