ଜୀବନ୍ତ ଜଳିଗଲେ ୪୧ କଏଦୀ…
ଜାକର୍ତ୍ତା,୮।୯: ଇଣ୍ଡୋନେସିଆର ବଣ୍ଟେନ ପ୍ରଦେଶର ଏକ ଜେଲରେ ଅଗ୍ନିକାଣ୍ଡ ଘଟି ୪୧ ଡ୍ରଗ୍ସ କଏଦୀଙ୍କର ମୃତ୍ୟୁ ଘଟିଛି ଏବଂ ୩୯ ଜଣ ଆହତ ହୋଇଛନ୍ତି। ଆହତ କଏଦୀଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜେଲ ବିଭାଗ,...
ବିଟ୍କଏନ୍କୁ ଅଫିସିଆଲ କରେନ୍ସି ମାନ୍ୟତା
ସାନ୍ ସାଲ୍ଭେଡର ୮ା୯: କ୍ରିପ୍ଟୋକରେନ୍ସି ବିଟ୍କଏନ୍କୁ ଲିଗାଲ ଟେଣ୍ଡର ବା ଅଫିସିଆଲ କରେନ୍ସି ମାନ୍ୟତା ଦେବାରେ ଏଲ୍ ସାଲଭେଡର ମଙ୍ଗଳବାର ବିଶ୍ୱର ପ୍ରଥମ ଦେଶ ହୋଇଛି। କିଛି ମାସ ପୂର୍ବରୁ ଏହି ଦେଶ ବିଟ୍କଏନକୁ ବୈଧ ବୋଲି ଘୋଷଣା କରିଥିଲା।...
ସରକାର ଘୋଷଣା କଲା ତାଲିବାନ୍
କାବୁଲ,୭।୯: ଆତଙ୍କବାଦୀ ଗୋଷ୍ଠୀ ତାଲିବାନ୍ ଏହାର ବରିଷ୍ଠ ଅଧିକାରୀଙ୍କୁ ନେଇ ମଙ୍ଗଳବାର ଆଫଗାନିସ୍ତାନ ସରକାର ଗଠନ କରିଛି। ତାଲିବାନ୍ର ନେତୃତ୍ୱ ପରିଷଦ ମୁଖ୍ୟ ମୁଲା ମହମ୍ମଦ ହାସନଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ଚୟନ କରାଯାଇଛି। ଏ ନେଇ ଆୟୋଜିତ ଖବରଦାତା...
ତାଲିବାନଙ୍କ ମଧ୍ୟରେ ଫାଟ!
କାବୁଲ,୭।୯: ଆଫଗାନିସ୍ତାନରେ ସରକାର ଗଠନ ପାଇଁ ତାଲିବାନ ମଧ୍ୟରେ ଆଭ୍ୟନ୍ତରୀଣ କନ୍ଦଳ ସାମ୍ନାକୁ ଆସୁଛି। କନ୍ଦଳ ମଧ୍ୟରେ ତିନୋଟି ମୁଖ୍ୟ ନାମ ରହିଛି। ମୁଲ୍ଲା ଅବଦୁଲ ଘାନି ବରାଦର, ହିବତୁଲ୍ଲା ଅଖୁଣ୍ଡଜାଦା ଏବଂ ସିରାଜୁଦ୍ଦିନ ହକ୍କାନି। ଖବର ଅନୁଯାୟୀ, ସରକାର...
ପୃଥିବୀର ଏହି ଅଞ୍ଚଳରେ ଏବେ ବି ନାହିଁ ଜୀବନ…
ଓ୍ବାଶିଂଟନ,୭।୯: ପୃଥିବୀର ସମସ୍ତ ଅଞ୍ଚଳରେ ଜୀବନ ରହିଛି। ଏକ ମୁଠା ମାଟିକୁ ପରୀକ୍ଷା କଲେ ଏଥିରେ କୋଟି କୋଟି ସୂକ୍ଷ୍ମ ଜୀବ ରହିଥିବାର ଜଣାପଡ଼ିଥାଏ। ମାତ୍ର ପୃଥିବୀର ଏଭଳି କିଛି ଅଞ୍ଚଳରେ ଏବେ ମଧ୍ୟ ଜୀବନ ସର୍ତ୍ତା ପହଞ୍ଚି ପାରିନି।...
ତାଲିବାନ ସରକାରକୁ ମାନ୍ୟତା ଦେବ ନାହିଁ ଆମେରିକା: ଜୋ ବାଇଡେନ
ୱାଶିଂଟନ,୭ ।୯: ଆଫଗାନିସ୍ତାନ ଉପରେ ତାଲିବାନ ସମ୍ପୂର୍ଣ୍ଣ ଭାବେ କବଜା କରିଥିବା ଦାବି କରିଛି । ଏବେ ସେଠାରେ ମହା ସମାରୋହ ମାଧ୍ୟମରେ ତାଲିବାନ ସରକାର ଗଠନ କରିବାକୁ ପ୍ରସ୍ତୁତ ହେଉଛି । ଏଥିପାଇଁ ତାଲିବାନ ୬ଟି ଦେଶକୁ ନିମନ୍ତ୍ରଣ...
ରାଷ୍ଟ୍ରପତିଙ୍କ ପଛରେ ଛତା ଧରି ଛିଡ଼ା ହେଉଥିବା ବିଶ୍ୱସ୍ତ କଲେ କ୍ଷମତା ଦଖଲ…
କୋନାକ୍ରେ,୭।୯: ପଶ୍ଚିମ ଆଫ୍ରିକୀୟ ଦେଶ ଗିନିରେ ବିଦ୍ରୋହୀ ସୈନ୍ୟମାନେ କ୍ଷମତା ଦଖଲ କରିଛନ୍ତିି। ତେବେ ବର୍ତ୍ତମାନ ସୁଦ୍ଧା ସରକାର ଗଠନ ନେଇ କୌଣସି ଘୋଷଣା କରାଯାଇ ନାହିଁ। ବିଦ୍ରୋହୀଙ୍କ ନେତୃତ୍ୱ ନେଉଥିବା କଲୋନେଲ୍ ମମାଦି ଡୋମ୍ବୋୟା ଦେଶର ସମସ୍ତ ସୀମାକୁ...
ଦୁଇବର୍ଷରୁ ଊର୍ଦ୍ଧ୍ୱ ଶିଶୁଙ୍କ ଟିକାକରଣରେ କ୍ୟୁବା ପ୍ରଥମ, ହେଲେ ମିଳିନି ଡବ୍ଲୁଏଚ୍ଓର ମଞ୍ଜୁରୀ
ହୱାନା,୭ ।୯: ସାରା ବିଶ୍ୱରେ କରୋନା ଭାଇରସକୁ ଦୂରେଇବା ପାଇଁ ଭ୍ୟାକ୍ସିନ ବା ଟିକାକରଣର ଅଭିଯାନ ଯୋର ସୋରରେ ଚାଲିଛି । ହେଲେ ଏପର୍ଯ୍ୟନ୍ତ ଛୋଟ ପିଲାମାନଙ୍କ ପାଇଁ ଭ୍ୟାକ୍ସିନ ନ ଆସିବା ଚିନ୍ତାର କାରଣ ପାଲଟିଛି । ଆମେରିକାଠାରୁ...
ପାକିସ୍ତାନ ବିରୋଧରେ ରାସ୍ତାକୁ ଓହ୍ଲାଇଲେ ମହିଳା
କାବୁଲ,୭ ।୯: ଆଫଗାନିସ୍ତାନର ପଞ୍ଜଶିରରେ ତାଲିବାନକୁ ସାହାଯ୍ୟ କରିବା ପାକିସ୍ତାନକୁ ମହଙ୍ଗା ପଡିଛି । ନିକଟରେ ନର୍ଦନ ଆଲାୟଂସର ସେନାଙ୍କ ବିରୋଧରେ ପାକିସ୍ତାନ ବାୟୁସେନା ଦ୍ୱାରା କରାଯାଇଥିବା ଆକ୍ରମଣ ପରେ ଆଫଗାନିସ୍ତାନରେ ଏହାର ଖୋଲାଖୋଲି ବିରୋଧ ହୋଇଛି । ସୋମବାର...
୯/୧୧ରେ ସରକାର ଗଠନ କରିପାରେ ତାଲିବାନ୍…
କାବୁଲ,୭।୯: ତାଲିବାନ୍ ଆଫଗାନିସ୍ତାନରେ ଏକ ନୂତନ ସରକାର ଗଠନ ପାଇଁ ଜୋରଦାର ପ୍ରୟାସ ଆରମ୍ଭ କରିଛି। ସରକାରୀ ଗଠନକୁ ନେଇ ନିରନ୍ତର ବୈଠକ ଜାରି ରହିଛିି। ସେପ୍ଟେମ୍ବର ୧୧(୯/୧୧)ରେ ଆମେରିକାର ଓ୍ବାଲ୍ଡ ଟ୍ରେଡ୍ ସେଣ୍ଟର ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର...
ତାଲିବାନ୍ ଶିବିର ଉପରେ ଅଜ୍ଞାତ ବିମାନରୁ ବୋମା ମାଡ଼…
କାବୁଲ,୭।୯: ଆଫଗାନିସ୍ତାନରେ ତାଲିବାନ୍ ଏବଂ ନର୍ଦନ ଆଲାଇନ୍ସ ମଧ୍ୟରେ ରକ୍ତାକ୍ତ ଯୁଦ୍ଧ ଚାଲିଛି। ପଞ୍ଜଶିରରେ ଦଖଲ କରିବା ସତ୍ତ୍ୱେ ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ଏପରିସ୍ଥଳେ ଏକ ଅଜ୍ଞାତ ବିମାନ ଦ୍ୱାରା ତାଲିବାନ୍ ଶିବିର ଉପରେ ବୋମାମାଡ଼ ହୋଇଛି। ବିମାନ...
କାମଚଳା ସରକାର ଗଢ଼ିବ ତାଲିବାନ୍
କାବୁଲ, ୭ା୯: ପଞ୍ଜଶିର ଅକ୍ତିଆର ପରେ ଆଫଗାନିସ୍ତାନରେ ସରକାର ଗଠନ ପାଇଁ ତାଲିବାନ୍ର ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଖୁବ୍ଶୀଘ୍ର ସରକାରର ସମ୍ପୂର୍ଣ୍ଣ ରୂପରେଖ ସାମ୍ନାକୁ ଆସିବ। ଏବେ ନିର୍ବାଚନ କଥା ଦୃଷ୍ଟିରେ ରଖାଯାଇନାହିଁ। ତେବେ ସାମୟିକ ଭାବେ ତାଲିବାନ୍ ଏକ...
Archives


