ଅନ୍ତର୍ଜାତୀୟ

ରହୁଥିବା ଠିକଣା କହିଲେ ଜେଲେନ୍‌ସ୍କି, ଶେୟାର କଲେ ଲୋକେଶନ୍‌

କ୍ୱିଭ୍‌, ୭ା୩: ୟୁକ୍ରେନ୍‌ ଉପରେ୧୩ ଦିନ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। କିନ୍ତୁ ପାଶ୍ଚାତ୍ୟ ଦେଶଗୁଡ଼ିକ ୟୁକ୍ରେନ୍‌କୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ନେଉନାହାନ୍ତି। ନୋ-ଫ୍ଲାଏ ଜୋନ୍‌ କରିବାର ଦକ୍ଷତା ସେମାନଙ୍କ ନିକଟରେ ଥିଲେ ହେଁ ବାରମ୍ବାର ଅନୁରୋଧ ସତ୍ତ୍ୱେ…

ପୁଟିନ୍‌ଙ୍କ ବିରୋଧରେ ବାଇଡେନ୍‌ଙ୍କ କଡ଼ା ପଦକ୍ଷେପ, ରୁଷିଆରୁ ତୈଳ ଆମଦାନୀ ବନ୍ଦ ନିଷ୍ପତ୍ତି…

ଓ୍ବାଶିଂଟନ,୮।୩ : ରୁଷିଆ ସୈନ୍ୟ ୟୁକ୍ରେନ୍‌ ଉପରେ ଆକ୍ରମଣ ଜାରି ରଖିଛନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍‌ଙ୍କୁ ବଡ଼ ଝଟକା ଦେଇଛନ୍ତି। ବାଇଡେନ୍‌ ପୁଟିନ୍‌ଙ୍କ ଚିନ୍ତାକୁ ବୃଦ୍ଧି କରିଛନ୍ତି। ରୁଷିଆରୁ ତୈଳ ଆମଦାନୀ ବନ୍ଦ କରିବାକୁ…

ଜାତିସଂଘର ସୁରକ୍ଷା ପ୍ରତିଶ୍ରୁତି ଉପରେ ପ୍ରଶ୍ନଚିହ୍ନ !…

ଜେନେଭା,୮।୩ : ଜାତିସଂଘର ନିରାପତ୍ତା ପରିଷଦ ପୃଥିବୀର ସମସ୍ତ ସଦସ୍ୟ ରାଷ୍ଟ୍ରଙ୍କ ସୁରକ୍ଷା ପାଇଁ ପ୍ରତିଶ୍ରୁତି ଦେଇଥାଏ। ସୁରକ୍ଷାର ଦାୟିତ୍ୱବୋଧ(ଆର୍‌ଟୁପି) ଅନ୍ତର୍ଗତ କୌଣସି ରାଷ୍ଟ୍ର ଉପରେ ଅନ୍ୟ ରାଷ୍ଟ୍ର ଆକ୍ରମଣ କଲେ ଏଥିରେ ସୁରକ୍ଷା ପରିଷଦ ହସ୍ତକ୍ଷେପ କରିଥାଏ। ମାତ୍ର ୟୁକ୍ରେନ୍‌…

ଆମେରିକା-ବ୍ରିଟେନ୍‌ ଉପରେ ବର୍ଷିଲେ ଜେଲେନସ୍କି, ୧୩ ଦିନ ଧରି ପାଶ୍ଚାତ୍ୟ ଦେଶ ଦେଉଛନ୍ତି ମିଥ୍ୟା ପ୍ରତିଶ୍ରୁତି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ମଙ୍ଗଳବାର ଆମେରିକା, ବ୍ରିଟେନ୍‌ ସମେତ ସମସ୍ତ ପାଶ୍ଚାତ୍ୟ ଦେଶଙ୍କ ଉପରେ ବର୍ଷିଛନ୍ତି। ଗତ ୧୩ ଦିନ ଧରି ପାଶ୍ଚାତ୍ୟ ଦେଶଗୁଡ଼ିକ କେବଳ ମିଥ୍ୟା ପ୍ରତିଶ୍ରୁତି ଦେଇ ଚାଲିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି।…

୩ ଲକ୍ଷ ନାଗରିକଙ୍କୁ ବନ୍ଧକ ରଖିଛି ରୁଷିଆ, ୟୁକ୍ରେନ୍‌ର ଅଭିଯୋଗ…

କ୍ୱିଭ୍‌,୮।୩ : ରୁଷିଆ ବିରୋଧରେ ୟୁକ୍ରେନ୍‌ ଗୁରୁତର ଅଭିଯୋଗ ଆଣିଛି। ରୁଷିଆ ୩ ଲକ୍ଷ ନାଗରିକଙ୍କୁ ମାରିୟୁପୋଲ୍‌ଠାରେ ବନ୍ଧକ ରଖିଥିବା ୟୁକ୍ରେନ୍‌ ବିଦେଶ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୟୁକ୍ରେନ୍‌ ବୈଦେଶିକମନ୍ତ୍ରୀ ଦିମିତ୍ରୋ କୁଲେବା କହିଛନ୍ତି ଯେ, ଆଇସିଆର୍‌ସି ମଧ୍ୟସ୍ଥତା ପରେ ମଧ୍ୟ…

ଅଜ୍ଞାତ ସ୍ଥାନରେ ଲୁଚିଛନ୍ତି ଜେଲେନସ୍କି…

କ୍ୱିଭ୍‌,୮।୩ : ୟୁକ୍ରେନ୍‌ର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଅଜ୍ଞାତ ସ୍ଥାନରେ ଲୁଚି ରହିଛନ୍ତି। ତାଙ୍କୁ ସୁରକ୍ଷା ଦେବା ପାଇଁ ଆମେରିକାର ନୌସେନା ସିଲ ଏବଂ ବ୍ରିଟିଶ ଏସ୍‌ଏଏସ୍‌ କମାଣ୍ଡୋ ନିୟୋଜିତ କରାଯାଇଛି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଜେଲେନସ୍କିଙ୍କ ନିକଟକୁ ଏପରି…

ତାଲିବାନ୍‌ ଶାସନରେ ୪୦୦ ନାଗରିକଙ୍କୁ ହତ୍ୟା…

କାବୁଲ,୮।୩ : ଆଫଗାନିସ୍ତାନରେ ତାଲିବାନ୍‌ ଶାସନ ଆରମ୍ଭ ହେବାଠାରୁ ଇତିମଧ୍ୟରେ ୪୦୦ ନାଗରିକଙ୍କୁ ହତ୍ୟା କରାଯାଇଛି। ଏସମ୍ପର୍କରେ ଜାତିସଂଘ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ମୃତ ନାଗରିକଙ୍କ ମଧ୍ୟରୁ ୮୦ ପ୍ରତିଶତ ଅଧିକ ଲୋକଙ୍କୁ…

ପେଟ୍ରୋଲ-ଡିଜେଲ ଦାମ ଦୁଇଗୁଣା ହେବା ଆଶଙ୍କା ଘନେଇଲା…

ନୂଆଦିଲ୍ଲୀ/ଓ୍ବାଶିଂଟନ/ମସ୍କୋ,୮।୩ : ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ସୋମବାରରେକର୍ଡ ସ୍ତରରେ ପହଞ୍ଚିଛି। ୨୦୦୮ ଗତ ୧୪ ବର୍ଷ ପରେ ଏହା ସର୍ବୋଚ୍ଚ ସ୍ତର ଛୁଇଁଛି। ବ୍ରେଣ୍ଟ ଅଶୋଧିତ ତୈଳ ଦର ବ୍ୟାରେଲ ପିଛା…

ସୁମିରୁ ଆରମ୍ଭ ହେଲା ରେସକ୍ୟୁ ଅପରେଶନ: ଉଦ୍ଧାର ହେବେ ୭ଶହ ଭାରତୀୟ ଛାତ୍ର

କ୍ୱିଭ୍‌,୮।୩: ୟୁକ୍ରେନର ସୁମିରେ ଫସି ରହିଥିବା ଭାରତୀୟମାନଙ୍କୁ ବାହାର କରିବା ପାଇଁ ଶେଷରେ ପ୍ରକ୍ରିୟା ଆରମ୍ଭ ହୋଇଛି। ସୁମିରୁ ଫସି ରହିଥିବା ଡାକ୍ତରୀ ଛାତ୍ରମାନଙ୍କୁ ରେଡ୍‌ କ୍ରସ ଏବଂ ଭାରତୀୟ ଦୂତାବାସର ଅଧିକାରୀମାନେ ସ୍ଥାନାନ୍ତର କରାଉଥିବା ନେଇ ମଙ୍ଗଳବାର ସୂଚନା ମିଳିଛି।…

ଯୁଦ୍ଧର ବିଭୀଷିକା, ରାସ୍ତାରେ ମଣିଷ ମୃତଦେହ ଖାଉଛନ୍ତି କୁକୁର,୧୨ ହଜାର ରୁଷିଆ ସୈନ୍ୟ ମୃତ…

କ୍ୱିଭ୍‌/ମସ୍କୋ, ୮।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ୧୩ ଦିନ ଧରି ଜାରି ରହିଛି। ଯୁଦ୍ଧର ବିଭୀଷିକା ସମଗ୍ର ମାନବ ଜାତିଙ୍କୁ ପୁଣିଥରେ ମର୍ମାହତ କରିଛି। ୟୁକ୍ରେନ୍‌ ରାସ୍ତାରେ ମୃତ ଦେଶ ଗୁଡ଼ିକ ଏଣେତେଣେ ପଡ଼ି ରହିଛି। ମୃତଦେହଗୁଡ଼ିକୁ କୁକୁର ଭିଡ଼ି…

ସୋସିଆଲ୍‌ ଆକାଉଣ୍ଟ ବନ୍ଦ କଲେ ପୁଟିନ୍‌ଙ୍କ ‘ସିକ୍ରେଟ୍‌ ଝିଅ’

ମସ୍କୋ,୮।୩: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ‘ସିକ୍ରେଟ୍‌ ଝିଅ’ ଭାବରେ ଜଣାଶୁଣା ଲୁଇଜା ରୋଜୋଭା ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟକୁ ଡିଲିଟ କରିଦେଇଛନ୍ତି। ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ୟୁକ୍ରେନକୁ ସମର୍ଥନ କରୁଥିବା ୟୁଜର୍ସମାନେ ଲଗାତାର…

ଯୁଦ୍ଧ ବିରତି ଘୋଷଣା କରିବ ରୁଷିଆ

ମସ୍କୋ,୮।୩: ୟୁକ୍ରେନ ଉପରେ ସାମରିକ କାର୍ଯ୍ୟାନୁଷ୍ଠାନର ୧୩ତମ ଦିନରେ ରୁଷିଆ ସିଜଫାୟାର(ଅସ୍ତ୍ରବିରତି) ଘୋଷଣା କରିବାକୁ ଯାଉଛି। ଏଥିଯୋଗୁ ମଙ୍ଗଳବାର ସକାଳ ୧୦ଟାରୁ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ ରହିବ। ଯାହା ଫଳରେ ୟୁକ୍ରେନ ରାଜଧାନୀ କ୍ୱିଭ, ଚେରନିଗୋଭ, ସମି ଏବଂ ଅନ୍ୟ କିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri