ଅନ୍ତର୍ଜାତୀୟ

ୟୁକ୍ରେନ୍‌କୁ ପୁଣି ସହାୟତାର ହାତ ବଢ଼ାଇଲା ଆମେରିକା

ଓ୍ବାଶିଂଟନ୍‌,/କ୍ୱିଭ୍‌,୨।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୩୮ଦିନରେ ପହଞ୍ଚିଛି। ୩୮ଦିନରେ ବି ରୁଷିଆ ୟୁକ୍ରେନର ଅନେକ ବଡ଼ ବଡ଼ ସହରକୁ ଧ୍ୱଂସ କରିବାରେ ଲାଗିପଡ଼ିଛି। ଏହି ଆକ୍ରମଣ ଯୋଗୁ ଅଧିକରୁ ଅଧିକ ଲୋକ ନିଜ ଦେଶ ଛାଡି ପଡ଼ୋଶୀ…

ବାଲାଷ୍ଟିକ୍‌ ମିଶାଇଲ୍‌ ପରୀକ୍ଷଣ ବାତିଲ କଲା ଆମେରିକା

ଓ୍ବାଶିଂଟନ୍‌,୨।୪: ୟୁକ୍ରେନରେ ଜାରି ରହିଥିବା ସାମରିକ ଯୁଦ୍ଧ ମଧ୍ୟରେ ଏବଂ ରୁଷିଆ ସହିତ ପରମାଣୁ ତିକ୍ତତାକୁ କମ୍‌ କରିବା ପାଇଁ ଆମେରିକା ମିନିଟ୍‌ମ୍ୟାନ ତୃତୀୟ ଅନ୍ତମହାଦ୍ୱୀପ ବାଲାଷ୍ଟିକ୍‌ ମିଶାଇଲ୍‌(ଆଇସିବିଏମ୍‌) ପରୀକ୍ଷଣକୁ ବାତିଲ କରିଛି। ଶୁକ୍ରବାର ଆମେରିକାର ବାୟୁସେନା ଏନେଇ ସୂଚନା ଦେଇଛି।…

ପୁଣି ଚିନ୍ତା ବଢ଼ାଇବ ନୂଆ ଭାରିଆଣ୍ଟ: ଓମିକ୍ରନଠାରୁ ୧୦ଗୁଣା ଅଧିକ ସଂକ୍ରମଣ

ଜେନେଭା,୨।୪: କରୋନା ଭାଇରସ୍‌ର ଏକ ନୂଆ ଭାରିଆଣ୍ଟ ପୁଣି ଥରେ ଚିନ୍ତା ବଢ଼ାଇବାକୁ ଯାଉଛି। କରୋନାର ନୂଆ ମ୍ୟୁଟାଣ୍ଟ ଭାରିଆଣ୍ଟ ଏକ୍ସଇ ଓମିକ୍ରନର ସବ୍‌ଭାରିଆଣ୍ଟ ବିଏ-୨ ଅପେକ୍ଷା ପ୍ରାୟ ୧୦ଗୁଣ ଅଧିକ ସଂକ୍ରାମକ ହୋଇପାରେ। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ଏନେଇ ଚିନ୍ତା…

ଆମେରିକା କୂଟନୀତିଜ୍ଞଙ୍କୁ ସମନ ଜାରି କଲା ପାକିସ୍ତାନ

ଇସ୍‌ଲାମାବାଦ,୨।୪: ପାକିସ୍ତାନର ଆଭ୍ୟନ୍ତରୀଣ ବ୍ୟାପାରରେ ଆମେରିକା ହସ୍ତକ୍ଷେପ କରୁଥିବା ଅଭିଯୋଗ କରି ଇସ୍‌ଲାମାବାଦ ଆମେରିକାର ବରିଷ୍ଠ କୂଟନୀତିଜ୍ଞ ଆଙ୍ଗେଲା ପି ଆଗେଲରଙ୍କୁ ସମନ ଜାରି କରି ପ୍ରତିବାଦ କରିଛି। ପାକ୍‌ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ କ୍ଷମତାଚ୍ୟୁତ କରିବା ପଛରେ ବିଦେଶୀ ଷଡ଼ଯନ୍ତ୍ର…

ପାକିସ୍ତାନ ଉପରେ ଆଉ ଏକ ସଙ୍କଟ, ଚାଇନା ମାଗିଲାଣି ୫୫.୬ ମିଲିୟନ ଆମେରିକୀୟ ଡଲାର ବାକି ଋଣ

ଇସଲାମାବାଦ,୨ ।୪: ପାକିସ୍ତାନ ଉପରେ ଗୋଟିଏ ପରେ ଗୋଟିଏ ସଙ୍କଟ ଯେମିତି ମାଡି ଆସୁଛି । ଏବେ ‘ଲାହୋର ଅରେଞ୍ଜ ଲାଇନ ପରିଯୋଜନା’ ସମ୍ବନ୍ଧିତ ୫୫.୬ ମିଲିୟନ ଆମେରିକୀୟ ଡଲାର ବକେୟା ଋଣ ଫେରସ୍ତ ମାଗିଲାଣି ଚାଇନା । ପାକିସ୍ତାନ ଏହା…

ଶ୍ରୀଲଙ୍କାରେ ମହଙ୍ଗା ମାଡ: ପେଟ୍ରୋଲ ପାଇଁ ଲାଇନରେ ଠିଆ ହୋଇ ଲୋକଙ୍କ ମୃତ୍ୟୁ

କଲମ୍ବୋ,୨ ।୪: ବିଦେଶି ମୁଦ୍ରା କମ୍ ଯୋଗୁ ଶ୍ରୀଲଙ୍କାରେ ଖୋଦେଇଥିବା ମହଙ୍ଗା ମାଡ ଏବେ ସାଧାରଣ ଜନଜୀବନ ଉପରେ ଖୁବ୍ ପ୍ରଭାବ ପାକାଉଛି । ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ହସ୍ପିଟାଲରେ ଔଷଧ ନାହିଁ ତ…

ଶ୍ରୀଲଙ୍କାରେ ଜରୁରୀ ପରିସ୍ଥିତି ଜାରି

କଲମ୍ବୋ,୨ା୪: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଦ୍ୱୀପରାଷ୍ଟ୍ର ଶ୍ରୀଲଙ୍କାରେ ଜନ ଅସନ୍ତୋଷ ତୀବ୍ର ହେବାରେ ଲାଗିଥିବାବେଳେ ଶୁକ୍ରବାର ରାଷ୍ଟ୍ରପତି ଗୋଟାବାୟା ରାଜ୍‌ପାକ୍‌ସେ ସେଠାରେ ଜରୁରୀ ପରିସ୍ଥିତି ଜାରି କରିଛନ୍ତି। ଇତି ମଧ୍ୟରେ ଓ୍ବେଷ୍ଟର୍ନ ପ୍ରୋଭିନ୍ସରେ ସାମୟିକଭାବେ କର୍ଫ୍ୟୁ ଜାରି କରାଯାଇଛି।…

ଶ୍ରୀଲଙ୍କାରେ ପେଟ୍ରୋଲଠାରୁ ମହଙ୍ଗା ହେଲା କ୍ଷୀର

କଲମ୍ବୋ,୨ ।୪: ଭାରତର ପଡୋଶୀ ଦେଶ ଶ୍ରୀଲଙ୍କାର ଅବସ୍ଥା ବେଳକୁ ବେଳ ଖରାପ ହେବାରେ ଲାଗିଛି । ସେଠାରେ ଏବେ ହସ୍ପିଟାଲରେ ଔଷଧ ମିଳୁନାହିଁ । ପେଟ୍ରୋଲ ଡିଜେଲର ସମସ୍ୟା ଦେଖାଦେବା ପରେ ଏବେ ପେଟ୍ରୋଲ ପମ୍ପରେ ସେନା ମୁତୟନ କରାଯାଇଛି…

ଏନ୍‌ଏଫ୍‌ଟିରେ ଆତ୍ମା ବିକ୍ରି

ନେଦରଲାଣ୍ଡସ୍‌, ୨ା୪: ମିମ୍‌, ଜୋକ୍‌ ଏବଂ ମନୋରଞ୍ଜନ ଭିଡିଓ ଆଦି ନନ୍‌ ଫନ୍‌ଜିବଲ ଟୋକେନ (ଏନ୍‌ଏଫ୍‌ଟି) ଜରିଆରେ ବିକ୍ରି ହେଉଛି। ନେଦରଲାଣ୍ଡସ୍‌ସ୍ଥିତ ହେଗ୍‌ ଆର୍ଟ ଏକାଡେମୀର ୨୧ ବର୍ଷୀୟ ଛାତ୍ର ଷ୍ଟିଜନ ଭାନ୍‌ ଶ୍ଚେକ୍‌ ନିଜ ଆତ୍ମାକୁ ବିକ୍ରି କରିବା ପାଇଁ…

ସାଟେଲାଇଟ୍‌ ଚିତ୍ରରେ ବିଶାଳକାୟ ସାପର ଭ୍ରମ

ପ୍ୟାରିସ,୨ା୪: ଫ୍ରାନ୍ସର ଲେ ସରପେଣ୍ଟ ଡି’ଓସେନ ଉପକୂଳରେ ଏକ ବିଶାଳକାୟ ସାପର କଙ୍କାଳ ସଦୃଶ ଚିତ୍ର ଗୁଗଲ୍‌ ମ୍ୟାନ୍‌ ସାଟେଲାଇଟ୍‌ରୁ ଦେଖିବାକୁ ମିଳିଛି। ଏହି ଭାଇରାଲ୍‌ ଭିଡିଓ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଥିବାବେଳେ ଅନେକେ ଏହାକୁ ବିଲୁପ୍ତ ଟିଟାନୋବୋଆ ପ୍ରଜାତିର…

ଆମେରିକା ପ୍ରତିନିଧି ସଭାରେ ଗଞ୍ଜେଇ ବିଲ୍‌ ଗୃହୀତ

ଓ୍ବାଶିଂଟନ୍‌,୨।୪: ଆମେରିକାର ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ ଗଞ୍ଜେଇକୁ ବୈଧ କରିବା ପାଇଁ ଉଦ୍ଦିଷ୍ଟ ଏକ ବିଲ୍‌କୁ ମଞ୍ଜୁରୀ ଦେଇଛି। ମାରିଜୁଆନା ଅପର୍ଚୁନିଟି ରିଇନ୍‌ଭେଷ୍ଟମେଣ୍ଟ ଆଣ୍ଡ ଏକ୍ସପଙ୍ଗ୍‌ମେଣ୍ଟ (ଏମ୍‌ଓଆର୍‌ଇ) ଆଇନ ବଳରେ ଦେଶରେ ଗଞ୍ଜେଇ ଉପରେ ଜାରି କଟକଣା ହଟିବ। ବିଲ୍‌କୁ ହାଉସ୍‌…

ଆସନ ବଞ୍ଚାଇବାକୁ ଭାରତଠାରୁ ସାହାଯ୍ୟ ମାଗୁଛନ୍ତି ଇମ୍ରାନ: ବିଲାୱଲ

ଇସଲାମାବାଦ,୨ ।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ସମସ୍ୟା ଥମିବାର ନାଁ ନେଉନି । ପାକିସ୍ତାନ ସଂସଦରେ ଇମ୍ରାନଙ୍କ ବିରୋଧରେ ଦିଆଯାଇଥିବା ଅବିଶ୍ୱାସ ପ୍ରସ୍ତାବ ଉପରେ ଭୋଟିଂ ରବିବାର ହେବ । ଏହା ପୂର୍ବରୁ ଗୁରୁବାର ବିଳମ୍ବିତ ରାତ୍ରିରେ ସେ ଦେଶକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri