ଅନ୍ତର୍ଜାତୀୟ

ଯୁଦ୍ଧରେ ୧୬,୪୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ…

କ୍ୱିଭ୍‌, ୨୬।୩ : ୟୁକ୍ରେନରେ ଏକ ମାସରୁ ଅଧିକ ସମୟ ଧରି ଚାଲିଥିବା ଯୁଦ୍ଧରେ ୧୬,୪୦୦ ରୁଷୀୟ ସୈନିକଙ୍କ ମୃତ୍ୟୁ ଘଟିଛି। ଖବର କାଗଜ ଦ କ୍ୱିଭ୍‌ ଇଣ୍ଡିପେଣ୍ଡେଣ୍ଟ୍‌ ପକ୍ଷରୁ ଏହି ଦାବି କରାଯାଇଛି। ୨୪ ଫେବୃଆରୀରେ ରୁଷିଆ ୟୁକ୍ରେନ ବିରୁଦ୍ଧରେ…

ପୃଥିବୀ ପାଇଁ ପୁଣି ସଙ୍କଟ,ଭାଙ୍ଗିଲା ବିରାଟକାୟ ହିମ ପାହାଡ଼…

ଓ୍ବାଶିଂଟନ, ୨୬।୩ : ପୃଥିବୀ ପାଇଁ ପୁଣି ଏକ ନୂଆ ସଙ୍କଟ ସୃଷ୍ଟି ହୋଇଛି ଆଣ୍ଟାର୍କଟିକାରେ ଏକ ବିରାଟ ହିମ ପାହାଡ଼ ଭାଙ୍ଗି ପଡ଼ିଛି। ଏହାର ଆକାର ୧୨୦୦ ବର୍ଗ କିଲାମିଟରରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ଏହି ଆଇସବର୍ଗର…

ପୁଟିନଙ୍କଠାରୁ ଗାଳି ଶୁଣି ରୁଷିଆ ରକ୍ଷା ମନ୍ତ୍ରୀଙ୍କ ହୃଦ୍‌ଘାତରେ ମୃତ୍ୟୁ

କ୍ୱିଭ,୨୬।୩: ଯୁଦ୍ଧକୁ ଅନେକ ଦିନ ବିତି ଥିଲେ ହେଁ ୟୁକ୍ରେନକୁ ଦଖଲ କରିବାରେ ସଫଳ ହୋଇପାରିନି ରୁଷିଆ। ଏସବୁ ମଧ୍ୟରେ ରୁଷିଆ ରକ୍ଷା ମନ୍ତ୍ରୀ ସର୍ଗେଇ ଶୋଇଗୁଙ୍କ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କଠାରୁ ଗାଳି ଶୁଣିବା ପରେ ତାଙ୍କର…

ଆଣବିକ ଯୁଦ୍ଧର ଆଶଙ୍କା ବଢ଼ିଲା, ବୁଡ଼ାଜାହାଜ ପ୍ରସ୍ତୁତ କଲେ ପୁଟିନ୍‌…

ମସ୍କୋ, ୨୬।୩ : ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ଏକ ମାସରୁ ଅଧିକ ସମୟ ବିତିଛି। ମସ୍କୋର ଆକ୍ରମଣ ବନ୍ଦ ହେବା ପରି ମନେ ହେଉନାହିଁ। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିଜର ପରମାଣୁ ଶକ୍ତିକୁ ବିଶେଷ ସତର୍କ କରାଇବାର…

ଜର୍ଜିଆ ରାସ୍ତା ଦେଇ ୟୁକ୍ରେନ୍‌କୁ ସୈନ୍ୟ ପଠାଉଛି ରୁଷିଆ

ଓ୍ବାଶିଂଟନ୍‌,୨୬।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ୩୧ଦିନ ହେଲାଣି ଯୁଦ୍ଧ ଲାଗି ରହିଛି। କିନ୍ତୁ ରୁଷିଆ ତଥାପି ୟୁକ୍ରେନକୁ ଜିତିବାରେ ସକ୍ଷମ ହୋଇନାହିଁ। ୟୁକ୍ରେନର ଅନେକ ସହର ଏବେ ବି ରୁଷୀୟ ସୈନ୍ୟଙ୍କଠାରୁ ବହୁ ଦୂରରେ ରହିଛି। ଏହି ସମୟରେ ମସ୍କୋ…

୩୧ ଦିନରେ ଧ୍ୱଂସ ହେଲା ଖାର୍କିବ, ଦେଖାଦେଲାଣି ଘୋର ଖାଦ୍ୟ ସଙ୍କଟ

କ୍ୱିଭ,୨୬ ।୩: ରୁଷିଆ-ୟୁକ୍ରେନ ଯୁଦ୍ଧ ମାସେ ପୂରଣ ହୋଇଥିଲେ ବି ଆକ୍ରମଣ ପୂର୍ବଭଳି ଜାରି ରହିଛି । ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ ଲଗାତାର ଆକ୍ରମଣ ଚାଲିଛି । ରୁଷିଆ ୟୁକ୍ରେନର ସବୁ ବଡ ବଡ ସହରକୁ ଟାର୍ଗେଟ କରିଥିବା ବେଳେ…

ରୁଷିଆ ଜାହାଜକୁ ଧ୍ୱଂସ କଲା ୟୁକ୍ରେନ

କ୍ୱିଭ୍‌,୨୬।୩: ଗତ ଏକ ମାସ ଧରି ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଥିବା ବେଳେ ଲକ୍ଷ ଲକ୍ଷ ଲୋକ ଆହତ ହୋଇଛନ୍ତି। ୟୁକ୍ରେନ ଉପରେ ଆକ୍ରମଣ କରି ରୁଷିଆକୁ ଅନେକ…

ମ୍ୟାନମାର ସେନାଙ୍କ ଅସ୍ତ୍ର ଯୋଗାଣକାରୀଙ୍କ ଉପରେ କନାଡାର ପ୍ରତିବନ୍ଧକ

ଓଟାୱା,୨୬ ।୩: ଗ୍ଲୋବଲ ଆଫେୟାର୍ସ କାନାଡା ଶୁକ୍ରବାର ଏକ ବୟାନରେ କହିଛି ମ୍ୟାନମାରରେ ସେନା ଅଧିକାରୀଙ୍କୁ ଅସ୍ତଶସ୍ତ୍ର ଯୋଗାଣ କରୁଥିବା ବ୍ୟକ୍ତି ଓ ସଂସ୍ଥା ଉପରେ କନାଡା ପ୍ରତିବନ୍ଧକ ଲଗାଉଛି । କାନାଡା ବିଶେଷ ଆର୍ଥକ ଉପାୟ(ବୁର୍ମା) ବିନିୟମ ଅନୁଯାୟୀ, ସେହି…

ସୌଦି ଅରବ ତେଲ ଡିପୋରେ ହାଉଦି ବିଦ୍ରୋହୀଙ୍କ ଆକ୍ରମଣ

ରିୟାଦ,୨୬ ।୩: ୟମନର ହାଉଦି ବିଦ୍ରୋହୀ ସୌଦି ଅରବର ଜେଦ୍ଦା ସହରରେ ଫର୍ମୁଲା ୱାନ ରେସ ପୂର୍ବରୁ ଶୁକ୍ରବାର ଏକ ତେଲ ଡିପୋ ଉପରେ ଆକ୍ରମଣ କରିଛନ୍ତି । ଏହା ହାଉଦି ବିଦ୍ରୋହୀଙ୍କ ଏପର୍ଯ୍ୟନ୍ତ କରାଯାଇଥିବା ସବୁଠାରୁ ବଡ ହାଇ ପ୍ରୋଫାଇଲ…

ଭାରତର ଆଭିମୁଖ୍ୟ ସନ୍ତୋଷଜନକ ନୁହେଁ: ଆମେରିକା

ଓ୍ବାଶିଂଟନ୍‌,୨୬।୩: ୟୁକ୍ରେନ୍‌ ପ୍ରସଙ୍ଗରେ ଭାରତର ଆଭିମୁଖ୍ୟ ସନ୍ତୋଷଜନକ ନୁହେଁ। ତେବେ ରୁଷିଆ ସହ ଭାରତର ଐତିହାସିକ ସମ୍ପର୍କକୁ ଦେଖିଲେ ଏଥିରେ ବିସ୍ମିତ ହେବାର ନାହିଁ ବୋଲି ହ୍ବାଇଟ୍‌ ହାଉସ୍‌ ନ୍ୟାଶନାଲ ସିକ୍ୟୁରିଟି କାଉନ୍‌ସିଲରେ ଇଣ୍ଡୋ-ପାସିଫିକ୍‌ ନିର୍ଦ୍ଦେଶକ ମିରା ରାପ୍‌-ହୁପର ଏକ ପ୍ୟାନେଲ…

ରୁଷିଆର ପଛଘୁଞ୍ଚା ସଙ୍କେତ

କିଭ୍‌/ମସ୍କୋ,୨୬ା୩: ବେଲ୍‌ଜିୟମ୍‌ର ବ୍ରସେଲ୍ସରେ ପାଶ୍ଚାତ୍ୟର ନେତାମାନେ ଯୁଦ୍ଧ ପ୍ରଭାବିତ ୟୁକ୍ରେନ୍‌ ସପକ୍ଷରେ ଏକାଠି ହୋଇ ଜରୁରୀ ସମ୍ମିଳନୀ କରିବାର ଦିନକ ପରେ ଏହାର ସୁଫଳ ଦେଖିବାକୁ ମିଳିଛି। କିଭ୍‌ ଆକ୍ରମଣକୁ ମାସେ ପୂରିଥିବାବେଳେ ନାଟୋ, ଇୟୁ ଏବଂ ଜି-୭ ନେତାମାନେ ମସ୍କୋକୁ…

ରୁଷିଆ ଉପରେ କମିବ ପାଶ୍ଚାତ୍ୟର ନିର୍ଭରଶୀଳତା

ବ୍ରସେଲ୍ସ,୨୬ା୩: ରୁଷିଆ ଉପରେ ଶକ୍ତି କ୍ଷେତ୍ରରେ ପାଶ୍ଚାତ୍ୟର ନିର୍ଭରଶୀଳତା ହ୍ରାସ କରିବା ପାଇଁ ଶୁକ୍ରବାର ଆମେରିକା ଓ ୟୁରୋପୀୟ ସଂଘ (ଇୟୁ) ସହଭାଗିତାର ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ବେଲ୍‌ଜିୟମ୍‌ର ବ୍ରସେଲ୍ସରେ ଉଭୟ ପକ୍ଷ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଗ୍ୟାସ୍‌ ଡିଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri