ଅନ୍ତର୍ଜାତୀୟ

୧୧ ଘଣ୍ଟାରେ ବଦଳିଗଲା ସମୀକରଣ…

ମସ୍କୋ/ଓ୍ବାଶିଂଟନ,୨୨।୨ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମାତ୍ର ୧୧ ଘଣ୍ଟା ମଧ୍ୟରେ ସମୀକରଣ ବଦଳି ଯାଇଛି। ସୋମବାର ସକାଳେ ଆମେରିକା ରାଷ୍ଟ୍ରପତି ଶାନ୍ତି ଆଲୋଚନା ପାଇଁ ପ୍ରସ୍ତାବ ଦେଇଥିଲେ। ମାତ୍ର ବିଳିମ୍ବିତ ରାତିରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର…

ମହିଳାଙ୍କ ଆଖିରୁ ବାହାରିଲା ୨ ସେମି ଲମ୍ବା ଜୀବନ୍ତ ପୋକ

ନୂଆଦିଲ୍ଲୀ,୨୨।୨: ନିକଟରେ ଆମାଜନ ଜଙ୍ଗଲରୁ ଫେରିଥିବା ଜଣେ ଆମେରିକୀୟ ମହିଳା ମାୟାସିସ ନାମକ ଏକ ଭିନ୍ନ ଧରଣର ଟିସୁ ସଂକ୍ରମଣ ରୋଗରେ ପୀଡ଼ିତ ଥିଲେ। ତାଙ୍କ ଆଖିର ସଫଳ ଅସ୍ତ୍ରୋପଚାର ବେଳେ ୩ ଜୀବନ୍ତ ବଟଫ୍ଲାଇଜ (ପୋକ) ମିଳିଥିବା ଦିଲ୍ଲୀର ବେସରକାରୀ…

ଫସିଗଲା ରୁଷିଆ, କଡ଼ା ଜବାବ ଦେବାକୁ ପ୍ରସ୍ତୁତ ଅନେକ ଦେଶ

ନ୍ୟୁୟର୍କ,୨୨।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ତିକ୍ତତା ଚରମ ସୀମାରେ ପହଞ୍ଚିଛି। ସୀମାରେ ବିପୁଳ ସଂଖ୍ୟାରେ ଯୁଦ୍ଧାସ୍ତ୍ର ଖଞ୍ଜି ୟୁକ୍ରେନକୁ ଭୟଭୀତ କରୁଥିବା ରୁଷିଆ ଏବେ ଆଉ ଏକ ବଡ ପଦକ୍ଷେପ ନେଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ…

ଆମେ ଭୟ କରିନୁ: ୟୁକ୍ରେନ୍ ରାଷ୍ଟ୍ରପତି

କ୍ୱିଭ,୨୨ ।୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନର ଦୁଇଟି ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେବା ପରେ ଯୁଦ୍ଧ ଆଶଙ୍କା ଆହୁରି ବୃଦ୍ଧି ପାଇଛି । ଏହାପରେ ରୁଷିଆ ପକ୍ଷରୁ ୟୁକ୍ରେନ ମଧ୍ୟକୁ ସେନା ପ୍ରବେଶ କରାଯାଇଛି । ଯାହାକୁ…

ୟୁକ୍ରେନର ବିଭାଜିତ ଅଞ୍ଚଳରେ ବାଣିଜ୍ୟ ଓ ପୁଞ୍ଜି ବିନିଯୋଗ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ୱାଶିଂଟନ,୨୨ ।୨: ରୁଷିଆ ଦ୍ୱାରା ପୂର୍ବ ୟୁକ୍ରେନର ୨ଟି ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦିଆଯିବା ପରେ ଆମେରିକା କଠୋର ପଦକ୍ଷେପ ନେଇଛି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସୋମବାର ଏକ କାର୍ଯ୍ୟକାରୀ ଆଦେଶରେ ଦସ୍ତଖତ କରିଛନ୍ତି ଯାହା ଫଳରେ…

ୟୁକ୍ରେନ ସଙ୍କଟ: ସଂଯମତା ପାଇଁ ଭାରତର ନିବେଦନ

ନୂଆଦିଲ୍ଲୀ,୨୨ ।୨: ରୁଷିଆ-ୟୁକ୍ରେନ୍ ମଧ୍ୟରେ ବୃଦ୍ଧି ପାଉଥିବା ଯୁଦ୍ଧ ଆଶଙ୍କା ମଧ୍ୟରେ ମଙ୍ଗଳବାର ଭାରତୀୟ ସମୟ ସକାଳ ପ୍ରାୟ ୭ଟା ୩୦ରେ ଆୟୋଜିତ ହୋଇଛି ମିଳିତ ଜାତିସଂଘ ସୁରକ୍ଷା ପରିଷଦର ବୈଠକ । ଏଥିରେ ଭାରତର ସ୍ଥାୟୀ ପ୍ରତିନିଧି ଟିଏସ୍ ତିରୁମୂର୍ତ୍ତି…

ସୁଇସ୍‌ ବ୍ୟାଙ୍କରେ କୋଟି କୋଟି ଟଙ୍କା ରଖିଛନ୍ତି ପାକିସ୍ତାନୀ ଜେନେରାଲ

ଇସଲାମାବାଦ,୨୨।୨: ଏକ ଅଗ୍ରଣୀ ସୁଇସ୍‌ ବ୍ୟାଙ୍କ୍‌ର ୬୦୦ ଆକାଉଣ୍ଟ ସହ ଜଡ଼ିତ କିଛି ତଥ୍ୟ ଲିକ୍‌ ହୋଇଯାଇଛି। ସେହି ସମସ୍ତ ଆକାଉଣ୍ଟ ୧୪୦୦ ପାକିସ୍ତାନ ନାଗରିକଙ୍କର ବୋଲି ଗଣମାଧ୍ୟମ ରିପୋର୍ଟରୁ ଜଣାପଡ଼ିଛି। କ୍ରେଡିଟ୍‌ ସୁଇଜରୁ ଲିକ୍‌ ହୋଇଥିବା ତଥ୍ୟ ଅନୁଯାୟୀ, ଆକାଉଣ୍ଟ…

ମହାକାଶରେ ଗଛ ଲାଗିବ

ଓ୍ବାଶିଂଟନ୍‌, ୨୨।୨: ମହାକାଶରେ ବିନା ମାଟିରେ ଗଛ ଲାଗିବ। ଏହି ଗବେଷଣା ନିମନ୍ତେ ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ନର୍ଥରୋପ୍‌ ଗ୍ରୁମ୍‌ମ୍ୟାନ୍‌(ଏନ୍‌ଜି)ର ସିଗ୍‌ନସ୍‌ ସ୍ପେସ୍‌କ୍ରାଫ୍ଟକୁ ଅନ୍ତର୍ଜାତୀୟ ସ୍ପେସ୍‌ ଷ୍ଟେଶନ (ଆଇଏସ୍‌ଏସ୍‌)କୁ ପଠାଇଛି। ଏଥିରେ ପ୍ରାୟ ୩,୭୬୪ କେ.ଜିର କାର୍ଗୋ ରହିଥିବାବେଳେ…

ଯୁଦ୍ଧ ଆଶଙ୍କା: ଜରୁରୀକାଳୀନ ବୈଠକ ଡକାଇଲା ମିଳିତ ଜାତିସଂଘ ସୁରକ୍ଷା ପରିଷଦ

ନ୍ୟୁୟର୍କ,୨୨।୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆଶଙ୍କା ଘନେଇବାରେ ଲାଗିଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦେଶକୁ ସମ୍ବୋଧନ କରି ୟୁକ୍ରେନର ପୂର୍ବ ଭାଗରେ ଥିବା ଦୁଇଟି ଅଞ୍ଚଳକୁ ସ୍ବାଧୀନତା ପ୍ରଦାନ କରିଛନ୍ତି। ଏହାପରେ ପୁଟିନ ସର୍ବସମ୍ମୁଖରେ ୟୁକ୍ରେନର ବିଦ୍ରୋହୀ…

ହତ୍ୟା ତାଲିକା କରିଛି ରୁଷିଆ

ଓ୍ବାଶିଂଟନ୍‌/କ୍ୱିଭ୍‌/ମସ୍କୋ, ୨୨ା୨: ୟୁକ୍ରେନ କବ୍‌ଜା କରିବାକୁ ଆକ୍ରମଣ ନିମନ୍ତେ ଶେଷ ପ୍ରସ୍ତୁତିରେ ଲାଗିଥିବା ରୁଷିଆ ଟାର୍ଗେଟ କିଲିଂ କରିବ। ଏ ନେଇ ମସ୍କୋ ୟୁକ୍ରେନର କେତେକ ପ୍ରମୁଖ ଲୋକଙ୍କ ଏକ ତାଲିକା ପ୍ରସ୍ତୁତ କରିଛି। ୟୁକ୍ରେନ ଅକ୍ତିଆର ପରେ ରୁଷିଆ ସେମାନଙ୍କୁ…

ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେଲା ରୁଷିଆ

ମସ୍କୋ,୨୨ ।୨: ୟୁକ୍ରେନ ମାମଲାରେ ଏକ ବଡ ପଦକ୍ଷେପ ସ୍ୱରୂପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳ ଡେନେତ୍ସକ ଓ ଲୁହାସ୍କକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେବା ସହ ସୁରକ୍ଷା ଚୁକ୍ତିନାମା ମଧ୍ୟ କରିଛନ୍ତି ।…

ଯୋଗୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଆମେରିକା ଆଇନ ସଂସ୍ଥା

ଲଣ୍ଡନ,୨୨।୨:ଉତ୍ତରପ୍ରଦେଶ ପୋଲିସ ୨୦୧୭ରୁ ୨୦୨୧ ମଧ୍ୟରେ ବେଆଇନ ଭାବେ ଏନ୍‌କାଉଣ୍ଟରରେ କେତେଜଣ ଅପରାଧୀଙ୍କୁ ହତ୍ୟା କରିଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଭୂମିକା ରହିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଅନ୍ତର୍ଜାତୀୟ ଅପରାଧ ଓ ମାନବାଧିକାର ଆଇନଜୀବୀମାନଙ୍କର ସ୍ବତନ୍ତ୍ର ସଂଗଠନ ଗୁଏର୍ନିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri