ଅନ୍ତର୍ଜାତୀୟ

ବୁଦାପେଷ୍ଟରେ ପହଞ୍ଚିବାକୁ ଜାରି ହେଲା ନୂଆ ଆଡଭାଇଜରି

ନୂଆଦିଲ୍ଲୀ,୬।୩: ୟୁକ୍ରେନ୍‌ରୁ ଭାରତୀୟମାନଙ୍କୁ ଉଦ୍ଧାର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେଠାରେ ଆହୁରି ଅନେକ ରହିଯାଇଥିବା ବେଳେ ଭାରତୀୟ ଦୂତାବାସ ପକ୍ଷରୁ ସେମାନଙ୍କ ପାଇଁ ରବିବାର ନୂଆ ଆଡଭାଇଜରି ଜାରି କରାଯାଇଛି। ୟୁକ୍ରେନ୍‌ ଏବଂ ହଙ୍ଗେରିରେ ଥିବା ଭାରତୀୟ ଦୂତାବାସ ପକ୍ଷରୁ…

୧୦ ଦିନ ପରେ କୋଇଲା ଖଣିରୁ ମିଳିଲା ୧୪ ଶ୍ରମିକଙ୍କ ମୃତଦେହ

ବେଜିଂ,୬।୩: ଚାଇନାରେ ଭୁଶୁଡ଼ି ପଡ଼ିଥିବା ଏକ କୋଇଲା ଖଣିରେ ୧୪ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଫେବୃୟାରୀ ୨୫ରେ ଗୁଇଝୋଉ ପ୍ରଦେଶର ସାନ୍‌ହେ ଶୁନଜୁନ୍‌ କୋଇଲା ଖଣି ଭୁଶୁଡ଼ି ପଡ଼ିବାରୁ ବହୁସଂଖ୍ୟାରେ ଶ୍ରମିକ ଏଥିରେ ଫସି ରହିଥିଲେ। ୧୦ ଦିନ ହେଲା…

‘ଯୁଦ୍ଧରେ ମଲେଣି ୧୧ ହଜାର ରୁଷୀୟ ସୈନ୍ୟ; ୨୮୫ ଟ୍ୟାଙ୍କ୍‌, ୪୪ ବିମାନ ଧ୍ୱଂସ’

କ୍ୱିଭ୍‌,୬।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ହେଉଛି ୧୧ ତମ ଦିନ। ରୁଷିଆର ଭୟଙ୍କର ଆକ୍ରମଣରେ ୟୁକ୍ରେନର ଅନେକ ସହର ନଷ୍ଟ ହୋଇଯାଇଛି। ଏଥି ସହିତ, ୟୁକ୍ରେନ ଛାଡୁଥିବା ଲୋକଙ୍କ ସଂଖ୍ୟା ମଧ୍ୟ କ୍ରମାଗତ ଭାବରେ ବୃଦ୍ଧି…

ରୁଷିଆରେ ଯୁଦ୍ଧ ବିରୋଧୀ ଆନ୍ଦୋଳନ ପାଇଁ ୧,୧୦୦ ଅଟକ

ମସ୍କୋ,୬।୩: ୟୁକ୍ରେନ ଉପରେ ସାମରିକ ଆକ୍ରମଣର ବିରୋଧରେ ରୁଷିଆରେ ତେଜିବାରେ ଲାଗିଛି ଆନ୍ଦୋଳନ। ବିଭିନ୍ନ ସହରରେ ରବିବାର ଯୁଦ୍ଧ ବିରୋଧୀ ବିକ୍ଷୋଭରେ ଜଡ଼ିତ ୧,୧୦୦ ଲୋକଙ୍କୁ ଅଟକ ରଖାଯାଇଛି। ଏ ନେଇ ସୂଚନା ଦେଇଛି ବିରୋଧୀ ଦଳର ଆନ୍ଦୋଳନ ଉପରେ ନଜର…

ୟୁକ୍ରେନ ସବୁ ସର୍ତ୍ତ ମାନିଲେ ବନ୍ଦ ହେବ ଯୁଦ୍ଧ: ପୁଟିନ୍‌

ମସ୍କୋ,୬।୩: ରୁଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୧ ଦିନ ହେବଜାରି ରହିଛି। କିନ୍ତୁ ପରିସ୍ଥିତି ସ୍ବାଭାବିକ ହୋଇନାହିଁ। ରୁଷିଆ ୟୁକ୍ରେନ ଉପରେ ପ୍ରବଳ ବୋମା ମାଡ କରୁଛି। ଫଳରେ ଅନେକ ସହର ଧ୍ୱଂସ ହୋଇଯାଇଛି। ତେବେ ଉଭୟ ଦେଶ ମଧ୍ୟରେ ଯୁଦ୍ଧ କେବେ…

ସ୍ପାଇ ପରୀକ୍ଷଣ କଲା ଉତ୍ତର କୋରିଆ, ପଡ଼ୋଶୀ ଦେଶ ଭୟଭୀତ

ପ୍ୟୋଙ୍ଗ୍‌ୟାଙ୍ଗ,୬ା୩: ଉତ୍ତର କୋରିଆ ଶନିବାର ଏକ ବାଲାଷ୍ଟିକ କ୍ଷେପଣାସ୍ତ୍ର ପରୀକ୍ଷା ପରେ ରବିବାର ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ସ୍ପାଇ ସାଟେଲାଇଟ୍‌ ପରୀକ୍ଷା କରିଛି। ଏନେଇ ଏହାର ପଡ଼ୋଶୀ ଦେଶ ପୁଣି ଥରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଉତ୍ତର କୋରିଆ କହିଛି, ଏଥର…

