ବିପଜ୍ଜନକ ସ୍ଥିତିରେ ଆଫଗାନିସ୍ତାନ
କାବୁଲ, ୨୫।୭(ଆଇଏଏନ୍ଏସ୍): ଆମେରିକା ନେତୃତ୍ୱାଧୀନ ନାଟୋ ସେନା ପ୍ରତ୍ୟାହାର ସହିତ ଅଶାନ୍ତ ହେବାରେ ଲାଗିଛି ଆଫଗାନିସ୍ତାନ। ତାଲିବାନ ଆତଙ୍କବାଦୀମାନେ ସୀମାନ୍ତବର୍ତ୍ତୀ ଅଞ୍ଚଳର ୯୦ ପ୍ରତିଶତ ନିଜ ଦଖଲକୁ ନେଇସାରିଥିବା ଦାବି କରୁଛନ୍ତି। କେବଳ ତାଲିବାନ ନୁହେଁ, ସେଠାରେ ଡାଏଶ୍ ଏବଂ...
ପେଗାସସ୍ ପାଇଁ ଶାନ୍ତିରେ ଶୋଇପାରୁଛନ୍ତି ଲୋକେ
ଜେରୁଜେଲମ, ୨୫ା୭: ଇସ୍ରାଏଲରେ ପ୍ରସ୍ତୁତ୍ ସ୍ପାଏଓ୍ବେର ପେଗାସସ୍କୁ ନେଇ ବିବାଦ ଥମୁ ନ ଥିବାବେଳେ ଏହାର ନିର୍ମାତା ସାଇବର ସୁରକ୍ଷା କମ୍ପାନୀ ଏନ୍ଏସ୍ଓ ଗ୍ରୁପ୍ ନିଜ ପକ୍ଷ ରଖିଛି। ପେଗାସସ୍ ଟେକ୍ନୋଲୋଜି ଯୋଗୁ ବିଶ୍ୱର କୋଟି କୋଟି ଲୋକ ରାତିରେ...
ପାକିସ୍ତାନ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ଘଟଣାର ଯାଞ୍ଚ ନିର୍ଦ୍ଦେଶ
ବେଜିଂ,୨୪ ।୭: ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶି ବେଜିଂ ପହଞ୍ଚିବାର କିଛି ଘଣ୍ଟା ମଧ୍ୟରେ ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଚାଇନା ନାଗରିକଙ୍କ ମୃତଦେହ ଶୁକ୍ରବାର ଏକ ଚାଟର୍ଡ ବିମାନରେ ସ୍ୱେଦେଶ ପହଞ୍ଚିଥିଲା । ଆତଙ୍କବାଦୀ...
ପାକିସ୍ତାନ୍କୁ ଘାରିଛି ତାଲିବାନ୍ ଭୟ…
ଇସଲାମାବାଦ୍,୨୪।୭: ତାଲିବାନ୍ ଆତଙ୍କବାଦୀ ସଂଗଠନ ପ୍ରତି ପାକିସ୍ତାନରେ ଭୟ ସୃଷ୍ଟି ହୋଇଛି। ସୁରକ୍ଷାଦୃଷ୍ଟିରୁ ଆଫଗାନିସ୍ତାନ ସୀମାରେ ପାକିସ୍ତାନ ସୈନ୍ୟ ବାହିନୀଙ୍କୁ ମୁତୟନ କରାଯାଇଛି। ଧୀରେଧୀରେ ସୈନ୍ୟଙ୍କ ସଂଖ୍ୟାକୁ ବୃଦ୍ଧି କରାଯାଉଛି। ପୂର୍ବରୁ ଆଫଗାନିସ୍ତାନ ସୀମାରେ ନିୟମିତ ଭାବେ ସୈନ୍ୟଙ୍କୁ ମୁତୟନ...
୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ବଢ଼ିଲା ଲକ୍ଡାଉନ୍…
ଟୁନିସ୍,୨୪।୭: ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଟୁନିସିଆରେ ଜରୁରିକାଳୀନ ପରିସ୍ଥିତି(ଷ୍ଟେଟ୍ ଅଫ୍ ଏମ୍ରଜେନ୍ସି) ଘୋଷଣା କରାଯିବା ସହିତ ୨୦୨୨ ପର୍ଯ୍ୟନ୍ତ ଲକ୍ଡାଉନ୍ ସମୟ ସୀମାକୁ ବୃଦ୍ଧି କରାଯାଇଛି। ୨୦୨୧ ଜୁଲାଇ ୨୪ରୁ ୨୦୨୨ ଜାନୁୟାରୀ ୧୯ ପର୍ଯ୍ୟନ୍ତ ଦେଶରେ ଲକ୍ଡାଉନ୍...
ଭାକ୍ସିନ୍ ନ ନେଲେ ସିମ୍ କାର୍ଡ ହେବ ବନ୍ଦ, ସରକାରୀ କର୍ମଚାରୀଙ୍କୁ ମିଳିବନି ଦରମା…
ଇସଲାମାବାଦ୍,୨୪।୭: କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ପୃଥିବୀର ବିଭିନ୍ନ ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ତେବେ କେତେକ ଲୋକ ଭାକ୍ସିନ୍ ନେବାକୁ ଅମଙ୍ଗ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ...
ତିବ୍ବତରେ ଶି ଜିନ୍ପିଙ୍ଗ୍
ବେଜିଂ,୨୪ା୭: ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ତିବ୍ବତକୁ ଆକସ୍ମିକ ଗସ୍ତ କରିଥିବା ନେଇ ଚାଇନାର ସରକାରୀ ଗଣମାଧ୍ୟମଗୁଡ଼ିକ ପକ୍ଷରୁ ଶୁକ୍ରବାର ଭିଡିଓ ଫୁଟେଜ୍ ଜାରି କରାଯାଇଛି। ଜିନ୍ପିଙ୍ଗ୍ ତିବ୍ବତୀୟମାନଙ୍କୁ ଅଭିବାଦନ ଜଣାଉଥିବା ଏଥିରେ ଦେଖିବାକୁ ମିଳିଛି। ସେ ନିଜ ବିମାନରୁ ରେଡ୍...
ବିନା ଦର୍ଶକରେ ମାର୍ଚ୍ଚପାଷ୍ଟ
ଟୋକିଓ,୨୪।୭ (ପି.ଟି.): କୋଭିଡ୍-୧୯ ପ୍ରକୋପ ଜାରି ରହିଥିବା ସତ୍ତ୍ୱେ ଶୁକ୍ରବାର ରାତିରେ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଟୋକିଓ ଅଲିମ୍ପିକ୍ସ ଉଦ୍ଘାଟିତ ହୋଇଛି। ମହାମାରୀ କାରଣରୁ ନିର୍ଦ୍ଧାରିତ ସମୟର ଗୋଟିଏ ବର୍ଷ ପରେ ଏହି ମେଗା ଇଭେଣ୍ଟ ଆରମ୍ଭ ହୋଇଛି।...
ପୃଥିବୀ ମୁହାଁ ଜଳନ୍ତା ଗ୍ରହାଣୁପିଣ୍ଡ, ଜୁଲାଇ ୨୫ ରାତ୍ର ୧୧ଟା ୨୧ରେ ହେବ ପୃଥିବୀର ନିକଟବର୍ତ୍ତୀ …
ଓ୍ବାଶିଂଟନ,୨୪।୭: ପୃଥିବୀ ଉପରେ ନୂଆ ବିପଦ ମାଡ଼ିଆସୁଛି। ଜଳନ୍ତା ଗ୍ରହାଣୁପିଣ୍ଡ ୨୦୦୮-ଜିଓ-୨୦ ସେକେଣ୍ଡ ପ୍ରତି ୮ କିଲୋମିଟର ବେଗରେ ପୃଥିବୀ ମୁହାଁ ହୋଇଛି। ଜୁଲାଇ ୨୫ରେ ଭାରତୀୟ ସମୟ ରାତ୍ର ୧୧ଟା ୨୧ଟାରେ ଏହା ପୃଥିବୀର କକ୍ଷପଥ ନିକଟରେ ଅତିକ୍ରମ...
୩୦ ବର୍ଷ ପରେ ତିବ୍ବତରେ ଚାଇନା ମୁଖ୍ୟ
ବେଜିଂ,୨୩ା୭: ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ତିବ୍ବତକୁ ଆକସ୍ମିକ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଏହା ହେଉଛି ତାଙ୍କର ପ୍ରଥମ ତିବ୍ବତ ଯାତ୍ରା। ଏନେଇ ଚାଇନାର ସରକାରୀ ଚ୍ୟାନେଲ ସିସିଟିଭି ପକ୍ଷରୁ ଶୁକ୍ରବାର ଏକ ଭିଡିଓ ଜାରି କରାଯାଇଛି।...
ଆଫଗାନିସ୍ତାନରେ ଆମେରିକାର ଏୟାର ଷ୍ଟ୍ରାଇକ
ୱାଶିଂଟନ,୨୩ ।୭: ଆମେରିକା ଆଫଗାନିସ୍ତାନ ଭିତରେ ଥିବା ତାଲିବାନର ଶିବିରକୁ ଟାର୍ଗେଟ କରି ବିମାନ ଆକ୍ରମଣ କରିଛି । ଏହାର ସୂଚନା ଆମେରିକାର ପ୍ରତିରକ୍ଷା ବିଭାଗ ପେଣ୍ଟାଗନ ଦେଇଛି । ହେଲେ ଉକ୍ତ ଏୟାର ଷ୍ଟ୍ରାଇକରେ ତାଲିବାନର କେତେ ଶିବିର...
କ୍ୱାରାଣ୍ଟାଇନ୍ ସେଣ୍ଟରର ୪ର୍ଥ ମହଲାରୁ ବେଡ୍ସିଟ୍ ସାହାଯ୍ୟରେ ତଳକୁ ଖସି ପଳାଇଲେ କରୋନା ରୋଗୀ
କାନବେରା,୨୩ା୭: କରୋନା ମହାମାରୀ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ସଂକ୍ରମଣ ପ୍ରକାଶ ପାଉଥିବା ଲୋକଙ୍କୁ ଆଇସୋଲେଶନରେ ରହିବାକୁ କୁହାଯାଉଛି। ଅଷ୍ଟ୍ରେଲିଆରେ ଏମିତି ଏକ ଆଇସୋଲେଶନରେ ଥିବା ଜଣେ ବ୍ୟକ୍ତି ଯାହା କରିଛନ୍ତି ଜାଣିଲେ ଆଶ୍ଚର୍ଯ୍ୟଚକିତ ହେବେ। ପଶ୍ଚିମ...
Archives


