ପୁଣି ଭାରତକୁ ପ୍ରଶଂସା କଲେ ଇମ୍ରାନ
ଇସଲାମାବାଦ,୨୨ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତକୁ ପ୍ରଶଂସା କରିଛନ୍ତି। ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ହେତୁ ପାଶ୍ଚାତ୍ୟ ଦେଶଗୁଡିକ ରୁଷିଆ ଉପରେ ଅନେକ କଟକଣା ଲଗାଇଛନ୍ତି। କିନ୍ତୁ ଭାରତ ରୁଷିଆରୁ ତେଲ ଆମଦାନୀ ଜାରି…
ମେ’ ୯ରେ ଶେଷ ହୋଇପାରେ ରୁଷିଆ-ୟୁକ୍ରେନ୍ ଯୁଦ୍ଧ, ଭିକ୍ଟ୍ରି ଡେ’ରେ ପୁଟିନ କରିପାରନ୍ତି ଘୋଷଣା
ମସ୍କୋ,୨୨ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୮ ଦିନ ହେଲାଣି । ହେଲେ ଉଭୟ ପଟରୁ ଆକ୍ରମଣ ଏବେବି ଜାରି ରହିଛି । ତେବେ ରୁଷିଆ ମେ’ ୯ରେ ଯୁଦ୍ଧ ଶେଷ କରି ନିର୍ଣ୍ଣାୟକ ବିଜୟ ଘୋଷଣା କରିପାରେ ବୋଲି କୁହାଯାଉଛି ।…
ଟ୍ରମ୍ପ୍ଙ୍କୁ ବୋକା କହିଲେ ମୋରଗାନ
ଓ୍ବାଶିଂଟନ,୨୧।୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଘୂରି ବୁଲୁଛି। ନିକଟରେ ବ୍ରିଟିଶ ଟେଲିଭିଜନ ପକ୍ଷରୁ ଆୟୋଜିତ ଏକ ସାକ୍ଷାତ୍କାରରେ ଯୋଗଦେବା ଅବସରରେ ଉପସ୍ଥାପକ ମୋରଗାନଙ୍କ ପ୍ରଶ୍ନରେ ରାଗି ଯାଇ ଟ୍ରମ୍ପ୍ ଅଧାରୁ ଉଠିଆସିଥିବା ଦେଖିବାକୁ…
ୟୁକ୍ରେନକୁ ୮୦ କୋଟି ଡଲାର ସେନା ସହାୟତା ଯୋଗଇଦେବ ଆମେରିକା
ୱାଶିଂଟନ,୨୨ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ୟୁକ୍ରେନକୁ ଆମେରିକା ଓ ଅନ୍ୟ ପାଶ୍ଚ୍ୟାତ ଦେଶର ସମର୍ଥନ ଲଗାତାର ମିଳି ଚାଲିଛି । ଏବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ୟୁକ୍ରେନକୁ ୮୦ କୋଟି ଡଲାରର ନୂଆ ସେନା ସହୟତା ଯୋଗଇ ଦେବାକୁ…
ବିଶାଳକାୟ ହାତୀକୁ ମାରି ସେଲ୍ଫି ନେଲେ
ଗାବୋରନ୍, ୨୨ା୪: ବିଶ୍ୱର ଅନ୍ୟତମ ବିଶାଳକାୟ ତଥା ବୋଟ୍ସଓ୍ବାନାର ବୃହତ୍ତମ ହାତୀକୁ ଗୁଳି କରି ଏହାର ମୃତଦେହ ନିକଟରେ ଦୁଇ ଅଭିଯୁକ୍ତ ସେଲ୍ଫି ନେଇଛନ୍ତି। ହାତୀର ୮ ଫୁଟ୍ ଲମ୍ବ ଦାନ୍ତ ନିକଟରେ ସେମାନେ ବସିଥିବାର ଏକ ଫଟୋ ସୋସିଆଲ ମିଡିଆରେ…
ରିବନ ନ ପିନ୍ଧିଲେ ହତ୍ୟା
କିଭ୍,୨୧।୪: ରୁଷିଆ ପୂର୍ବ ୟୁକ୍ରେନ୍ର ପ୍ରମୁଖ ବନ୍ଦର ସହର ମାରିଉପୋଲକୁ କବ୍ଜା କରିଥିବା ଘୋଷଣା ବେଳେ ସେଠାକାର ନାଗରିକ ଓ କିଭ୍ ସୁରକ୍ଷାକର୍ମୀଙ୍କୁ ଧଳା ରିବନ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ନ ମାନିଲେ ରୁଷୀୟ ସୈନ୍ୟ ସେମାନଙ୍କୁ ହତ୍ୟା ଧମକ…
ଏମିତି ପ୍ରଶ୍ନ ଶୁଣି ରାଗିଗଲେ ଟ୍ରମ୍ପ୍
ଓ୍ବାଶିଂଟନ,୨୧ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପିୟର୍ସ ମୋର୍ଗାନଙ୍କ ସହ ଚାଲିଥିବା ସାକ୍ଷାତକାରରୁ ଉଠି ଚାଲିଯାଇଥିବା ଦେଖିବାକୁ ମିଳିଛି। କାରଣ ଗତ ୨୦୨୦ ରାଷ୍ଟ୍ରପତି ନିର୍ବାଚନରେ ହାରିଯିବା ପ୍ରଶ୍ନ ଶୁଣି ରାଗି ପାଚି ନିଆଁ ହୋଇଯାଇଥିଲେ ଟ୍ରମ୍ପ୍। ଏହି ସାକ୍ଷାତକାରର…
ଶ୍ରୀଲଙ୍କାକୁ ସହଯୋଗ କରିବ ଚାଇନା
ବେଜିଂ,୨୧ା୪: ଅର୍ଥନୈତିକ ସଙ୍କଟ ସମୟରେ ଶ୍ରୀଲଙ୍କାକୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛି ଚାଇନା। ବିଳମ୍ବରେ ହେଉ ପଛେ ଶେଷରେ ଚାଇନା ରାଜି ହୋଇଛି। କଲମ୍ବୋକୁ ଏହା ଜରୁରିକାଳୀନ ମାନବିକ ସହାୟତା ପ୍ରଦାନ କରିବ ବୋଲି ଚାଇନା କହିଛି। ତେବେ ଶ୍ରୀଲଙ୍କାର…
ମସଜିଦ୍ରେ ବିସ୍ଫୋରଣ: ୧୮ ମୃତ
କାବୁଲ,୨୧।୪: ଆଫଗାନିସ୍ତାନର ଏକ ମସଜିଦ୍ରେ ଗୁରୁବାର ଏକ ବଡ଼ ବିସ୍ଫୋରଣ ହୋଇଛି। ମଜାର-ଇ-ସରିଫ ମସଜିଦରେ ୪ଟି ବିସ୍ଫୋରଣ ଘଟି ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଏହା ସହିତ କାବୁଲ, ନଙ୍ଗରହାର ଏବଂ କୁନ୍ଦୁଜରେ ମଧ୍ୟ ବିସ୍ଫୋରଣ ଘଟିଛି। ଏଥିରେ ଅନେକ ଲୋକ…
ମାରିଉପୋଲକୁ ନିଜ କବ୍ଜାକୁ ନେଲା ରୁଷିଆ
କ୍ୱିଭ,୨୧।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଥମିବାର ନାଁ ନେଉନାହିଁ। ୟୁକ୍ରେନର ଗୋଟିଏ ପରେ ଗୋଟିଏ ସହର ନିଜ କବ୍ଜାକୁ ନେଉଛି ରୁଷିଆ। ଦୀର୍ଘଦିନ ଧରି ଯୁଦ୍ଧ ପରେ ଶେଷରେ ୟୁକ୍ରେନର ବନ୍ଦର ସହର ମାରିଉପୋଲକୁ ରୁଷିଆ ନିଜ ଅକ୍ତିଆରକୁ…
୩୧ ୟୁରୋପୀୟ କୂଟନୀତିଜ୍ଞ ରୁଷିଆରୁ ହେବେ ବହିଷ୍କୃତ, ଆମେରିକା ୬୩୫ ରୁଷୀୟ-୩ ଅଧିକାରୀଙ୍କ ବିରୋଧରେ ଲାଗୁ କରିବ ଭିଜା କଟକଣା…
ମସ୍କୋ/କ୍ୱିଭ୍, ୨୧।୪ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଜାରି ରହିଛି। ରୁଷିଆ ପୂର୍ବ ୟୁକ୍ରେନର ଶିଳ୍ପାଞ୍ଚଳର କୋଇଲା ଖଣି ଏବଂ କାରଖାନାକୁ ଦଖଲ କରିବା ପାଇଁ ଆକ୍ରମଣକୁ ତ୍ୱରାନୱିତ କରିଛି। ଏହା ସହିତ ୟୁକ୍ରେନକୁ ଦୁଇ ଭାଗରେ ବିଭକ୍ତ…
ଧମକ ଦେବା ପୂର୍ବରୁ ପ୍ରଥମେ ପରିଣାମ ଚିନ୍ତାକର, ପୁଟିନ୍ଙ୍କ ଚେତାବନୀ…
ମସ୍କୋ, ୨୧।୪ : ୟୁକ୍ରେନରେ ଚାଲିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଆର୍ଏସ୍-୨୮ ସରମାଟ କ୍ଷେପଣାସ୍ତ୍ର ପରୀକ୍ଷା କରି ଆତଙ୍କ ସୃଷ୍ଟି କରିଛି। ଏହି କ୍ଷେପଣାସ୍ତ୍ର ଆଣବିକ ୱାରହେଡ ସହିତ ଆକ୍ରମଣ କରିବାରେ ସକ୍ଷମ। ଏହାର ଲକ୍ଷ୍ୟଭେଦ କ୍ଷମତା ୧୮୦୦୦ କିଲୋମିଟରରୁ ଅଧିକ…
Archives