ଆମେରିକା ସାଂସଦଙ୍କୁ ଜେଲେନସ୍କି କହିଲେ ମୋତେ ଶେଷଥର ଲାଗି ଜୀବିତ ଅବସ୍ଥାରେ ଦେଖୁଛ

କ୍ୱିଭ,୬ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୧ ଦିନ ପୂରଣ ହେଲାଣି । ହେଲେ ଏବେବି ୟୁକ୍ରେନର ବଡ ବଡ ସହରରେ ବିସ୍ଫୋରଣର ଶବ୍ଦ ଶୁଣିବାକୁ ମିଳୁଛି । ରୁଷିଆ ତା’ ଜିଦରେ ଅଟଳ ଥିବା ବେଳେ ୟୁକ୍ରେନ ବି ମୁଣ୍ଡ ନୁଆଉ…

ରୁଷିଆରେ ଜାରା-ପେପଲ୍‌-ସାମସଙ୍ଗ୍‌ କାରବାର ବନ୍ଦ…

ଓ୍ବାଶିଂଟନ, ୬।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ଏହାକୁ ବିରୋଧ କରି ରୁଷିଆରେ ଜାରା, ପେପଲ୍‌ ଏବଂ ସାମସଙ୍ଗ୍‌ ନିଜ ନିଜ କାରବାର ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍‌ ଲାଇନ୍‌ ପେମେଣ୍ଟ କମ୍ପାନୀ ପେପଲ ଏହାର…

ନୂଆ ପିଢ଼ିଙ୍କୁ ପୁଟିନ୍‌ଙ୍କ ପାଠପଢ଼ା, ‘ୟୁକ୍ରେନ୍‌ ମୁକ୍ତି ମିଶନ’ ଉପରେ କାମ କରୁଛି ରୁଷିଆ…

ମସ୍କୋ, ୬।୩ : ୟୁକ୍ରେନ ବିରୋଧରେ ଯୁଦ୍ଧ କରିବା ପରେ ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ ନିଜ ଦେଶରେ ମଧ୍ୟ କଡ଼ା ବିରୋଧର ସମ୍ମୁଖୀନ ହୋଇଛନ୍ତି। ଏପରିକି ଅନେକ ଛୋଟ ପିଲା ପୁଟିନଙ୍କ ବିରୋଧରେ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥଳେ, ନୂଆ ପିଢ଼ିଙ୍କୁ…

ବାଇଡେନ୍‌ଙ୍କ ପ୍ଲାନ୍‌-ବି, ରୁଷିଆ ସହିତ ଲଢ଼େଇ ପାଇଁ ପୋଲାଣ୍ଡକୁ ଉସୁକାଉଛି ଆମେରିକା ?…

ଓ୍ବାଶିଂଟନ, ୬।୩ : ରୁଷିଆ ୟୁକ୍ରେନରେ ଆତଙ୍କ ସୃଷ୍ଟି କରିଛି। ଏହାର ଉନ୍ନତ କ୍ଷେପଣାସ୍ତ୍ର, ଆର୍ଟିଲିରି ଏବଂ ଅସ୍ତ୍ରଶସ୍ତ୍ର ୟୁକ୍ରେନର ବହୁ କ୍ଷତି କରିବାରେ ଲାଗିଛି। ତେବେ ପାଶ୍ଚାତ୍ୟ ଅସ୍ତ୍ରଶସ୍ତ୍ର ମାଧ୍ୟମରେ ୟୁକ୍ରେନ ରୁଷିଆକୁ ଟକ୍କର ଦେବାରେ ଲାଗିଛି। ଆମେରିକା ଏବଂ…

ପୁଟିନ୍‌ଙ୍କ ରାସ୍ତା ଆପଣେଇବାକୁ ଚାହୁଁଛନ୍ତି ଜିନ୍‌ପିଙ୍ଗ୍‌, ଭିଏତ୍‌ନାମ ସୀମାରେ ଚାଇନା ଯୁଦ୍ଧପୋତ…

ବେଜିଂ, ୬।୩ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ରୁଷିଆ ପ୍ରତିପକ୍ଷ ବ୍ଲାଡିମୀର ପୁଟିନ୍‌ଙ୍କ ରାସ୍ତା ଆପଣେଇବାକୁ ଚାହୁଁଛନ୍ତି। ଚାଇନା ଦକ୍ଷିଣ ଚୀନ ସାଗରରେ ଏହାର ଦକ୍ଷିଣ ହେନାନ ପ୍ରଦେଶ…

ରୁଷିଆକୁ ଝଟ୍‌କା, ମାଷ୍ଟରକାର୍ଡ-ଭିସା ପକ୍ଷରୁ ବଡ ପଦକ୍ଷେପ…

ନ୍ୟୁୟର୍କ,୬।୩ : ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଅନୁରୋଧ କ୍ରମେ ମାଷ୍ଟରକାର୍ଡ ଏବଂ ଭିସା ପକ୍ଷରୁ ଏକ ବଡ ପଦକ୍ଷେପ ଗ୍ରହଣ କରାଯାଇଛି। ରୁଷିଆ ଉପରେ ଲାଗିଥିବା କଟକଣାକୁ ଦୃଷ୍ଟିରେ ରଖି ମାଷ୍ଟରକାର୍ଡ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri