ଅନ୍ତର୍ଜାତୀୟ

ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ପୁଟିନ୍‌ଙ୍କ ନଜର…

ମସ୍କୋ, ୧୦।୪ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଫିନଲାଣ୍ଡ ନାଟୋ ଦେଶଗୁଡ଼ିକର ନିକଟତର ହେବାରେ ଲାଗିଛି। ଫଳରେ ୟୁକ୍ରେନ୍‌ ପରେ ଏବେ ଫିନଲାଣ୍ଡ୍‌ ଉପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ୍‌ଙ୍କ ନଜର ରହିଛି। ଏହାର ପ୍ରଭାବ ମଧ୍ୟ ପଡ଼ିବା ଆରମ୍ଭ ହୋଇଗଲାଣି।…

ଜେଲେନସ୍କି-ଜନସନ୍‌ ସାଙ୍ଗ ହୋଇ ରାସ୍ତାରେ ବୁଲିଲେ…

କ୍ୱିଭ୍‌, ୧୦।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ହଠାତ୍‌ ୟୁକ୍ରେନରେ ପହଞ୍ଚିଛନ୍ତି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ କ୍ୱିଭ୍‌ର ରାସ୍ତାରେ ଜନସନ୍‌ ବୁଲୁଥିବାର ଦେଖିବାକୁ ମିଳିଥିଲା। ୟୁକ୍ରେନ ସରକାର ଶେୟାର କରିଥିବା ଦୁଇ ମିନିଟରୁ ଅଧିକ ସମୟର ଭିଡିଓରେ…

ଫ୍ଲୋର ଟେଷ୍ଟରେ ପରାଜିତ ହୋଇଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେଲେ ଇମ୍ରାନ

ଇସଲାମାବାଦ,୧୦ ।୪: ପାକିସ୍ତାନର ନ୍ୟାଶନାଲ ଆସେମ୍ଲିରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ଅବିଶ୍ୱାସ ପ୍ରସ୍ତାବ ଉପରେ ଶନିବାର ମଧ୍ୟ ରାତ୍ରରେ ହୋଇଥିବା ମତଦାନରେ ପରାଜୟ ସ୍ୱୀକାର କରିବାକୁ ପଡିଥିଲା ଇମ୍ରାନଙ୍କୁ । ଏହାପରେ ଦେଶର ଇତିହାସରେ ସେ ପ୍ରଥମ ପ୍ରଧାନମନ୍ତ୍ରୀ ପାଲଟି…

ୟୁକ୍ରେନ୍ ଏୟାର ବେସ ଉପରେ ଆକ୍ରମଣ: ଯୁଦ୍ଧ ବିମାନ, ଅସ୍ତ୍ରଶସ୍ତ୍ର ଡିପୋ ନଷ୍ଟ, ରୁଷିଆ ଭାଷାରେ ଲେଖାଯାଇଛି ‘ଏହା ପିଲାମାନଙ୍କ ପାଇଁ..’

କ୍ୱିଭ,୧୦ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୪୫ ଦିନ ହୋଇଛି । ଏହାରି ଭିତରେ ରୁଷିଆ ମଧ୍ୟ ୟୁକ୍ରେନର ମିରହୋରୋଡ ଏୟାର ବେସ ଉପରେ ଆକ୍ରମଣ କରିଛି । ଏଥିରେ ଯୁଦ୍ଧ ବିମାନ ସହ ଅସ୍ତ୍ରଶସ୍ତ୍ର ଡିପୋ ନଷ୍ଟ ହୋଇଯାଇଛି । ଏହାକୁ…

ପାକିସ୍ତାନର ପ୍ରଧାନମନ୍ତ୍ରୀ ଦୌଡରେ ଶହବାଜ ଶରିଫ

ଇସଲାମାବାଦ,୧୦ ।୪: ପାକିସ୍ତାନରେ ଶନିବାର ରାତି ଅଧରେ ରାଜନୈତିକ ଡ୍ରାମା ଦେଖିବାକୁ ମିଳିଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସଂସଦରେ ଇମ୍ରାନ ଖାଁଙ୍କ ବିରୋଧରେ ହୋଇଥିବା ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ହୋଇଥିଲା । ଏହି ସମୟରେ ଇମ୍ରାନ ଖାଁ ପରାଜୟ…

ଶରଣାର୍ଥୀ ହେଲେଣି ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ, ଜାତିସଂଘ ରିପୋର୍ଟ…

ଜେନେଭା, ୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ୪୪ ଲକ୍ଷରୁ ଅଧିକ ୟୁକ୍ରେନ୍‌ ନାଗରିକ ପଡ଼ୋଶୀ ଦେଶରେ ଶରଣାର୍ଥୀ ସାଜିଛନ୍ତି। ଏନେଇ ଜାତିସଂଘ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜାତିସଂଘ ଶରଣାର୍ଥୀ…

ଇସ୍ତଫା ଦେବାକୁ ୩ ସର୍ତ୍ତ ରଖିଲେ ଇମ୍ରାନ

ଇସଲାମାବାଦ,୯ା୪: ଇସ୍ତଫା ଦେବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ପ୍ରସ୍ତୁତ ବୋଲି ଏକ ସୂତ୍ରରୁ ଜଣାପଡ଼ିଛି। ତେବେ ଇସ୍ତଫା ପାଇଁ ଇମ୍ରାନ ୩ଟି ସର୍ତ୍ତ ରଖିଛନ୍ତି। ପ୍ରଥମ ସର୍ତ୍ତ ହେଲା ଇସ୍ତଫା ପରେ ତାଙ୍କୁ ଗିରଫ କରାଯିବନି, ଦ୍ୱିତୀୟରେ ଶାହାବାଜଙ୍କୁ…

ଆର୍ଥିକ ସଙ୍କଟରୁ ମୁକ୍ତି ପାଇଁ ୬ ମାସରେ ଆବଶ୍ୟକ ୩ ବିଲିୟନ୍‌ ଡଲାର, ଅର୍ଥମନ୍ତ୍ରୀଙ୍କ ସୂଚନା…

କଲମ୍ବୋ, ୯।୪ : ଶ୍ରୀଲଙ୍କାରେ ଉତ୍କଟ ଆର୍ଥିକ ଜାରି ରହିଛି। ଏଥିରୁ ମୁକ୍ତି ଲାଗି ଆସନ୍ତା ୬ ମାସ ମଧ୍ୟରେ ୩ ବିଲିୟନ୍‌ ଡଲାର ଆବଶ୍ୟକ ବୋଲି ଅର୍ଥମନ୍ତ୍ରୀ ଆଲି ସାବ୍ରେ ଶନିବାର ଗଣମାଧ୍ୟମ ସଂସ୍ଥା ରଏଟରର୍ସକୁୂ ସୂଚନା ଦେଇଛନ୍ତି। ଦେଶର…

ଜରୁରିକାଳୀନ ବୈଠକ ଡାକିଲେ ଇମ୍ରାନ

ଇସଲାମାବାଦ,୯ା୪: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ପାକିସ୍ତାନର ଜାତୀୟ ଆସେମ୍ବ୍ଲି ଶନିବାର ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟ୍‌ ହେବ। ସୁପ୍ରିମକୋର୍ଟ ଗୁରୁବାର ଦେଇଥିବା ରାୟରେ ଡେପୁଟି ବାଚସ୍ପତିଙ୍କ ଅନାସ୍ଥା ଆବେଦନକୁ ଖାରଜ କରିଛନ୍ତି। ଏହି ସମୟରେ ବିରୋଧୀ ଜାତୀୟ ଆସେମ୍ବ୍ଲି ସଭା ଡେପୁଟି…

ପ୍ରତି ୧୬ ଜଣରେ ଜଣେ କରୋନା ପଜିଟିଭ୍‌…

ଲଣ୍ଡନ, ୯।୪ : ବ୍ରିଟେନ୍‌ରେ କରୋନା ସଂକ୍ରମଣ ରେକର୍ଡସ୍ତରରେ ପହଞ୍ଚିଛି। ଏଠାରେ ପ୍ରତି ୧୬ ଜଣରେ ଜଣେ କରୋନାରେ ଆକ୍ରାନ୍ତ ହେଉଛନ୍ତି। ଦେଶରେ କରୋନା ସଂକ୍ରମଣ ହାର ୬.୩୭ ପ୍ରତିଶତ ରହିଛି। ସଂକ୍ରମଣ ହାର ଫେବୃୟାରୀ ମାସ ତୁଳନାରେ ୨ ଗୁଣାରେ…

କ୍ଷୀର ଲିଟର ୨୦୦୦ ଟଙ୍କା, କପେ ଚା’ ଦାମ୍‌ ଶହେ…

କଲମ୍ବୋ, ୯।୪ : ଶ୍ରୀଲଙ୍କା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ କ୍ଷୀର ଲିଟର ୨୦୦୦ ଟଙ୍କା ଛୁଇଁଥିବାବେଳେ କପେ ଚା’ ଦାମ୍‌ ଶହେ ଟଙ୍କାରେ ପହଞ୍ଚିଛି। ଋଣ ବୋଝରେ ଦେଶର ବିଦେଶୀ ମୁଦ୍ରାଭଣ୍ଡାର ୭୦ ପ୍ରତିଶତ ହ୍ରାସ ପାଇ…

ମାନିଲା ରୁଷିଆ, ଯୁଦ୍ଧରେ ହୋଇଛି ବହୁ କ୍ଷତି…

ମସ୍କୋ, ୯।୪ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧକୁ ଦେଢ଼ମାସ ବିତିଛି। ପୂର୍ବରୁ ୟୁକ୍ରେନ୍‌ ବାରମ୍ବାର ରୁଷିଆର କ୍ଷତି ହୋଇଥିବା ଦାବି କରୁଥିଲା। ଏହା ସହିତ ଆମେରିକାର କେତେକ ଗୁପ୍ତଚର ସଂସ୍ଥା ମଧ୍ୟ ଏଭଳି କହୁଥିଲେ। ମାତ୍ର ରୁଷିଆ କ୍ଷୟକ୍ଷତି ନେଇ ଚୁପ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri