ପାକିସ୍ତାନରେ ଭାଙ୍ଗିଦେଲେ ଗଣେଶ ମନ୍ଦିର
ନୂଆଦିଲ୍ଲୀ, ୬।୮: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଥିବା ଏକ ଗଣେଶ ମନ୍ଦିରକୁ ଶହ ଶହ ଲୋକ ଭାଙ୍ଗି ଦେଇଛନ୍ତି। ସ୍ଥାନୀୟ ସେମିନାରିରେ ପରିସ୍ରା କରିବା ଅଭିଯୋଗରେ ୯ ବର୍ଷର ହିନ୍ଦୁ ବାଳକଙ୍କୁ ଜାମିନ ମିଳିବାରୁ ଉତ୍ତେଜିତ ଲୋକେ ମନ୍ଦିର ପରିସରରେ...
ବୁର୍ଖା ପିନ୍ଧି ନ ଥିବାରୁ ଗଲା ଜୀବନ
କାବୁଲ,୫ା୮- ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନରୁ ବିଦେଶୀ ସୈନ୍ୟମାନେ ସ୍ବଦେଶ ଫେରୁଥିବା ବେଳେ ନିରୀହ ନାଗରିକମାନଙ୍କୁ ଟାର୍ଗେଟ କରୁଛନ୍ତି ଆତଙ୍କବାଦୀ। ତାଲିବାନ ଆତଙ୍କବାଦୀମାନେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ଗୁଳିକରି ହତ୍ୟା କରିଛନ୍ତି। ତାଙ୍କର ଦୋଷ ହେଲା ସେ ବୁର୍ଖା ପିନ୍ଧି...
ଭଡ଼ାରେ ଲାଗିବ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଘର
ଇସ୍ଲାମାବାଦ,୫।୮: ପାକିସ୍ତାନର ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ କ୍ଷମତାକୁ ଆସିବାର ୩ ବର୍ଷ ମଧ୍ୟରେ ଦେଶର ଅର୍ଥନୀତି ୧୯ ବିଲିୟନ ଡଲାର ହ୍ରାସ ପାଇଛି। ଅବସ୍ଥା ଏପରି ହୋଇଛି ଯେ, ପାକିସ୍ତାନ ସରକାର ପ୍ରଧାନମନ୍ତ୍ରୀଙ୍କ...
କିମ୍-ଜୋଙ୍ଗ୍-ଉନ୍ଙ୍କ ମୁଣ୍ଡରେ ବ୍ୟାଣ୍ଡେଜ୍ ପଡ଼ିଥିବା ନେଇ ଚର୍ଚ୍ଚା
ପ୍ୟୋଙ୍ଗ୍ୟାଙ୍ଗ୍,୫ା୮: ଉତ୍ତରକୋରିଆ ଶାସକ କିମ୍-ଜୋଙ୍ଗ-ଉନ୍ ତାଙ୍କର କ୍ରୁର ଶାସନ ପାଇଁ ସବୁବେଳେ ଚର୍ଚ୍ଚାରେ ଥାନ୍ତି। କିନ୍ତୁ ଏବେ ସେ ତାଙ୍କ ସ୍ବାସ୍ଥ୍ୟକୁ ନେଇ ଚର୍ଚ୍ଚାରେ ରହିଛନ୍ତି। କିମ୍ଙ୍କ କିଛି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯାହାକୁ...
ପ୍ରଥମଥର ଲାଗି ଟୋକିଓରେ ସର୍ବାଧିକ କରୋନା ପଜିଟିଭ ଚିହ୍ନଟ
ଟୋକିଓ,୫ ।୮: ଜାପାନର ରାଜଧାନୀ ଟୋକିଓ ଏବେ ଖୁବ୍ ଚର୍ଚ୍ଚାରେ । ସେଠି ଅନୁଷ୍ଠିତ ହେଉଛି ଅଲିମ୍ପିକ୍ସ ୨୦୨୦ । ଗୋଟିଏ ପଟେ କରୋନା ଭୟକୁ ଅନ୍ୟପଟେ ଗତବର୍ଷ ବାତିଲ ହୋଇଥିବା ଅଲିମ୍ପିକ୍ସର ମଜା । ଏପଟେ କିନ୍ତୁ ରାଜଧାନୀ...
ବିମାନରେ ଆଟେଣ୍ଡାଣ୍ଟଙ୍କୁ ପସନ୍ଦ ଆସିଲାନି ଯୁବତୀଙ୍କ ଡ୍ରେସ୍, କହିଲେ ଏମିତି କଥା…
ଓଟାଓ୍ବା,୫ା୮: ବିମାନ ଯାତ୍ରା ସମୟରେ ଯାତ୍ରୀମାନେ ନିଜ ପସନ୍ଦ ଏବଂ ଆରାମ ଲାଗିଲା ଭଳି ପୋଷାକ ପିନ୍ଧିଥାନ୍ତି। ମାତ୍ର ଏହି ଯାତ୍ରା ସମୟରେ ଜଣେ ଯୁବତୀଙ୍କ ଡ୍ରେସ୍ ବିମାନ ଆଟେଣ୍ଡାଣ୍ଟଙ୍କୁ ପସନ୍ଦ ଆସି ନ ଥିଲା। ଫଳରେ ସେ ଯୁବତୀଙ୍କୁ...
ପ୍ରେମିକାଙ୍କୁ କାର୍ ଛାତରେ ବାନ୍ଧି ସହର ସାରା ବୁଲାଇଲେ ପ୍ରେମିକ, କାରଣ ଜାଣିଲେ…
ମସ୍କୋ,୫ା୮: ଜଣେ ପ୍ରେମିକାଙ୍କ ସହିତ ଜଣେ ପ୍ରେମିକ ଏମିତି କିଛି କରିଛନ୍ତି, ଯିଏ ଦେଖିଲା ସେ ଆଶ୍ଚର୍ଯ୍ୟ ହେଲା। ‘ଟ୍ରଷ୍ଟ୍ ଟେଷ୍ଟ’ ଷ୍ଟଣ୍ଟ୍ ସମୟରେ ପ୍ରେମିକ ଜଣକ ନିଜର ପ୍ରେମିକାଙ୍କୁ କାର୍ ଛାତରେ ବାନ୍ଧି ସହର ସାରା ବୁଲାଇଛନ୍ତି। ଏହା...
ଭାରତକୁ ନେଇ ଏମିତି ଭୁଲ୍ କଥା କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ, ଏବେ ହେଉଛନ୍ତି ଟ୍ରୋଲ୍
ଇସଲାମାବାଦ,୫ା୮: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଭାରତର ଜନସଂଖ୍ୟାକୁ ନେଇ ଭୁଲ ତଥ୍ୟ ଦେଇଛନ୍ତି। ଯାହା ପରେ ସୋସିଆଲ ମିଡିଆରେ ଏହା ଖୁବ୍ ଭାଇରାଲ ହେଉଛି। ଇମ୍ରାନ ନିଜର ଏକ ଭିଡିଓରେ ଭାରତର ଜନସଂଖ୍ୟା ୧ ବିଲିୟନ ୩୦୦ କୋଟି...
ଅନିଶ୍ଚିତତା, ଅଚଳାବସ୍ଥା
ନୂଆଦିଲ୍ଲୀ/କାବୁଲ/ଓ୍ବାଶିଂଟନ,୫ା୮ : ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନର ଭାଗ୍ୟାକାଶରେ ଘୋଟିଛି ଅନିଶ୍ଚିତତାର ଘନକଳା ବାଦଲ। ରାଜଧାନୀ କାବୁଲର ସ୍ପୋଟର୍ସ ଲାଉଞ୍ଜରୁ ଲୋଗାର ପ୍ରଦେଶର ଚାଷ ଜମି, ସବୁଠି ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ। କ’ଣ ଘଟିବାକୁ ଯାଉଛି? କାହା ପାଖରେ ସନ୍ତୋଷଜନକ...
ଦକ୍ଷିଣ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଲା ଭାରତ
ନୂଆଦିଲ୍ଲୀ, ୪।୮: ବନ୍ଧୁ ରାଷ୍ଟ୍ରଗୁଡ଼ିକ ସହ ସୁରକ୍ଷା ସମ୍ପର୍କ ବୃଦ୍ଧି ପାଇଁ ଭାରତ ଚଳିତ ମାସରେ ସାଉଥ୍ ଚାଇନା ସି’କୁ ଯୁଦ୍ଧଜାହାଜ ପଠାଇଛି। ଗୋଟିଏ ଗାଇଡେଡ୍ ମଶାଇଲ୍ ଡେଷ୍ଟ୍ରୟର ଓ ଗୋଟିଏ ମିଶାଇଲ୍ ପ୍ରିଗେଟ ସହ ଭାରତର ୪ଟି ଯୁଦ୍ଧଜାହାଜ...
ନଦୀ କୂଳରେ ବଜ୍ରପାତ ନେଲା ୧୭ ଜୀବନ
ଢାକା, ୪ା୮: ବାଂଲାଦେଶର ଚପାଇନଓ୍ବାଗଞ୍ଜ ଜିଲାର ପଦ୍ମ ନଦୀକୂଳରେ ବୁଧବାର ଘଟିଛି ଏକ ଦୁଃଖଦ ଘଟଣା। ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ କନ୍ୟାପକ୍ଷ ଲୋକେ ନଦୀ ପାର ହେବାକୁ ଯାଉଥିବା ବେଳେ ବଜ୍ରପାତ ଘଟିବାରୁ ୧୭ ଜଣଙ୍କ ମୃତ୍ୟୁ...
ତାଲିବାନ ସହିତ ହାତ ମିଳାଇଲା ଲଶ୍କର, ଭାରତର ସହାୟତା ଲୋଡ଼ିଲେ ଆଫଗାନିସ୍ତାନ ସରକାର…
କାବୁଲ/ନୂଆଦିଲ୍ଲୀ,୪।୮: ଆଫଗାନିସ୍ତାନରେ ତାଲିବାନ ଆତଙ୍କବାଦୀ ଏବଂ ସୈନ୍ୟଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ସାଧାରଣ ଜନତାଙ୍କ ଉପରେ ତାଲିବାନ ଆତଙ୍କବାଦୀ ଆକ୍ରମଣ କରୁଛନ୍ତି। ତାଲିବାନ ସହିତ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ହାତ ମିଳାଇଛି। ତାଲିବାନ ହିଂସା ସମ୍ପର୍କରେ ଆଫଗାନିସ୍ତାନର...
Archives


