ଅନ୍ତର୍ଜାତୀୟ

ଭାରତ-ପାକିସ୍ତାନର ଝାଞ୍ଜି ଯୋଗୁ ପୃଥିବୀର ପ୍ରତି ୫ ଜଣରେ ଜଣେ ପ୍ରଭାବିତ: ସର୍ଭେ ରିପୋର୍ଟ …

ଲଣ୍ଡନ, ୨୮।୪ : ଭାରତ ଏବଂ ପାକିସ୍ଥାନରେ ଝାଞ୍ଜି ପବନର ପ୍ରଭାବ ସମଗ୍ର ପୃଥିବୀ ଉପରେ ପଡ଼ିବା ଆରମ୍ଭ କରିଛି। ଏକ ରିପୋର୍ଟ ଅନୁସାରେ ପୃଥିବୀର ପ୍ରତି ୫ ଜଣରେ ଜଣେ ଲୋକ ଏହା ଦ୍ୱାରା ପ୍ରଭାବିତ ହେଉଛନ୍ତି। ପରିବେଶ ବିଜ୍ଞାନିଙ୍କ…

ୟୁକ୍ରେନ୍ ଉପରେ ରୁଷିଆର ସାଇବର ଆଟାକ

ମସ୍କୋ,୨୮ ।୪: ରୁଷିଆ ୟୁକ୍ରେନ୍ ଯୁଦ୍ଧକୁ ୨ ମାସ ପୂରଣ ହେଲାଣି । ହେଲେ ଏବେବି ଯୁଦ୍ଧ ଜାରି ରହିଛି । ଆରମ୍ଭରୁ ଅନୁମାନ କରାଯାଉଥିଲା କି ରୁଷିଆ ଆଗରେ ୟୁକ୍ରେନ୍ ବେଶୀଦିନ ତିଷ୍ଠି ପାରିବ ନାହିଁ । ହେଲେ କିଛି…

ଆତ୍ମଘାତୀ ମହିଳା ସ୍ନାତକୋତ୍ତର

କରାଚୀ, ୨୮ା୪: ପାକିସ୍ତାନର କରାଚୀ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଭ୍ୟାନ୍‌ରେ ମଙ୍ଗଳବାର ଆତ୍ମଘାତୀ ବିସ୍ଫୋରଣ କରିଥିବା ମହିଳା ଜଣେ ଉଚ୍ଚଶିକ୍ଷିତା ଏବଂ ୨ ପିଲାଙ୍କ ମା’ ବୋଲି ଜଣାପଡ଼ିଛି। ଆଫଗାନ୍‌ ଜର୍ନାଲିଷ୍ଟ ବଶିର୍‌ ଅହମ୍ମଦ ଗ୍ବାଖଙ୍କ ଅନୁସାରେ, ୩୦ ବର୍ଷୀୟା ଉକ୍ତ…

ସେନାକୁ ଭିକ ମାଗିଥିଲେ ଇମ୍ରାନ୍‌

ଇସ୍‌ଲାମାବାଦ, ୨୮ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ କ୍ଷମତା ପାଇଁ ଏତେ ପାଗଳ ଥିଲେ ଯେ ସେ ନିଜ ସରକାର ବଞ୍ଚାଇବା ପାଇଁ ଶେଷ ପର୍ଯ୍ୟନ୍ତ ସେନାକୁ ଭିକ ମାଗିଥିଲେ ବୋଲି ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ(ପିଏମ୍‌ଏଲ୍‌-ଏନ୍‌) ଉପାଧ୍ୟକ୍ଷା ମରିୟମ ନଓ୍ବାଜ୍‌…

ବୁଝାମଣା ପାଇଁ ଏବେ ବି ଆଶାବାଦୀ

ମସ୍କୋ, ୨୮ା୪: ୟୁକ୍ରେନ୍‌ ସଙ୍କଟ ଭିତରେ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ମସ୍କୋରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କୁ ଭେଟିଛନ୍ତି। ଏବେ ବି ଆଲୋଚନା ମାଧ୍ୟମରେ ୟୁକ୍ରେନ୍‌ ସହ ବୁଝାମଣା ନିମନ୍ତେ ଆଶାବାଦୀ ଥିବା ପୁଟିନ୍‌ ଜାତିସଂଘ ମହାସଚିବଙ୍କୁ କହିଛନ୍ତି। ୟୁକ୍ରେନ୍‌ରେ…

ପୁଟିନ୍‌ଙ୍କ ରୁବଲ ରଣନୀତି

ମସ୍କୋ/କିଭ୍‌, ୨୮ା୪: ଆମେରିକା ଓ ପାଶ୍ଚାତ୍ୟର କଟକଣାରେ ପ୍ରଭାବିତ ରୁଷିଆର ଅର୍ଥନୀତିକୁ ସଜାଡ଼ିବା ପାଇଁ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ମସ୍କୋର ମୁଦ୍ରା ରୁବଲ ମୂଲ୍ୟ ବୃଦ୍ଧିକୁ ଗୁରୁତ୍ୱ ଦେଉଛନ୍ତି। ରୁଷିଆରୁ ତୈଳ ଓ ଗ୍ୟାସ୍‌ ନେଉଥିବା ୟୁରୋପୀୟ ଦେଶଗୁଡ଼ିକ ରୁବଲରେ ପେମେଣ୍ଟ…

ଆମେରିକା ସହ ବନ୍ଧୁତା ଚାହୁଁଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୨୭ା୪: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କ ହାତରୁ କ୍ଷମତା ହରାଇବା ପଛରେ ବୈଦେଶିକ ହସ୍ତକ୍ଷେପ ବିଷୟରେ କହୁଥିବାବେଳେ ନୂତନ ପ୍ରଧାନମନ୍ତ୍ରୀ ଶାହାବାଜ ଶରିଫ୍‌ କହିଛନ୍ତି, ତାଙ୍କ ସହ ଆମେରିକାର ଶତ୍ରୁତା ରହିବା ଉଚିତ ନୁହେଁ। ପ୍ରଧାନମନ୍ତ୍ରୀ ସ୍ପଷ୍ଟ ଭାବେ…

ନେପାଳର ବିଦେଶୀ ମୁଦ୍ରା ଭଣ୍ଡାର ଖାଲି, ୧୦ ସାମଗ୍ରୀର ଆମଦାନୀ ଉପରେ କଟକଣା…

କାଠମାଣ୍ଡୁ, ୨୭।୪ : ଦେଶର ଖରାପ ଅର୍ଥବ୍ୟବସ୍ଥାକୁ ନିୟନ୍ତ୍ରଣ କରିବା ଲକ୍ଷ୍ୟରେ ନେପାଳ ସରକାର ଦୁଇ ମାସ ପାଇଁ ୧୦ ଟି ବିଭିନ୍ନ ସାମଗ୍ରୀ ଆମଦାନୀ ଉପରେ କଟକଣା ଲଗାଇଛନ୍ତି। ଇତି ମଧ୍ୟରେ ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହେବାରେ…

ସ୍ୟୁ ଚୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ…

ନାପିଦ୍ୱ, ୨୭।୪ : ମ୍ୟାନ୍‌ମାରର ଜୁଣ୍ଟା କୋର୍ଟ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛି। ତାଙ୍କ ବିରୋଧରେ ୬୦୦,୦୦୦ ଡଲାର ଏବଂ ଗୋଲ୍ଡ ବାର ଲାଞ୍ଚ ନେଇଥିବାର ଅଭିଯୋଗ ହୋଇଛି। ବୁଧବାର ତାଙ୍କ ବିରୋଧରେ…

ପାକିସ୍ତାନ ସୈନ୍ୟ ବିଭାଗ ହେବାରେ ଲାଗିଛି ମେଡ୍‌ ଇନ୍‌ ଚାଇନା…

ଇସଲାମାବାଦ, ୨୭।୪ : ପାକିସ୍ତାନ ସୈନ୍ୟ ବାହିନୀ ମେଡ୍‌ ଇନ୍‌ ଚାଇନା ହେବାରେ ଲାଗିଛି। ୨୦୧୭ରୁ ୨୦୨୧ ମଧ୍ୟରେ ଯୁଦ୍ଧ ବିମାନ, ଯୁଦ୍ଧ ଜାହାଜ, ବୁଡ଼ାଜାହାଜ ଏବଂ କ୍ଷେପଣାସ୍ତ୍ର ସମେତ ପାକିସ୍ତାନର ପ୍ରମୁଖ ଅସ୍ତ୍ରଶସ୍ତ୍ର ଯୋଗାଣକାରୀ ଦେଶ ଭାବରେ ଚାଇନା ନିଜର…

ନାଟୋ ଦେଶରୁ ପ୍ରତିଶୋଧ ନେଲା ରୁଷିଆ: ଏହି ୨ଦେଶର ଗ୍ୟାସ୍‌ ଯୋଗାଣ ବନ୍ଦ କଲେ ପୁଟିନ୍‌

ମସ୍କୋ,୨୭।୪: ରୁଷିଆ ଓ ୟୁକ୍ରେନ ଯୁଦ୍ଧରେ କ୍ୱିଭ୍‌କୁ ଖୋଲାଖୋଲି ଭାବେ ୟୁକ୍ରେନକୁ ସାହାଯ୍ୟ କରିବା ଏବଂ ରୁଷର କଥାକୁ ଅବମାନନା କରିବା ଏବେ ୟୁରୋପ ଦେଶକୁ ମହଙ୍ଗା ପଡ଼ିଛି। ଅତ୍ୟଧିକ କଠୋର ପଦକ୍ଷେପ ଗ୍ରହଣ କରିବା ସହ ରୁଷିଆ ପୋଲାଣ୍ଡ ଓ…

ମଣିଷଙ୍କଠାରେ ବାର୍ଡ ଫ୍ଲୁ ଭୂତାଣୁ, ଜଣେ ଶିଶୁ ଆକ୍ରାନ୍ତ…

ବେଜିଂ, ୨୭।୪ : ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ପକ୍ଷୀ, କୁକୁଡ଼ା ଏବଂ ପଶୁମାନଙ୍କଠାରେ ବାର୍ଡ ଫ୍ଲୁ ସଂକ୍ରମଣ ହେଉଥିଲା। ମାତ୍ର ଏବେ ପ୍ରଥମ ଥର ପାଇଁ ବାର୍ଡ ଫ୍ଲୁ ମଣିଷଙ୍କୁ ଆକ୍ରାନ୍ତ କରିବା ଆରମ୍ଭ କରିଛି। ଚାଇନାରେ ଏହି ସଂକ୍ରମଣର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?