ଅନ୍ତର୍ଜାତୀୟ

‘ତୃତୀୟ ବିଶ୍ୱଯୁଦ୍ଧ ଆରମ୍ଭ ହେଲା’

ମସ୍କୋ/କିଭ୍‌,୧୬।୪: ପାଖାପାଖି ଦୁଇମାସ ପୂରିବାକୁ ଯାଉଛି ମସ୍କୋର ୟୁକ୍ରେନ୍‌ ଆକ୍ରମଣକୁ। ରୁଷୀୟ ସୈନ୍ୟଙ୍କ ଘନଘନ ରକେଟ୍‌ ମାଡ଼ରେ କିଭ୍‌ ସମେତ ଅନେକ ସହର ଶ୍ମଶାନ ପାଲଟିବାକୁ ଯାଉଛି। ଏଭଳି ସମୟରେ କୃଷ୍ଣସାଗରରେ ରୁଷଆର ଯୁଦ୍ଧଜାହାଜ ‘ମସ୍କଭା’କୁ ୟୁକ୍ରେନୀୟ ସୈନ୍ୟ କ୍ଷେପଣାସ୍ତ୍ର ମାଡ଼…

ଜେରୁଜେଲମ୍‌ରେ ସଂଘର୍ଷ: ୧୫୨ ଆହତ

ଜେରୁଜେଲମ୍‌,୧୬।୪: ଇସ୍ରାଏଲ୍‌ ଓ ପାଲେଷ୍ଟାଇନ୍‌ ମଧ୍ୟରେ ଶୁକ୍ରବାର ସଂଘର୍ଷ ଘଟିବାରୁ ଉଭୟ ପକ୍ଷର ୧୫୨ ଜଣ ଆହତ ହୋଇଛନ୍ତି। ଅଲ୍‌-ଅକ୍‌ସା ମସ୍‌ଜିଦ ପରିସରରେ ରମ୍‌ଜାନ୍‌ ମାସ ଆରମ୍ଭ ଅବସରରେ ସମୂହ ପ୍ରାର୍ଥନା ଚାଲିଥିବାବେଳେ ପାଲେଷ୍ଟାଇନ୍‌ର ବିକ୍ଷୋଭକାରୀ ଓ ଇସ୍ରାଏଲୀ ପୋଲିସ ମଧ୍ୟରେ…

ଇମ୍ରାନ୍‌ଙ୍କ ଦଳରେ ବିଦ୍ରୋହ: ପିଓକେ ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ଇସ୍‌ଲାମାବାଦ,୧୬।୪: ଇମ୍ରାନ୍‌ ଖାନ୍‌ଙ୍କ ପ୍ରଧାନମନ୍ତ୍ରୀ ପଦ ଯିବା ପରେ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ)କୁ ଆଉ ଏକ ଝଟ୍‌କା ଲାଗିଛି। ପାକ୍‌-ଅଧିକୃତ କଶ୍ମୀର (ପିଓକେ) ପ୍ରଧାନମନ୍ତ୍ରୀ ସର୍ଦ୍ଦାର ଅବ୍‌ଦୁଲ କାୟୁମ୍‌ ନାଇଜି ନିଜ ପଦରୁ ଇସ୍ତଫା ଦେଇଛନ୍ତି। କାୟୁମ୍‌ଙ୍କ ବିରୋଧରେ ପିଟିଆଇରେ ବିଦ୍ରୋହ…

ଦକ୍ଷିଣ ଆଫ୍ରିକାରେ ବନ୍ୟା: ୩୯୫ ମୃତ

ଡର୍ବାନ୍‌,୧୬।୪: ଦକ୍ଷିଣ ଆଫ୍ରିକାରେ ଏକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଳୟଙ୍କରୀ ବନ୍ୟା ଆଣିଛି। ଲକ୍ଷ ଲକ୍ଷ ଲୋକଙ୍କ ଘରଦ୍ୱାର ଭାସିଯାଇଛି। ବନ୍ୟା ବିତ୍ପାତରେ ୩୯୫ ଜଣଙ୍କ ମୃତ୍ୟୁ ଘଟିଥିବବେଳେ ୫ ଦିନ ପରେ ବି ଅନେକଙ୍କ ପତ୍ତା ମିଳୁନାହିଁ। ବନ୍ୟା…

ପାକିସ୍ତାନ ନ୍ୟାଶନାଲ ଆସେମ୍ଲିର ନୂଆ ସ୍ପିକର ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜା ପରଭେଜ ଅଶରଫ

ଇସଲାମାବାଦ,୧୬ ।୪: ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ନେତା ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ରାଜା ପରଭେଜ ଅଶରଫଙ୍କୁ ନ୍ୟାଶନାଲ ଆସେମ୍ଲିର ନୂଆ ସ୍ପିକର ନିର୍ବାଚିତ କରାଯାଇଛି । ସେ ନିର୍ବିରୋଧରେ ନିର୍ବାଚିତ ହୋଇଛନ୍ତି । କାରଣ ସ୍ପିକର ପଦ ପାଇଁ ଅନ୍ୟ…

ଲକଡାଉନ ନିୟମ ଭାଙ୍ଗି ହଜାର ହଜାର ଗିରଫ, ଗୋଟିଏ ଦିନରେ ୨୩ହଜାର ନୂଆ ସଂକ୍ରମିତ, ମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ବେଜିଂ,୧୬ ।୪: ଚାଇନାରେ ଏବେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଜିରୋ କୋଭିଡ ନୀତିକୁ ନେଇ ଲୋକେ ବ୍ୟସ୍ତ ବିବ୍ରତ ହୋଇ ପଡିଲେଣି । ସୋସିଆଲ ମିଡିଆରେ ଅନେକ ଲୋକ ଏମିତି ବଞ୍ଚିବା ଅପେକ୍ଷା…

ଚାଇନାକୁ କଡ଼ା ବାର୍ତ୍ତା ଦେଲେ ରାଜନାଥ

ଓ୍ବାଶିଂଟନ,୧୫।୪: ଭାରତର କେହି କ୍ଷତି କଲେ ଆମେ କଦାପି ଛାଡ଼ିବୁ ନାହିଁ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଚାଇନାକୁ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାରତ ଶକ୍ତିଶାଳୀ ରାଷ୍ଟ୍ର ଭାବେ ଉଭା ହୋଇଛି ଏବଂ…

ମସ୍କଭାର ପ୍ରତିଶୋଧ ନେଲା ରୁଷିଆ

ମସ୍କୋ,୧୫।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଭୀଷଣ ଯୁଦ୍ଧ ୫୧ଦିନରେ ପହଞ୍ଚିଛି। ରୁଷିଆ ସୈନ୍ୟ ଲଗାତର ଭାବେ ୟୁକ୍ରେନ ଉପରେ ଭୟଙ୍କର ଗୁଳିମାଡ଼ କରିବା ସହ ମିଶାଇଲ ମାଡ଼ କରୁଛନ୍ତି। ନିକଟରେ ୟୁକ୍ରେନ ରୁଷିଆର ଯୁଦ୍ଧ ଜାହାଜ ମସ୍କଭାକୁ…

ଚାଇନାରେ ବେକାବୁ କରୋନା

ବେଜିଂ,୧୫।୪: କରୋନା ମହାମାରୀର ଏନ୍ତୁଡ଼ିଶାଳ କୁହାଯାଉଥିବା ଚାଇନାରେ ଏବେ କୋଭିଡ ପରିସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଚାଇନାର ଆର୍ଥିକ ରାଜ୍ୟ କୁହାଯାଉଥିବା ସାଂଘାଇରେ କରୋନା ବେକାବୁ ହେବାରେ ଲାଗିଛି। ଗୁରୁବାର ସାଂଘାଇରେ ୨୭ହଜାରରୁ ଊର୍ଦ୍ଧ୍ୱ ରେକର୍ଡ ସଂଖ୍ୟକ କରୋନା ମାମଲା ଚିହ୍ନଟ…

ୟୁକ୍ରେନ୍ ଗସ୍ତ କରିପାରନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ୱାଶିଂଟନ,୧୫ ।୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ଆଗାମୀ ଦିନରେ ସେ ଯୁଦ୍ଧଗ୍ରସ୍ତ ୟୁକ୍ରେନ୍ ଗସ୍ତ କରିପାରନ୍ତି । ଆମେରିକାର ଅଧିକାରୀଙ୍କୁ ୟୁକ୍ରେନ୍ ପଠାଇବା ପ୍ରଶ୍ନର ଉତ୍ତରରେ ବାଇଡେନ କହିଛନ୍ତି ଆମେ ଏବେ ଏହା ଉପରେ ନିର୍ଣ୍ଣୟ ନେଇନାହୁଁ ।…

କରାଚିରେ କବର ସ୍ଥାନର ଅଭାବ, କବର ଉପରେ ଦିଆଯାଉଛି କବର

କରାଚି,୧୫ ।୪: ପାକିସ୍ତାନର ସବୁଠାରୁ ବଡ ସହର କରାଚିରେ ଏବେ କବର ସ୍ଥାନର ଅଭାବ ପଡିଛି । ମୃତକଙ୍କୁ କବର ଦେବାକୁ ଏବେ ଦେଖାଦେଇଥିବା ସ୍ଥାନାଭାବ ଲୋକଙ୍କୁ ଚିନ୍ତାରେ ପକାଇଛି । ଯେଉଁଠି କିଛି ଜାଗା ରହିଛି ତାହା ମାଫିଆଙ୍କ କବଜାରେ…

ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ: ୮ ସୈନ୍ୟ ମୃତ

ଇସଲାମାବାଦ,୧୫।୪: ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ୮ ଜଣ ପାକିସ୍ତାନୀ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ଉତ୍ତର ୱାଜିରସ୍ତାନରେ ଦୁଇଟି ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଉତ୍ତର ୱାଜିରସ୍ତାନର ଡାଟାଖେଲା ତହସିଲରେ ପ୍ରଥମ ଆକ୍ରମଣ ହୋଇଥିଲା। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିଲା। ଦ୍ୱିତୀୟ ଆତଙ୍କବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri