ଇମ୍ରାନ୍ଙ୍କ ପୂର୍ବରୁ ଭଲ ଥିଲା ପାକ୍
ଇସ୍ଲାମାବାଦ,୨ା୪ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନଙ୍କ ଆସନ ଟଳମଳ ସ୍ଥିତିରେ ଥିବାବେଳେ ତାଙ୍କ ପୂର୍ବତନ ସ୍ତ୍ରୀ ରେହମ ଖାନ୍ଙ୍କ ଏକ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଇମ୍ରାନଙ୍କ ଶାସନରେ ଦେଶରେ ଉପୁଜିଥିବା ଜଟିଳ ସ୍ଥିତିକୁ ଦୂର କରିବା ପାଇଁ…
ପାକ୍ ଉପରେ କ୍ଷୁବ୍ଧ ଶକ୍ତିଶାଳୀ ଦେଶ ଭାରତକୁ ସମର୍ଥନ କରୁଛି: ଇମ୍ରାନ୍
ଇସ୍ଲାମାବାଦ,୨ା୪ : ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ରବିବାର ଅନାସ୍ଥା ଭୋଟର ସମ୍ମୁଖୀନ ହେବାକୁ ଯାଉଥିବାବେଳେ ସେଠାର ରାଜନୈତିକ ଅଚଳାବସ୍ଥା ପାଇଁ ସେ ଏକ ଶକ୍ତିଶାଳୀ ଦେଶକୁ ଦାୟୀ କରିଆସୁଛନ୍ତି। ସେ ନିକଟରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କୁ ଭେଟିବାରୁ ଏଥିରେ…
ୟୁକ୍ରେନ୍ର ରୁଷିଆ ଆକ୍ରମଣ
କିଭ୍/ମସ୍କୋ,୨ା୪: ଫେବୃୟାରୀ ୨୪ରେ ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ ଆରମ୍ଭ କରିଥିଲା। ସେବେଠୁ ରାଜଧାନୀ କିଭ୍ ସମେତ ଅନେକ ସହରରେ ରୁଷୀୟ ସୈନ୍ୟ ବୋମା, ରକେଟ ଓ କ୍ଷେପଣାସ୍ତ୍ର ମାଡ଼ କରୁଥିବାବେଳେ ୟୁକ୍ରେନୀୟ ସୈନ୍ୟ କେବଳ ଆମତ୍ରକ୍ଷା କରୁଥିଲେ। କିନ୍ତୁ ଏବେ…
ବାୟୁସେନାର ୨ ବିମାନ ଦୁର୍ଘଟଣାଗ୍ରସ୍ତ: ୪ ପାଇଲଟ୍ଙ୍କ ମୃତ୍ୟୁ
ସିଓଲ,୧।୪: ଦକ୍ଷିଣ କୋରିଆ ବାୟୁସେନାର ୨ଟି ବିମାନ ଶୁକ୍ରବାର ପରସ୍ପର ମଧ୍ୟରେ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ସେନାର ୪ ଜଣ କର୍ମଚାରୀଙ୍କ (ପାଇଲଟ୍) ମୃତ୍ୟୁ ଘଟିଛି। କୋରିଆ ବାୟୁସେନା ପକ୍ଷରୁ ଏହି ସୂଚନା ଦିଆଯାଇଛି। ମିଳିଥିବା ସୂଚନା ମୁତାବକ,…
‘ଆମେରିକା ପାକିସ୍ତାନକୁ ଫୋନ୍ କରେନି, ଧମକ କାହିଁକି ଦେବ’
ଇସଲାମାବାଦ,୧।୪: ପାକିସ୍ତାନରେ ଏବେ ରାଜନୈତିକ ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ଏହି ସଙ୍କଟ ମଧ୍ୟରେ ଇମ୍ରାନ ଏକ ସମାବେଶରେ କହିଥିଲେ, ପାକିସ୍ତାନ ସରକାର ଭାଙ୍ଗିବା ପାଇଁ ଅନ୍ତର୍ଜାତୀୟ ଷଡଯନ୍ତ୍ର ଚାଲିଛି। ଏଥିରେ ସେ…
ଆକାଶରେ ପିଟି ହେଲେ ବାୟୁ ସେନାର ଦୁଇ ବିମାନ
ସିଓଲ,୧।୪: ଦକ୍ଷିଣ କୋରିଆ ବାୟୁ ସେନାର ଦୁଇ ଯୁଦ୍ଧ ବିମାନ ଶୁକ୍ରବାର ଟ୍ରେନିଂ ବେଳେ ମଝି ଆକାଶରେ ପରସ୍ପର ସହ ଧକ୍କା ହୋଇଛନ୍ତି। ଏହି ଦୁର୍ଘଟଣାରେ ୩ ପାଇଲଟ୍ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଦୁର୍ଘଟଣାଟି ସଦର୍ନ…
ରୁଷିଆ ତୈଳ ଡିପୋ ଉପରେ ଆକ୍ରମଣ କଲା ୟୁକ୍ରେନ
କ୍ୱିଭ୍,୧।୪: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଦେଢ ମାସରୁ ଅଧିକ ହେବ ଯୁଦ୍ଧ ଚାଲିଛି। ଏହି ଯୁଦ୍ଧରେ ରୁଷିଆ ପଛକୁ ଫେରିବାକୁ ପ୍ରସ୍ତୁତ ନ ଥିବାବେଳେ ୟୁକ୍ରେନ ମଧ୍ୟ ନଇଁବାକୁ ରାଜି ହେଉ ନାହିଁ। ଶୁକ୍ରବାର ୟୁକ୍ରେନ ରୁଷିଆର ତୈଳ ଡିପୋ…
ମଦ ପାଇଁ ଘର ଛାଡି ୧୪ ବର୍ଷ ହେଲା ରହୁଛନ୍ତି ବିମାନବନ୍ଦରରେ
ବେଜିଂ,୧।୪: ମଦ, ସିଗାରେଟ ଛାଡ଼ିଲେ ଘରେ ରହିବୁ। ପରିବାର ଲୋକଙ୍କ ଏଭଳି ଚେତାବନୀ ପରେ ଚାଇନାର ୬୦ ବର୍ଷୀୟ ବୃଦ୍ଧ ଘର ଓ ପରିବାର ଲୋକଙ୍କୁ ଛାଡ଼ି ୧୪ ବର୍ଷ ହେଲା ବେଜିଂ କ୍ୟାପିଟାଲ ଇଣ୍ଟରନ୍ୟାଶନାଲ ଏୟାରପୋର୍ଟରେ ରହୁଛନ୍ତି। ସୂଚନା ଯୋଗ୍ୟ,…
ଆଜି ରୁଷିଆ-ୟୁକ୍ରେନ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
କ୍ୱିଭ୍,୧ା୪: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧ ମାସରୁ ଊର୍ଦ୍ଧ୍ୱ ହେବ ଚାଲିଛି। ଏହାକୁ ବନ୍ଦ କରିବା ଏବଂ ସମାଧାନ ପାଇଁ ଏପର୍ଯ୍ୟନ୍ତ ଅନେକଥର ଆଲୋଚନା ହୋଇସାରିଲାଣି। ମାତ୍ର ସମାଧାନର କୌଣସି ରାସ୍ତା ମିଳୁନି। ଉଭୟ ଦେଶର ପ୍ରତିନିଧି ଦଳ ଶୁକ୍ରବାର ଆଉ…
ୟୁକ୍ରେନର ଗାଁକୁ ଟାର୍ଗେଟ କଲେଣି ରୁଷିଆ ସେନା!
କ୍ୱିଭ,୧ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୩୭ ଦିନ ହୋଇଗଲାଣି । ହେଲେ ଏବେବି ରୁଷିଆ ପୂର୍ବଭଳି ଆକ୍ରମଣ କରିବା ମୁଡରେ ରହିଛି । ୟୁକ୍ରେନର ରାଜଧାନୀ କ୍ୱିଭ ଦଖଲ କରିବାକୁ ଚାହୁଁଥିବା ରୁଷିଆ କିନ୍ତୁ ଏପର୍ଯ୍ୟନ୍ତ ଏହାକୁ ହାସଲ କରିପାରୁ ନାହିଁ…
ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀଙ୍କ ଭାରତ ଗସ୍ତ ଉପରେ ସମସ୍ତଙ୍କ ନଜର
ନୂଆଦିଲ୍ଲୀ,୧ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ମଧ୍ୟରେ ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାୱରୋବ ଭାରତ ଗସ୍ତ କରିଛନ୍ତି । ଶୁକ୍ରବାର ସେ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କ ସହ ସାକ୍ଷାତ କରିବେ । ହେଲେ ଏପଟେ ରୁଷିଆ ବୈଦେଶିକ ମନ୍ତ୍ରୀଙ୍କ…
ଶ୍ରୀଲଙ୍କା ରାଷ୍ଟ୍ରପତି ଭବନ ସମ୍ମୁଖରେ ବିରୋଧ ପ୍ରଦର୍ଶନ, କଲମ୍ବୋରେ କର୍ଫ୍ୟୁ
କଲମ୍ବୋ,୧ ।୪: ଶ୍ରୀଲଙ୍କାରେ ଲାଗି ରହିଥିବା ଆର୍ଥିକ ସଙ୍କଟ ମଧ୍ୟରେ ରାଷ୍ଟ୍ରପତି ଗୋଟବାୟା ରାଜପକ୍ଷେଙ୍କ ଇସ୍ତଫା ଦାବି କରାଯାଉଛି । ଗୁରୁବାର ରାଷ୍ଟ୍ରପତିଙ୍କ ଆବାସ ସମ୍ମୁଖରେ ହୋଇଥିବା ବିରୋଧ ପ୍ରଦର୍ଶନ ହିଂସାର ରୂପ ନେଇଛି । ଫଳରେ ଖବରଦାତାଙ୍କ ସମେତ ପ୍ରାୟ…
Archives


