ଅନ୍ତର୍ଜାତୀୟ

ମାରିଉପୋଲରେ ପ୍ରଥମ ରାସାୟନିକ ଅସ୍ତ୍ରର ପ୍ରୟୋଗ!

କ୍ୱିଭ,୧୨ ।୪: ବେଳକୁ ବେଳ ବଢି ଚାଲିଛି ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ । ତେବେ ରାସାୟନିକ ଅସ୍ତ୍ରର ବ୍ୟବହାରକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଏବେ ରୁଷିଆ ରାସାୟନିକ ଅସ୍ତ୍ର ପ୍ରୟୋଗ ଆରମ୍ଭ କରିଦେଇଥିବା ଆଶଙ୍କା କରାଯାଉଛି…

ଇମ୍ରାନ୍‌ଙ୍କ ବିରୋଧରେ ଦେଶଦ୍ରୋହ ମାମଲା ଖାରଜ

ଇସଲାମାବାଦ,୧୨ା୪: ପାକିସ୍ତାନର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ଏବଂ ଅନ୍ୟ ପୂର୍ବତନ ମନ୍ତ୍ରୀଙ୍କ ନାଁରେ ଆସିଥିବା ଦେଶଦ୍ରୋହ ମାମଲାକୁ ଇସ୍‌ଲାମାବାଦ ହାଇକୋର୍ଟ ଖାରଜ କରିଛନ୍ତି। ଏହା ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ବିଚାରପତି ଅଥର ମିନାଲ୍ଲା କହିବା ସହ ଆବେଦନକାରୀ ମୌଲବୀ…

ନଓ୍ବାଜଙ୍କୁ ପ୍ରଧାନମନ୍ତ୍ରୀ କହିଲେ ବାଚସ୍ପତି

ଇସଲାମାବାଦ,୧୨ା୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ଶେହବାଜ ଶରିଫ୍‌ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ବାଚସ୍ପତି ଆୟାଜ୍‌ ସାଦିକ୍‌ ଭୁଲ୍‌ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ନାଁ ନେଇଥିଲେ। ପରେ ବାଚସ୍ପତି ଏଥିପାଇଁ ଭୁଲ୍‌ ମାଗିବା ସହ ପିଏମ୍‌ଏଲ୍‌-ଏନ୍‌ ସୁପ୍ରିମୋଙ୍କ ନାଁ ସର୍ବଦା…

ଶେହବାଜ୍‌ ଶରିଫ୍‌ କିଏ

ଇସଲାମାବାଦ,୧୨ା୪: ପାକିସ୍ତାନ ମୁସ୍‌ଲିମ୍‌ ଲିଗ୍‌-ନଓ୍ବାଜ (ପିଏମ୍‌ଏଲ୍‌-ଏନ୍‌)ର ଅଧ୍ୟକ୍ଷ ଶେହବାଜ୍‌ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍‌ ଶରିଫ୍‌ଙ୍କ ଭାଇ। ଶେହବାଜ୍‌ ପାକିସ୍ତାନ ପଞ୍ଜାବ ପ୍ରଦେଶରେ ୩ ଥର(୧୯୯୭, ୨୦୦୮ ଏବଂ ୨୦୧୩) ତଥା ସବୁଠାରୁ ଦୀର୍ଘ ସମୟ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଛନ୍ତି। ୧୯୯୭ରେ ସେ…

ପଞ୍ଜାବରେ ପୈତୃକ ଗାଁ

ଇସଲାମାବାଦ,୧୨ା୪: ଭାରତର ପଞ୍ଜାବ ପ୍ରଦେଶ ସହ ଶେହବାଜ୍‌ ଶରିଫ୍‌ଙ୍କ ସଂଯୋଗ ରହିଛି। ଅମୃତସର ନିକଟ ଜତି ଉମ୍‌ରା ଗ୍ରାମ ଶେହବାଜ୍‌ ଓ ଭାଇ ନଓ୍ବାଜ ଶରିଫ୍‌ଙ୍କ ପୈତୃକ ଗାଁ। ଶେହବାଜ୍‌ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବାପରେ ସେଠାରେ ଉତ୍ସବର ମାହୋଲ ଖେଳିଛି। ଭାରତ-ପାକିସ୍ତାନ…

ଇଜ୍ୟୁମ ସହର, ନିପର ନଦୀ ନିକଟରେ ପହଞ୍ଚିଲେ ରୁଷିଆ ସେନା, ଆକ୍ରମକ ହେଲା ୟୁକ୍ରେନ୍‌, ଉଡାଇଲା ରୁଷିଆର ଅସ୍ତ୍ରଶସ୍ତ୍ର ଡିପୋ

କ୍ୱିଭ,୧୨ ।୪: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ୪୭ ଦିନ ହୋଇଥିଲେ ମଧ୍ୟ ଇତିମଧ୍ୟରେ ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭ୍ ଦଖଲ କରିପାରି ନାହିଁ । ଫଳରେ ରୁଷିଆ ସେନା ତାଙ୍କ ଯୋଜନାରେ ପରିବର୍ତ୍ତନ କରି ପୂର୍ବ ୟୁକ୍ରେନକୁ ଫୋକସ କରୁଛନ୍ତି । ସୋମବାର…

ଭାରତ ସହ ସୁସମ୍ପର୍କ ଚାହୁଁ

ଇସଲାମାବାଦ,୧୨ା୪: ପାକିସ୍ତାନର ୨୩ ତମ ପ୍ରଧାନମନ୍ତ୍ରୀ ଭାବେ ଶେହବାଜ ଶରିଫ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ବିନା ପ୍ରତିଦ୍ୱନ୍ଦ୍ୱିତାରେ ଦେଶର ମୁଖ୍ୟ ଭାବେ ନିର୍ବାଚିତ ହେବା ପରେ ଶେହବାଜ୍‌ ନିଜ ପ୍ରଥମ ଭାଷଣରେ ଚାଇନା, ଭାରତ ଓ ଆମେରିକା ସହ ସମ୍ପର୍କ…

ଭୁଲ୍‌ରେ ନଓ୍ବାଜଙ୍କୁ ପ୍ରଧାନମନ୍ତ୍ରୀ କହିଲେ ବାଚସ୍ପତି

ଇସଲାମାବାଦ,୧୧।୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ଶେହଓ୍ବାଜ ଶରିଫ୍‌ଙ୍କୁ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ବାଚସ୍ପତି ଆୟାଜ୍‌ ସାଦିକ୍‌ ଭୁଲ୍‌ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ନାଁ ନେଇଥିଲେ। ପରେ ବାଚସ୍ପତି ଏଥିପାଇଁ ଭୁଲ୍‌ ମାଗିବା ସହ ପିଏମ୍‌ଏଲ୍‌-ଏନ୍‌ ସୁପ୍ରିମୋଙ୍କ ନାଁ ସର୍ବଦା…

ବାଇଡେନ୍‌ଙ୍କ ସହ ଆଲୋଚନା କଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୧।୪: ୟୁକ୍ରେନ୍‌ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଛି। ୟୁକ୍ରେନ୍‌ ଜନସାଧାରଣଙ୍କ ସୁରକ୍ଷା…

ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଶେହଓ୍ବାଜ

ଇସ୍‌ଲାମାବାଦ୍‌,୧୧।୪: ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ୭୦ ବର୍ଷୀୟ ଶେହଓ୍ବାଜ ଶରିଫ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ଭବନରେ କାର୍ଯ୍ୟକାରୀ ରାଷ୍ଟ୍ରପତି ତଥା ସିନେଟର ଅଧ୍ୟକ୍ଷ ସାଦିକ ସଞ୍ଜରାନି ଶେହଓ୍ବାଜଙ୍କୁ ତାଙ୍କ ପଦ ଓ…

ଶେହଓ୍ବାଜଙ୍କୁ ଶପଥ ପାଠ କରାଇବେନି ରାଷ୍ଟ୍ରପତି

ଇସ୍‌ଲାମାବାଦ୍‌,୧୧।୪: ପାକିସ୍ତାନରେ ମାସକରୁ ଲାଗିରହିଥିବା ରାଜନୈତିକ ସଙ୍କଟର ଏବେ ଅବସାନ ଘଟିଛି। ସୋମବାରରୁ ପାକିସ୍ତାନରେ ଶେହଓ୍ବାଜଙ୍କ ଯୁଗ ଆରମ୍ଭ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ ଭାଇ ତଥା ପିଏମ୍‌ଏଲ୍‌-ଏନ୍‌ର ଅଧ୍ୟକ୍ଷ ଶେହଓ୍ବାଜ ଶରିଫଙ୍କୁ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ଚୟନ…

ଲକ୍‌ଡାଉନ୍‌ରେ ଘରେ କଏଦ୍‌ ଥିବା ଲୋକଙ୍କ ଶୁଭୁଛି ଚିତ୍କାର

ବେଜିଂ,୧୧।୪: ଚାଇନା ବର୍ତ୍ତମାନ ଜିରୋ କୋଭିଡ ପଲିସି ଅନୁସରଣ କରୁଛି। ଚାଇନାର ସବୁଠୁ ବଡ଼ ସହର ସଂଘାଇରେ କୋଭିଡ ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ଚାଇନାର କମ୍ୟୁନିଷ୍ଟ ପାର୍ଟି ସରକାର ସମଗ୍ର ସହରରେ କଡ଼ା ଲକ୍‌ଡାଉନ ଲାଗୁ କରିଛନ୍ତି। ଇତିମଧ୍ୟରେ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?