ଅନ୍ତର୍ଜାତୀୟ

‘ମହିଳାଙ୍କ କେବଳ ଗୋଟିଏ କାମ, ସନ୍ତାନ ଜନ୍ମଦେବା’

କାବୁଲ,୧୦।୯: ଜଣେ ମହିଳା ମନ୍ତ୍ରୀ ହୋଇପାରିବେ ନାହିଁ। ଜଣେ ମହିଳା ମନ୍ତ୍ରୀ ହେବା ତାଙ୍କ ବେକରେ କିଛି ରଖିବା ପରି, ଯାହାକୁ ସେ ଉଠାଇ ପାରିବେ ନାହିଁ। ମହିଳାମାନେ କ୍ୟାବିନେଟରେ ରହିବା ଜରୁରୀ ନୁହେଁ। ସେମାନେ ସନ୍ତାନ ଜନ୍ମ ଦେବା...

ବନ୍ଧୁକକୁ ଡର ନାହିଁ

କାବୁଲ,୧୦।୯: ପୁରୁଷ ପ୍ରଧାନ, ରୂଢ଼ିବାଦୀ, କଠୋରପନ୍ଥୀ, ବର୍ବର। ଏମିତି ଯେତେ ନକାରାମତ୍କ ଉପମା ଦେଲେ ବି କମ୍‌ ହେବ ତାଲିବାନ୍‌ ପାଇଁ। କଥା କଥାକେ ସର୍ବସମ୍ମୁଖରେ ଟେକା ଫିଙ୍ଗି, ଗୁଳି କରି ଅଥବା ଖୁଣ୍ଟରେ ଝୁଲାଇ ହତ୍ୟା କରିବାର ହୃଦୟ...

ଲକ୍ଷ ଲକ୍ଷ ଜୀବନ ବଞ୍ଚାଇବା ପାଇଁ ତାଲିବାନ ସହ କଥା ହେବା ଜରୁରୀ: ୟୁଏନ୍ ମହାସଚିବ

ନ୍ୟୁୟର୍କ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଏବେ ସରକାର ଗଠନ କରି ସାରିଛି । ଏବେ ସମସ୍ତଙ୍କ ନଜର କେଉଁ କେଉଁ ଦେଶ ତାଲିବାନକୁ ମାନ୍ୟତା ଦେଉଛନ୍ତି । ବିଶ୍ୱର ଅଧିକାଂଶ ଦେଶ ତାଲିବାନର ଆତଙ୍କବାଦକୁ ଦେଖି ଏହା ଉପରେ ଭରସା...

ତାଲିବାନକୁ ସିଧାସଳଖ ଟକ୍କର ଦେଉଛନ୍ତି ଆଫଗାନି ମହିଳା

କାବୁଲ,୧୦ ।୯: ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ହୋଇଯାଇଛି । ବହୁ ରକ୍ତପାତ ପରେ ଶେଷରେ ତାଲିବାନ ସରକାର ଗଠନ କରି ଶାସନ କ୍ଷମତାକୁ ନିଜ ହାତକୁ ନେଇ ଯାଇଛି । ହେଲେ ତାଲିବାନର ମନମାନିକୁ ଆଦୌ ଗ୍ରହଣ କରିପାରୁ...

୯/୧୧ରେ ହୋଇପାରେ ଶପଥ ପାଠ

କାବୁଲ,୯।୯: ଆସନ୍ତା ୧୧ ତାରିଖରେ ଆମେରିକାର ଟ୍ବିନ ଟାଓ୍ବାର ଆକ୍ରମଣର ୨୦ ବର୍ଷ ପୂର୍ତ୍ତି ଅବସରରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ କରିପାରେ ତାଲିବାନ୍‌। କିଛି ରିପୋର୍ଟ ଅନୁଯାୟୀ, ଉତ୍ସବ ଲାଗି ଚାଇନା, ତୁର୍କୀ, ପାକିସ୍ତାନ, ଇରାନ, କାତାର, ଭାରତ...

ଶେଷ ହେଲା ରକ୍ତପାତ, ଏବେ କାମକୁ ଫେର

କାବୁଲ,୯।୯: ଆଫଗାନିସ୍ତାନରେ ରକ୍ତପାତର ସମୟ ଶେଷ ହୋଇଛି। ଯୁଦ୍ଧ ପ୍ରଭାବିତ ଦେଶର ପୁନଃ ନିର୍ମାଣ ଗୁରୁଦାୟିତ୍ୱ ଆମକୁ ବହନ କରିବାକୁ ପଡ଼ିବ। ପୂର୍ବ ସରକାରର ଅଧିକାରୀମାନେ ନିଜ ନିଜ କର୍ମସ୍ଥଳକୁ ଫେରିଆସନ୍ତୁ। ସେମାନଙ୍କୁ ସମ୍ପୂର୍ଣ୍ଣ ସୁରକ୍ଷା ଦିଆଯିବ ବୋଲି ଗୁରୁବାର...

ବିଦେଶୀଙ୍କୁ ଦେଶଛାଡ଼ିବାକୁ ଅନୁମତି ଦେଲା ତାଲିବାନ୍‌

କାବୁଲ,୯।୯: ଆଫଗାନିସ୍ତାନର ଅନ୍ତରୀଣ ସରକାର(ତାଲିବାନ୍‌) ଗୁରୁବାର ୨୦୦ ବିଦେଶୀଙ୍କୁ ଦେଶ ଛାଡ଼ିବାକୁ ଅନୁମତି ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅନେକ ଆମେରିକୀୟ ଅଛନ୍ତି। କାବୁଲ ବିମାନବନ୍ଦରରୁ ସେମାନେ ନିଜ ନିଜ ଦେଶକୁ ଯିବା ପାଇଁ ବାହାରିଛନ୍ତି। ଏନେଇ ଆମେରିକାର ଜଣେ ଅଧିକାରୀ...

କରୋନା ଟିକା ନ ନେଲେ ହରାଇବାକୁ ପଡିବ ଚାକିରି

ଓଟାୱା,୯ ।୯: କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଏୟାର ଲାଇନ୍ସ ପକ୍ଷରୁ ଚେତାବନୀ ଜାରି କରାଯାଇଛି । କମ୍ପାନୀ କହିଛି ଯେଉଁ କର୍ମଚାରୀମାନେ ଏପର୍ଯ୍ୟନ୍ତ କରୋନା ଟିକା ନେଇ ନାହାନ୍ତି ସେମାନଙ୍କୁ ଚାକିରି ହରାଇବାକୁ ପଡିପାରେ । କିମ୍ବା ବିନା...

ଚାଇନାର ଚାଲାକି: ପଡୋଶୀ ଦେଶକୁ ସାହାଯ୍ୟ କରି ଭାରତକୁ ଘେରିବାକୁ କରୁଛି ଚେଷ୍ଟା

ବେଜିଂ,୯।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ ପରେ, ଅବଶିଷ୍ଟ ବିଶ୍ୱ ଅପେକ୍ଷା ନୀତି ଆପଣାଇଛି। କିନ୍ତୁ ଚାଇନା ଆଫଗାନିସ୍ତାନର ଅର୍ଥନୈତିକ ସଙ୍କଟ ଦୂର କରିବା ପାଇଁ ତାଲିବାନକୁ ୩୧ ମିଲିୟନ୍‌ ଆମେରିକୀୟ ଡଲାର ସହାୟତା ଘୋଷଣା କରିଛି। ଏହାସହ ଆଫଗାନିସ୍ତାନରେ...

ରାଜନୀତି ପରେ ଏବେ ବକ୍ସିଂରେ ଟ୍ରମ୍ପ୍‌…

ଓ୍ବାଶିଂଟନ,୯।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ରାଜନୀତି ଛାଡ଼ି ବକ୍ସିଂରେ ଯୋଗଦେବାକୁ ଯାଉଛନ୍ତି। ସେ ବକ୍ସିଂ ରିଙ୍ଗ୍‌ରେ ଫାଇଟ୍‌ କରିବେନି। ମାତ୍ର ବକ୍ସି ଜଗତ ସହିତ ଜଡ଼ିତ ରହିବେ। ବକ୍ସିଂରେ ଏବେ ଟ୍ରମ୍ପ୍‌ କମେଣ୍ଟ୍ରି କରୁଥିବାର ଦେଖିବାକୁ...

୨୦ ବର୍ଷ ପରେ ଆଫଗାନିସ୍ତାନକୁ ପୁଣି ଫେରିବ ଅଲ୍‌-କାଏଦା: ଆମେରିକା

ଓ୍ବାଶିଂଟନ,୯ା୯: ଆଫଗାନିସ୍ତାନର ବର୍ତ୍ତମାନର ଅବସ୍ଥା ଅତ୍ୟନ୍ତ ସଙ୍ଗିନ। ଆଫଗାନିସ୍ତାନରେ ତାଲିବାନ ସରକାର କ୍ଷମତାକୁ ଆସିବା ପରେ ଅନେକ କିଛି ପରିବର୍ତ୍ତନ ହୋଇଛି। ଆମେରିକା କହିଛି, ଆଫଗାନିସ୍ତାନର ପରିବର୍ତ୍ତନଶୀଳ ପରିସ୍ଥିତି ମଧ୍ୟରେ ଆତଙ୍କବାଦୀ ସଂଗଠନ ଅଲ-କାଏଦା ୨୦ ବର୍ଷ ପରେ ପୁଣି...

ରିଜର୍ଭ ବ୍ୟାଙ୍କ ମୁଖ୍ୟଙ୍କ ଟେବୁଲରେ ଲାପଟପ୍‌ ସହିତ ଏକେ-୪୭…

କାବୁଲ,୯।୯: ଆଫଗାନିସ୍ତାନକୁ ନିଜ ଦଖଲକୁ ନେବା ପରେ ତାଲିବାନ୍‌ ଦେଶର ଉଚ୍ଚ ପଦପଦବୀରେ ନିଜ ସଂଗଠନ ସଦସ୍ୟଙ୍କୁ ନିଯୁକ୍ତି କରିଛି। ଆଫଗାନିସ୍ତାନ ରିଜର୍ଭ ବ୍ୟାଙ୍କର ମୁଖ୍ୟ ଭାବେ ହାତି ମହମ୍ମଦ ଇଦ୍ରିଶ୍‌ଙ୍କୁ ନିଯୁକ୍ତ କରାଯାଇଛି। ସେ ତାଲିବାନର କଳାଧନକୁ ଧଳାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri