‘୩୦ ଘଣ୍ଟା ହେଲା ମେଟ୍ରୋ ଷ୍ଟେଶନରେ ଲୁଚିଛୁ, ବାହାରେ ବୋମା ବର୍ଷୁଛି’
ନୂଆଦିଲ୍ଲୀ,୨୫।୨: ରୁଷିଆ ଆକ୍ରମଣ କରିବାରୁ ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ର ସ୍ବଦେଶ ଫେରିବା ପାଇଁ ସାହାଯ୍ୟ ମାଗୁଛନ୍ତି। କିଛି ଛାତ୍ରୀଛାତ୍ର ସେମାନଙ୍କ ଆପାର୍ଟମେଣ୍ଟ ଛାଡ଼ି ନ ଥିବା ବେଳେ ଅନ୍ୟମାନେ ମାଟି ତଳେ ଥିବା ମେଟ୍ରୋ ରେଲଓ୍ବେ ଷ୍ଟେଶନ ତଥା ବୋମା…
ୟୁକ୍ରେନକୁ ସାହାଯ୍ୟର ହାତ ବଢ଼ାଇଲେ ସାଇବର ହ୍ୟାକର
ମସ୍କୋ,୨୫।୨: ୟୁକ୍ରେନ ଉପରେ ବାରମ୍ବାର ସାଇବର ଆକ୍ରମଣ ହେଉଥିବା ବେଳେ ଏଥିପାଇଁ ସେ ରୁଷିଆକୁ ଦାୟୀ କରିଛି। ବର୍ତ୍ତମାନ ସାଇବର ହ୍ୟାକର୍ସଙ୍କ ଏକ ଗୋଷ୍ଠୀ ରୁଷିଆ ବିରୋଧରେ ସାଇବର ଯୁଦ୍ଧ ଆରମ୍ଭ କରିଛି। ଏଥିରେ ଅନେକ ରୁଷିଆର ସରକାରୀ ୱେବସାଇଟକୁ ଟାର୍ଗେଟ…
ୟୁକ୍ରେନ-ରୁଷିଆ ଯୁଦ୍ଧରେ ଭାରତର ଆଭିମୂଖ୍ୟକୁ ନେଇ ପ୍ରଶ୍ନ ଉଠାଇଲା ଆମେରିକା
ଓ୍ବାଶିଂଟନ୍,୨୫।୨: ୟୁକ୍ରେନ ଓ ରୁଷିଆ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି। ତେବେ ଏହି ଯୁଦ୍ଧକୁ ନେଇ ଭାରତ କାହା ସପକ୍ଷରେ ରହିଛି ସେନେଇ ସାରା ବିଶ୍ୱର ନଜର ଏବେ ଭାରତ ଉପରେ ରହିଛି। କାରଣ…
ରାଜଧାନୀ କ୍ୱିଭ୍ରେ ପଶିଲା ରୁଷିଆ ସେନା
କ୍ୱିଭ୍,୨୫।୨: ୟୁକ୍ରେନ ଏବଂ ରୁଷିଆ ମଧ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ରୁଷିଆର ଘନଘନ ଆକ୍ରମଣ କରୁଥିବାର ରାଜଧାନୀ କ୍ୱିଭ୍ରେ ସ୍ଥିତି ଅତ୍ୟନ୍ତ ସଙ୍ଗୀନ ରହିଛି। ତେବେ ଶୁକ୍ରବାର ଅପରାହ୍ନରେ ରୁଷିଆ ସେନା କ୍ୱିଭ୍ରେ ପଶିଛି। ରୁଷିଆ ସେନା ଆଜି ୬…
ଶତ୍ରୁତାକୁ ସମାପ୍ତ ପାଇଁ ରୁଷିଆକୁ ଆଲୋଚନା କରିବାକୁ ପଡ଼ିବ: ଜେଲେନ୍ସ୍କି
କ୍ୱିଭ,୨୫।୨: ୟୁକ୍ରେନରେ ରୁଷିଆ ଆକ୍ରମଣର ଆଜି ଦ୍ୱିତୀୟ ଦିନ ହୋଇଥିବା ବେଳେ ଭୟଙ୍କର ଯୁଦ୍ଧ ଜାରି ରହିଛି। ବର୍ତ୍ତମାନ ୟୁକ୍ରେନର ରାଜଧାନୀ କ୍ୱିିଭ ସମେତ ଅନେକ ସହରରେ ରୁଷିଆ ସୈନ୍ୟ ପ୍ରବେଶ କରିଛନ୍ତି। ସୂଚନା ଅନୁସାରେ ରୁଷିଆ ସୈନ୍ୟ ବର୍ତ୍ତମାନ ସୁମି…
ୟୁକ୍ରେନ୍ ଯବାନଙ୍କ ଭାବପ୍ରବଣ ଭିଡିଓ ଭାଇରାଲ: ଦେଖନ୍ତୁ ଭିଡିଓ
କ୍ୱିଭ୍,୨୫।୨: ଆଜି ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଦ୍ୱିତୀୟ ଦିନ। ଗୋଟିଏ ପଟେ ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରୁଥିବାବେଳେ ଅନ୍ୟପଟେ ଦୁଇ ଦେଶ ମଧ୍ୟରେ ବଢୁଥିବା ତିକ୍ତତା ବିଶ୍ୱର ଚିନ୍ତା ବଢାଇ ଦେଇଛି। ଏହି ସମୟରେ ସୋସିଆଲ ମିଡିଆରେ…
ଯୁଦ୍ଧ କ୍ଷେତ୍ରକୁ ଯିବା ପୂର୍ବରୁ ଝିଅକୁ ଆଲିଙ୍ଗନ କରି ଭାବପ୍ରବଣ ହେଉଛନ୍ତି ୟୁକ୍ରେନ୍ ଯବାନ: ଭିଡିଓ ଭାଇରାଲ
କ୍ୱିଭ୍,୨୫ ।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଦ୍ୱାରା ଯୁଦ୍ଧ ଘୋଷଣା ହେବା ପରେ ଗୁରୁବାର ଅର୍ଥାତ୍ ୨୪ ଫେବୃୟାରୀରେ ରୁଷିଆ ପ୍ରଥମେ ୟୁକ୍ରେନ ଉପରେ ଆକମଣ ଆରମ୍ଭ କରି ଦେଇଛି । ଏହି ସମୟରେ ୟୁକ୍ରେନର ବିଭିନ୍ନ ସ୍ଥାନରେ ରୁଷିଆ…
ଦ୍ୱିତୀୟ ଦିନରେ ରାଜଧାନୀ ଉପରେ ମିସାଇଲ ବର୍ଷା
ନୂଆଦିଲ୍ଲୀ,୨୫।୨: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ସବୁଠୁ ବଡ଼ ସାମରିକ କାର୍ଯ୍ୟନୁଷ୍ଠାନ ଦେଖୁଛି ୟୁରୋପ। ପୂର୍ବତନ ସୋଭିଏଟ୍ ରାଜ୍ୟ ଉପରେ ରୁଷିଆର ସ୍ଥଳ, ସମୂଦ୍ର ଓ ବାୟୁ ସେନା ଲଗାତାର ମିସାଇଲ ମାଡ କରିଛନ୍ତି। ଯୁଦ୍ଧର ପ୍ରଥମ ଦିନ ଅତିକମ୍ରେ ୧୩୭ ୟୁକ୍ରେନିଆନ୍ସଙ୍କ…
ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ଭାବପ୍ରବଣ ବାର୍ତ୍ତା: ଲଢେଇରେ ସମସ୍ତେ ହାତ ଛାଡିଦେଲେ
କ୍ୱିଭ୍,୨୫।୨: ରୁଷିଆର ଆକ୍ରମଣ ପରେ ୟୁକ୍ରେନରେ ଏକ ଭୟଙ୍କର ଯୁଦ୍ଧ ଚାଲିଛି। ଚାରିଆଡେ ଭୟ ଏବଂ ବିନାଶର ଦୃଶ୍ୟ ଦେଖିବାକୁ ମିଳିଛି। ଏହି ସମୟରେ, ୟୁକ୍ରେନର ରାଷ୍ଟ୍ରପତି ଭ୍ଲୋଡିମିର୍ ଜେଲେନସ୍କି ଏକ ଭାବପ୍ରବଣ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି- ଯୁଦ୍ଧରେ ସମସ୍ତେ…
ମେଶିନ୍ ଗନ୍ରେ ଭିଡିଓ ଶୁଟ୍ କରୁଥିଲେ ଯୁବତୀ, ହଠାତ୍ ଟ୍ରିଗରରେ ବାଜିଗଲା ହାତ; ଆଉ ତା’ ପରେ…
ମେକ୍ସିକୋ,୨୫ା୨: ସୋସିଆଲ ମିଡିଆ ଏମିତି ଏକ ପ୍ଲାଟ୍ଫର୍ମ ଯେଉଁଠି ଲୋକମାନେ ନିଜର ଜୀବନଶୈଳୀଠୁ ଆରମ୍ଭ କରି ପ୍ରତ୍ୟେକ କଥା ଶେୟାର କରିଥାନ୍ତି। ଏହା ଏବେ ବ୍ୟବସାୟର ମାଧ୍ୟମ ମଧ୍ୟ ପାଲଟିଗଲାଣି। କିନ୍ତୁ ମେକ୍ସିକୋର ଜଣେ ଯୁବତୀଙ୍କ ପାଇଁ ସୋସିଆଲ ମିଡିଆରେ ଭିଡିଓ…
ଆଗାମୀ ୯୬ ଘଣ୍ଟା ମଧ୍ୟରେ କ୍ୱିଭ୍କୁ କବଜା କରିପାରେ ରୁଷିଆ, ଏକ ସପ୍ତାହ ମଧ୍ୟରେ ଭାଙ୍ଗିପାରେ ୟୁକ୍ରେନ୍ ସରକାର!
ମସ୍କୋ/କ୍ୱିଭ/ୱାଶିଂଟନ,୨୫ ।୨: ରୁଷିଆ-ୟୁକ୍ରେନ ଯୁଦ୍ଧ ବିଭିଷିକା ବେଳକୁ ବେଳ ଭୟଙ୍କର ହେବାରେ ଲାଗିଛି । ରୁଷିଆ ସେନା ଦ୍ୱାରା ୟୁକ୍ରେନର ବହୁ ଅଞ୍ଚଳ କବଜା କରାଯିବା ସହ ଅନେକ ଲୋକଙ୍କ ଜୀବନ ଗଲାଣି । ୟୁକ୍ରେନ ରାଷ୍ଟ୍ରପତି କହିଛନ୍ତି ରୁଷିଆର ଆକ୍ରମଣ…
କ୍ୱିଭ୍ରେ ବଡ଼ ବିସ୍ଫୋରଣ କଲା ରୁଷିଆ
କ୍ୱିଭ୍,୨୫।୨: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଗମ୍ଭୀର ରୂପ ନେଇଛି। ରୁଷିଆ ସେନା ଦ୍ୱାରା ୟୁକ୍ରେନ ଉପରେ ହୋଇଥିବା ଆକ୍ରମଣରେ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଶୁକ୍ରବାର ୟୁକ୍ରେନର ରାଜଧାନୀ କ୍ୱିଭ୍ରେ ରୁଷିଆ ଆକ୍ରମଣ କରିଛି। ସକାଳ ୪ ଟାରୁ (ସ୍ଥାନୀୟ ସମୟ)…
Archives


