ଅନ୍ତର୍ଜାତୀୟ

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ବାଂଲାଦେଶ: ଚାଇନା ସହ ମିଶି ଚିକେନ ନେକରେ…

ଢାକା,୨୦।୧: ମହମ୍ମଦ ୟୁନୁସଙ୍କ ଶାସନରେ ବାଂଲାଦେଶ ନିରନ୍ତର ଭାରତ ବିରୋଧୀ ପଦକ୍ଷେପ ନେଇ ଆସୁଛି। ଭାରତ ବିରୋଧରେ ବାଂଲାଦେଶର ଷଡ଼ଯନ୍ତ୍ର ପୂର୍ବରୁ ପର୍ଦ୍ଦାଫାସ ହୋଇସାରିଛି ଏବଂ ଏବେ ଏହାର ମନ୍ଦ ଉଦ୍ଦେଶ୍ୟ ପୁଣି ଥରେ ସାମ୍ନାକୁ ଆସିଛି। ବାଂଲାଦେଶର ନଜର ଚିକେନ…

‘ଜଣେ ଚମତ୍କାର ବ୍ୟକ୍ତିଙ୍କୁ ଜନ୍ମଦିନର ଶୁଭେଚ୍ଛା’, ଟ୍ରମ୍ପ-ଏପଷ୍ଟାଇନଙ୍କ ସମ୍ପର୍କକୁ ନେଇ ମଲରେ ଲାଗିଲା ରେପ୍ଲିକା, ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ଓ୍ବାଶିଂଟନ,୨୦।୧: ୱାଶିଂଟନ ଡି.ସି.ର ନ୍ୟାସନାଲ ମଲରେ ରାତାରାତି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି ଏକ ୧୦ ଫୁଟ ଉଚ୍ଚ ପ୍ରତିକୃତି ବା ରେପ୍ଲିକା। ଏହା ଡୋନାଲ୍ଡ ଟ୍ରମ୍ପଙ୍କ ଉଦ୍ଦେଶ୍ୟରେ ଲେଖାଯାଇଥିବା ଏକ ପୁରୁଣା ଜନ୍ମଦିନ ବାର୍ତ୍ତାର ନକଲ, ଯାହା ଏକଦା ଦୋଷୀ…

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି ଯେ ଯଦି ଟ୍ରମ୍ପ ଏପରି ପଦକ୍ଷେପ ନିଅନ୍ତି, ତେବେ ତାଙ୍କ ନାମ ଇତିହାସରେ ଲିପିବଦ୍ଧ…

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି। ପୂର୍ବରୁ ଦେଶରେ ଲାଗୁ ହୋଇଥିତ୍ବା ଏକ-ସନ୍ତାନ ନୀତିର ଦୀର୍ଘମିଆଦୀ ପ୍ରଭାବକୁ ଏଥିପାଇଁ ଦାୟୀ କରାଯାଇଛି।…

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ଡିଜିଟାଲ ମୁଦ୍ରା ମାଧ୍ୟମରେ କାରବାର କରିବା ପାଇଁ RBI ଏକ…

“ମୁଁ ସ୍ତ୍ରୀକୁ ମାରିଛି, କିନ୍ତୁ ଏହା ହତ୍ୟା ନୁହେଁ”: କୋର୍ଟରେ ଅଜବ ଯୁକ୍ତି କଲେ ବ୍ୟକ୍ତି

ନୂଆଦିଲ୍ଲୀ,୧୯।୧: ଜଣେ ଭାରତୀୟ ବଂଶୋଦ୍ଭବ ବ୍ୟକ୍ତି ଅଷ୍ଟ୍ରେଲିଆର ଏକ କୋର୍ଟରେ ନିଜ ସ୍ତ୍ରୀଙ୍କୁ ମାରିଥିବା କଥା ସ୍ୱୀକାର କରିଛନ୍ତି। ତେବେ ଏହା ଏକ ‘ହତ୍ୟା’ ନୁହେଁ ବରଂ ‘ଅପରାଧିକ ନରହତ୍ୟା’ ବୋଲି ସେ ଦାବି କରିଛନ୍ତି। ୪୨ ବର୍ଷୀୟ ବିକ୍ରାନ୍ତ ଠାକୁର…

ପ୍ରୋଟୋକଲ୍ ଭାଙ୍ଗିଲେ ମୋଦି: ୟୁଏଇ ରାଷ୍ଟ୍ରପତିଙ୍କୁ ବିମାନବନ୍ଦରରେ ଏପରି କଲେ ସ୍ୱାଗତ

ନୂଆଦିଲ୍ଲୀ,୧୯।୧: ଭାରତ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ବଢୁଥିବା ସମ୍ପର୍କର ଏକ ଭିନ୍ନ ଦୃଶ୍ୟ ସୋମବାର ଦେଖିବାକୁ ମିଳିଛି। ୟୁଏଇ ରାଷ୍ଟ୍ରପତି ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନ୍ ମାତ୍ର ଦୁଇ ଘଣ୍ଟାର ସମୟ ନେଇ ଦିଲ୍ଲୀରେ…

ପ୍ରବଳ ରାଗିଗଲେ ଟ୍ରମ୍ପ: ନରୱେ ପ୍ରଧାନମନ୍ତ୍ରୀଙ୍କୁ ପଠାଇଲେ ଧମକପୂର୍ଣ୍ଣ ଚିଠି

ଓ୍ବାଶିଂଟନ,୧୯।୧: ନୋବେଲ ପୁରସ୍କାର ନ ପାଇବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କ୍ରୋଧ ଏବେ ଭୀଷଣ ବଢିବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ନରୱେ ପ୍ରଧାନମନ୍ତ୍ରୀ ଜୋନାସ ଗାହର ଷ୍ଟୋରଙ୍କୁ ଏକ ଧମକପୂର୍ଣ୍ଣ ଚିଠି ପଠାଇଛନ୍ତି। ଚିଠିରେ ଟ୍ରମ୍ପ କହିଛନ୍ତି, ତାଙ୍କୁ ନୋବେଲ…

ଗ୍ରୀନଲାଣ୍ଡକୁ ନେଇ ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୯।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲାଣ୍ଡ ସମ୍ପର୍କରେ ଡେନମାର୍କ ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ସମୟରେ, ସେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଏହି ବିବୃତ୍ତି ଗ୍ରୀନଲ୍ୟାଣ୍ଡକୁ ନେଇ ଆମେରିକା ଏବଂ ୟୁରୋପ ମଧ୍ୟରେ ବଢୁଥିବା…

ଚାଇନା ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୨ ମୃତ ୮୪ ଆହତ

ବେଜିଂ,୧୯।୧: ପଶ୍ଚିମ ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ସ୍ବୟଂଶାସିତ ଅଞ୍ଚଳର ବାଓଟୋଉ ସହରରେ ରବିବାର (ଜାନୁଆରୀ ୧୮) ଏକ ଷ୍ଟିଲ ପ୍ଲାଣ୍ଟରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହା ଆଖପାଖ ଅଞ୍ଚଳରେ ଭୂମିକମ୍ପ ପରି ଅନୁଭବ…

ଟ୍ରମ୍ପଙ୍କ ଗାଜା ଶାନ୍ତି ବୋର୍ଡରେ ଭାରତ ସହିତ ପାକିସ୍ତାନ ମଧ୍ୟ ସାମିଲ, କ’ଣ ଏହାର ଅର୍ଥ? ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୧: ଗାଜା ସଙ୍କଟର ସମାଧାନ ପାଇଁ ଗଠିତ ‘ଶାନ୍ତି ବୋର୍ଡ’ରେ ଯୋଗଦେବାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତକୁ ନିମନ୍ତ୍ରଣ କରିଛନ୍ତି। ଏହି ସୂଚନା ରବିବାର ଭାରତରେ ଥିବା ଆମେରିକାର ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଶେୟାର କରିଛନ୍ତି। ସେ କହିଛନ୍ତି ଯେ…

Train Accident: ଭୟଙ୍କର ରେଳ ଦୁର୍ଘଟଣା, ସାମ୍ନା ସାମ୍ନି ଧକ୍କା ହେଲେ ହାଇସ୍ପିଡ ଟ୍ରେନ, ୨୧ ମୃତ

ପ୍ୟାରିସ,୧୯।୧: ରବିବାର (ଜାନୁଆରୀ ୧୮, ୨୦୨୬) ଦକ୍ଷିଣ ସ୍ପେନରେ ଏକ ମର୍ମନ୍ତୁଦ ଟ୍ରେନ ଦୁର୍ଘଟଣା ଘଟିଛି। କର୍ଡୋବା ପ୍ରଦେଶରେ ଦୁଇଟି ଦ୍ରୁତଗାମୀ ଟ୍ରେନ ମୁହାଁମୁହିଁ ଧକ୍କା ହେବା ଫଳରେ ଅତି କମରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଗୁରୁତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri